ବେଙ୍ଗାଲୁରୁରୁ ଓଡ଼ିଆ ସ୍ବିଗି ବୟ ଉଦ୍ଧାର
ଭୁବନେଶ୍ୱର,୯।୧୦(ବ୍ୟୁରୋ):କ୍ଷତ ବିକ୍ଷତ ଅବସ୍ଥାରେ ରାସ୍ତା କଡ଼ରେ ପଡ଼ିଥିବା ଜଣେ ସ୍ବିଗି ବୟଙ୍କୁ ଓଡ଼ିଶା ମୋ ପରିବାର ପକ୍ଷରୁ ଉଦ୍ଧାର କରାଯାଇଛି। ସେ ହେଲେ ଜଗତ୍ସିଂହପୁର ଜିଲା ପାଟେଣି ଗାଁର ୨୪ ବର୍ଷୀୟ ବୈକୁଣ୍ଠ କୁମାର ସାହୁ। ସେ ବେଙ୍ଗାଲୁରୁରେ ରହି ସ୍ବିଗି…
୧୪ ଯାଏ ବର୍ଷା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିଛି। ବଙ୍ଗୋପସାଗରରୁ ଜଳୀୟବାଷ୍ପ ଓଡ଼ିଶା ମଧ୍ୟକୁ ଆସୁଥିବାରୁ ଆସନ୍ତା ୧୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଭାଗରେ ବର୍ଷା ଲାଗି ରହିବ। ବିଶେଷ କରି ଦିନରେ ଅସରାଏ ଲେଖା ବର୍ଷା ହେବ।…
ବ୍ରଏଲର କୁକୁଡ଼ା ଚାଷୀ ପ୍ରତିନିଧି, ଇଣ୍ଟିଗ୍ରେଟର କମ୍ପାନୀ ଆଲୋଚନା ସ୍ଥଗିତ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଚୁକ୍ତିଭିତ୍ତିକ ବ୍ରଏଲର କୁକୁଡ଼ା ଚାଷୀଙ୍କ ପ୍ରତିନିଧି ଏବଂ ଇଣ୍ଟିଗ୍ରେଟର କମ୍ପାନୀ ପ୍ରତିନିଧିଙ୍କ ସହିତ ଅକ୍ଟୋବର ୧୦ରେ କୃଷି ଭବନଠାରେ ହେବାକୁ ଥିବା ଆଲୋଚନାକୁ ସ୍ଥଗିତ ରଖାଯାଇଛି। ଏ ନେଇ କୃଷି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧ ତାରିଖରେ…
ଅବହେଳିତ ଜୈନ କୀର୍ତ୍ତିରାଜି ଚିହ୍ନଟ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶାରେ ପ୍ରାଚୀନ କାଳରୁ ବିଭିନ୍ନ ସମ୍ପ୍ରଦାୟର ରାଜାଙ୍କ ଶାସନ ଚାଲିଆସୁଥିବା ବେଳେ ଅନେକ କୀର୍ତ୍ତିରାଜିର ଛାପ ଛାଡ଼ିଯାଇଛନ୍ତି। ସେହି କୀର୍ତ୍ତିରାଜିଗୁଡ଼ିକ ଏବେ ବି ଓଡ଼ିଶାର ବିଭିନ୍ନ ସ୍ଥାନରେ ଲୁକ୍କାୟିତ ଭାବେ ରହିଛି। ସେଥିମଧ୍ୟରୁ ଅନେକ କୀର୍ତ୍ତିରାଜି ଓ ପ୍ରତିମୂର୍ତ୍ତି ଭାଙ୍ଗିରୁଜି…
ଓସିଏସ୍ ପାଇଲେ କିସ୍ର ୪ ଛାତ୍ରୀଛାତ୍ର
ଭୁବନେଶ୍ୱର,୯।୧୦(ବ୍ୟୁରୋ):ଚଳିତ ଶିକ୍ଷାବର୍ଷରେ ଆବାସିକ ଜନଜାତି ଅନୁଷ୍ଠାନ କିସ୍ର ଛାତ୍ରୀଛାତ୍ର ଉଚ୍ଚକୋଟୀର ଶୈକ୍ଷିକ ପ୍ରଦର୍ଶନ କରିଛନ୍ତି। ଓଡ଼ିଶା ସିଭିଲ୍ ସର୍ଭିସେସ୍ (ଓସିଏସ୍) ପରୀକ୍ଷାରେ କୃତକାର୍ଯ୍ୟ ୩୯୨ଜଣଙ୍କ ମଧ୍ୟରୁ କିସ୍ରୁ ୪ଜଣ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲାର ରାଇମାତ ଟୁଡୁ, ବଲାଙ୍ଗୀରର ମଣ୍ଟୁ…
ରାଜ୍ୟରେ ୫ ବର୍ଷରେ ୨୦ ହଜାର ମାନବାଧିକାର ଉଲ୍ଲଂଘନ ମାମଲା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଓଡ଼ିଶା ମାନବାଧିକାର କମିଶନ (ଓଏଚ୍ଆର୍ସି)ରେ ମାମଲା ସଂଖ୍ୟା ବଢ଼ିବାରେ ଲାଗିଛି। ୨୦୨୧-୨୨ ଆର୍ଥିକବର୍ଷ ଶେଷ ସୁଦ୍ଧା ଓଏଚ୍ଆର୍ସିରେ ୧୭,୪୧୮ଟି ମାନବିକ ଅଧିକାର ଉଲ୍ଲଂଘନ ମାମଲା ରୁଜୁ ହୋଇଛି। ଗତ ୫ ବର୍ଷରେ ରାଜ୍ୟରେ ସମୁଦାୟ ୨୦,୫୮୧ ମାନବିକ ଅଧିକାର…
ବିଲୁପ୍ତି ପଥେ ମୂଷାନଈ
ଏକଦା ପୁରୀର ଜୀବନରେଖା କୁହାଯାଉଥିବା ମୂଷାନଈ ବିଲୁପ୍ତ ହେବାକୁ ବସିଲାଣି। ଜବରଦଖଲ ଓ ବେଆଇନ କୋଠାବାଡ଼ି ନିର୍ମାଣ ଯୋଗୁ ଏହା ସଙ୍କୁଚିତ ହୋଇ ଏବେ ଏକ କ୍ଷୁଦ୍ର ଜଳାଶୟ ପାଲଟିଛି। ମୂଷାନଈର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ପାଇଁ ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ…
ଓଟିଇଟି ପାଇଁ ୧୦ରୁ ଆବେଦନ
କଟକ ଅଫିସ, ୮ା୧୦: ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା(ଓଟିଇଟି)-୨୦୨୨ ଦ୍ୱିତୀୟ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ଆବେଦନ ତାରିଖ ଘୋଷଣା କରାଯାଇଛି। ଆସନ୍ତା ୧୦ରୁ ୧୯ ତାରିଖ ମଧ୍ୟରେ ପରିକ୍ଷାର୍ଥୀମାନେ ଆବେଦନ କରିପାରିବେ। ଏଥିପାଇଁ ବୋର୍ଡ ୱେବ୍ସାଇଟ୍ www.bseodisha.ac.inରେ ସମସ୍ତ…
ଚନ୍ଦ୍ର ଆଞ୍ଜୁଳି ପାଇଁ ବଡ଼ଦାଣ୍ଡରେ ଖୋଲିଛି ପସରା
ପୁରୀ ଅଫିସ,୮।୧୦- ଦଶହରା ସରିବା ପରେ ରବିବାର କୁମାର ପୂର୍ଣ୍ଣିମା। ଏହି ଉତ୍ସବ ପାଳନ କରିବା ପାଇଁ ସହରର କୁଆଁରି ଝିଅଙ୍କ ମଧ୍ୟରେ ଉତ୍କଣ୍ଠା ଦେଖିବାକୁ ମିଳିଛି। ଗତ ଦୁଇବର୍ଷ କରୋନା କଟକଣା ପରେ ଚଳିତବର୍ଷ ଆନନ୍ଦ ଉଲ୍ଲାସରେ କୁମାର ଉତ୍ସବ…
ବଢୁଛି ବାତ୍ୟା ଆଶଙ୍କା: ୨୦ରେ ଲଘୁଚାପ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ଆସନ୍ତା ୧୯ କିମ୍ବା ୨୦ ତାରିଖରେ ଦକ୍ଷିଣ ଆଣ୍ଡାମାନ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ବିଭିନ୍ନ ପାଣିପାଗ ମଡେଲ ସୂଚନା ଅନୁଯାୟୀ ଲଘୁଚାପ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି। ଏପରିକି ଏହା ସିଭିୟର ସାଇକ୍ଲୋନିକ…
ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରୁ ଶନିବାର ଆଉ ୧୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍ ୧୩,୨୫,୦୩୬ ଆକ୍ରାନ୍ତ ସୁସ୍ଥ ହୋଇସାରିଲେଣି। ଏନେଇ ଟୁଇଟ୍ ଯୋଗେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…
ଓସିଏସ୍ ପରୀକ୍ଷାରେ ସତ୍ୟଜିତ୍ଙ୍କ ସଫଳତା
କେନ୍ଦୁଝର,୮ା୧୦(ସ୍ବ.ପ୍ର.): କେନ୍ଦୁଝର ସହରର ମାଇନିଂ ରୋଡ୍ସ୍ଥିତ ସତ୍ୟଜିତ୍ ପଟ୍ଟନାୟକ ୧୩୦ ର଼୍ୟାଙ୍କ ରଖି ଚଳିତ ବର୍ଷ ଓଡ଼ିଶା ଲୋକସେବା ଆୟୋଗ ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି। ସେ ସ୍ଥାନୀୟ ସରସ୍ବତୀ ଶିଶୁମନ୍ଦିରରୁ ମାଟ୍ରିକ ପାସ୍ ପରେ…

