ଦାରିଙ୍ଗବାଡ଼ିରେ ପହିଲି ଶୀତ
ଦାରିଙ୍ଗବାଡ଼ି,୩୦ା୯(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ସହ ପହିଲି ଶୀତ ଅନୁଭୂତ ହୋଇଛି। ତେବେ ସକାଳୁଆ ଶୀତ ହେବା ସହ ସନ୍ଧ୍ୟା ହେଲେ ବାହାରେ ଥିବା ଗାଡ଼ି, ଟିଣ ଘର ଉପରେ କାକର ବିନ୍ଦୁ ପଡୁଛି।…
ବଢିବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି
ଭୁବନେଶ୍ବର,୩୦।୯(ବ୍ୟୁରୋ): ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧିକୁ ବୃଦ୍ଧି କରାଯିବ। ଏ ସମ୍ପର୍କିତ ମାମଲାର ଶୁଣାଣି ହାଇକୋର୍ଟରେ ଚାଲିଥିବା ବେଳେ ଆଉ ମାସେ ସମୟସୀମା ବୃଦ୍ଧି କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି ରାଜ୍ୟ ସରକାର। ଏନେଇ ଶୁକ୍ରାର ରାଜ୍ୟ ସରକାର ବିଜ୍ଞପ୍ତି ପ୍ରକାଶ…
ଅତିଥି ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ
କେନ୍ଦୁଝର,୩୦ା୯(ଡି.ଏନ୍.ଏ.): କେନ୍ଦୁଝର ଜିଲାରେ ଅବସ୍ଥାପିତ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟ ବହୁ ସମସ୍ୟା ଦେଇ ଗତି କରୁଛି। ବର୍ଷ ବର୍ଷ ଧରି ଏହି ମହାବିଦ୍ୟାଳୟରେ ଅତିଥି ଅଧ୍ୟାପକରେ ଶିକ୍ଷାଦାନ ହେଉଛି। ଅଧ୍ୟାପକ ସଙ୍କଟ ଲାଗି ରହୁଥିଲେ ମଧ୍ୟ ସରକାରଙ୍କ ଦୃଷ୍ଟି ପଡୁନାହଁି।…
ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ
ଭୁବନେଶ୍ବର,୩୦।୯(ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ସାଢ଼େ ୫ଟାରେ ଏହି ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ଭିଡିଓ କନ୍ଫରେନ୍ସିଂ ଜରିଆରେ ବୈଠକରେ ଯୋଗେ ଦେବେ। ତେବେ ବୈଠକରେ କ୍ୟାବିନେଟର ୧୦ରୁ ଅଧିକ…
ଆଜି ରାଜ୍ୟରୁ ୨୦୩ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୪,୦୯୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୨୦ ଜଣ ଚିହ୍ନଟ ହୋଇଥିବା…
ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ
ପୁରୀ ଅଫିସ,୩୦।୯(ବ୍ୟୁରୋ): ମହାପ୍ରଭୁଙ୍କୁ ଦର୍ଶନ କଲେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା।ଏହି ସମୟରେ ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାଜପା ରାଜ୍ୟ ସଭାପତି ସମୀର ମହାନ୍ତି ଓ ବହୁ ବରିଷ୍ଠ ନେତା ଓ କର୍ମୀ ଉପସ୍ଥିତ ଥିଲେ…
ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ
ଭଞ୍ଜନଗର,୩୦ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲା ବୁଗୁଡ଼ାସ୍ଥିତ ବାଘୁଆ ଜଳସେଚନର ସହକାରୀ ନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ଭିଜିଲାନ୍ସ ସ୍ପେଶାଲ ଜଜ୍ଙ୍କ ଦ୍ୱାରା ଦ୍ୱାରା ଜାରି ସର୍ଚ୍ଚ ଓ୍ବାରେଣ୍ଟ ବଳରେ…
ପର୍ଯ୍ୟଟନ କ୍ଷେତ୍ର ମାନ୍ୟତା ସତ୍ତ୍ୱେ ବିକାଶ ହେଉନି
ଖୋର୍ଦ୍ଧା ଅଫିସ,୩୦ା୯: ଖୋର୍ଦ୍ଧା ଜିଲାର ପର୍ଯ୍ୟଟନ କ୍ଷେତ୍ର ଅବହେଳିତ ଅବସ୍ଥାରେ ରହିଛି। ପର୍ଯ୍ୟଟନର ମାନ୍ୟତା ସତ୍ତ୍ୱେ ଭିତ୍ତିଭୂମି ଅଭାବରୁ ଅସ୍ତିତ୍ୱ ହଜିବାକୁ ବସିଛି। ରାଜନୈତିକ ଇଚ୍ଛାଶକ୍ତିର ଅଭାବ, ଜିଲା ପ୍ରଶାସନ ଏବଂ ବିଭାଗୀୟ ଅଧିକାରୀଙ୍କ ଅବହେଳା ଯୋଗୁ ପର୍ଯ୍ୟଟନକ୍ଷେତ୍ରଗୁଡିକ ବିପର୍ଯ୍ୟସ୍ତ ଅବସ୍ଥାରେ…
ଭସାଣରେ ପଞ୍ଜାବୀ ଢୋଲକ ମୁଖ୍ୟ ଆକର୍ଷଣ
ପୁରୁଣା ଭୁବନେଶ୍ୱର,୩୦ା୯(ଡି.ଏନ୍.ଏ.): ଆଉ ଦିନ କେଇଟା ପରେ ଦୁର୍ଗାପୂଜା। ଏଥିପାଇଁ ଚଳଚଞ୍ଚଳ ରାଜଧାନୀ। ବିଭିନ୍ନ ପୂଜା କମିଟି ପକ୍ଷରୁ ପ୍ରସ୍ତୁତି ପର୍ବ ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ମା’ଙ୍କ ପାଇଁ ସୁଦୃଶ୍ୟ ମଣ୍ଡପ ଓ ତୋରଣ କରି ଆଗରେ ରହିବାକୁ ବିଭିନ୍ନ କମିଟି…
‘ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ୫୦ହଜାର ଘରେ ନ ପହଞ୍ଚତ୍ଲେ ଭଲ ହେବନି’
ଭୁବନେଶ୍ୱର,୩୦।୯(ବ୍ୟୁରୋ): ବର୍ଷକୁ କୋଟି କୋଟି କମାଉଛୁ, କିନ୍ତୁ ପଚାଶ ହଜାର ଦେବୁ ନାହିଁ କାହିଁକି? ମୁଁ ଓଲ୍ଡଟାଉନ୍ ଗୁଣ୍ଡା, ମୋର କିଛି ଶୁଣିବାର ନାହିଁ। ଦୁର୍ଗା ପୂଜା ପୂର୍ବରୁ ୫୦ ହଜାର ଟଙ୍କା ଘରେ ଦେଇଆସିବୁ। ନହେଲେ ଭଲ ହେବନି। ଜଣେ…
ଉତ୍କଳମଣିଙ୍କ ଜନ୍ମପୀଠ ବିକାଶ ପ୍ରକଳ୍ପ: ଓଏମ୍ସି ଆର୍ଥିକ ସହାୟତା କରିବ
ଭୁବନେଶ୍ୱର,୩୦ା୯(ବ୍ୟୁରୋ): ଆସନ୍ତା ୫ ବର୍ଷ ପାଇଁ ଉତ୍କଳମଣିଙ୍କ ଜନ୍ମପୀଠର ରକ୍ଷଣାବେକ୍ଷଣ ନିମନ୍ତେ ଓଡ଼ିଶା ଖଣି ନିଗମ (ଓଏମ୍ସି) ଆର୍ଥିକ ସହାୟତା ଯୋଗାଇବ। ଗୁରୁବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଏହି…
୧୩ ଲକ୍ଷ ଟଙ୍କାର ଅଷ୍ଟ୍ରେଲିଆନ୍ କୋଇଲା ଜବତ
ଭୁବନେଶ୍ୱର,୩୦ା୯ (ବ୍ୟୁରୋ): ଯାଜପୁର ଅଞ୍ଚଳକୁ ଚୋରା ଚାଲାଣବେଳେ ଭଦ୍ରକ ଜିଲା ଧୁଷୁରୀ ଥାନାଞ୍ଚଳରୁ ବିପୁଳ ପରିମାଣର ଅଷ୍ଟ୍ରେଲିଆନ କୋଇଲା ସହ ଟ୍ରକକୁ ଜବତ କରିଛି କ୍ରାଇମ୍ବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ (ଏସ୍ଟିଏଫ୍)। ଏଥିସହ ଟ୍ରକ ଡ୍ରାଇଭରଙ୍କୁ ମଧ୍ୟ ଗିରଫ କରାଯାଇଛି। ସେ…

