ରାଜ୍ୟ

ଯୋଜନାବଦ୍ଧ ପିଲାଚୋରି

କଟକ ଅଫିସ,୨୮।୯: ପିଲା ଚୋରିକୁ ନେଇ ଏବେ ପୁଣି ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି ବିଶ୍ୱସ୍ତରୀୟ ହେବାକୁ ଯାଉଥିବା କଟକ ଶ୍ରୀରାମ ଚନ୍ଦ୍ର ଭଞ୍ଜ(ଏସ୍‌ସିବି) ମେଡିକାଲ। ସୋମବାର ଏସ୍‌ଏନ୍‌ସିୟୁରେ ଚିକିତ୍ସିତ ହେଉଥିବା ଏକ ନବଜାତ ଶିଶୁ କନ୍ୟା ଚୋରି ଘଟଣା ଏଠାକାର ସୁରକ୍ଷା…

ଆଜି ବେଙ୍ଗାଲୁରୁ ଇନ୍‌ଭେଷ୍ଟର୍ସ ମିଟ୍‌

ଭୁବନେଶ୍ୱର,୨୮।୯(ବ୍ୟୁରୋ): ଦିଲ୍ଲୀ, ମୁମ୍ବାଇ ପରେ ବେଙ୍ଗାଲୁରୁଠାରେ ବୁଧବାର ଓଡ଼ିଶା ଇନ୍‌ଭେଷ୍ଟର୍ସ ମିଟ୍‌ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଏକ ପ୍ରତିନିଧି ଦଳ ସହ ମଙ୍ଗଳବାର ବେଙ୍ଗାଲୁରୁରେ ପହଞ୍ଚିଛନ୍ତି। ବୁଧବାର ସନ୍ଧ୍ୟାରେ ଓଡ଼ିଶା ସରକାର ଏବଂ ଫେଡେରେଶନ ଅଫ୍‌ ଇଣ୍ଡିଆନ…

ଯୁକ୍ତ ୨ ନାମଲେଖା: ସରିଲା ଦ୍ୱିତୀୟ ପର୍ଯ୍ୟାୟ ଆବେଦନ; ୧ରେ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ନାମଲେଖା ପାଇଁ ମଙ୍ଗଳବାର ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଶେଷ ହୋଇଛି। ମଙ୍ଗଳବାର ସନ୍ଧ୍ୟା ସୁଦ୍ଧା ପ୍ରାୟ ଦେଢ଼ଲକ୍ଷ ଛାତ୍ରୀଛାତ୍ର ଆବେଦନ କରିଥିବା ଜଣାପଡ଼ିଛି। ଆସନ୍ତା ଅକ୍ଟୋବର ୧ ତାରିଖ ଅପରାହ୍ନ ୨ଟାରେ ମେଧା…

ଯୁକ୍ତ ୩ ସ୍ପଟ୍‌ ନାମଲେଖା: ବୁଧବାର ପ୍ରକାଶ ପାଇବ ମେଧା ତାଲିକା

ଭୁବନେଶ୍ୱର,୨୭।୯(ବ୍ୟୁରୋ): ଯୁକ୍ତ ୩ ସ୍ପଟ୍‌ ନାମଲେଖା ପାଇଁ ରାଜ୍ୟର ଡିଗ୍ରୀ କଲେଜଗୁଡ଼ିକରେ ବୁଧବାର ଅପରାହ୍ନ ୨ଟାରେ ମେଧା ତାଲିକା ପ୍ରକାଶ ପାଇବ। ବୁଧବାରଠାରୁ ଏହି ନାମଲେଖା ମଧ୍ୟ ଆରମ୍ଭ ହେବ। ମନୋନୀତ ଛାତ୍ରୀଛାତ୍ରମାନେ ବୁଧବାର ଅପରାହ୍ନ ୨ଟାରୁ ଅକ୍ଟୋବର ୧ ତାରିଖ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା-ଅନୁଭବ

କଟକ ଅଫିସ,୨୭।୯: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲା ଥମିବାର ନାଁ ନେଉନାହିଁ। ମଙ୍ଗଳବାର ଅନୁଭବ-ବର୍ଷା କଟକ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଉଭୟଙ୍କ ମଧ୍ୟରେ ଥିବା ବିବାଦର ବୁଝାମଣା ପାଇଁ…

ପୂଜାରେ ଭିଜିବ ଓଡ଼ିଶା

ଭୁବନେଶ୍ବର,୨୭।୯(ବ୍ୟୁରୋ): ଅକ୍ଟୋବର ୧ ତାରିଖ ବେଳକୁ ଉତ୍ତର-ପୂର୍ବ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଅକ୍ଟୋବର ୨ ଓ ୩ ତାରିଖରେ ବର୍ଷାର…

ଧର୍ମେନ୍ଦ୍ରଙ୍କ ଘଣ୍ଟା, ସିସିଟିଭି ହାର୍ଡଡିସ୍କ ହେବ ଯାଞ୍ଚ

ଭୁବନେଶ୍ବର,୨୭।୯(ବ୍ୟୁରୋ): ପୁରୀ ନିମାପଡ଼ା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ ନମ୍ବର ଜୋନ୍‌ ବିଜେଡି ଜିଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁ ଘଟଣା ରହସ୍ୟ ଘେରରେ ରହିଛି। ଏହାକୁ ନେଇ ତଦନ୍ତ ଜାରି ରହିଥିବା ବେଳେ ମଙ୍ଗଳବାର ପୋଲିସ ଧର୍ମେନ୍ଦ୍ରଙ୍କ ଘଣ୍ଟା ଓ…

ହାତୀ ଶାବକର ମୃତଦେହ ଉଦ୍ଧାର

ବାରିପଦା ଅଫିସ,୨୭।୯: ମୟୂରଭଞ୍ଜ ଜିଲା ବାଙ୍ଗରିପୋଷି ରେଞ୍ଜ ନାଫ୍ରି ଗ୍ରାମ୍ୟ ଜଙ୍ଗଲରେ ଏକ ହାତୀ ଶାବକର ମୃତଦେହକୁ ମଙ୍ଗଳବାର ବନବିଭାଗ ଉଦ୍ଧାର କରିଛି । ବନବିଭାଗର ଅଧିକାରୀ ଓ ଡାକ୍ତରୀ ଟିମ୍‌ ଘଟଣାସ୍ଥଳ ପରିଦର୍ଶନ କରି ତଦନ୍ତ କରିବା ପରେ ବ୍ୟବଚ୍ଛେଦ…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଗଞ୍ଜାମ,୨୭।୯(ଡି.ଏନ.ଏ.): ଭିଜିଲାନ୍ସ ଜାଲରେ ଗଞ୍ଜାମ ବ୍ଲକ୍‌ ସହକାରୀ ଯନ୍ତ୍ରୀ ବଂଶୀଧର ପରିଡା। ସରପଞ୍ଚ ପ୍ରତିନିଧି ଓ ତାଙ୍କର ଜଣେ ସହଯୋଗୀଙ୍କଠାରୁ ଯନ୍ତ୍ରୀ ବିଲ୍‌ କରାଇଦେବାକୁ କହି ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏଡିସିନଲ ଏସ୍‌ପିଙ୍କ…

ଅକ୍ଟୋବର ୨ରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା

ଭୁବନେଶ୍ବର,୨୭।୯(ବ୍ୟୁରୋ): ଆସନ୍ତା ଅକ୍ଟୋବର ୨ରୁ ନଭେମ୍ବର ୨ ପର୍ଯ୍ୟନ୍ତ ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରା ହେବ। ସରକାରଙ୍କ ଲୋକାଭିମୁଖୀ କାର୍ଯ୍ୟକ୍ରମକୁ ଘରେ ଘରେ ପହଞ୍ଚାଇବା ଲକ୍ଷ୍ୟରେ କାର୍ଯ୍ୟ କରିବାକୁ ଦଳର ସଭାପତି ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏହି…

ଆଜି ରାଜ୍ୟରେ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୭।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୮…

ହସ୍ତକ୍ଷେପ କଲେନି ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୭।୯:ଶ୍ରୀଜଗନ୍ନାଥଙ୍କ କୌଣସି ସମ୍ପତ୍ତି ବିକ୍ରି ବନ୍ଦ କରିବା ଲାଗି ଓଡ଼ିଶା ସରକାରଙ୍କୁ ନିର୍ଦ୍ଦେଶ ଦେବା ନିମନ୍ତେ ଦାଏର ଏକ ପିଟିଶନରେ ହସ୍ତକ୍ଷେପ କରିବାକୁ ସୋମବାର ସୁପ୍ରିମକୋର୍ଟ ମନା କରିଦେଇଛନ୍ତି। ଏଥିପାଇଁ ନୀତି ନିର୍ଦ୍ଧାରଣ କରିବାକୁ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇପାରିବ ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?