ରାଜ୍ୟ

ଅର୍ଥ ନିଗମକୁ ଚୂନ ଲଗାଇଲେ ଶିଳ୍ପପତି

ସମ୍ବଲପୁର,୧୩ା୧୦(ବ୍ୟୁରୋ): ମଧ୍ୟମ ଓ କ୍ଷୁଦ୍ର ଶିଳ୍ପ କ୍ଷେତ୍ରକୁ ପ୍ରୋତ୍ସାହନ ଦେବା ପାଇଁ ରାଜ୍ୟରେ ସରକାର ଅର୍ଥ ନିଗମ ଖୋଲିଥିଲେ। ସେ ସମୟରେ ରାଜନେତା, ପ୍ରତିଷ୍ଠିତ ବ୍ୟବସାୟୀ ଏହା ଦ୍ୱାରା ବେଶ୍‌ ଲାଭବାନ ହୋଇଥିଲେ। ସେମାନେ ନିଗମରୁ ବହୁ କୋଟି ଟଙ୍କା ଋଣ…

୭ ଦିନ ଯାଏ ବାତ୍ୟା ସୂଚନା ନାହିଁ: ଆଇଏମ୍‌ଡି

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ): ଆସନ୍ତା ୨୨ରୁ ୨୪ ମଧ୍ୟରେ ଓଡ଼ିଶା ପ୍ରତି ବାତ୍ୟା ବିପଦ ରହିଥିବା ବିଭିନ୍ନ ଅନ୍ତର୍ଜାତୀୟ ପାଣିପାଗ ମଡେଲ କହୁଥିବାବେଳେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଏହାକୁ ଖଣ୍ଡନ କରିଛି। ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି ଯେ ୭ ଦିନ…

ଶିଳ୍ପ ଥାଇ ନିଯୁକ୍ତି ଆଶାୟୀ ନିରାଶ

ଯାଜପୁର ଅଫିସ/ଅନୁଗୋଳ ଅଫିସ୍‌/ରାୟଗଡ଼ା ଅଫିସ୍‌,୧୩ା୧୦: ଖଣିଜ ସମ୍ପଦରେ ଭରପୂର ଜିଲାରେ ଶିଳ୍ପ ପ୍ରତିଷ୍ଠା ପାଇଁ ଶିଳ୍ପପତିମାନେ ଆଗ୍ରହ ଦେଖାଇ ଆସୁଛନ୍ତି। ସରକାର ସେମାନଙ୍କୁ ଜମି, ପାଣି, ଖଣି ସମେତ ସମସ୍ତ ସୁବିଧା ସୁଯୋଗ ଅତି ସହଜରେ ଉପଲବ୍ଧ କରାଉଛନ୍ତି। ସରକାରଙ୍କ ବଡ଼…

ବରଗଡ଼ ଧନୁଯାତ୍ରା: ଏଥର ଗୋପପୁର ଦୃଶ୍ୟାଭିନୟ ହେବ ଅଧିକ ଆକର୍ଷଣୀୟ

ବରଗଡ଼ ଅଫିସ,୧୨ା୧୦: ବୃହତ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ରେ ଧନୁଯାତ୍ରା ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଧନୁଯାତ୍ରା ମହୋତ୍ସବର ଗୋପପୁର ଯାତ୍ରାର ଆକର୍ଷଣ ନିଆରା। ତେବେ ଏଥର ଗୋପପୁର ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ବୁଧବାର ଉପଜିଲାପାଳ ଅଫିସ…

ଭିଜିଲାନ୍ସ ଜାଲରେ ବିଇଓ

ବଲାଙ୍ଗୀର ଅଫିସ,୧୨ା୧୦: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ବଲାଙ୍ଗୀର ବ୍ଲକ ଶିକ୍ଷାଧିକାରୀ(ବିଇଓ) ରାଘବ ପାଣିଗ୍ରାହୀ। ୧୦ ହଜାର ଟଙ୍କା ଲାଞ୍ଚ ନେଇ ବିଇଓ ଗିରଫ ହୋଇଛନ୍ତି। କୌଣସି ଏକ ଅଭିଯୋଗକୁ ନେଇ ପାଟଣାଗଡ଼ ରମାଇ ହାଇସ୍କୁଲର ସହକାରୀ ଶିକ୍ଷକ ସୁରେଶ ମେହେରଙ୍କ ନାଁରେ…

ବିଜେଡି ଖେଳିଲା ମହିଳା କାର୍ଡ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଧାମନଗର ଉପନିର୍ବାଚନକୁ ନେଇ ସରଗରମ ହେଲାଣି ରାଜନୀତି। ପୂର୍ବରୁ ଭାଜପା ଏବଂ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯାଇଥିବା ବେଳେ ବୁଧବାର ମହିଳା କାର୍ଡ ଖେଳିଛି ବିଜେଡି। ଦଳ ପକ୍ଷରୁ ଅବନ୍ତୀ ଦାସଙ୍କୁ ପ୍ରାର୍ଥୀ କରାଯାଇଛି। ଅବନ୍ତୀ ତିହିଡି ବ୍ଲକ…

କମନୀୟ କଳାକୁଞ୍ଜ

ଢେଙ୍କାନାଳ ଅଫିସ, ୧୧।୧୦: ଭାଇଚାରା ଏବଂ ପରମ୍ପରାକୁ ନେଇ ସମୃଦ୍ଧ ଢେଙ୍କାନାଳର ଗଣପର୍ବ ଲକ୍ଷ୍ମୀପୂଜାରେ ଅନ୍ୟତମ ଆକର୍ଷଣ ସାଜିଛି କଳାକୁଞ୍ଜ ଏବଂ ବିଭିନ୍ନ ମୁଦ୍ରାରେ ବିରାଜମାନ କରିଥିବା ଦେବଦେବୀଙ୍କ ମୃଣ୍ମୟୀ ପ୍ରତିମା। କିମିଆ କରୁଛି ପୌରାଣିକ କଥାବସ୍ତୁ ଆଧାରରେ ପେଣ୍ଡାଲରେ ହୋଇଥିବା…

ନିଶା ଦେଇ ନଗ୍ନ ଭିଡିଓ କରିଥିଲେ ଅର୍ଚ୍ଚନା

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ବ୍ଲାକ୍‌ମେଲିଂ କରି ଟଙ୍କା ଲୁଟୁଥିବା ରହସ୍ୟମୟୀ ମହିଳା ଅର୍ଚ୍ଚନା ନାଗଙ୍କ ଗିରଫ ଘଟଣାକୁ ୫ ଦିନ ବିତିଛି। ଦିନ ବଢ଼ିବା ସହ ଏହି ବ୍ଲାକ୍‌ମେଲ୍‌ରଙ୍କ ଗୋଟିଏ ପରେ…

‘ଖବରକାଗଜ ବ୍ୟକ୍ତିଙ୍କୁ ସୃଜନଶୀଳ କରିଥାଏ’

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ଆଜିର ସମୟରେ ଗଣମାଧ୍ୟମର ଗୁରୁତ୍ୱ ବଢିଛି। ହେଲେ ଖବରକାଗଜ ଚଳାଇବା ଏକ କଠିନ କାମ ପାଲଟିଛି। ଯେଉଁ ଗଣମାଧ୍ୟମ ବିଭିନ୍ନ ପରିସ୍ଥିତି ଦେଇ ନିଜକୁ ପ୍ରତିଷ୍ଠିତ କରିପାରିବ, ତା’ର ବିଶ୍ବସନୀୟତା ବଢିବ। ଯଦି ଗଣମାଧ୍ୟମ କୌଣସି ବ୍ୟବସାୟିକ ମଡେଲ…

ରାସ୍ତାରେ ଶୋଇ ଆତ୍ମହତ୍ୟା ଉଦ୍ୟମ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଭୁବନେଶ୍ୱର ଶହୀଦନଗର ଥାନା ଅନ୍ତର୍ଗତ ଆଚାର୍ଯ୍ୟ ବିହାର ଛକରେ ମଙ୍ଗଳବାର ରାତି ପ୍ରାୟ ୧୧ଟା୧୫ ବେଳେ ହାଇଡ୍ରାମା ଦେଖିବାକୁ ମିଳିଛି। ରାସ୍ତା ମଝିରେ ଶୋଇ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ରାଜରାସ୍ତାରେ ମହିଳା ଜଣକ ପ୍ରାୟ ୧୫ ମିନିଟ୍‌…

କୋଟିପତି ସହକାରୀ ଯନ୍ତ୍ରୀ ଗିରଫ, ଜେଲ ଗଲେ

ଭୁବନେଶ୍ୱର,୧୨।୧୦(ବ୍ୟୁରୋ): ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲଙ୍କୁ ମଙ୍ଗଳବାର ଭିଜିଲାନ୍ସ ଗିରଫ କରିଛି। ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଓ ଯାଞ୍ଚ ପରେ ତାଙ୍କ ନିକଟରୁ ପ୍ରାୟ ଅଢ଼େଇ କୋଟିରୁ…

ବଡ଼ ହୋଟେଲରେ ଖାଇ ଖୁସିହେଲେ ବସ୍ତି ପିଲା

ଭୁବନେଶ୍ୱର, ୧୨।୧୦(ବ୍ୟୁରୋ): ବଡ଼ ହୋଟେଲରେ ବସି ସୁସ୍ବାଦୁ ଖାଦ୍ୟ ଖାଇ ଖୁସି ହୋଇଛନ୍ତି ବସ୍ତି ପିଲା। ପୂର୍ବରୁ ଏଭଳି ସୁଯୋଗ ପାଇ ନ ଥିବା ଏହି କୁନିକୁନି ପିଲାଙ୍କ ମୁହଁରେ ହସ ଫୁଟାଇବା ପାଇଁ ନିଆରା ପ୍ରୟାସ କରିଛି ବକୁଳ ଫାଉଣ୍ଡେଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?