ରାଜ୍ୟ

ମହିଳା ବ୍ଲାକ୍‌ମେଲରଙ୍କ ରହସ୍ୟ ଲୁଚାଉଛି ପୋଲିସ

ଭୁବନେଶ୍ୱର, ୮।୧୦(ବ୍ୟୁରୋ): ରାଜନେତା, ଚଳଚ୍ଚିତ୍ର ପ୍ରଯୋଜକ, ଅଭିନେତା, ବ୍ୟବସାୟୀ, ଉଚ୍ଚ ପଦସ୍ଥ ପ୍ରଶାସନିକ ତଥା ପୋଲିସ ଅଧିକାରୀଙ୍କୁ ମାୟା ଜାଲରେ ଫସାଉଥିଲେ। ସେମାନଙ୍କ ନିକଟକୁ ସୁନ୍ଦରୀ ଯୁବତୀ ପଠାଇବା ପରେ କୌଶଳକ୍ରମେ ଅନ୍ତରଙ୍ଗ ମୁହୂର୍ତ୍ତର ଭିଡିଓ ଶୁଟ୍‌ କରୁଥିଲେ। ତାହାକୁ ଭାଇରାଲ…

ଜୁନ୍‌ ୨୦୨୩ ସୁଦ୍ଧା ସରିବ ଲୋୟର ସୁକତେଲ ସ୍ପିଲ୍‌ ଓ୍ବେ କାର୍ଯ୍ୟ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟ ଜଳ ସମ୍ପଦ ବିଭାଗ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ରାଜ୍ୟର ବିଭିନ୍ନ ଜଳସେଚନ ପ୍ରକଳ୍ପର କାର୍ଯ୍ୟ ଅଗ୍ରଗତି ସମ୍ପର୍କରେ ଶୁକ୍ରବାର ସମୀକ୍ଷା କରିଛନ୍ତି। ଆଭାସି ବୈଠକ ମାଧ୍ୟମରେ ସମ୍ପୃକ୍ତ ଜିଲାର ଜିଲାପାଳ, ବନଖଣ୍ଡ ଅଧିକାରୀ ଏବଂ…

ବନ୍ୟପ୍ରାଣୀଙ୍କ ସୁରକ୍ଷା ପାଇଁ ଲୋକଙ୍କ ସହଯୋଗ ଲୋଡ଼ିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ମାନବ ସମାଜ ଓ ବନ୍ୟପ୍ରାଣୀ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ମଣିଷ ପରି ପ୍ରତ୍ୟେକ ଜୀବଜନ୍ତୁଙ୍କର ମଧ୍ୟ ସୁସ୍ଥ ପରିବେଶରେ ବଞ୍ଚତ୍ବାର ସମାନ ଅଧିକାର ରହିଛି। ଜୀବଜନ୍ତୁଙ୍କ ସଂରକ୍ଷଣ ଆମ ସମସ୍ତଙ୍କର ଦାୟିତ୍ୱ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ମୁରିବାହାଲ ଏପିଓ

ବଲାଙ୍ଗୀର ଅଫିସ/ ମୁରିବାହାଲ,୮ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଆଡିସନାଲ ପ୍ରୋଗ୍ରାମ ଅଫିସର (ଏପିଓ) ସୁଶାନ୍ତ କୁମାର ଦାସ ଶୁକ୍ରବାର ଜଣେ ଗଁା ସାଥୀଙ୍କ ଠାରୁ ୪୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାତ୍ମାଗାନ୍ଧୀ ଜାତୀୟ…

ଟାମ୍ପରଗଡ଼ ଶକ୍ତିପୀଠ ଜରାଜୀର୍ଣ୍ଣ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ଜିଲାରେ ଅନେକ ଐତିହ୍ୟସମ୍ପନ୍ନ ପ୍ରାଚୀନ କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରେ ଆଦିବାସୀ ବହୁଳ ଯୁଯୁମୁରା ବ୍ଲକର ଟାମ୍ପରଗଡ଼ ଗ୍ରାମରେ ଥିବା ମା’ ଦକ୍ଷିଣକାଳୀଙ୍କ ଶକ୍ତିପୀଠ ଅନ୍ୟତମ। ପ୍ରାୟ ୩ଶହ ବର୍ଷ ପୁରାତନ ଏହି ପୀଠ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇ…

ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁହାର କମୁନାହିଁ

ଭୁବନେଶ୍ବର,୮ା୧୦(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ଏବଂ ଏଥିଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇବାର ନଁା ଧରୁନାହିଁ। ୨୦୨୧ ଜାନୁୟାରୀରୁ ଜୁଲାଇ ମଧ୍ୟରେ ଘଟିଥିବା ଦୁର୍ଘଟଣା ଏବଂ ମୃତ୍ୟୁ ସଂଖ୍ୟା ଦେଖିଲେ ସବୁଥିରେ ବୃଦ୍ଧି ଘଟିଛି। ସୁପ୍ରିମକୋର୍ଟ କମିଟିର ବାରମ୍ବାର ତାଗିଦ ଏବଂ ଯୋଜନା…

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ବିଜ୍ଞପ୍ତି

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ସୁଯୋଗ ଦେଇଛି ଉଚ୍ଚ ଶିକ୍ଷା ବିଭାଗ। ଏନେଇ ବିଭାଗ ପକ୍ଷରୁ…

ବଢ଼ିଲା ଅନୁକମ୍ପା ରାଶି

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ମାଓବାଦୀ ଆକ୍ରମଣ କିମ୍ବା କୌଣସି ସନ୍ତ୍ରାସବାଦ କାର୍ଯ୍ୟକଳାପରେ ନିହତ ଯବାନ ଓ ସାଧାରଣ ଲୋକଙ୍କ ଆତ୍ମୀୟଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି କରାଯାଇଛି। ସୁରକ୍ଷା କର୍ମୀ କର୍ତ୍ତବ୍ୟ ସମ୍ପାଦନ ବେଳେ ଯଦି ମାଓବାଦୀ ଆକ୍ରମଣରେ ମୃତ୍ୟୁବରଣ କରନ୍ତି ତେବେ…

ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ

ରାୟପୁର,୮।୧୦: ବେଶ୍‌ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ ବିଶିଷ୍ଟ କୁଶ ପୁତ୍ତଳିକାରେ ଅଗ୍ନି ସଂଯୋଗ କରାଯାଏ। କିନ୍ତୁ ଚଳିତବର୍ଷ ଛତିଶଗଡ଼ର ଧାମତରିରେ ଏହି…

ପ୍ରକାଶ ପାଇଲା ଓସିଏସ୍‌ ପରୀକ୍ଷାଫଳ

କଟକ ଅଫିସ, ୮ା୧୦: ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷା(ଓସିଏସ୍‌) ୨୦୨୦ ଫଳ ଶୁକ୍ରବାର ପ୍ରକାଶ ପାଇଛି। ମୋଟ୍‌ ୩୯୨ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪୪ ଜଣ ପୁଅ ଓ…

ଧିମେଇଛି ଗଜ ସୁରକ୍ଷା ପ୍ରକଳ୍ପ

ରତନ ନାୟାର ଢେଙ୍କାନାଳ ଅଫିସ୍‌, ୮।୧୦: ସାଇରନ୍‌ ବଜାଇ ବୁଲୁଛି ‘ଐରାବତ’। ନିଯୁକ୍ତ ହୋଇଛନ୍ତି ‘ଗଜବନ୍ଧୁ’। ଅଭୟାରଣ୍ୟ ନିକଟବର୍ତ୍ତୀ ଗ୍ରାମରେ କରାଯାଇଛି ‘ସୋଲାର ଫ୍ୟାନ୍ସିଂ’ ବ୍ୟବସ୍ଥା। ଆରମ୍ଭ ହୋଇଛି ‘ରି-ହାବ୍‌’ (ରିଡ୍ୟୁସିଂ ଏଲିଫ୍ୟାଣ୍ଟ-ହ୍ୟୁମାନ ଆଟାକ୍ସ ୟୁଜିଂ ବିଇଜ୍‌) । ଜାତୀୟ ରାଜପଥରେ…

ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଲାଗି ପ୍ରକାଶ ପାଇଲା ବିଜ୍ଞପ୍ତି: ୧୩ରୁ ଆବେଦନ

ଭୁବନେଶ୍ୱର, ୭।୧୦(ବ୍ୟୁରୋ): ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଯୁକ୍ତ୨ ଭଳି ଯୁକ୍ତ୩ରେ ନାମଲେଖାଇବାରୁ ବଞ୍ଚିତ ଛାତ୍ରୀଛାତ୍ରଙ୍କୁ ଆଉଥରେ ଆବେଦନ କରିବାକୁ ଉଚ୍ଚ ଶିକ୍ଷା ବିଭାଗ ସୁଯୋଗ ଦେଇଛି। ଯେଉଁ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?