ରାଜ୍ୟ

ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା। ମୃତକ ଜଣଙ୍କ ହେଲେ କଳାହାଣ୍ଡି ଜିଲାର ୩ ମହିଳା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନ୍ୟପଟେ, ରାଜ୍ୟରେ ଗ ୨ ଘଣ୍ଟାରେ ୧୪୬ ଜ…

ରାଜ୍ୟରେ ଚିହ୍ନଟ ହେଲେ ୧୪୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୧।୧୦(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୪୬ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୬ ଜଣ କ୍ୱାରାଣ୍ଟାଇନ୍‌ରୁ ରହିଥିବା ବେଳେ ୬୦ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ…

ଓଡ଼ିଶାରେ ଭାଜପା ଶାସନ ଆସିବ ବୋଲି ଆଶା ସୃଷ୍ଟି କରାଅ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଗଁ।କୁ ଯାଇ ଲୋକଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଫଳ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟକ୍ରମ ଯାହା ଏଠି ଶୁଣିଲ ସେସବୁ କଥା ବତେଇବାକୁ ପଡ଼ିବ। ଏହାସହ ଲୋକଙ୍କ ମନରେ ଆଶା ସୃଷ୍ଟି କରିବାକୁ ପଡ଼ିବ କି ଓଡ଼ିଶାରେ ମଧ୍ୟ ଡବଲ ଇଞ୍ଜିନ…

୩ ଦାବି ରଖିଲୁ ନ ମାନିଲେ ଆନ୍ଦୋଳନ ଆଗେଇବ: କଂଗ୍ରେସ

ଭୁବନେଶ୍ବର,୧।୧୦(ବ୍ୟୁରୋ): ନିମାପଡ଼ା ବ୍ଲକର ୧୧ ନମ୍ବର ଜୋନ୍‌ ଜିଲା ପରିଷଦ ସଭ୍ୟଙ୍କ ରହସ୍ୟଜନକ ମୃତ୍ୟୁ ଘଟଣାରେ ଶୁକ୍ରବାର କଂଗ୍ରେସ ମିଡିଆ ବିଭାଗ ଅଧ୍ୟକ୍ଷ ଗଣେଶ୍ୱର ବେହେରା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। କଂଗ୍ରେସ ଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଗଣେଶ୍ୱର କହିଛନ୍ତି,…

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧।୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ…

ଏଚ୍‌ଏସ୍‌ଆର୍‌ପି ଅବଧି ମାସେ ବଢ଼ିଲା

ଭୁବନେଶ୍ୱର(ବ୍ୟୁରୋ)/କଟକ ଅଫିସ, ୧।୧୦: ଜନ ଅସନ୍ତୋଷକୁ ଦେଖି ରାଜ୍ୟ ସରକାର ହାଇସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚଏସ୍‌ଆରପି) ଲଗାଇବା ଅବଧି ଆଉ ୧ ମାସ ବୃଦ୍ଧି କରିଛନ୍ତି। ଏ ନେଇ ଶୁକ୍ରବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସଟିଏ)ଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।…

ଅସୁରକ୍ଷିତ ବୌଦ୍ଧ ହୀରକ ତ୍ରିଭୁଜ

ଚଣ୍ଡିଖୋଲ,୧ା୧୦(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ବୌଦ୍ଧ ପୀଠ ହୀରକ ତ୍ରିଭୁଜ ନାମରେ ଖ୍ୟାତ ଉଦୟଗିରି, ଲଳିତଗିରି ଓ ରତ୍ନଗିରି ଦିନକୁ ଦିନ ଅସୁରକ୍ଷିତ ହୋଇ ପଡୁଛି। ଏହି ବୌଦ୍ଧ ପୀଠକୁ ସୁରକ୍ଷା ଦେବା ପାଇଁ ପାଚେରି ନିର୍ମାଣ ହୋଇଥଲା ବେଳେ ଅସାମାଜିକ ବ୍ୟକ୍ତି ପାଚେରିରେ…

ନିର୍ମାଣ ଅପେକ୍ଷାରେ ଗଲାଣି ୪ ବର୍ଷ

କେନ୍ଦ୍ରାପଡ଼ା ଅଫିସ, ୧ା୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳୀ ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା…

ଆକର୍ଷଣ ସାଜିବ ମିସାଇଲ୍‌ ତୋରଣ

ଭୁବନେଶ୍ୱର, ୧।୧୦ (ବ୍ୟୁରୋ): ପାର୍ବଣରେ ଦେବୀ ଦୁର୍ଗାଙ୍କୁ ଆବାହନ କରିବାକୁ ସମସ୍ତେ ଉତ୍କଣ୍ଠାର ସହ ଚାହିଁ ବସିଛନ୍ତି। ଶନିବାର ଷଷ୍ଠୀଠାରୁ ରୀତିନୀତି ଆରମ୍ଭ ହେଉଥିବାରୁ ଚଳଚଞ୍ଚଳ ହୋଇ ପଡିଛି ଗାଁରୁ ସହର। ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି…

ନିର୍ବାଚନ ସରିଛି, ଏବେ ଲୋକଙ୍କ ଲାଗି କାମ କରନ୍ତୁ: ନବୀନ

ଭୁବନେଶ୍ବର,୧ା୧୦(ବ୍ୟୁରୋ): ଲୋକଙ୍କ ସେବା ହେଉଛି ମୁଖ୍ୟ। ରାଜନୀତି ଏଥିପାଇଁ ଏକ ମାଧ୍ୟମ ମାତ୍ର। ଏହା ଆମେ ସମସ୍ତେ ମନେରଖିବା ଦରକାର। ପଞ୍ଚାୟତ ଓ ପୌର ନିର୍ବାଚନ ସମୟରେ ରାଜନୀତି ହୋଇଥାଏ। ନିର୍ବାଚନ ସରିବା ପରେ ସମସ୍ତେ ଏକାଠି ହୋଇ ଲୋକଙ୍କ ପାଇଁ…

ଚଢ଼ାଉ, ଗିରଫଦାରି, ଠିକ୍‌ ତଦନ୍ତକୁ ଗୁରୁତ୍ୱ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଆଇନ ଏବଂ ବଟଲିଂ ପ୍ଲାଣ୍ଟ ଅପରେଶନ ଉପରେ ଏକ ଦିନିକିଆ କର୍ମଶାଳା ଶୁକ୍ରବାର ଭର୍ଚୁଆଲରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟର ସମସ୍ତ ଅବକାରୀ ଅଧିକାରୀ ଅଂଶଗ୍ରହଣ କରିଥିଲେ ା କର୍ମଶାଳାକୁ ଉଦ୍‌ଘାଟନ କରି ଅବକାରୀ…

ପାଲଟା ଅଭିଯୋଗ ଆଣିଲେ ଅକ୍ଷୟ ପରିଜା

ଭୁବନେଶ୍ୱର,୧।୧୦( ବ୍ୟୁରୋ): କାଷ୍ଟିଂ କାଉଚ୍‌କୁ ନେଇ ପୁଣି ଚର୍ଚ୍ଚାକୁ ଆସିଛି ଓଲିଉଡ୍‌ ଇଣ୍ଡଷ୍ଟ୍ରି। ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କ ନାମରେ ଜଣେ ଯୁବତୀ କାଷ୍ଟିଂ କାଉଚ୍‌ ଅଭିଯୋଗ ଆଣିବା ଘଟଣା ଏବେ ଭିନ୍ନ ମୋଡ଼ ନେଇଛି। ଶୁକ୍ରବାର ଅକ୍ଷୟ ନୟାପଲ୍ଲୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?