ରାଜ୍ୟ

ଇଣ୍ଡିଗୋ ବିମାନ ବାତିଲ୍; ନିଜ ରିସେପ୍ସନ୍‌ରେ ଅନ୍‌ଲାଇନ୍ ସାମିଲ ହେଲେ ଓଡ଼ିଶାର ଏହି ଦମ୍ପତି

ଭୁବନେଶ୍ୱର,୫।୧୨: ବିମାନ ବାତିଲ୍ ଯୋଗୁଁ କର୍ଣ୍ଣାଟକର ହୁବଳିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଇଣ୍ଡିଗୋ ଏୟାରଲାଇନ୍ସର ବ୍ୟାପକ ବିମାନ ବାତିଲ୍ ହେତୁ ଜଣେ ନବ ବିବାହିତ ଦମ୍ପତି ହୁବଳିରେ ନିଜ ରିସେପ୍ସନ୍‌ରେ ପହଞ୍ଚି ନପାରି ଶେଷରେ ଭିଡିଓ କନଫରେନ୍ସିଂ ଜରିଆରେ…

ଖେଳୁଖେଳୁ ପୋଖରୀରେ ପଡ଼ିଗଲା ଶିଶୁପୁତ୍ର, ଖୋଜାଖୋଜି କରିବାରୁ…

ତିହିଡ଼ି,୫ା୧୨(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ଥାନା କାଁପଡ଼ା ପଞ୍ଚାୟତ ଅଧୀନ ଚିଲପଦା ଗ୍ରାମରେ ଶୁକ୍ରବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପୋଖରୀରୁ ଆଜି ପୂର୍ବାହ୍ନରେ ଜଣେ ଶିଶୁପୁତ୍ରର ମୃତଦେହ ମିଳିଛି। ମୃତ ଶିଶୁର ନାଁ ଦିନେଶ (୩)ଏବଂ ସେ…

ପରୀକ୍ଷାର ୩ ଘଣ୍ଟା ପୂର୍ବରୁ ଲିକ୍‌ ହୋଇଗଲା ANM ପ୍ରଶ୍ନପତ୍ର, ଆଉ ତା’ ପରେ…

କଟକ,୫ା୧୨: ପୂର୍ବରୁ ଅନେକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବାବେଳେ ଆଜି ଅର୍ଥାତ୍‌ ଶୁକ୍ରବାର ANM ପରୀକ୍ଷାର ପ୍ରଶ୍ନପତ୍ର ଲିକ୍‌ ହୋଇଯାଇଛି। ପରୀକ୍ଷାର ୩ଘଣ୍ଟା ପୂର୍ବରୁ ଏହି ପ୍ରଶ୍ନପତ୍ର ଲିକ୍‌ ହୋଇଛି। ଆଜି ଦ୍ୱିତୀୟ ବର୍ଷ ଛାତ୍ରୀଛାତ୍ରଙ୍କ ପରୀକ୍ଷା ଥିବାବେଳେ ଏହାର ୩…

ନନ୍ଦନକାନନ ଆସିଲେ ୧୯ ପଶୁପକ୍ଷୀ

ବାରଙ୍ଗ,୫ା୧୨(ଲିଙ୍ଗରାଜ ରାଉତ): ଶୁକ୍ରବାର ଭୋର୍‌ ସମୟରେ ନନ୍ଦନକାନନ ପ୍ରାଣୀଉଦ୍ୟାନକୁ ଅଦଳବଦଳ ପ୍ରକିୟାରେ ୧୯ ନୂଆ ଅତିଥି (ପଶୁପକ୍ଷୀ) ଆସି ପହଞ୍ଚିଛନ୍ତି। ଏହି ଅଦଳବଦଳ ପ୍ରକିୟା ନନ୍ଦନକାନନ ଓ ଗୁଜରାଟର ଡକ୍ଟର ଶ୍ୟାମାପ୍ରସାଦ ମୁଖାର୍ଜୀ ପ୍ରାଣୀଉଦ୍ୟାନ ମଧ୍ୟରେ ହୋଇଛି। ଆସିଥିବା ନୂଆ ଅତିଥିମାନେ…

ମାଟ୍ରିକ ପରୀକ୍ଷା ତାରିଖ ଘୋଷଣା: ଜାଣନ୍ତୁ କେଉଁ ଦିନ କେଉଁ ପରୀକ୍ଷା…

ଭୁବନେଶ୍ୱର,୫।୧୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରୀକ୍ଷା ତାରିଖ ଘୋଷଣା କରାଯାଇଛି। ସକାଳ ୯ଟାରୁ ସାଢ଼େ ୧୧ଟା ଯାଏ ପରୀକ୍ଷା ଚାଲିବ। ଗଣିତ ପରୀକ୍ଷାରେ ଛାତ୍ରୀଛାତ୍ରଙ୍କୁ ଅଧିକ ୧୫ ମିନିଟ ଦିଆଯିବ ।…

ପ୍ରଥମ ଥର ପାଇଁ ନନ୍ଦନକାନନକୁ ଆସିବେ ଆଫ୍ରିକୀୟ ଚିତା; ପ୍ରସ୍ତୁତି ଜୋରଦାର

ଭୁବନେଶ୍ୱର,୫ା୧୨: ବନ୍ୟଜୀବ ପ୍ରେମୀ ଏବଂ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀ ଉଦ୍ୟାନ ପ୍ରଥମ ଥର ପାଇଁ ଆଫ୍ରିକୀୟ ଚିତାଆଣିବାକୁ ପ୍ରସ୍ତୁତି ଚଳାଇଛି। ଏହି ବିରଳ ଓ ଦ୍ରୁତଗାମୀ ପ୍ରାଣୀଙ୍କ ଆଗମନ ନନ୍ଦନକାନନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ମହାନଦୀ ଜଳ ବିବାଦ: ଆଜି ବସିବ ଓଡ଼ିଶା-ଛତିଶଗଡ଼ର ମିଳିତ ବୈଷୟିକ କମିଟି ବୈଠକ

ଭୁବନେଶ୍ୱର,୫ା୧୨: ଦୀର୍ଘ ଦିନର ମହାନଦୀ ଜଳ ବଣ୍ଟନ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ଉଦ୍ୟମ ଜାରି ରଖି ଓଡ଼ିଶା ଏବଂ ଛତିଶଗଡ଼ ସରକାରଙ୍କ ମିଳିତ ବୈଷୟିକ କମିଟି ଶୁକ୍ରବାର ପୁଣି ବୈଠକ କରିବ। ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗୁରୁବାର…

ପଞ୍ଚାୟତ ଅଫିସ୍‌କୁ ସ୍ଥାନାନ୍ତର ହେବ ପୋଷ୍ଟ ଅଫିସ୍‌: ସବୁ ଜିଲାପାଳଙ୍କୁ ଅତିରିକ୍ତ ସଚିବଙ୍କ ଚିଠି

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ରାଜ୍ୟର ପ୍ରତି ପଞ୍ଚାୟତ ଅଫିସ୍‌କୁ ପୋଷ୍ଟ ଅଫିସ୍‌ ଶାଖାଗୁଡ଼ିକ ସ୍ଥାନାନ୍ତରିତ ହେବ। ଏନେଇ ପୂର୍ବରୁ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଗତ ଜୁନ୍‌ ୬ ତାରିଖରେ ଚିଠି କରାଯାଇଥିଲା। ହେଲେ ଗତ ମାସ ୧୭…

ଗାନ୍ଧୀ ବିରୋଧୀ ମନ୍ତବ୍ୟକୁ ନେଇ ଝଡ଼: ୯ ଥରରେ ୧ ଘଣ୍ଟା ୩୩ ମିନିଟ୍‌ ଗୃହ ମୁଲତବୀ

ଭୁବନେଶ୍ୱର,୫ା୧୨(ସୁନିତ୍‌ ମିଶ୍ର):ମହାତ୍ମା ଗାନ୍ଧୀ ଦେଶ ବିଭାଜନକାରୀ ବୋଲି ଭାଜପା ବିଧାୟକ ସନ୍ତୋଷ ଖଟୁଆ କହିଥିବା ଅଭିଯୋଗ କରି ଗୃହ ବାହାରେ ବିରୋଧୀ ଝଡ଼ ସୃଷ୍ଟି କରିଛନ୍ତି। ଏହି ପ୍ରସଙ୍ଗରେ ଉଭୟ ବିଜେଡି ଓ କଂଗ୍ରେସ ସଦସ୍ୟମାନେ ଏକ ହୋଇ ବିଧାନସଭା ପରିସରରେ…

ଜଲିଗଲା ଖରିଆର-ସମ୍ବଲପୁର ବସ୍‌

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିକଟ ବଲଣ୍ଡାରେ ଓଡିଶା ରାଜ୍ୟ ସଡ଼କ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ଏକ ଯାତ୍ରୀବାହୀ ବସରେ ଆକସ୍ମିକ ନିଆଁ ଲାଗିଥିଲା। ମାତ୍ର ବସ ଡ୍ରାଇଭରଙ୍କ ତତ୍ପରତା ଯୋଗୁ ଯାତ୍ରୀମାନେ ସୁରକ୍ଷିତଭାବେ ଓହ୍ଲାଇ ପଡିଥିଲେ। ଖବର ପାଇ…

ଡିସେମ୍ବର ୬ରୁ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ

ଭୁବନେଶ୍ୱର, ୪।୧୨: ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବର ସପ୍ତମ ସଂସ୍କରଣ ଆସନ୍ତା ଡିସେମ୍ବର ୬ ତାରିଖରୁ ଭୁବନେଶ୍ୱର ୟୁନିଟ୍-୩ ପ୍ରଦର୍ଶନୀ ପଡ଼ିଆରେ ଆରମ୍ଭ ହୋଇ ଡିସେମ୍ବର ୧୭, ୨୦୨୫ ପର୍ଯ୍ୟନ୍ତ ଚାଲିବ। ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା…

ପୁରୁଣା ଆପାର୍ଟମେଣ୍ଟ ବିକ୍ରି ପ୍ରକ୍ରିୟା ସହଜ କଲେ ରାଜ୍ୟ ସରକାର: ମିଳିବ ବଡ଼ ଆଶ୍ୱସ୍ତି

ଭୁବନେଶ୍ୱର,୪।୧୨: ଓଡ଼ିଶା ସରକାର ପୁରୁଣା ଆପାର୍ଟମେଣ୍ଟଗୁଡ଼ିକର ପୁନଃ-ବିକ୍ରି ପ୍ରକ୍ରିୟାକୁ ସରଳ କରିଛନ୍ତି। ଏଥିପାଇଁ ରିଅଲ ଇଷ୍ଟେଟ୍ (ନିୟନ୍ତ୍ରଣ ଏବଂ ବିକାଶ) ଅଧିନିୟମ, ୨୦୧୬ ଏବଂ ଓଡ଼ିଶା ଆପାର୍ଟମେଣ୍ଟ (ମାଲିକାନା ଓ ପରିଚାଳନା) ଅଧିନିୟମ-୨୦୨୩ ରେ ଆବଶ୍ୟକୀୟ ସଂଶୋଧନ କରାଯାଇ ନିୟମ କୋହଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri