ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷାଫଳ ପ୍ରକାଶ: ପାସ୍ ହାର ୯୧.୮୨%
ଭୁବନେଶ୍ୱର,୩୦।୯(ବ୍ୟୁରୋ): ଯୁକ୍ତ୨ ଇନ୍ଷ୍ଟାଣ୍ଟ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇଛି। ପାସ୍ ହାର ୯୧.୮୨% ରହିଛି। ରାଜ୍ୟରେ ମୋଟ ୧,୧୮୭ଜଣ ଛାତ୍ରୀଛାତ୍ର ଇନ୍ଷ୍ଟାଣ୍ଟ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧,୦୯୦ଜଣ ଉତ୍ତୀର୍ଣ୍ଣ ହୋଇଛନ୍ତି। କଳାରେ ପାସ୍ ହାର ୯୩.୧୫% ଥିବାବେଳେ ବିଜ୍ଞାନରେ ୮୮%,…
ଗୋଟିଏ ଦିନରେ ବିଜେଡି କାର୍ଯ୍ୟକ୍ରମ କରିବାକୁ ଟାର୍ଗେଟ କଲା ଭାଜପା
ଭୁବନେଶ୍ବର,୩୦ା୯(ବ୍ୟୁରୋ): ଭାଜପା କାର୍ଯ୍ୟକ୍ରମକୁ ବିଜେଡି ଡରୁଛି କି। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ସଭା ଯେଉଁଦିନ ସେଦିନ କାହିଁକି ବିଜେଡି ସମ୍ମିଳନୀ କଲା। ଭାଜପାକୁ ସେମାନଙ୍କ ଏତେ ଭୟ କାହିଁକି ବୋଲି ପ୍ରଶ୍ନକରି ବର୍ଷିଛନ୍ତି ଭୁବନେଶ୍ୱର ଏମ୍ପି ଅପରାଜିତା ଷଡ଼ଙ୍ଗୀ।…
ନକଲି ସରକାରକୁ ଫିଙ୍ଗିଦିଅ: ନଡ୍ଡା
ଭୁବନେଶ୍ବର,୩୦ା୯(ବ୍ୟୁରୋ): ୨୦୨୪ ସାଧାରଣ ନିର୍ବାଚନକୁ ଆଖି ଆଗରେ ରଖି ଏହା ପୂର୍ବରୁ ଶାସକ ବିଜେଡି ଏବଂ ଭାଜପା ଭିନ୍ନଭିନ୍ନ କାର୍ଯ୍ୟକ୍ରମ ଜରିଆରେ ବଳ କଷାକଷି ଆରମ୍ଭ କରିଦେଇଛନ୍ତି। ଗୋଟିଏ ପଟେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ୍ ପ୍ରକାଶ ନଡ୍ଡା ଗୁରୁବାର ପ୍ରଥମ…
ଜନକଲ୍ୟାଣ ବାର୍ତ୍ତା ଲୋକଙ୍କ ପାଖରେ ପହଞ୍ଚାଅ
ଭୁବନେଶ୍ୱର,୩୦।୯(ବ୍ୟୁରୋ): ଆମ ଦଳ ଲୋକଙ୍କ ସାଥିରେ ଅଛି, ଲୋକଙ୍କ ପାଇଁ କାମ କରୁଛି। ଆମ ସରକାରର ବିଭିନ୍ନ ଜନକଲ୍ୟାଣ କାର୍ଯ୍ୟକ୍ରମର ବାର୍ତ୍ତା କିପରି ଲୋକଙ୍କ ପାଖରେ ପହଞ୍ଚିପାରିବ ତାହା ଉପରେ ଧ୍ୟାନ ଦିଅ। ଗୁରୁବାର ବରମୁଣ୍ଡା ପଡ଼ିଆରେ ଆରମ୍ଭ ହୋଇଥିବା ପଦଯାତ୍ରା…
ଦରମା ନ ଦେଇ ନିର୍ଯାତନା, ବିଷପିଇଲେ ବନ ଜଗୁଆଳି
ରିଆମାଳ,୨୯।୯ (ଡି.ଏନ୍.ଏ.): ଦରମା ବଦଳରେ ମିଳିଲା ନିର୍ଯାତନା। ଦରମା ଟଙ୍କା ମାଗିବାରୁ ଗାଳିଗୁଲଜ କରିବା ସହ ଚାକିରିରୁ ବାହାର କରିଦେବାର ଭୟ ଦେଖାଇଲେ ଅଧିକାରୀ। ଫଳରେ ଚାପଗ୍ରସ୍ତ ହୋଇ ଦେବଗଡ଼ ଜିଲା ରିଆମାଳ ଥାନା କଙ୍କରଖୋଳ ଗ୍ରାମର ବନ ଜଗୁଆଳି ପୌଲସ୍ତି…
ଟୁଙ୍ଗୁରୁ ଭୋଳ ଗିରଫ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ଜଣେ ମହିଳାଙ୍କୁ ବଳାତ୍କାର କରିବା ଓ ତାଙ୍କ ସହିତ ପ୍ରେମ ସମ୍ପର୍କିତ ଭିଡିଓ ଭାଇରାଲ କରିବା ଅଭିଯୋଗରେ ଆଲୋକ ଭୋଳ ଓରଫ ଟୁଙ୍ଗୁରୁଙ୍କୁ ଭରତପୁର ଥାନା ପୋଲିସ ଗୁରୁବାର ଗିରଫ ପରେ କୋର୍ଟ ଚାଲାଣ କରିଛି। ତାଙ୍କ ଘର ଗଞ୍ଜାମ…
ଜେଲ୍ ଦଣ୍ଡାଦେଶ ପରେ ପ୍ରତିକ୍ରିୟା ରଖିଲେ ବିଧାୟକ ମୋକିମ
କଟକ ଅଫିସ,୨୯।୯: ଦୁର୍ନୀତି ମାମଲାରେ କଂଗ୍ରେସ ବିଧାୟକ ତଥା ମେଟ୍ରୋ ବଲ୍ଡର୍ସର ଏମ୍ଡି ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ହୋଇଛି। ଏହାକୁ ନେଇ ମୋକିମ ନିଜର ପ୍ରତିକ୍ରିୟା ରଖିଛନ୍ତି, ସେ କହିଛନ୍ତି ବ୍ୟବସାୟ କରି ବିରୋଧୀ ଦଳରୁ ରାଜନୀତି…
ବଳାତ୍କାରୀଙ୍କୁ ୨୦ବର୍ଷ କାରାଦଣ୍ଡ
ଝାରସୁଗୁଡ଼ା ଅଫିସ,୨୯ା୯: ଝାରସୁଗୁଡ଼ା ଜିଲା ଦୌରାଜଜ୍ ସତ୍ୟବ୍ରତ ମିଶ୍ର ଗୁରୁବାର ଏକ ବଳାତ୍କାର ମାମଲାର ବିଚାର କରି ମୁଖ୍ୟ ଅଭିଯୁକ୍ତ ସନାତନ କିଷାନଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏହା ସହିତ ପୀଡିତାଙ୍କୁ ୧ ଲକ୍ଷ ଟଙ୍କା ଆର୍ଥତ୍କ…
ଏଣିକି ସିଟ୍ ବେଲ୍ଟ ନ ପିନ୍ଧିଲେ ଦେବାକୁ ପଡିବ ଜରିମାନା
ଭୁବନେଶ୍ୱର,୨୯।୯(ବ୍ୟୁରୋ): ଏଣିକି କାର୍ରେ ବସୁଥିବା ଲୋକଙ୍କ ପାଇଁ ସିଟ୍ ବେଲ୍ଟ ବାଧ୍ୟତାମୂଳକ ହେବ। ଏ ନେଇ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ପରିବହନ କମିଶନରଙ୍କୁ ଚିଠି ଲେଖାଯାଇଛି । ସିଟ୍ ବେଲ୍ଟ ନ ପିନ୍ଧିଲେ ୧୦୦୦ଟଙ୍କା ଜରିମାନା ହେବ ବୋଲି ଜଣାପଡିଛି।…
କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ୩ ବର୍ଷ ଜେଲ୍
ଭୁବନେଶ୍ୱର,୨୯ା୯(ବ୍ୟୁରୋ): କଂଗ୍ରେସ ବିଧାୟକ ତଥା ମେଟ୍ରୋ ବିଲ୍ଡର୍ସର ଏମ୍ଡି ମହମ୍ମଦ ମୋକିମଙ୍କୁ ଗୁରୁବାର ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଓଡ଼ିଶା ଗ୍ରାମ୍ୟ ଗୃହ ନିର୍ମାଣ ଓ ଉନ୍ନୟନ ନିଗମ ଦୁର୍ନୀତି ମାମଲାରେ ତାଙ୍କୁ ଏହି ଦଣ୍ଡାଦେଶ…
ପୁରୀ ସ୍ବର୍ଗଦ୍ୱାରରେ ଜୟନ୍ତୀଙ୍କ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ପୂର୍ବତନ ମୁଖ୍ୟମନ୍ତ୍ରୀ ଜାନକୀ ବଲ୍ଲଭ ପଟ୍ଟନାୟକଙ୍କ ସ୍ତ୍ରୀ ଜୟନ୍ତୀ ପଟ୍ଟନାୟକଙ୍କ ପୁରୀ ସ୍ବର୍ଗଦ୍ୱାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁଅ ପୃଥ୍ବୀ ବଲ୍ଲଭ ପଟ୍ଟନାୟକ ମୁଖାଗ୍ନି ଦେଇଥିଲେ। ପୂର୍ବତନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ,ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ସହିତ ବହୁ କଂଗ୍ରେସ ନେତା…
ପଦଯାତ୍ରା ପୂର୍ବରୁ ବିଜେଡିର ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ
ଭୁବନେଶ୍ୱର,୨୯।୯(ବ୍ୟୁରୋ): ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ତେବେ ପଦଯାତ୍ରା ପୂର୍ବରୁ ବିଜେଡି ପକ୍ଷରୁ ଦୁଇ ଦିନିଆ ପ୍ରତିନିଧି ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ହେବାକୁ ଥିବା ପଦଯାତ୍ରା ବିଷୟରେ ଆଲୋଚନା…

