ରାଜ୍ୟ

ଭିଜିଲାନ୍ସ ଜାଲରେ କୋଟିପତି ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୧।୧୦(ବ୍ୟୁରୋ): ଭୁବନେଶ୍ୱର ସାଧାରଣ ଜନସ୍ବାସ୍ଥ୍ୟ ଡିଭିଜନ-୧ ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ସୋମବାର ଭିଜିଲାନ୍ସ ଜାଲରେ ଫସିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ମାନସଙ୍କ ଭୁବନେଶ୍ୱରସ୍ଥିତ ସରକାରୀ କାର୍ଯ୍ୟାଳୟ, ଜଗତ୍‌ସିଂହପୁର ଜିଲା କୁଜଙ୍ଗ ନିକଟ ଗାଣ୍ଡିକାପୁରସ୍ଥିତ…

ଘୂର୍ଣ୍ଣିବଳୟ: ଆଉ ୨ ଦିନ ବର୍ଷା

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ):ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତ ୧୫ ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗି ରହିଛି। ଆସନ୍ତା ୨ ଦିନ ଯାଏ ବିଭିନ୍ନ ଜିଲାରେ ବର୍ଷା ଜାରି…

୨ ମାସରେ ପ୍ରସ୍ତାବିତ ଖଣିର ସ୍ଥିତି ଜଣାଅ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ):ଖଣିଗୁଡ଼ିକ ନିଲାମ ପରେ ଉତ୍ତୋଳନ କରିବା ନେଇ ଅନେକ ସମୟ ଗଡ଼ିଯାଉଛି। ତେଣୁ ପ୍ରସ୍ତାବିତ ଖଣିଗୁଡ଼ିକର ବାସ୍ତବିକ ସ୍ଥିତି କ’ଣ ସେ ସମ୍ପର୍କରେ ଏକ ସାର୍ଟିଫିକେଟ ଦେବାକୁ ଖଣି ମନ୍ତ୍ରଣାଳୟ ପକ୍ଷରୁ ପୂର୍ବରୁ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ରହିଛି। ହେଲେ ଏହି ସାର୍ଟିଫିକେଟ…

‘ୱାର୍ଲଡ ସ୍କିଲ୍‌ ସେଣ୍ଟର ବିଶ୍ୱସ୍ତରୀୟ ବ୍ରାଣ୍ଡ୍‌ ହେବ’

ଭୁବନେଶ୍ୱର, ୧୧।୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନ ସୋମବାର ୱାର୍ଲଡ ସ୍କିଲ୍‌ ସେଣ୍ଟର(ଡବ୍ଲ୍ୟୁଏସ୍‌ସି) ପରିଦର୍ଶନରେ ଆସି ଏହାର ପରିଚାଳନା ଓ ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ଓଡ଼ିଶାର ଯୁବଗୋଷ୍ଠୀଙ୍କୁ ବିଶ୍ୱସ୍ତରୀୟ…

ବଲାଙ୍ଗୀର ଏସ୍‌ଡିପିଓ ହୃଷୀକେଶ ମେହେର ନିଲମ୍ବିତ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଏସ୍‌ଡିପିଓ ହୃଷୀକେଶ ମେହେରଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। ଏ ନେଇ ସୋମବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ନିଲମ୍ବନ ସମୟରେ ମେହେରଙ୍କ ମୁଖ୍ୟାଳୟ ନୟାଗଡ଼ ଏସ୍‌ପିଙ୍କ କାର୍ଯ୍ୟାଳୟ ରହିବ। ଏଠାରେ ସୂଚନାଯୋଗ୍ୟ, କଣ୍ଟାବାଞ୍ଜିର…

ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ):ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ମଙ୍ଗଳବାରଠାରୁ ଆରମ୍ଭ ହେବ। ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଏହି ନାମଲେଖା ସକାଳ ୯ଟାରୁ ଅପରାହ୍ନ ୫ଟା ମଧ୍ୟରେ ଅନୁଷ୍ଠିତ ହେବ। ଏହାପରେ ଦ୍ୱିତୀୟ ପର୍ଯ୍ୟାୟର ସ୍ପଟ୍‌ ନାମଲେଖା…

୨ ହଜାର ସ୍କୁଲକୁ ୪୩ ହଜାର ଫୁଟ୍‌ବଲ

ଭୁବନେଶ୍ୱର, ୧୧ା୧୦(ବ୍ୟୁରୋ): ହକି ସମେତ ରାଜ୍ୟରେ ବିଭିନ୍ନ କ୍ରୀଡ଼ା ପ୍ରତିଭା ସୃଷ୍ଟି ପାଇଁ ରାଜ୍ୟ ସରକାର ଉଦ୍ୟମ ଜାରି ରଖିଛନ୍ତି। ଏହି କ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ‘ଫୁଟ୍‌ବଲ ଫର୍‌ ଅଲ୍‌’ କାର୍ଯ୍ୟକ୍ରମର ଉଦ୍‌ଘାଟନ କରିଛନ୍ତି। କିଟ୍‌ ଓ କିସ୍‌ର…

ପିଲାଙ୍କ ଶ୍ରେୟ, ଠକ କୋଚିଂ ସେଣ୍ଟର

ଭୁବନେଶ୍ବର,୧୧ା୧୦(ବ୍ୟୁରୋ):ଓଡ଼ିଶାରେ ନକଲି ଓଷଧ ବେପାର ଭଲଭାବେ ଚାଲିଛି। ସେହିଭଳି କୋଚିଂ ସେଣ୍ଟରଗୁଡ଼ିକ ଠକାମି ମାଧ୍ୟମରେ ପ୍ରବଳ ଅର୍ଥ ରୋଜଗାର କରୁଛନ୍ତି। ରାଜ୍ୟର ଛାତ୍ରୀଛାତ୍ରମାନଙ୍କ କଷ୍ଟ ଏବଂ ତାଙ୍କ ଦକ୍ଷତାକୁ ବ୍ୟବହାର କରି ଅଭିଭାବକମାନଙ୍କୁ ଭ୍ରମରେ ପକାଇବାର ଅପଚେଷ୍ଟା ସେମାନେ ଚଳାଇଛନ୍ତି। ନିକଟରେ…

ଏନ୍‌ଏଚ୍‌ଆର୍‌ସିଙ୍କ ରିପୋର୍ଟ ତଲବ: ସ୍ତ୍ରୀଙ୍କ ଏତଲା ଆଧାରରେ ମାମଲା ରୁଜୁ

ଆର୍‌.ଉଦୟଗିରି,୧୦ା୧୦(ଡି.ଏନ୍‌.ଏ.)-ଗଜପତି ଜିଲା ଅଡ଼ବା ଥାନା କଲବା ଗାଁର ଦାଦନ ଶ୍ରମିକ ଶାଙ୍କ ମୁର୍ମୁଙ୍କ ଗୋଡ଼ ହାତ କଟା ଘଟଣାର ଦୀର୍ଘଦିନ ପରେ ପୋଲିସ ଥାନାରେ ମାମଲା ରୁଜୁ କରିଛି। ଶାଙ୍କଙ୍କ ସ୍ତ୍ରୀ ସୁଶୀଳା ମୁର୍ମୁଙ୍କ ଏତଲା ଆଧାରରେ ଅଡବା ପୋଲିସ ମାମଲା…

ଘୂର୍ଣ୍ଣିବଳୟ: ଆଉ ୨ ଦିନ ବର୍ଷା: ଆଜିଠୁ ସାମାନ୍ୟ କମିବ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବଙ୍ଗୋପସାଗର ଓ ଏହା ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିଯୋଗୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ଏହାର ପ୍ରଭାବରେ ଗତ ୧୫ ଦିନ ହେବ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଆସନ୍ତା…

ଚାକିରି ବାହାନାରେ ବ୍ରହ୍ମପୁର ନେଇ ମହିଳାଙ୍କୁ ବଳାତ୍କାର

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଏକ ବଡ଼ କମ୍ପାନୀରେ ଚାକିରି ଦେବାକୁ କହି ଜଣେ ମହିଳାଙ୍କୁ ରାଜଧାନୀ ଭୁବନେଶ୍ୱରରୁ ନେଇ ବ୍ରହ୍ମପୁରରେ ବଳାତ୍କାର କରାଯାଇଛି। ଏନେଇ ପୀଡିତା ଜଣକ ଶହୀଦନଗର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।…

୧୭ରୁ ମେଡିକାଲ ନାମଲେଖା କାଉନ୍‌ସେଲିଂ

ଭୁବନେଶ୍ୱର, ୧୦।୧୦(ବ୍ୟୁରୋ) – ଡାକ୍ତରୀ ପାଠ୍ୟକ୍ରମରେ ନାମଲେଖା ପାଇଁ ଆସନ୍ତା ୧୭ ତାରିଖରୁ ରାଜ୍ୟର ମେଡିକାଲ କଲେଜଗୁଡ଼ିକରେ କାଉନ୍‌ସେଲିଂ ଆରମ୍ଭ ହେବ। ମୋଟ ୨,୨୦୦ ସିଟ୍‌ ମଧ୍ୟରୁ ୧,୭୦୦ ସିଟ୍‌ ୧୦ଟି ସରକାରୀ ମେଡିକାଲ କଲେଜ ଓ ଦୁଇଟି ଘରୋଇ ମେଡିକାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?