ରାଜ୍ୟ

ଧାମନଗର ଉପନିର୍ବାଚନ: ୧୩୪ ବୁଥ୍‌ର ନାମ ପରିବର୍ତ୍ତନ

ଭଦ୍ରକ ଅଫିସ, ୧୦ା୧୦: ଧାମନଗର ଉପ ନିର୍ବାଚନ କାର୍ଯ୍ୟ ପରିଚାଳନା ନେଇ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ରାଜ୍ୟସ୍ତରୀୟ ଦୁଇଦିନିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଜିଲାପାଳ ସିଦ୍ଧେଶ୍ୱର ବଳିରାମ ବୋନ୍ଦରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଜାତୀୟ ସ୍ତରର…

ଦନ୍ତାହାତୀର ମୃତଦେହ ଠାବ

ଠାକୁରମୁଣ୍ଡା,୧୦ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଠାକୁରମୁଣ୍ଡା ରେଞ୍ଜ ଚମ୍ପାଝର ଫରେଷ୍ଟ ବିଟ୍‌ ଅନ୍ତର୍ଗତ ଡଙ୍ଗାଡିହା ଗ୍ରାମ ମଙ୍ଗଲକଚା ଜଙ୍ଗଲ କଡ଼ରେ ସୋମବାର ଏକ ଦନ୍ତାହାତୀର ମୃତଦେହ ଠାବ ହୋଇଛି। ଖବର ପାଇ ଠାକୁରମୁଣ୍ଡା ବନବିଭାଗର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତ…

କଳିଙ୍ଗ ଷ୍ଟାଡିୟମରେ ସୁରକ୍ଷା ବ୍ୟବସ୍ଥା କଡାକଡି: ମୁତୟନ ହେବେ ୧୫ ପ୍ଲାଟୁନ୍‌ ଫୋର୍ସ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୧୭ ବର୍ଷରୁ କମ୍‌ ବିଶ୍ୱକପ୍‌ ଫୁଟ୍‌ବଲ। ଏଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି। ସୋମବାର ପୋଲିସ କମିଶନର ଏବଂ ଡିସିପି ସୁରକ୍ଷା ବ୍ୟବସ୍ଥାକୁ ନେଇ ସମୀକ୍ଷା କରିଛନ୍ତି। ତେବେ ଡିସିପିିଙ୍କ ତତ୍ତ୍ବାବଧାନରେ ୬ ଅତିରିକ୍ତ ଡିସିପି,…

ଧରାକୋଟର ଐତିହ୍ୟ ଜଗନ୍ନାଥ ମନ୍ଦିର

ଧରାକୋଟ,୧୦ା୧୦: ସମଗ୍ର ଭାରତବର୍ଷର ବିଭିନ୍ନ ସ୍ଥାନରେ ଜଗନ୍ନାଥ ମନ୍ଦିର ରହିଛି। ସେହି ମନ୍ଦିରଗୁଡ଼ିକ ମଧ୍ୟରୁ ମାତ୍ର ୯ଟି ହେଉଛି ବିମାନ ମନ୍ଦିର। ସେଥି ମଧ୍ୟରୁ ଗଞ୍ଜାମ ଜିଲା ଧରାକୋଟ ଜଗନ୍ନାଥ ମନ୍ଦିର ଗୋଟିଏ। ଷୋଡ଼ଶ ଶତାବ୍ଦୀରେ ସ୍ବର୍ଗତ ରାଜା ରାଜେନ୍ଦ୍ର ସିଂହ…

ଏଣିକି ରାସ୍ତାରେ ଅଳିଆ ଫିଙ୍ଗିଲେ ୫ହଜାର ଜରିମାନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ସ୍ବଚ୍ଛତାକୁ ନେଇ ବିଏମ୍‌ସି ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଣିକି ରାଜଧାନୀ ରାସ୍ତାରେ ଅଳିଆ ଫିଙ୍ଗିଲେ ଦେବାକୁ ପଡିବ ଜରିମାନା। ଭୁବନେଶ୍ୱର ୟୁନିଟ୍‌-୧ର ସମସ୍ତ ବ୍ୟବସାୟଙ୍କୁ ଏଭଳି ଚେତାବନୀ ଦେଇଛି ବିଏମ୍‌ସି କମିଶନର। ପଚା ପରିବା ଓ ବର୍ଜ୍ୟବସ୍ତୁ ରାସ୍ତାରେ…

ବିଧାୟକ ମୋକିମଙ୍କୁ ମିଳିଲା ଜାମିନ୍‌,୧୩ରେ ପରବର୍ତ୍ତୀ ଶୁଣାଣି

କଟକ ଅଫିସ,୧୦।୧୦: ଭିଜିଲାନ୍ସ କୋର୍ଟ ଦ୍ୱାରା କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍‌ଙ୍କ ଦଣ୍ଡାଦେଶ ମାମଲାରେ ହାଇକୋର୍ଟ ତାଙ୍କୁ ଜାମିନ୍‌ ପ୍ରଦାନ କରିଛନ୍ତି। ଏହାକୁ ନେଇ ସୋମବାର ହାଇକୋର୍ଟର ଶୁଣାଣି ହୋଇଛି। ଆସନ୍ତା ୧୩ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ। ସେହିପରି…

ରାଜ୍ୟରୁ ଆଜି ୭୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ରାଜ୍ୟରୁ ସୋମବାର ୭୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୯୫୫ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୪୬ ଜଣ ଚିହ୍ନଟ ହୋଇଥିବା…

ଏହି ସବୁ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ସୋମବାର ମଧ୍ୟ କିଛି ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…

ପିପିଏ ଅଧ୍ୟକ୍ଷ ପି.ଏଲ.ହାରାନ୍ଧଙ୍କୁ କୋଲକାତା ପୋର୍ଟର ଅତିରିକ୍ତ ଦାୟିତ୍ୱ

ପାରାଦୀପ,୧୦।୧୦(ସ୍ବ.ପ୍ର.): କେନ୍ଦ୍ର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ପାରାଦୀପ ବନ୍ଦର ଅଥରିଟି(ପିପିଏ) ଅଧ୍ୟକ୍ଷ ପି.ଏଲ୍‌. ହାରାନ୍ଧଙ୍କୁ ରବିବାର କୋଲକାତାର ଶ୍ୟାମାପ୍ରସାଦ ମୁଖାର୍ଜୀ ପୋର୍ଟ ଅଥରିଟି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ…

ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ପୁରୀରେ ହଜାର ହଜାର ହବିଷ୍ୟାଳି

ପୁରୀ ଅଫିସ,୧୦ା୧୦: ସୋମବାରଠୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ବ୍ରତ। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ମାସେ ଧରି କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳି। ଏନେଇ ରାଜ୍ୟସରକାରଙ୍କ ପକ୍ଷରୁ ହବିଷ୍ୟାଳି ଯୋଜନାରେ ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ): ଭୁବନେଶ୍ୱର ଜନସ୍ବାସ୍ଥ୍ୟ ଡିଭିଜନ-୧ର ସହକାରୀ ଯନ୍ତ୍ରୀ ମାନସ ରଞ୍ଜନ ସାମଲ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୬ଟି ସ୍ଥାନରେ ସୋମବାର ସକାଳୁ ଚଢ଼ାଉ ଜାରି ରହିଛି। ଭୁବନେଶ୍ୱରସ୍ଥିତ ଅଫିସ, କଟକ, ଜଟଣୀ ଏବଂ…

ପିଜି ସ୍ପଟ୍‌ ନାମଲେଖା ପାଇଁ ଆଜି ମେଧା ତାଲିକା

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜ୍ୟର ବିଭିନ୍ନ କଲେଜ ଓ ବିଶ୍ୱବିଦ୍ୟାଳୟରେ ପିଜି ସ୍ପଟ୍‌ ନାମଲେଖା ପାଇଁ ସୋମବାର ଅପରାହ୍ନ ୪ଟାରେ ମେଧା ତାଲିକା ପ୍ରକାଶ ପାଇବ। ମନୋନୀତ ଛାତ୍ରୀଛାତ୍ରଙ୍କୁ ୧୧ରୁ ୧୨ ତାରିଖ ଅପରାହ୍ନ ୫ଟା ମଧ୍ୟରେ ସମ୍ପୃକ୍ତ ଶିକ୍ଷାନୁଷ୍ଠାନରେ ନାମ ପଞ୍ଜୀକରଣ କରିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?