ରାଜ୍ୟ

ଓଡ଼ିଶା ହସ୍ତତନ୍ତ, ହସ୍ତଶିଳ୍ପ ଉନ୍ନୟନ, ବିକାଶ ପରିଷଦ ପୁନର୍ଗଠିତ

ଭୁବନେଶ୍ୱର,୧୪।୧୦(ବ୍ୟୁରୋ): ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପ ଉନ୍ନୟନ ଏବଂ ବିକାଶ ପରିଷଦ ପୁନର୍ଗଠିତ ହୋଇଛି। ରାଜ୍ୟ ସରକାରଙ୍କ ଅନୁମୋଦନ କ୍ରମେ ପୁନର୍ଗଠିତ ହୋଇଥିବା ଏହି ପରିଷଦରେ ଅଧ୍ୟକ୍ଷ ଭାବେ ସ୍ଥପତି ପଦ୍ମବିଭୂଷଣ ଡ. ସୁଦର୍ଶନ ସାହୁ ମନୋନୀତ ହୋଇଛନ୍ତି। ବାନ୍ଧ ଶିଳ୍ପୀ…

ହାଇକୋର୍ଟରେ ବିଧାୟକ ମହମ୍ମଦ ମୋକିମଙ୍କ ମାମଲା: ଶୁଣାଣି ଶେଷ, ରାୟ ସଂରକ୍ଷିତ

କଟକ ଅଫିସ,୧୪ା୧୦: ବାରବାଟୀ-କଟକ ବିଧାୟକ ତଥା ମେଟ୍ରୋ ବିଲ୍‌କଡର୍ସର ପରିଚାଳନା ନିର୍ଦ୍ଦେଶକ ଇଂ. ମହମ୍ମଦ ମୋକିମଙ୍କ ପକ୍ଷରୁ ନିମ୍ନ ଅଦାଲତର ଦଣ୍ଡାଦେଶ ରାୟ ବିରୋଧରେ ହାଇକୋର୍ଟରେ ଆଗତ ମାମଲାର ଶୁଣାଣି ଶେଷ ହୋଇଛି। ବିଚାରପତି ବିଭୁପ୍ରସାଦ ରାଉତରାୟଙ୍କ ଇଜଲାସରେ ଗୁରୁବାର ଶୁଣାଣି…

ଆଜି ଓଡ଼ିଶା ଆସୁଛନ୍ତି ଖାର୍ଗେ

ଭୁବନେଶ୍ବର,୧୪ା୧୦(ବ୍ୟୁରୋ):ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ସଭାପତି ପ୍ରାର୍ଥୀ ଭାବେ ନିର୍ବାଚନ ଲଢିବାକୁ ଯାଉଥିବା ମଲିକାର୍ଜୁନ ଖାର୍ଗେ ଶୁକ୍ରବାର ଓଡିଶା ଗସ୍ତରେ ଆସୁଛନ୍ତି। ଖାର୍ଗେ ନିର୍ବାଚନ ପୂର୍ବରୁ ତାଙ୍କୁ ସମର୍ଥନ ଲୋଡିବା ଲାଗି ଓଡିଶା ଆସୁତିବା ଜଣାପଡିଛି। ଖାର୍ଗେ ଓଡିଶାର ବହୁ କଂଗ୍ରେସ…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଟାଟା ସନ୍ସ ଅଧ୍ୟକ୍ଷ

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ): ଟାଟା ସନ୍ସର ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରଶେଖରନ ଗୁରୁବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି। ଓଡ଼ିଶାରେ ଶିଳ୍ପ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ଟାଟା ସନ୍ସ ଅଧ୍ୟକ୍ଷଙ୍କୁ କହିଛନ୍ତି। ଟାଟା ଷ୍ଟିଲ୍‌ ସମେତ ଓଡ଼ିଶାରେ ଟାଟା ସନ୍ସର ବିଭିନ୍ନ…

ବ୍ରାହ୍ମଣୀ ନଦୀକୁ ଡେଇଁଲେ ନାବାଳିକା

ଲହୁଣୀପଡ଼ା/ବଣାଁଇ,୧୩।୧୦(ସ୍ବ.ପ୍ର.): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନା ଅଧୀନ ରଜାମୁଣ୍ଡା ପଞ୍ଚାୟତ ୧୪୩ ନମ୍ବର ଜାତୀୟ ରାଜପଥର ନରେନ୍ଦ୍ର ପୋଲ ଉପରୁ ବ୍ରହ୍ମଣୀ ନଦୀକୁ ଡେଇଁ ଜନୈକା ନାବାଳିକା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଗ୍ନିଶମ କର୍ମଚାରୀ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଉଦ୍ଧାର କରି…

୨୨ ବର୍ଷ ପରେ ମା’ କୋଳକୁ ଫେରିଲେ ପୁଅ, ଗୁଗ୍‌ଲରେ ଲୋକେସନ ସର୍ଚ୍ଚ କରି ପହଞ୍ଚିଲେ ଗାଁରେ

ମାଲକାନଗିରି,୧୩ା୧୦(ଡି.ଏନ୍‌.ଏ.): ସଂସାରରେ ମା’ ଠାରୁ ବଡ଼ କେହି ନାହିଁ। ଯିଏ ଯେତେ ବଡ଼ ହେଉ ନା କାହିଁକି ମା’ କଥା ମନେ ପଡ଼ିଲେ କେହି ଅଟକାଇ ପାରିବେ ନାହିଁ। ସବୁ ବାଧାବିଘ୍ନକୁ ଏଡ଼ାଇ ନିଶ୍ଚିତ ଜଣେ ପୁଅ ଆସି ମା’ ପାଖରେ…

ପଟ୍ଟାମୁଣ୍ଡାଇ କେନାଲରେ ୩ ଯୁବକ ଭାସିଯିବା ଘଟଣା: ୨ ମୃତଦେହ ମିଳିଲା, ଜଣଙ୍କର ପତ୍ତା ମିଳୁନି

କଟକ ଅଫିସ,୧୩ା୧୦: କଟକ ଜିଲା ଜଗତପୁର ବେଲମାଳିଆ ମନ୍ଦିର ନିକଟ ପଟ୍ଟାମୁଣ୍ଡାଇ କେନାଲରେ ବୁଧବାର ୩ ଯୁବକ ଭାସି ଯାଇଥିଲେ। ଗୁରୁବାର ୨ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯୁବକ ଦ୍ୱୟ ତ୍ରିଲୋଚନ ମହଲା ଓ ବାଦଲ ସାହୁ। ତ୍ରିଲୋଚନଙ୍କ ଘର…

ଓଲଟିଲା ଯାତ୍ରୀବାହୀ ବସ୍‌

ରୂପ୍‌ସା,୧୩ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ ୧୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି। ବସ୍ତା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି…

ଆଜିଠୁ ଯୁକ୍ତ୩ ପାଠପଢ଼ା

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଗୁରୁବାରଠାରୁ ଯୁକ୍ତ୩ ପ୍ରଥମ ବର୍ଷ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ଯେଉଁ ଛାତ୍ରୀଛାତ୍ର ହଷ୍ଟେଲରେ ରହିବା ପାଇଁ ନାମ ଲେଖାଇଛନ୍ତି, ସେମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ରଖିବା ପାଇଁ ବିଭାଗ ପକ୍ଷରୁ…

ପରଲୋକରେ ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆ

ଭୁବନେଶ୍ୱର: ଓଡ଼ିଆ ଧାରାବାହିକ ଓ ଚଳଚ୍ଚିତ୍ରର ଜଣାଶୁଣା ଅଭିନେତ୍ରୀ ତିଳୋତ୍ତମା ଖୁଣ୍ଟିଆଙ୍କର ବୁଧବାର ସନ୍ଧ୍ୟାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ୫୭ବର୍ଷ ବୟସରେ ପରଲୋକ ଘଟିଛି। ହୃଦ୍‌ ଏବଂ କିଡନୀଜନିତ ରୋଗରେ ସେ ୨ବର୍ଷ ଧରି ପୀଡ଼ିତ ଥିଲେ। ମୃତ୍ୟୁଶଯ୍ୟା ନିକଟରେ…

ପୋଲିସ ହାତରେ ବ୍ୟାଙ୍କ ଷ୍ଟେଟ୍‌ମେଣ୍ଟ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ବ୍ଲାକ୍‌ମେଲିଂ କରି ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କଠାରୁ ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ବ୍ୟାଙ୍କ ଆକାଉଣ୍ଟ ତଥ୍ୟ କମିଶନରେଟ ପୋଲିସର ହସ୍ତଗତ ହୋଇଛି। ଅର୍ଚ୍ଚନା କମ୍‌ ଦିନ ମଧ୍ୟରେ କିପରି…

କେବଳ ମା’ବାପା ନୁହଁ, ଓଡ଼ିଶାବାସୀଙ୍କ ସେବା କରିବି: ତାପସ

ଗୋପ,୧୩।୧୦(ଡି.ଏନ୍‌.ଏ.): ୨୪ ଘଣ୍ଟାରୁ ପରିବାରର କାର୍ଯ୍ୟ କରିବା ସହ ବାକି ଯାହା କିଛି ସମୟ ମିଳେ, ସେହି ସମୟରେ ପାଠ ପଢ଼ି ଓଡ଼ିଶା ସିଭିଲ ସର୍ଭିସ୍‌(ଓସିଏସ୍‌)ରେ ସଫଳତା ହାସଲ କରିଥିବା ତାପସ ଏବେ ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ପ୍ରାତଃରୁ ଉଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?