ରାଜ୍ୟ

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୫ ଗେଟ୍‌

ସମ୍ବଲପୁର ଅଫିସ,୨୪।୯: ହୀରାକୁଦ ଡ୍ୟାମ୍‌ର ୫ଟି ଗେଟ୍‌ ବନ୍ଦ ହେଲା। ବର୍ତ୍ତମାନ ସୁଦ୍ଧା ୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୨୯.୨୯ ଫୁଟ୍‌ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର…

୨୫ ହଜାର କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ନଡ୍ଡା

ଭୁବନେଶ୍ବର,୨୪ା୯(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କ ଓଡ଼ିଶା ଆଗମନ ନେଇ ଦଳୀୟ କାର୍ଯ୍ୟାଳୟ କିଛିଦିନ ହେଲା ଚଳଚଞ୍ଚଳ ହୋଇ ଉଠିଛି। ନଡ୍ଡାଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଦଳର ଏବେ ଘନ ଘନ ବୈଠକ ଅନୁଷ୍ଠିତ ହେଉଛି। ତେବେ ଶୁକ୍ରବାର…

ମାଛ ବ୍ୟବସାୟୀଙ୍କ କବଳରେ ସଂରକ୍ଷିତ ଜଙ୍ଗଲ

କେନ୍ଦ୍ରାପଡ଼ା ଅଫିସ, ୨୪ା୯: ଜୈବବିବିଧତା ଭରା ଜାତୀୟଉଦ୍ୟାନ ଭିତରକନିକା ଏବେ ନିଜର ମାନ ହରାଉଛି। ତଟକ୍ଷୟ, ଜଙ୍ଗଲ ଜମି ସମସ୍ୟା ଥିବା ବେଳେ ସାମୁଦ୍ରିକ ଓ ଆଭ୍ୟନ୍ତର ସଂରକ୍ଷିତ ଜଙ୍ଗଲ ଅଞ୍ଚଳ ଉପରେ ମାଛ ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ମହାକାଳପଡ଼ା…

ମୋ ବସ୍‌ରୁ ଚୋରି କରୁଥିଲେ ବନ୍‌ଜାରା

ଭୁବନେଶ୍ୱର,୨୪।୯ (ବ୍ୟୁରୋ): ରାଜଧାନୀରେ ଚଳାଚଳ କରୁଥିବା ମୋ ବସ୍‌ରେ ଚୋରି କରୁଥିଲେ ବନ୍‌ଜାରା। ଭିଡ଼ ଭିତରେ ଆଖି ପିଛୁଳାକେ ଯାତ୍ରୀଙ୍କଠାରୁ ମୋବାଇଲ ଫୋନ୍‌, ଟଙ୍କା ଆଦି ସାମଗ୍ରୀ ଚୋରି କରି ଚମ୍ପଟ ମାରୁଥିଲେ। ଶେଷରେ ଏହି ବନ୍‌ଜାରା ଗ୍ୟାଙ୍ଗ୍‌ର ଦୁଇ ମୁଖ୍ୟଙ୍କୁ…

ଦୁର୍ଗାପୂଜାରେ ବାଜା, ସାଉଣ୍ଡ୍‌, ଲାଇଟ, ଭସାଣ କଟକଣା

ଭୁବନେଶ୍ୱର, ୨୪।୯(ବ୍ୟୁରୋ): ଦୁର୍ଗାପୂଜା, ଭସାଣି ସମୟରେ ଉଚ୍ଚ ଶବ୍ଦ ଯୋଗୁ ଯେପରି ସ୍ମାର୍ଟସିଟିବାସୀଙ୍କ ସ୍ବାଭାବିକ ଜୀବନଯାତ୍ରା ପ୍ରଭାବିତ ନ ହେବ ଓ ସହରରେ ଟ୍ରାଫିକ୍‌ ଜାମ୍‌ ସ୍ଥିତି ନ ଉପୁଜିବ, ସେଥିପାଇଁ କମିଶନରେଟ ପୋଲିସ ଗୁରୁତ୍ୱ ଦେଇଛି। ଏନେଇ ଶୁକ୍ରବାର ଭୁବନେଶ୍ୱର…

ଓଡ଼ିଶା ହୋମ୍ସର ନିର୍ଦ୍ଦେଶକଙ୍କ ନାଁରେ ଲୁକ୍‌ଆଉଟ୍‌ ସର୍କୁଲାର୍‌

ଭୁବନେଶ୍ୱର ୨୪ା୯(ବ୍ୟୁରୋ): ଫ୍ଲାଟ୍‌ ଦେବା ଆଳରେ ଓଡ଼ିଶା ହୋମ୍ସ ଆଣ୍ଡ୍‌ କମର୍ସିଆଲ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ ଏକାଧିକ ଲୋକଙ୍କଠାରୁ ୨୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ମାମଲାରେ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ତଦନ୍ତକୁ ଜୋରଦାର କରିଛି। ଫେରାର ଥିବା ସଂସ୍ଥାର…

ସ୍ବାସ୍ଥ୍ୟକେନ୍ଦ୍ରରେ ଆଇନ ଶୃଙ୍ଖଳା ସ୍ଥିତି ବଜାୟ ରଖ

ଭୁବନେଶ୍ବର,୨୪ା୯(ବ୍ୟୁରୋ): ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ବିଶୃଙ୍ଖଳା, ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀଙ୍କୁ ରୋଗୀଙ୍କ ସମ୍ପର୍କୀୟ ନିର୍ଯାତନା ଓ ଶାରୀରିକ ଆଘାତ ଦେଉଥିବା ନେଇ ରାଜ୍ୟର ବିଭିନ୍ନ ସ୍ଥାନରୁ ଅଭିଯୋଗ ଆସୁଛି। ଗତ କିଛିଦିନ ମଧ୍ୟରେ ସମ୍ବଲପୁର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ଡାକ୍ତର ଏବଂ ସ୍ବାସ୍ଥ୍ୟକର୍ମୀମାନେ…

ମୁଖ୍ୟମନ୍ତ୍ରୀଙ୍କ ସମ୍ପତ୍ତି କମିଛି

ଭୁବନେଶ୍ୱର,୨୪ା୯(ବ୍ୟୁରୋ): ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା। ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସମ୍ପତ୍ତି ତାଲିକାରେ ଉଲ୍ଲେଖ…

୩୪ ଏକର ଜାଗାରେ ହେବ ବାଲିଯାତ୍ରା

କଟକ ଅଫିସ,୨୪ା୯: କଟକ ବାଲିଯାତ୍ରା ପଡ଼ିଆକୁ ଲାଗି ପୋତା ଯାଇଥିବା ମହାନଦୀ ଶଯ୍ୟାରେ ବାଲିଯାତ୍ରା ଅଞ୍ଚଳର ସମ୍ପ୍ରସାରଣ ପାଇଁ ହୋଇଥିବା ଆବେଦନ ଉପରେ ରୋକ୍‌ ଲଗାଇଛନ୍ତି ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି)। ଜିଲା ପ୍ରଶାସନ ପକ୍ଷରୁ ୮୫ ଏକର ଜମିରେ ବାଲିଯାତ୍ରା କରାଯିବାକୁ…

ସ୍ଲଟ୍‌ ମିଳୁନି, ଜରିମାନା ଭୟ

ଭୁବନେଶ୍ୱର,୨୪।୯(ବ୍ୟୁରୋ): ନମ୍ବର ପ୍ଲେଟ୍‌ର ଶେଷ ଅଙ୍କ ୧, ୨,୩ ଓ ୪ ଥିବା ପୁରୁଣା ଗାଡ଼ିଗୁଡ଼ିକରେ ହାଇ୍‌ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ (ଏଚ୍‌ଏସ୍‌ଆର୍‌ପି) ଲଗାଇବା ଅବଧି ସେପ୍ଟେମ୍ବର ୩୦ରେ ଶେଷ ହେବ। ଏହାପରେ ଏଚ୍‌ଏସ୍‌ଆର୍‌ପି ଲାଗି ନ ଥିବା ଉକ୍ତ ବର୍ଗର…

ଭୁବନେଶ୍ବର ଫେରିବା ପରେ ପ୍ରତିକ୍ରିୟା ରଖିଲେ ହକି ଇଣ୍ଡିଆର ନବନିର୍ବାଚିତ ସଭାପତି

ଭୁବନେଶ୍ୱର,୨୪।୯(ବ୍ୟୁରୋ): ହକି ଇଣ୍ଡିଆର ନବନିର୍ବାଚିତ ସଭାପତି ଦିଲୀପ ତିର୍କୀ ଶନିବାର ଭୁବନେଶ୍ବରରେ ପହଞ୍ଚିଛନ୍ତି। ସେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, ଆଗାମୀ ଦିନରେ ସାରା ଦେଶରେ ହକିର ବିକାଶ ମୋର ଲକ୍ଷ । ବିଶେଷକରି ତୃଣମୂଳ ସ୍ତରରେ କିପରି ହକିକୁ ପହଞ୍ଚାଯାଇ…

କଟକରେ ହେବ ଲିଜେଣ୍ଡ୍ସ ଲିଗ୍‌ ଫାଇନାଲ

ଭୁବନେଶ୍ୱର, ୨୩ା୯: ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ (ଏଲ୍‌ଏଲ୍‌ସି)ର ଫାଇନାଲ ଅକ୍ଟୋବର ୫ରେ କଟକ ବାରବାଟୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ ବୋଲି ଟୁର୍ନାମେଣ୍ଟର ଆୟୋଜକ ଶୁକ୍ରବାର ଘୋଷଣା କରିଛନ୍ତି। ଲିଗ୍‌ ପ୍ରତି ଖେଳପ୍ରେମୀଙ୍କ ଆଗ୍ରହ ପରିଲକ୍ଷିତ ହେଉଥିବା ଆୟୋଜକଙ୍କ ପକ୍ଷରୁ କୁହାଯାଇଛି। ଷ୍ଟାଡିୟମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?