ରାଜ୍ୟ

ମୁଣ୍ଡରେ ବନ୍ଧୁକ ଲଗାଇ ଗ୍ରାହକ ସେବାକେନ୍ଦ୍ରରୁ ଲୁଟିନେଲେ ଦୁର୍ବୃତ୍ତ

ସୁନ୍ଦରଗଡ଼,୮।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଧାରୁଆଡିହି ଥାନା ସାଲେପାଲି ଗାଁ ଅନିଲ କୁମାର ବାଗଙ୍କ ଏସ୍‌ବିଆଇ ଗ୍ରାହକ ସେବା କେନ୍ଦ୍ରରୁ ସୋମବାର ମଧ୍ୟାହ୍ନରେ ଲୁଟ ହୋଇଛି। ଦୁର୍ବୃତ୍ତମାନେ ଗ୍ରାହକ ସେବାକେନ୍ଦ୍ରରୁ ୩୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡିଛି। ମିଳିଥିବା...

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ଭୁବନେଶ୍ୱର, ୮ା୧: ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ଦଳରେ ଅବହେଳା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ସେ ତାଙ୍କର ଚିଠିରେ ଉଲ୍ଲେଖ କରିଛନ୍ତି। କିଛି ଦିନ ତଳେ ରାଜ୍ୟ ସରକାରଙ୍କ...

ଧର୍ମଘଟରୁ ଓହରିଲେ ପରିବହନ ଶ୍ରମିକ, ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ ନିଷ୍ପତ୍ତି

ଭୁବନେଶ୍ୱର, ୮ା୧: ରାଜ୍ୟ ସରକାରଙ୍କ ସହିତ ଆଲୋଚନା କରିବା ପରେ ଧର୍ମଘଟରୁ ଓହରିଛନ୍ତି ପରିବହନ ଶ୍ରମିକ। ମୁଖ୍ୟ ଶାସନ ସଚିବଙ୍କ ସହ ଆଲୋଚନା ପରେ ଏହି ନିଷ୍ପତ୍ତି ନେଇଛି ମହାସଂଘ। ପୂର୍ବରୁ ଆନ୍ଦୋଳନ ପ୍ରତ୍ୟାହାର ପାଇଁ ଅନୁରୋଧ କରିଥିଲେ ମୁଖ୍ୟ...

ଟ୍ରଲିରେ ସନ୍ତାନ ପ୍ରସବ କଲେ ମହିଳା

ପାରାଦୀପ,୮ା୧(ଶରତ ରାଉତ): ବନ୍ଦର ନଗରୀ ପାରାଦୀପରେ ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି। ଷଣ୍ଢକୁଦ ଅଞ୍ଚଳରୁ ଏକ ଟ୍ରଲିରେ ଆସୁଥିବା ଜଣେ ଗର୍ଭବତୀ ପ୍ରସବ ବେଦନା ସହି ନ ପାରି ଟ୍ରଲି ଉପରେ ହିଁ ଏକ କନ୍ୟାସନ୍ତାନକୁ ଜନ୍ମଦେଇଛନ୍ତି।...

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସହିତ ଅରିନ୍ଦମ୍ ରାୟଙ୍କ ରୁଦ୍ଧଦ୍ୱାର ବୈଠକ

ଭୁବନେଶ୍ୱର, ୮ା୧: ଓଲିଉଡ ସୁପରଷ୍ଟାର ତଥା ବିଜେଡି ନେତା ଅରିନ୍ଦମ୍ ରାୟ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଭେଟିଛନ୍ତି। କଟକ ଆଠଗଡ ଅନ୍ତର୍ଗତ ଧବଳେଶ୍ୱର ନିକଟରେ ଏକ ଘରୋଇ ରିସର୍ଟରେ ଏହି ବୈଠକ ଅନୁଷ୍ଠିତ ହୋଇଛି। ୨୦୧୯ ନିର୍ବାଚନ ପରଠାରୁ...

ଜି.ଉଦୟଗିରି ସବୁଠୁ ଥଣ୍ଡା ସହର

ଜି.ଉଦୟଗିରି,୮ା୧(ଶିଶିର ପଟ୍ଟନାୟକ): ଜି.ଉଦୟଗିରି ଅଞ୍ଚଳରେ ଚାରି ଦିନ ହେବ ପ୍ରବଳ ଶୀତ ଅନୁଭୂତ ହେଉଛି। ସୋମବାର ତାପମାତ୍ରା ସର୍ବନିମ୍ନ ୭.୫ ଡିଗ୍ରୀ ସେଲ୍‌ସିୟସ ରହିଥିବା ବେଳେ ଶନିବାର ୬.୨ଡିଗ୍ରୀ ସେଲ୍‌ସିୟସ ରହିଥିଲା। ପ୍ରବଳ ଶୀତ ଯୋଗୁ ପୂର୍ବାହ୍ନ ୧୦ଟା ସୁଦ୍ଧା...

‘ଜଣେ କଳାକାର ସବୁ ରିସ୍କ ନେବା ଦରକାର’

ଓଲିଉଡ୍‌ରେ ଏବେ ଦର୍ଶକଙ୍କ ପ୍ରିୟ ଅଭିନେତ୍ରୀ ହେଉଛନ୍ତି ସୁପ୍ରିୟା ନାୟକ। ଭିନ୍ନ ଭିନ୍ନ ଚରିତ୍ରରେ ଦମ୍‌ଦାର ଅଭିନୟ ତାଙ୍କ ସିନେମା କ୍ୟାରିୟରକୁ ଆହୁରି ମଜଭୁତ୍‌ କରିଛି। ଜଗତ୍‌ସିଂହପୁରରେ ଜନ୍ମିତ ସୁପ୍ରିୟା ୨୦୧୭ରେ ‘ଲଭ୍‌ ପାଇଁ କୁଛ୍‌ ବି କରେଗା’ ଚଳଚ୍ଚିତ୍ରରୁ...

ଅଜଣା ଗାଡ଼ି ଧକ୍କାରେ ୩ ଜଣଙ୍କ ଜୀବନ ଗଲା

ଝାରସୁଗୁଡ଼ା,୮ା୧: ବେଲପାହାଡ଼ ଗୌରପଡ଼ା ନିକଟରେ ସୋମବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଅଜଣା ଗାଡ଼ି ୩ ବାଇକ୍‌ଆରୋହୀଙ୍କୁ ଧକ୍କା ଦେବାରୁ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ତେବେ ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ...

ଆଶାୟୀ ପ୍ରାର୍ଥୀଙ୍କ ପୋଷ୍ଟର ଯୁଦ୍ଧ

ଯାଜପୁରରୋଡ୍‌,୮ା୧(ପବିତ୍ର ରଞ୍ଜନ ମହାନ୍ତି): ଆଗକୁ ବିଧାନସଭା ନିର୍ବାଚନ। ଏହାକୁ ନେଇ ପ୍ରମୁଖ ରାଜନୈତିକ ଦଳର ଆଶାୟୀମାନଙ୍କ ମଧ୍ୟରେ ନୂତନ ବର୍ଷର ଅଭିନନ୍ଦନ ଜଣାଇବା ପାଇଁ ପୋଷ୍ଟର ଯୁଦ୍ଧ ଦେଖିବାକୁ ମିଳୁଛି। କୋରେଇ ବିଧାନସଭା ନିର୍ବାଚନମଣ୍ଡଳୀର ସହରଠୁ ଗାଁ ଯାଏ ବିଭିନ୍ନ...

ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ

ଗମ୍ଭାରୀମୁଣ୍ଡା,୮ା୧(ଦିଲୀପ ସ୍ବାଇଁ): ସରକାର ବିଭିନ୍ନ ମନ୍ଦିର ଓ ମଠର ପୁନରୁଦ୍ଧାର କରିବା ସହ ବିକାଶ ଉପରେ ଗୁରୁତ୍ୱ ଦେଉଛନ୍ତି। ଏଥିପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ ହେଉଛି। ହେଲେ ଖୋର୍ଦ୍ଧା ଜିଲା ବାଣପୁରରେ ଥିବା ଦକ୍ଷ ପ୍ରଜାପତି ମନ୍ଦିର ଅବହେଳିତ...

ଓଡ଼ିଶାରେ କଳାବାଘ ପରିବାର

ଭୁବନେଶ୍ୱର, ୮।୧(ଅସମାପିକା ସାହୁ): ଓଡ଼ିଶା ଜଙ୍ଗଲରେ ବାରମ୍ବାର କଳାବାଘ ଦେଖିବାକୁ ମିଳୁଛି। ଗତମାସ ଶିମିଳିପାଳରେ ଦୁଇଟି ବାଘ କ୍ୟାମେରା ଟ୍ରାପ୍‌ରେ ଠାବ କରାଯାଇଥିବା ବେଳେ ଏବେ ଆଉ ୪ଟି କଳାବାଘ ଏକାଥରକେ ବୁଲୁଥିବା ଦେଖାଯାଇଛି। ୪ଟି ବିରଳ କଳା ବାଘ...

ଅରାଚଣ୍ଡୀରେ କମିଲେ ପକ୍ଷୀ

ଭୁବନେଶ୍ୱର,୮।୧(ଅସମାପିକା ସାହୁ): କଟକ ଜିଲା ବାଙ୍କୀ ଅରାଚଣ୍ଡୀ ପାଟରେ ଦେଶୀ, ବିଦେଶୀ ପକ୍ଷୀଙ୍କ କୋଳାହଳ ଦେଖିବାକୁ ମିଳୁଛି। ଏବର୍ଷ ୮୧ ପ୍ରଜାତିର ୧୧,୭୦୦ଟି ପକ୍ଷୀ ଚିହ୍ନଟ ହୋଇଥିବା ସେଣ୍ଟର ଫର୍‌ ରୁରାଲ ଟୁରିଜମ ଡେଭଲପ୍‌ମେଣ୍ଟ(ସିଆର୍‌ଟିଡି)ର ସମ୍ପାଦକ ଲଳିତ ମୋହନ ପଣ୍ଡା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri