ରାଜ୍ୟ

କେନ୍ଦ୍ରାପଡ଼ାରେ ଚକ୍ରାକାର ଧଳା ମାଛିର ଆତଙ୍କ

କେନ୍ଦ୍ରାପଡ଼ା ଅଫିସ, ୩ା୧୦: ପ୍ରଥମେ ନଡ଼ିଆ ଗଛ ପତ୍ରରେ ଧଳା ଫିମ୍ପି ଦେଖା ଦେଉଥିଲା। ଏବେ କଦଳୀ ଗଛରୁ ଆରମ୍ଭ କରି ପନିପରିବା ଗଛରେ ଏହି ରୋଗ ଦେଖାଯାଇଛି। ଧଳା ଫିମ୍ପି ଗଛକୁ ଦୁର୍ବଳ କରୁଥିବା ବେଳେ ଉତ୍ପାଦକୁ କମ୍‌ କରୁଛି।…

ଆଜି ରାଜ୍ୟରେ ୧୦୦ ତଳେ କରୋନା ଆକ୍ରାନ୍ତ ସଂଖ୍ୟା

ଭୁବନେଶ୍ୱର,୩ା୧୦(ବ୍ୟୁରୋ): ରାଜ୍ୟରେ ସୋମବାର ୧୦୦ ତଳେ ରହିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ତେବେ ଆଜି ରାଜ୍ୟରୁ ୬୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଘୂର୍ଣ୍ଣିବଳୟ ସକ୍ରିୟ, ୫ଦିନ ବର୍ଷା

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ରବିବାରଠାରୁ ଉପକୂଳରେ ବର୍ଷାର ପରିମାଣ ବଢ଼ିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରବିବାର ଅପରାହ୍ନ ସାଢ଼େ…

‘ବିରୋଧୀଙ୍କ ଅପପ୍ରଚାର ପଥରରେ ମୁଣ୍ଡ ପିଟିବା ସଦୃଶ‘

ନିମାପଡ଼ା,୩।୧୦(ଡି.ଏନ୍‌.ଏ.): ନିମାପଡ଼ା ନିର୍ବାଚନମଣ୍ଡଳୀ ୧୧ନଂ. ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ମାମଲାରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମ୍ପୃକ୍ତି ନେଇ ବିରୋଧୀ ଦଳ ବହୁ ଅପପ୍ରଚାର କରୁଛି। ହେଲେ ବିରୋଧି ଦଳର…

ଧର୍ମେନ୍ଦ୍ର ସାହୁ ଆତ୍ମହତ୍ୟା ମାମଲା: ଖବରଦାତାଙ୍କୁ ପଚରାଉଚରା, ମୋବାଇଲ ଜବତ

ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପୁରୀ ଜିଲା ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ର ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଭୁବନେଶ୍ୱରରେ ଆତ୍ମହତ୍ୟା ଘଟଣାକୁ ସପ୍ତାହରୁ ଊର୍ଦ୍ଧ୍ୱ ବିତିଯାଇଥିଲେ ମଧ୍ୟ କମିଶନରେଟ ପୋଲିସ ଏହା ପଛର ରହସ୍ୟ ପାଇପାରୁ ନାହିଁ।…

ଷ୍ଟେଜ୍‌ରେ ଗୀତ ଗାଉ ଗାଉ ଚାଲିଗଲା କଣ୍ଠଶିଳ୍ପୀଙ୍କ ଜୀବନ

ଜୟପୁର,୩ା୧୦(ନି.ପ୍ର.): ଷ୍ଟେଜ୍‌ରେ ଗୀତ ଗାଉ ଗାଉ ଜଣେ କଣ୍ଠଶିଳ୍ପୀଙ୍କ ଜୀବନ ଚାଲିଯାଇଛି। ସେ ହେଲେ କୋରାପୁଟ ଜିଲା ଜୟପୁରର ଜଣାଶୁଣା କଣ୍ଠଶିଳ୍ପୀ ମୁରଲୀ ମହାପାତ୍ର। ସୂଚନାନୁଯାୟୀ, ଜୟପୁର ଦଶହରା ପୂଜା କମିଟି ପକ୍ଷରୁ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମରେ ରଜାନଗର ସମ୍ମୁଖରେ ‘ସ୍ବର…

ଫ୍ଲାଟ୍‌ ଦେବା ଆଳରେ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ: ଓଡ଼ିଶା ହୋମ୍ସର ନିର୍ଦ୍ଦେଶକ ମନୋଜ ଆନ୍ଧ୍ରପ୍ରଦେଶରୁ ଗିରଫ

ଭୁବନେଶ୍ୱର,୩।୧୦(ବ୍ୟୁରୋ):ଫ୍ଲାଟ୍‌ ଦେବା ଆଳରେ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ ଫେରାର ଥିବା ଓଡ଼ିଶା ହୋମ୍ସ ଆଣ୍ଡ୍‌ କମର୍ସିଆଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ଅନ୍ୟତମ ନିର୍ଦ୍ଦେଶକ ମନୋଜ କୁମାର ପଣ୍ଡା ଶେଷରେ ଧରାପଡିଛନ୍ତି। କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା…

ଖାଦ୍ୟସୁରକ୍ଷା ହିତାଧିକାରୀଙ୍କୁ ନାଲି ଚାଉଳ

ଚଣ୍ଡିଖୋଲ,୩ା୧୦(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଏବଂ ଗହମ ଯୋଗାଇ ଦେଉଛନ୍ତି। ଏହି ଚାଉଳ ସମ୍ପୂର୍ଣ୍ଣ ଧଳା ଓ ପରିଷ୍କାର ହୋଇଥିବା ଆବଶ୍ୟକ ବୋଲି ସରକାରୀ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ମାତ୍ର କେତେଜଣ ଅସାଧୁ…

ଇ-କମର୍ସ ଟ୍ରକ୍‌ ଓଲଟିଲା, ଲକ୍ଷାଧିକ ଟଙ୍କାର ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ ନଷ୍ଟ

ଦାରିଙ୍ଗବାଡ଼ି,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଡଙ୍ଗେରୀ ନିକଟରେ ଇ-କମର୍ସର ବିଭିନ୍ନ ସାମଗ୍ରୀ ବୋଝେଇ ହୋଇଥିବା ଏକ ମିନି ଟ୍ରକ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଇ-କମର୍ସର ବିଭିନ୍ନ…

ପଦ୍ମପୁର ବିଧାୟକଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ/ବରଗଡ଼ ଅଫିସ(୩ା୧୦): ବରଗଡ଼ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି।ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ସମୟରେ ୬୫ ବର୍ଷରେ ସେ ଶେଷ ନିଃଶ୍ୱାସ…

ଆଜି ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ହେବ ଲକ୍ଷାଧିକ ଭକ୍ତଙ୍କ ସମାଗମ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର ଯାତ୍ରା ହୋଇଥିଲା। ହେଲେ ଚଳିତ ବର୍ଷ ପାର୍ବଣରେ କଟକଣା ନ ଥିବାରୁ ଏହି…

କାର୍‌ ସିକ୍ରେଟ୍‌ ଚାମ୍ବରରୁ ୪.୬୬୪ କେଜି ସୁନା, ୧୮୫.୫ କେଜି ରୁପା ଜବତ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁରରେ ସୁନା ଓ ରୁପା ଚୋରା ଚାଲାଣ ବଢ଼ିବାରେ ଲାଗିଛି। ବିଭିନ୍ନ ସମୟରେ ବାହାର ରାଜ୍ୟରୁ ଟିକସ ଫାଙ୍କି ସୁନାଗହଣା ଓ ରୁପା ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ଦଶହରା ଯୋଗୁ ରବିବାର ଗୋଳନ୍ଥରା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?