ରାଜ୍ୟ

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ ଅଘଟଣ। ଗାଁର ଚନ୍ଦ୍ରମଣି ପତିଙ୍କ ସ୍ତ୍ରୀ ରାଜଶ୍ରୀ ଅତ୍ୟଧିକ ଥଣ୍ଡାରୁ ଶନିବାର ସକାଳୁ ଚୁଲିଜାଳି…

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ ଗାଁ ବୁଲୁଛନ୍ତି। ହେଲେ ଶନିବାର ବ୍ଲକର ଯାନୀଗୁଡ଼ା ଗ୍ରାମରେ ପଶି ଘର, ଗୁହାଳ ଭାଙ୍ଗିବା…

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ ପୂର୍ବତନ ଲୋକ ସଭା ଏମ୍‌ପି ବାଳଗୋପାଳ ମିଶ୍ର ବଲାଙ୍ଗୀର ଗ୍ରାମ୍ୟ ଭନ୍ନୟନ (ଆର୍‌ଡି) ବିଭାଗ…

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ ଉପରେ କଣ୍ଟିପାଳ, ତରତରା, କାଠକଟା, ଶାଳବଣି,ବାଉଁଶଗଡ଼ ସମେତ ପ୍ରାୟ ୫ଟି ପଞ୍ଚାୟତର ଲୋକମାନେ ନିର୍ଭର…

ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ

ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ ପ୍ରବଳ ଥଣ୍ଡାର ସହର ଭାବେ ଜି.ଉଦୟଗିରି ପରିଚିତ ହୋଇଥିଲେ ମଧ୍ୟ ସରକାରୀ ସ୍ତରରେ ପର୍ଯ୍ୟଟନକୁ…

ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି ଆସୁଛନ୍ତି। ଦୀର୍ଘ ୮ ବର୍ଷ ହେଲା ଗୋଡ଼ହାତ ଚାଲୁ ନ ଥିବାରୁ କୌଣସି କାମଧନ୍ଧା…

ଝିଅ ବାହାଘର ପାଇଁ ଟଙ୍କା ଦେବେ ସରକାର, ଭୋଜି ପାଇଁ ମିଳିବ…

ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାର। ଏନେଇ ସବୁ…

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ ବିଜେଡିର ଭଦ୍ରକ ଜିଲା ସାଧାରଣ ସମ୍ପାଦକ ଭାଗିରଥି ବଳ, ଆନ୍ଦୋଳା ସରପଞ୍ଚ କାମଦେବ ମଲିକ…

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର ଏସ୍‌ସି/ଏସ୍‌ଟି ଅଦାଲତ ଚାର୍ଜଫ୍ରେମ କରିଛନ୍ତି। ଓଡ଼ିଶା କ୍ରାଇମବ୍ରାଞ୍ଚରେ ରୁଜୁ ମାମଲାରେ ଏହି ଚାର୍ଜଫ୍ରେମ ହୋଇଛି।…

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ ରାଜରାସ୍ତାରେ ବସିଛନ୍ତି। ପ୍ରାଥମିକ ଶିକ୍ଷକ ସଂଘର ଆହ୍ବାନକ୍ରମେ ୨ ଦଫା ଦାବି ନେଇ ଶୁକ୍ରବାର…

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା ଘଟିଛି। ଓଡି୦୫ସିବି୦୦୪୧ ନମ୍ବର ବିଶିଷ୍ଟ ଆମ ବସଟି ଜଣେ ବାଇକ ଆରୋହୀଙ୍କୁ ଧକ୍କା ଦେଇ…

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା ସରକାର। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ପାଇଁ ଗାଇଡଲାଇନ ଜାରି କରିଛନ୍ତି ସରକାର। ଏନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri