ରାଜ୍ୟ

ଆଜି କ୍ୟାବିନେଟ: ୧୦ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିବ ମୋହର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟା ୬ଟାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବହୁ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମୋହର ଲାଗିବ। ଦୀପାବଳି ପୂର୍ବରୁ ରାଜ୍ୟ…

ରାତି ୮ରୁ ୧୦ ଫୁଟିବ ବାଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ଦୁଇବର୍ଷର କରୋନା କଟକଣା ପରେ ଚଳିତ ବର୍ଷ ଆଲୋକର ପର୍ବ ଦୀପାବଳୀକୁ ସହରବାସୀ ବଡ଼ ଧୁମ୍‌ଧାମ୍‌ର ସହ ପାଳନ କରିବାକୁ ଚାହିଁ ବସିଛନ୍ତି। ଏଥର ବାଣ ଫୁଟାଇବାକୁ ଅନୁମତି ଥିବାରୁ ଆତସବାଜିରେ ପ୍ରକମ୍ପିତ ହେବ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର।…

ଆନ୍ଦୋଳନକୁ ଓହ୍ଲାଇବ ପ୍ରାଥମିକ ଶିକ୍ଷକ ସଂଘ

ଭୁବନେଶ୍ୱର, ୨୧ା୧୦ (ବ୍ୟୁରୋ):ରାଜ୍ୟ ସରକାର ନିକଟରେ ସମସ୍ତ ବିଭାଗରେ ଠିକା ନିଯୁକ୍ତି ଉଚ୍ଛେଦ କରିଛନ୍ତି। ଏପରିକି ଠିକା କର୍ମଚାରୀଙ୍କ ୬ ବର୍ଷର ଚୁକ୍ତି କାର୍ଯ୍ୟକାଳକୁ ୬ଟି ଇନ୍‌କ୍ରିମେଣ୍ଟ ଦେଇ ମୂଳ ଚାକିରିରେ ଗଣନା କରିଛନ୍ତି। ହେଲେ ପ୍ରାଥମିକ ଶିକ୍ଷକଙ୍କ କ୍ଷେତ୍ରରେ ଠିକା…

ବିଜେଡି ପାଇଁ କଣ୍ଟା ହୋଇପାରନ୍ତି ରାଜୁ

ଧାମନଗର, ୨୧।୧୦ (ଡି.ଏନ୍‌.ଏ):ଉପନିର୍ବାଚନ ପାଇଁ ୩ ପ୍ରମୁଖ ଦଳର ପ୍ରାର୍ଥୀଙ୍କ ସହ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସଙ୍କ ପ୍ରଚାରରେ ଧାମନଗର କମ୍ପୁଛି। ବିଭିନ୍ନ ଅଞ୍ଚଳରୁ ଆସି ଏଠାରେ ଡେରା ପକାଇଥିବା ଭିନ୍ନ ଭିନ୍ନ ଦଳର ନେତୃବୃନ୍ଦ ପଥପ୍ରାନ୍ତ ସଭା, ପଦଯାତ୍ରା ମାଧ୍ୟମରେ…

ଅର୍ଚ୍ଚନା ଡର, ମୁହଁମୋଡ଼ି ପଳାଇଲେ ପୋଲିସ କମିଶନର

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ବଡ଼ବଡିଆ ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ବ୍ୟବସାୟୀ, ପ୍ରଶାସନିକ ଓ ପୋଲିସ ଅଧିକାରୀଙ୍କୁ ହନିଟ୍ରାପ୍‌ରେ ଫସାଇ ବିପୁଳ ଅର୍ଥ ହଡ଼ପ ଅଭିଯୋଗରେ ଗିରଫ ହୋଇଥିବା ରହସ୍ୟମୟୀ ଅର୍ଚ୍ଚନା ନାଗ ଏବେ ଜେଲରେ ଦିନ କାଟୁଛନ୍ତି। ତେବେ ତାଙ୍କ ଲିଙ୍କ୍‌ରେ ଥିବା ତଥା…

ଜୟପୁର ଏୟାରପୋର୍ଟକୁ ଡିଜିସିଏର ଅନୁମତି

ଜୟପୁର,୨୧ା୧୦ (ନି.ପ୍ର.): ଜୟପୁରରୁ ସବୁଦିନିଆ ବିମାନ ଉଡିବା ନେଇ ଅନୁମତି ମିଳଛି। ଗୁରୁବାର କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ପକ୍ଷରୁ ଉଡାନ ଯୋଜନାରେ ଡିଜିସିଏ ଏହି ଅନୁମତି ପ୍ରଦାନ କରଛି। ଅନୁମତି ପତ୍ର ବିଭାଗ ପକ୍ଷରୁ ଏନେଇ ଓଡିଶା ସରକାରଙ୍କୁ…

ଆଜି ୯ ପ୍ରକଳ୍ପର ଶୁଭାରମ୍ଭ, ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୨୧ା୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ପାଣ୍ଠିରୁ ୧୪.୭୦ କୋଟି ଟଙ୍କା ବ୍ୟୟରେ ନିର୍ମିତ ୯ଟି ପ୍ରକଳ୍ପର ଶୁଭ ଉଦ୍‌ଘାଟନ ଶୁକ୍ରବାର କରିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ସେ ୩୩.୬୮ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବାକୁ…

ଫେରିଗଲା ମୌସୁମୀ

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ଓଡ଼ିଶାରୁ ଗୁରୁବାର ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିଛି। ରାଜ୍ୟର ୨୫ଟି ଜିଲାରୁ ମୌସୁମୀ ଫେରି ଯାଇଥିବାବେଳେ ବାକି ୫ଟି ଜିଲାରୁ ଆସନ୍ତା ୨ ଦିନ ମଧ୍ୟରେ ଫେରିଯିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି। ପାଣିପାଗ…

ବାଂଲାଦେଶ ମୁହାଁଇପାରେ ବାତ୍ୟା

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ)ଉତ୍ତର ଆଣ୍ଡାମାନ ସାଗର ଓ ନିକଟବର୍ତ୍ତୀ ଅଞ୍ଚଳରେ ଗୁରୁବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ ଡିପ୍ରେସନ(ଅବପାତ)ରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଆହୁରି…

୩୯ ଲକ୍ଷ ହଡ଼ପ ମାମଲାରେ ୩ କୋର୍ଟ ଚାଲାଣ: ବିଇଓ ଅଫିସ ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୨୦।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଶିକ୍ଷା ଅଧିକାରୀ(ବିଇଓ)ଙ୍କ କାର୍ଯ୍ୟାଳୟର ଆକାଉଣ୍ଟାଣ୍ଟ ଶୁଚିସ୍ମିତା ସୁଆର ଟଙ୍କା ହଡ଼ପ କରିଥିବା ମାମଲା ନେଇ ଟାଉନ ଥାନା ପୋଲିସ ତଦନ୍ତ ଆରମ୍ଭ କରିଛି। ଏହି ଘଟଣାରେ ଶୁଚିସ୍ମିତାଙ୍କ ସହ ସାମିଲ ଥିବା ଅଭିଯୋଗରେ ପୋଲିସ…

ଦୁର୍ଘଟଣାରେ ଚାଲିଗଲା ଯନ୍ତ୍ରୀଙ୍କ ଜୀବନ

ହିଞ୍ଜିଳିକାଟୁ,୨୦।୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଥାନା ଅନ୍ତର୍ଗତ ପିତଳ ଛକ ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ହରିଶଙ୍କରରୁ ଦର୍ଶନ ସାରି କାର୍‌ରେ ବ୍ରହ୍ମପୁର ଫେରୁଥିବା ବେଳେ କୌଣସି କାରଣ ବଶତଃ କାର୍‌ଟି ରାସ୍ତା ଉପରେ ଏକ ଟ୍ରକ୍‌ର…

ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ

କୋରାପୁଟ,୨୦।୧୦(ସ୍ବ.ପ୍ର.): କୋରାପୁଟ ଜିଲାବାସୀଙ୍କ ପାଇଁ ଖୁସି ଖବର। ଖୁବ୍‌ଶୀଘ୍ର ଜୟପୁର ବିମାନବନ୍ଦରକୁ ଉଡିବ ବିମାନ। ଏନେଇ ଡିଜିସିଏ ପକ୍ଷରୁ ଅନୁମତି ମିଳିଛି। ଉଡ଼ାଣ ଯୋଜନାରେ ଲାଇସେନ୍ସ ପ୍ରଦାନ କରାଯାଇଥିବା ନେଇ ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଯୁଗ୍ମ ସଚିବ ଉଷା ପାଢୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?