ରାଜ୍ୟ

ସାର୍ବଜନୀନ ହେଲା ସମ୍ପତ୍ତି ତାଲିକା: ମୁଖ୍ୟମନ୍ତ୍ରୀଙ୍କ କମିଛି; ୪ ମନ୍ତ୍ରୀଙ୍କ ୪ ଚକିଆ ଯାନ ନାହିଁ

ଭୁବନେଶ୍ୱର,୨୩ା୯(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ଏବଂ ତାଙ୍କ ମନ୍ତ୍ରିମଣ୍ଡଳର ସଦସ୍ୟମାନେ ନିଜର ସମ୍ପତ୍ତି ତାଲିକାକୁ ସାର୍ବଜନୀନ କରିଛନ୍ତି। ୨୦୨୧ ଡିସେମ୍ବର ସୁଦ୍ଧା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ମୂଲ୍ୟ ୬୪.୯୭ କୋଟି ଟଙ୍କା । ଗତ ବର୍ଷ ତୁଳନାରେ ତାଙ୍କ…

କଟକ ଭର୍‌ତିଆ ଟାୱାରେ ଲାଗିଲା ନିଆଁ

କଟକ ଅଫିସ, ୨୩।୯: କଟକ ବାଦାମବାଡ଼ିରେ ଥିବା ଭର୍‌ତିଆ ଟାୱାରେ ଶୁକ୍ରବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟିଛି । ଟାୱାରର ପଞ୍ଚମ ମହଲା ଉପରେ ଥିବା ଏକ ଘରେ ନିଆଁ ଲାଗିଛି । ଶର୍ଟସର୍କିଟରୁ ଏହି ଅଗ୍ନିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଥିବା ବେଳେ…

ସ୍ବାମୀଙ୍କ ଘର ଆଗରେ ସ୍ତ୍ରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୩ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ଏନେଇ ସରକାରୀ ରେଳବାଇ ଥାନାରେ ଏକ ଅଭିଯୋଗ ହୋଇଛି। ଅଭିଯୋଗ ପାଇବା ପରେ ପୋଲିସ…

ଓଡ଼ିଶାରେ ଭାଜପା ପ୍ରଭାରୀ ବଂଶଲ

ଭୁବନେଶ୍ବର,୨୩।୯(ବ୍ୟୁରୋ): ଭାଜପା ପ୍ରଭାରୀ ସୁନୀଲ ବଂଶଲ ଶୁକ୍ରବାର ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି। ପ୍ରଭାରୀ ବଂଶଲଙ୍କୁ ଦଳ ପକ୍ଷରୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଛି। ୨୦୨୪ ସାଧାରଣ ନିର୍ବାଚନ ପାଇଁ ରଣନୀତି ପ୍ରସ୍ତୁତ କରିବେ। ଏହାସହ ଦଳର ବିଧାୟକ, ଏମ୍‌ପି ଓ…

ଉପକୂଳରେ ମେଘୁଆ ପାଗ: କିଛି ସ୍ଥାନରେ ଲାଗିରହିଛି ବର୍ଷା

ଭୁବନେଶ୍ୱର,୨୩।୯(ବ୍ୟୁରୋ): ସମୁଦ୍ର ପତ୍ତନ ଠାରୁ ୧.୫ ରୁ ୪.୫ କିମି ଉଚ୍ଚତା ମଧ୍ୟରେ ବାୟୁମଣ୍ଡଳରେ ଏକ ନିମ୍ନଚାପ ରେଖା ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରୁ ବାହାରି ଉତ୍ତର-ଓଡିଶା, ଉତ୍ତର-ଛତିଶଗଡ ଏବଂ ପୂର୍ବ-ମଧ୍ୟପ୍ରଦେଶ ଦେଇ ଉତ୍ତରପଶ୍ଚିମ-ମଧ୍ୟପ୍ରଦେଶ ଯାଏ ଲମ୍ବିଛି। ଏହାର ପ୍ରଭାବରେ ଉପକୂଳ ଓଡିଶା…

ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଇଁ ଦିନ ଧାର୍ଯ୍ୟ

କଟକ ଅଫିସ,୨୩।୯: ଆଗକୁ ଆସୁଛି କାର୍ତ୍ତିକ ପୂର୍ଣ୍ଣିମା। ଏଥିପାଇଁ ମନ୍ଦିର, ପୀଠମାନଙ୍କରେ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଏହାକୁ ଦୃଷ୍ଟିରେ ରଖି ଆଠଗଡ ଧବଳେଶ୍ୱର ପୀଠରେ କାର୍ତ୍ତିକ ବ୍ରତ ପାଳନ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ କାର୍ତ୍ତିକ ବ୍ରତ ପାଇଁ…

ମନ୍ତ୍ରୀ, ବିଧାୟକଙ୍କୁ ମିଳିଲା ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ

  ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ଜିଲା ଯୋଜନା କମିଟି ଅଧ୍ୟକ୍ଷଙ୍କ ନାମ ଘୋଷଣା କରାଯାଇଛି। ବିଧାୟକ ଓ ମନ୍ତ୍ରୀଙ୍କୁ ୩୦ ଜିଲାର ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଜାରି ହୋଇଥିବା ସୂଚନନୁସାରେ, ବିଧାୟକ ଅନନ୍ତ ଦାସ ବାଲେଶ୍ୱର…

ସୁନ୍ଦରଗଡ଼ ଜିଲାରେ ୧୧୪ ଡେଙ୍ଗୁ ରୋଗୀ ଚିହ୍ନଟ

ସୁନ୍ଦରଗଡ଼, ୨୩।୯(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲାରେ ଚିନ୍ତା ବଢାଇଛି ଡେଙ୍ଗୁ। ଜିଲାରେ ଗତ ୨୧ତାରିଖ ମଧ୍ୟରେ ମୋଟ ୧୧୪ଜଣ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଡେଙ୍ଗୁରୋଗୀଙ୍କ ମଧ୍ୟରୁ ସର୍ବାଧିକ ୯୯ଜଣ ହେଉଛନ୍ତି ରାଉରକେଲା ସହରାଞ୍ଚଳର ବୋଲି ସ୍ବାସ୍ଥ୍ୟ ବିଭାଗ ରିପୋର୍ଟରୁ…

ଡିଇଓଙ୍କ କାର୍ଯ୍ୟାଳୟରେ ଝାଡୁ ମାରିଲେ ଶିକ୍ଷକ

ନବରଙ୍ଗପୁର,୨୩।୯(ବି.ପ୍ର.): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ଭେଣ୍ଡିଆ ୟୁଜି ହାଇସ୍କୁଲର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଜଗଦିଶ ଗୌଡ଼ଙ୍କୁ ଏଡିଇଓ ରେଶମ ଲାଲ ନାୟକ ସ୍କୁଲରେ ୮ ତାରିଖ ଦିନ ଝାଡୁ କରିବାକୁ କହିବା ସହ ଏହାର ଭିଡିଓ ଉତ୍ତୋଳନ କରି ଭାଇରଲ କରିବାକୁ…

ଆଜି ରାଜ୍ୟରେ ୨୦୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୭…

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୩ ଜିଲାର ମିଶନ୍‌ ଶକ୍ତି ମହିଳା

ଭୁବନେଶ୍ବର,୨୩ା୯(ବ୍ୟୁରୋ): କଟକ, ଖୋର୍ଦ୍ଧା ଓ ନୟାଗଡ଼ ଜିଲାର ମିଶନ୍‌ ଶକ୍ତି ଗୋଷ୍ଠୀର ମହିଳାମାନେ ଗୁରୁବାର ସାରେ ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ସ୍ବାଧୀନତାର ଅମୃତ ମହୋତ୍ସବ ପାଳନ ଉପଲକ୍ଷେ ସମ୍ପୃକ୍ତ ଗୋଷ୍ଠୀ ଜାତୀୟ ପତାକା ତିଆରି ଦାୟିତ୍ୱ ନେଇଥିଲେ।…

ଅଭିନେତା ବାବୁସାନ ଅସୁସ୍ଥ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବାବୁସାନ ମହାନ୍ତି ଅସୁସ୍ଥ ଥିବା ତାଙ୍କ ଫ୍ୟାନ୍‌ଙ୍କ ମହଲରୁ ସୂଚନା ମିଳିଛି। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ସେ ଚିକିତ୍ସାଧୀନ ଅଛନ୍ତି। ୬ ଦିନ ତଳେ ତାଙ୍କ ଶରୀରର ଅକ୍ସିଜେନ ମାତ୍ରା କମିଯିବାରୁ ସେ ଅସୁସ୍ଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?