ରାଜ୍ୟ

କାମ ନ କଲେ ଚେଙ୍କ, ନିସ୍ତୁକ ମାଡ଼

ଭୁବନେଶ୍ୱର,୧୮।୧୦ (ବ୍ୟୁରୋ):ଜଣେ ନାବାଳିକାଙ୍କୁ ଘରେ ରଖି କାମ କରାଉଥିଲେ। ଅବହେଳା କଲେ ବେଲଣା କାଠିରେ ବାଡ଼େଇବା ସହ ରୁଟି ସେକାରେ ଶରୀରର ବିଭିନ୍ନ ସ୍ଥାନରେ ଚେଙ୍କ ଦେଇ ନିର୍ଯାତନା ଦେଉଥିଲେ। ଏଭଳି ଏକ ଅମାନବୀୟ ଘଟଣା ନେଇ ମଞ୍ଚେଶ୍ୱର ଥାନାରେ ଅଭିଯୋଗ…

ଜନତା ମୋର ଷ୍ଟାର ପ୍ରଚାରକ: ରାଜେନ୍ଦ୍ର

ଭଦ୍ରକ ଅଫିସ, ୧୮।୧୦:ଧାମନଗର ଉପନିର୍ବାଚନ ପାଇଁ ବିଜେଡି ବିଦ୍ରୋହୀ ତଥା ସ୍ବାଧୀନ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଥିବା ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରତିଦ୍ୱନ୍ଦ୍ୱିତା ନିଷ୍ପତ୍ତିରେ ଦୃଢ଼ ରହିବେ ନା ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବେ ତାହା ଉପରେ ସମସ୍ତଙ୍କ ନଜର ରହିଥିଲା।…

ସିପିଏସ୍‌ଇ ପରୀକ୍ଷା ପାଇଁ କ୍ଲାସ୍‌ ବନ୍ଦ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ପୋଲିସ ରିକ୍ରୁଟ୍‌ମେଣ୍ଟ ବୋର୍ଡ ଦ୍ୱାରା ପରିଚାଳିତ କମ୍ବାଇନ୍‌ଡ ପୋଲିସ ସର୍ଭିସ ଏକ୍‌ଜାମିନେଶନ(ସିପିଏସ୍‌ଇ-୨୦୧୯) ଆସନ୍ତା ୩୦ ଓ ୩୧ ତାରିଖରେ ଅନୁଷ୍ଠିତ ହେବ। ୩୦ତାରିଖ ରବିବାର ସକାଳ ସାଢ଼େ ୯ଟାରୁ ଅପରାହ୍ନ ୪ଟା ଏବଂ ୩୧ତାରିଖ ସୋମବାର ସକାଳ ସାଢ଼େ…

୧୫ ମେଧାବୀ ଦିବ୍ୟାଙ୍ଗ ବିଦ୍ୟାର୍ଥୀଙ୍କୁ ଲାପ୍‌ଟପ୍‌ ବଣ୍ଟନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ୯୦ ପ୍ରତିଶତରୁ ଅଧିକ ନମ୍ବର ରଖିଥିବା ୧୫ଜଣ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କୁ ଲାପ୍‌ଟପ୍‌ ପ୍ରଦାନ କରିଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଙ୍ଗଠନ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମୁଖ୍ୟ…

ସ୍କୁଲରେ ସିସି କ୍ୟାମେରା ବାଧ୍ୟତାମୂଳକ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ରାଜ୍ୟର ସମସ୍ତ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ସୋମବାର ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଘରୋଇ ସ୍କୁଲରେ ଯେପରି ସୁରକ୍ଷା ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଉଛି ସେଭଳି ଢଙ୍ଗରେ ମଧ୍ୟ ସରକାରୀ ସ୍କୁଲରେ ସୁରକ୍ଷା ବ୍ୟବସ୍ଥା ଲାଗୁ…

ଯୁକ୍ତ୨ କରେସ୍‌ପଣ୍ଡେନ୍ସ କୋର୍ସ ନାମଲେଖା ପାଇଁ ୧୯ରୁ ଆବେଦନ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଯୁକ୍ତ୨ ପ୍ରଥମ ବର୍ଷ କରେସ୍‌ପଣ୍ଡେନ୍ସ ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ଆସନ୍ତା ୧୯ ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ୧୯ ତାରିଖ ପୂର୍ବାହ୍ନ ୧୧ଟାରେ ସାମ୍ସ ଓ୍ବେବ୍‌ସାଇଟ୍‌ରେ ଫର୍ମ ଉପଲବ୍ଧ ହେବ। ନଭେମ୍ବର ୩ ରାତି ୧୧ଟା ୫୦…

‘ଓଡ଼ିଶାର ଅଭିବୃଦ୍ଧିରେ ଅଂଶୀଦାର ହୁଅ’

ଭୁବନେଶ୍ୱର, ୧୮ା୧୦(ବ୍ୟୁରୋ):ଓଡ଼ିଶା ଆସ, ପୁଞ୍ଜିନବେଶ କର। ଓଡ଼ିଶାର ନୂତନ ଶିଳ୍ପ ଯୁଗରେ ଆମର ଅଂଶୀଦାର ହୁଅ। ଏଠାରେ ରହିଛି ପ୍ରଚୁର ପ୍ରାକୃତିକ ସମ୍ବଳ, ଦକ୍ଷ ମାନବ ସମ୍ବଳ ଏବଂ ସ୍ଥିର ସରକାର। ଏହାର ସୁଯୋଗ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିଳ୍ପ…

୮ ବର୍ଷରେ ୪୧ ହାଜତ ମୃତ୍ୟୁ

ଭୁବନେଶ୍ୱର,୧୮ା୧୦(ବ୍ୟୁରୋ):ରାଜ୍ୟର ବିଭିନ୍ନ ଥାନା ହାଜତରେ ଅଭିଯୁକ୍ତ ତଥା ସନ୍ଦିଗ୍ଧମାନଙ୍କୁ ପୋଲିସ ଅନେକ ସମୟରେ ନିର୍ଯାତନା ଦେବା ସହ ମାଡ଼ ମାରିବାର ନଜିର ରହିଛି। ଫଳରେ ପୋଲିସ ହେପାଜତରେ ବା ଥାନା ହାଜତରେ ଥାଇ ବହୁ ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। କେତେକ କ୍ଷେତ୍ରରେ…

ଘୂର୍ଣ୍ଣିବଳୟ:ବଢ଼ିଲା ବାତ୍ୟା ଆଶଙ୍କା

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୋମବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୦ ତାରିଖ ବେଳକୁ ଏହା ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି। ଲଘୁଚାପ ସୃଷ୍ଟିର ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ…

ଷ୍ଟଡି ମାଟେରିଆଲ ଚିନ୍ତାରେ ପରୀକ୍ଷାର୍ଥୀ

ଭୁବନେଶ୍ୱର, ୧୮।୧୦(ବ୍ୟୁରୋ):ଓଡ଼ିଶା ଲୋକ ସେବା ଆୟୋଗ(ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓସିଏସ୍‌ ପରୀକ୍ଷା ଏବେ ଓଡ଼ିଆ ଭାଷାରେ ଦିଆଯାଇ ପାରିବ। ପ୍ରିଲିମ୍‌, ମେନ୍‌ ପରୀକ୍ଷା ସହିତ ଇଣ୍ଟରଭ୍ୟୁ(ସାକ୍ଷାତ୍‌କାର) ମଧ୍ୟ ଓଡ଼ିଆରେ ହେବ। ଉଭୟ ଓଡ଼ିଆ ଏବଂ ଇଂଲିଶ ଭାଷାରେ ପ୍ରଶ୍ନପତ୍ର ପ୍ରସ୍ତୁତ ହେବ।…

ଫ୍ୟାମିଲି କୋର୍ଟରେ ବର୍ଷା-ଅନୁଭବ

କଟକ ଅଫିସ,୧୭।୧୦: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲା ତୁଟିବାର ନାଁ ନେଉନାହିଁ। ସୋମବାର ଉଭୟ ପୁଣି ଥରେ କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଥିବା ବେଳେ ଆଜି ବି ବର୍ଷାଙ୍କ ସାକ୍ଷ୍ୟ ଗ୍ରହଣ…

ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର ନାମାଙ୍କନ ବାତିଲ ହୋଇଥିବା ଜଣାପଡିଛି। ତେବେ ସୋମବାର ନାମାଙ୍କନ ପ୍ରତ୍ୟାହର ଥିବାବେଳେ କେହି ପ୍ରତ୍ୟାହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?