ବଜାର ଦର ବୃଦ୍ଧି, ଚିନ୍ତାରେ ଖାଉଟି
କେନ୍ଦ୍ରାପଡ଼ା ଅଫିସ, ୧୯ା୧୦: ବଜାର ଦର ବୃଦ୍ଧି ଯୋଗୁ ଚିନ୍ତାରେ ଖାଉଟି ପଡିଛନ୍ତି। କାର୍ତ୍ତିକ ମାସ ଯୋଗୁ ନିରାମିଷ ଖାଇବାକୁ ଲୋକେ ପସନ୍ଦ କରୁଥିବା ବେଳେ ପରିବା ଦର ଆକଶ ଛୁଅଁା ହୋଇଛି। ଏହାର ପ୍ରଭାବ ହାଣ୍ଡିଶାଳ ଉପରେ ପଡିଛି। ମାସକ…
ଏମ୍ସ ଡାକ୍ତର ଗିରଫ
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): ଜଣେ ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା କରିବା ଅଭିଯୋଗରେ ଭୁବନେଶ୍ୱର ଏମ୍ସ ହୃଦ୍ରୋଗ ବିଭାଗ (କାର୍ଡିଓଲୋଜି)ର ଡାକ୍ତର ଜୟଦୀପ ଦାସଗୁପ୍ତାଙ୍କୁ ମଙ୍ଗଳବାର ମହିଳା ଥାନା ପୋଲିସ ଗିରଫ କରିଛି। ଜୟଦୀପଙ୍କ ଘର ପଶ୍ଚିମବଙ୍ଗ ସାଉଥଚବିଶ ପ୍ରଗଣା ଜିଲା ହରିଦେବପୁର…
ସକାଳଠୁ ରାତି ପର୍ଯ୍ୟନ୍ତ ପୋଲିସ ନାକେଦମ୍
ଭୁବନେଶ୍ୱର/ବାଲିଅନ୍ତା,(ଡି.ଏନ୍.ଏ.),୧୯ା୧୦: ଚାଷୀଙ୍କ ବିଭିନ୍ନ ଦାବି ନେଇ ଭୁବନେଶ୍ୱର ଅଭିମୁଖେ ବାହାରିଥିବା ନବନିର୍ମାଣ କୃଷକ ସଙ୍ଗଠନର ଆନ୍ଦୋଳନ ପାଇଁ ମଙ୍ଗଳବାର କମିଶନରେଟ ପୋଲିସ ସକାଳଠାରୁ ରାତି ପର୍ଯ୍ୟନ୍ତ ନାକେଦମ୍ ହୋଇଛି। ନବନିର୍ମାଣ କୃଷକ ସଙ୍ଗଠନର ହଜାର ହଜାର କର୍ମକର୍ତ୍ତାଙ୍କୁ ରାଜଧାନୀ ଭିତରକୁ ପ୍ରବେଶ…
ନନ୍ଦନକାନନ: ବୋଟିଂ ଟେଣ୍ଡରରେ ଫିକ୍ସିଂ ଅଭିଯୋଗ
ବାରଙ୍ଗ,୧୯।୧୦(ଡି.ଏନ୍.ଏ.): କିଛିଦିନର ବ୍ୟବଧାନ ପରେ ନନ୍ଦନକାନନ ପୁଣି ବିବାଦ ଘେରକୁ ଟାଣି ହୋଇଯାଇଛି। ଏଥର ପର୍ଯ୍ୟଟକଙ୍କୁ ନେଇ ବିବାଦ ନୁହେଁ ଖୋଦ୍ ନନ୍ଦନକାନନ ଉପନିର୍ଦ୍ଦେଶକ ଓ ଜଣେ କିରାଣିଙ୍କ ନାମରେ ସାଙ୍ଘାତିକ ଅଭିଯୋଗ ଆସିଛି। ଟେଣ୍ଡର ଫିକ୍ସିଂ ଭଳି ଅଭିଯୋଗ ଉଠାଇଛନ୍ତି…
ଫାଷ୍ଟଫୁଡ୍ ଦୋକାନୀଙ୍କୁ ଗୋଡ଼ାଇ ହାଣିଲେ
ଭୁବନେଶ୍ୱର,୧୯।୧୦(ବ୍ୟୁରୋ): କିଛିଦିନର ନୀରବତା ପରେ ରାଜଧାନୀରେ ପୁଣି ଖଣ୍ଡା ବୁଲିଛି। ବିଶେଷକରି ବସ୍ତି ଅଞ୍ଚଳରେ ଅପରାଧୀମାନେ ଅଧିକ ସକ୍ରିୟ ହୋଇଉଠିଛନ୍ତି। ମଙ୍ଗଳବାର ସାରେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଚକେଇସିଆଣିରେ ଜଣେ ଫାଷ୍ଟଫୁଡ ଦୋକାନୀଙ୍କୁ ଦୁର୍ବୃତ୍ତମାନେ ଗୋଡ଼ାଇ ହାଣିଛନ୍ତି। ଆକ୍ରମଣର ଶିକାର ହୋଇଥିବା…
ନବୀନ ନିବାସ ଅଭିମୁଖେ ଦଣ୍ଡବତ ଯାତ୍ରା
ସମ୍ବଲପୁର,୧୯ା୧୦(ବ୍ୟୁରୋ): ସରକାର ୩ମାସ ସମୟ ଦେଇଥିଲେ। ହେଲେ ବର୍ଷେ ବିତିଥିଲେ ବି ପ୍ରତିଶ୍ରୁତି ପୂରଣ କଲେନି। ଶେଷରେ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି ଓଡ଼ିଶା ଡ୍ରାଇଭର ମହାସଂଘ କର୍ମକର୍ତ୍ତା। ସେମାନେ ମଙ୍ଗଳବାର ସମ୍ବଲପୁରରୁ ଦଣ୍ଡବତ ଯାତ୍ରା ଆରମ୍ଭ କରିଛନ୍ତି। ସମ୍ବଲପୁର ମା’…
ମିଳିଲା ନାହିଁ ଜଳ ନମୁନା ପରୀକ୍ଷା ରିପୋର୍ଟ
ଯାଜପୁର ଅଫିସ,୧୯ା୧୦: ରାଜ୍ୟର ସହରାଞ୍ଚଳ ଏବଂ ଗ୍ରାମାଞ୍ଚଳରେ ଥିବା ୧୦ ହେକ୍ଟରରୁ ଊର୍ଦ୍ଧ୍ୱ ଜଳାଶୟକୁ ପ୍ରଦୂଷଣମୁକ୍ତ କରିବାକୁ ସରକାର ପଦକ୍ଷେପ ନେଇଛନ୍ତି। ନ୍ୟାଶନାଲ ଗ୍ରୀନ ଟ୍ରିବ୍ୟୁନାଲ(ଏନ୍ଜିଟି)ରେ ଏନେଇ ରୁଜୁ ହୋଇଥିବା ଏକ ମାମଲା(ନଂ.୩୨୫/୨୦୧୫)କୁ ଅନୁପାଳନ କରିବାକୁ ୬ା୯ା୨୦୨୨ରେ ଜଳ ସମ୍ପଦ ବିଭାଗ…
ବିଜେଡି ନେତାଙ୍କ ଘରକୁ ବୋମା ମାଡ଼
କାମାକ୍ଷାନଗର, ୧୯।୧୦(ଡି.ଏନ୍.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଏନଏସି ୨ନଂ. ଓ୍ବାର୍ଡରେ ରହୁଥିବା ବିଜେଡି ନେତା ତଥା ଠିକାଦାର କାହ୍ନୁ ସାହୁଙ୍କ ଘର ଉପରକୁ ସୋମବାର ବିଳମ୍ବିତ ରାତିରେ ବୋମାମାଡ଼ ହୋଇଛି। ଏଥିରେ ତାଙ୍କ କାର୍ର ପଛ କାଚ ଭାଙ୍ଗି ଚୂରମାର୍ ହୋଇଯାଇଛି।…
କୋଲକାତାରୁ ଜେଟେକ୍ସ ଓସିଏନ୍ଏୟାର୍ ଏମ୍ଡି ଗିରଫ
ଭୁବନେଶ୍ୱର, ୧୯।୧୦(ବ୍ୟୁରୋ): ଓଡ଼ିଶାରେ ବହୁଗୁଣ ସୁଧ ଦେବାର ପ୍ରତିଶ୍ରୁତି ଦେଇ ୨.୬୨ କୋଟି ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଚିଟ୍ଫଣ୍ଡ ସଂସ୍ଥା ‘ଏମ୍/ଏସ୍ ଜେଟେକ୍ସ ଓସିଏନ୍ଏୟାର ପ୍ରାଇଭେଟ ଲିଃ’ର ପରିଚାଳନା ନିର୍ଦ୍ଦେଶକ (ଏମ୍ଡି)ଙ୍କୁ କୋଲକାତାରୁ ଗିରଫ…
ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ବର,୧୯ା୧୦(ବ୍ୟୁରୋ): ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କ ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ ହୋଇଯାଇଛି। ଏବେ ଟ୍ରାଫିକ ନିୟମ ଖିଲାପକାରୀଙ୍କ ବିରୋଧରେ ଧରପଗଡ଼ ଜୋର୍ଦାର ନିଆଯିବା ସହିତ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ସଡ଼କ ସୁରକ୍ଷା…
ଶାଳପତ୍ରରେ ସୁସ୍ବାଦୁ ବ୍ୟଞ୍ଜନ
ବାରିପଦା ଅଫିସ, ୧୯ା୧୦: ସଜେଇ ହେଉଛି ବିଶ୍ୱ ଐତିହ୍ୟ ଶିମିଳିପାଳ ଜାତୀୟ ଉଦ୍ୟାନ। ଆସନ୍ତା ନଭେମ୍ବର ୧ରେ ବିଧିବଦ୍ଧ ଭାବେ ପର୍ଯ୍ୟଟକଙ୍କ ପାଇଁ ଏହି ଅଭୟାରଣ୍ୟ ଖୋଲିବ। ଏନେଇ ୨୦ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ଚଳିତବର୍ଷ ପର୍ଯ୍ୟଟକମାନଙ୍କୁ ଶାଳପତ୍ର ପ୍ଳେଟ୍ ଓ…
ନଦୀ ଉପରେ ଶତାଧିକ ବାଉଁଶ ଭାଡ଼ି ଶୌଚାଳୟ
ପାରାଦୀପ,୧୯ା୧୦(ସ୍ବ.ପ୍ର.): ଜଗତ୍ସିଂହପୁର ଜିଲାର ପ୍ରମୁଖ ଶିଳ୍ପସହର ପାରାଦୀପ ପୌରାଞ୍ଚଳକୁ ୨୦୧୮ରେ ବାହ୍ୟ ମଳମୁକ୍ତ ଭାବେ ଘୋଷଣା କରାଯାଇଛି। ଏପରି କି ସ୍ବଚ୍ଛ ସହର ଭାବେ ଦୁଇଥର ରାଷ୍ଟ୍ରପତି ପୁରସ୍କାର ପାଇସାରିଲାଣି। ବାସ୍ତବରେ ତା’ର ବିପରୀତ ଚିତ୍ର ପୌରାଞ୍ଚଳରେ ଦେଖିବାକୁ ମିଳୁଛି। ଏବେ…

