ରାଜ୍ୟ

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବାରାଣସୀ ଯାଇଥିବା ତୀର୍ଥଯାତ୍ରୀ ବସ୍‌ ଫେରିବା ବାଟରେ ଝାଡ଼ଖଣ୍ଡର ହଜାରିବାଗଠାରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଉକ୍ତ ବସ୍‌ରେ ୫୫ ଜଣ ଯାତ୍ରୀ ଥିଲେ। ସେମାନଙ୍କ ମଧ୍ୟରୁ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସମସ୍ତ…

ତୀର୍ଥଯାତ୍ରୀ ବସ୍‌କୁ ଧକ୍କା ଦେଲା ଟ୍ରେଲର, ୪ ମୃତ, ୨୫ରୁ ଊର୍ଦ୍ଧ୍ୱ ଆହତ

କଣିହାଁ,୨ା୧୦(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକ ଅଞ୍ଚଳରୁ ତୀର୍ଥଯାତ୍ରୀଙ୍କୁ ନେଇ ଯାଉଥିବା ଏକ ବସ୍‌କୁ ଟ୍ରେଲର ଧକ୍କା ଦେବାରୁ ୪ ଜଣଙ୍କ ଜୀବନ ଯାଇଥିବା ବେଳେ ୨୫ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ସୂଚନାଯୋଗ୍ୟ, ଶନିବାର ବିଳମ୍ବିତ ରାତିରେ ଝାଡ଼ଖଣ୍ଡର ହଜାରିବାଗଠାରେ ଏହି…

ଗାନ୍ଧୀଙ୍କ ଶାନ୍ତି ଓ ଅହିଂସା ମନ୍ତ୍ରରେ ଦୀକ୍ଷିତ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଗାନ୍ଧୀ ଜୟନ୍ତୀ ଅବସରରେ ଲୋକସେବା ଭବନରେ ପାଳିତ ହୋଇଛି ଶାନ୍ତି, ଅହିଂସା ଓ ସ୍ବରାଜର ମହୋତ୍ସବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଲୋକସେବା ଭବନ ପରିସରରେ ପବିତ୍ର ଅଶ୍ବତ୍ଥ ବୃକ୍ଷକୁ ସ୍ବରାଜ ବୃକ୍ଷ ଭାବରେ ରୋପଣ କରିଛନ୍ତି।…

ଆଜି ରାଜ୍ୟରେ ୧୩୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୧୩୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟର ୧୫ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୭୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୫୪ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ରାଜରାସ୍ତାକୁ ଓହ୍ଲାଇବାକୁ ଭାଜପାର ଚେତାବନୀ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ୧୧ ନଂ. ଜିଲା ପରିଷଦ ଜୋନ ସଭ୍ୟ ତଥା ବିଜୁ ଜନତା ଦଳ ନେତା ଧର୍ମେନ୍ଦ୍ର ସାହୁ ମୃତ୍ୟୁ ପୂର୍ବରୁ ସୋସିଆଲ ମିଡିଆରେ ମୃତ୍ୟୁର କାରଣ ସମ୍ପର୍କରେ ସ୍ପଷ୍ଟ କରିଥିଲେ। ସାହୁ ନିଜର ମୃତ୍ୟୁ…

ମନ୍ତ୍ରୀଙ୍କ ଭାଷଣକୁ ବିରୋଧ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଭୁବନେଶ୍ୱର ବରମୁଣ୍ଡାଠାରେ ଶୁକ୍ରବାର ବିଜେଡି ସାଙ୍ଗଠନିକ ସଭା ଓ ପଦଯାତ୍ରା ପ୍ରସ୍ତୁତି ଶିବିର ଅବସରରେ ମନ୍ତ୍ରୀ ପ୍ରତାପ ଦେବ ଦେଇଥିବା ଭାଷଣକୁ ଭାଜପା କଡ଼ା ବିରୋଧ କରିଛି। ପ୍ରତାପ କହିଥିଲେ, ସାଢ଼େ ୪ କୋଟି ଓଡ଼ିଆଙ୍କର ଗୋଟିଏ ପରିଚୟ ଥିଲା…

ଦେଶର ୫୦ ସ୍ବତନ୍ତ୍ର ଐତିହ୍ୟ ବୟନକଳା ସାମଗ୍ରୀ ମଧ୍ୟରେ ଓଡ଼ିଶାର ୫

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ଓ ବୟନ ସାମଗ୍ରୀ ନିଜର ସ୍ବତନ୍ତ୍ରତା ପାଇଁ ସବୁବେଳେ ଜାତୀୟ ତଥା ଅନ୍ତର୍ଜାତୀୟ ଚାହିଦା ବଜାୟ ରଖି ଆସିଛି। ଶନିବାର ୟୁନେସ୍କୋ ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଦେଶର ୫୦ଟି ସ୍ବତନ୍ତ୍ର ତଥା ଆଇକନିକ୍‌ ଐତିହ୍ୟ ବୟନକଳା ସାମଗ୍ରୀ…

ବିଏମ୍‌ସିକୁ ‘ବେଷ୍ଟ ସିଟିଜେନ୍‌ ଫିଡ୍‌ବ୍ୟାକ୍‌’ ଆଓ୍ବାର୍ଡ

ଭୁବନେଶ୍ୱର,୨।୧୦(ବ୍ୟୁରୋ): କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ ଦ୍ୱାରା ହୋଇଥିବା ସ୍ବଚ୍ଛ ସର୍ବେକ୍ଷଣ-୨୦୨୨ ଘୋଷଣା ହୋଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)କୁ ସିଟିଜେନ୍‌ ଫିଡ୍‌ବ୍ୟାକ୍‌ କାଟେଗୋରିରେ ‘ବେଷ୍ଟ ସିଟିଜେନ୍‌ ଫିଡ୍‌ବ୍ୟାକ୍‌’ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ଏହି କାଟେଗୋରିରେ ମୋଟ ୨,୨୫୦ ନମ୍ବରରୁ…

ବରିଷ୍ଠ ନାଗରିକଙ୍କ ପାଇଁ ସବୁ ଜିଲାରେ ହେବ ଫିଜିଓଥେରାପି ସେଣ୍ଟର

ଭୁବନେଶ୍ୱର, ୨।୧୦(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ ରାଜ୍ୟର ସବୁ ଜିଲାରେ ଭ୍ରାମ୍ୟମାଣ ସ୍ବାସ୍ଥ୍ୟ ସେବା ୟୁନିଟ୍‌ କାର୍ଯ୍ୟ କରିବ। ଏଥିସହ ସବୁ ଜିଲାରେ ଫିଜିଓଥେରାପି ସେଣ୍ଟର କରାଯିବ ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା…

ଭୁବନେଶ୍ୱରରେ ଯୁବତୀଙ୍କ ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ

ଭୁବନେଶ୍ୱର,୨।୧୦ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଫ୍ୟାନ୍‌ରେ ଓଢଣି ଦ୍ୱାରା ଝୁଲୁଥିବା ଅବସ୍ଥାରେ ତାଙ୍କ ମୃତଦେହ ପୋଲିସ ଜବତ କରିଛି। ନୟାପଲ୍ଲୀ ଥାନା ଅନ୍ତର୍ଗତ ନୂଆସାହିରେ ଶୁକ୍ରବାର ବିଳମ୍ବିତ ରାତିରେ ଏଭଳି ଅଭାବନୀୟ ଘଟଣା ଘଟିଛି।…

ସରିଲା ମା’ଙ୍କ ବିଲ୍ବାଧିବାସ, ଆଜି ସପ୍ତମୀ

ଭୁବନେଶ୍ୱର,୨।୧୦(ବ୍ୟୁରୋ): ଆରମ୍ଭ ହୋଇଛି ପାର୍ବଣ ପୂଜା। ସୁନ୍ଦର ତୋରଣ ସାଙ୍ଗକୁ ରଙ୍ଗାରଙ୍ଗ ଆଲୋକମାଳାରେ ମଣ୍ଡପ ଝଲସୁଥିବାବେଳେ ମା’ ଦୁର୍ଗାଙ୍କ ଧରାବତରଣ ପୂରା ପରିବେଶକୁ ଭକ୍ତିମୟ କରିଦେଇଛି। ପରମ୍ପରା ଅନୁଯାୟୀ ଶନିବାର ପୀଠେ ସପ୍ତମୀ ପୂଜା ସମ୍ପନ୍ନ ହୋଇଥିବାବେଳେ ମଣ୍ଡପରେ ଷଷ୍ଠୀପୂଜା ବିଳମ୍ବିତ…

ଡିଜିଟାଇଜେଶନ ହୋଇପାରୁନି ପାକ୍ସ

କଟକ ଅଫିସ, ୨।୧୦: କୃଷକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟରେ କୋ-ଅପରେଟିଭ ସୋସାଇଟି କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ୍‌ ୨୭୧୦ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ରହିଛି। ହେଲେ ବିଭିନ୍ନ ସମୟରେ ପାକ୍ସଗୁଡ଼ିକରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?