ରାଜ୍ୟ

ଗୋତସ୍କରଙ୍କ ଗୁଳିମାଡ଼ ଘଟଣା, ପୋଖରୀ ଭିତରୁ ଡାକ୍ତରଙ୍କୁ ବାନ୍ଧିଲା ପୋଲିସ

ବୈଶିଙ୍ଗା,୮।୫(ରତନ ଦାଶ ): ମୟୂରଭଞ୍ଜ-ବାଲେଶ୍ୱର ସୀମାବର୍ତ୍ତୀ ବୈଶିଙ୍ଗା ଥାନା ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି କରିଥିବା ଗୋମାଫିଆଙ୍କ ଗୁଳିମାଡ଼ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି । ଗତ ମଙ୍ଗଳବାର ରାତିରେ ଗୋମାଫିଆଙ୍କ ଗୁଳିମାଡ଼ର ଶିକାର ହୋଇ ଗୋରକ୍ଷକ ଯୁଗପୁରା…

ବଜ୍ରପାତ ନେଲା ଶାଶୁ, ବୋହୁଙ୍କ ଜୀବନ

ଭଞ୍ଜନଗର,୭।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ତହସିଲ ଅନ୍ତର୍ଗତ ମୁଦୁଲିପଲ୍ଲୀରେ ଗୁରୁବାର ବଜ୍ରପାତ ଘଟି ଶାଶୁ, ବୋହୁଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାଶୁ ଶୈଳ ବିଷୋୟୀ(୬୫) ଏବଂ ବୋହୂ ସନ୍ତୋଷିନୀ ବିଷୋୟୀ(୩୫)। ଏହି ଘଟଣା ଲୋକ ଲୋଚନକୁ ଆସିବା ପରେ…

ସୀମା ଟପିଲା ବର୍ୱରତା: ପୋଲିସ ସମ୍ମୁଖରେ ଯୁବକଙ୍କୁ ପିଟିପିଟି ମାରିଦେଲେ

ବାଲିଅନ୍ତା,୭।୫(ନୀଳମାଧବ ସାହୁ): ଭୁବନେଶ୍ୱର ଉପକଣ୍ଠସ୍ଥ ବାଲିଅନ୍ତାରେ ଏକ ବର୍ୱରକାଣ୍ଡ ସାମ୍ନାକୁ ଆସିଛି। ବାଲିଅନ୍ତା ଥାନା ରାମଚନ୍ଦ୍ରପୁର ବ୍ରିଜ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଛି। କେତେଜଣ ବ୍ୟକ୍ତି ଜଣେ ଯୁବକଙ୍କୁ ହାତଗୋଡ଼ ବାନ୍ଧି ବାଉଁଶରେ ଟେକି ବିଧା ଗୋଇଠା ସହ…

ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗର ବଡ଼ ସୂଚନା, ଗଡିବ ୨୦୦….

ଭୁବନେଶ୍ବର,୭।୫: ମେଟ୍ରୋ ନେଇ କେନ୍ଦ୍ର ନଗର ଉନ୍ନୟନ ବିଭାଗ ପକ୍ଷରୁ ବଡ଼ ସୂଚନା ଦିଆଯାଇଛି । ଟ୍ବିନସିଟିରେ ମେଟ୍ରୋ ନୁହେଁ, ଏହା ବଦଳରେ ଗଡିବ ୨୦୦ ଇଲେକ୍ଟ୍ରିକ୍ ବସ୍ । ଟ୍ବିନସିଟିରେ ମେଟ୍ରୋ ନେଇ ଅସନ୍ତୋଷ ଦେଖାଯାଇଥିବା ବେଳେ ବର୍ତ୍ତମାନ ଏଭଳି…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର ଏବଂ ବାଇକ ମୁହାଁମୁହିଁ ଦୁର୍ଘଟଣା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ…

ଯାଜପୁର ନେତାଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ, ଭାଜପା ସରକାର ବଡ଼ ବୋଝ….

ଭୁବନେଶ୍ବର,୭।୫: ଯାଜପୁର ଜିଲା ବିଜେଡି କାର୍ଯ୍ୟକାରିଣୀ ବୈଠକରେ ତାଗିଦ କଲେ ନବୀନ ପଟ୍ଟନାୟକ । ଭିଡିଓବାର୍ତ୍ତା ଜାରି କରି କହିଲେ, ମୁଁ ସବୁବେଳେ ଡିସିପ୍ଲିନ୍‌ ଉପରେ ଗୁରୁତ୍ବ ଦେଇ ଆସିଛି । ବିଶୃଙ୍ଖଳାକୁ ବରଦାସ୍ତ କରାଯାଇପାରିବ ନାହିଁ ବୋଲି କହିଛନ୍ତି ।…

ଆସୁଛି ଲଘଚାପ: ଏହି ଦିନଠାରୁ ଛେଚିବ ବର୍ଷା

ଭୁବନେଶ୍ୱର,୭ା୫(ବନ୍ଦନା ସେଠୀ):ଆସନ୍ତା ୧୦ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ। ଏନେଇ ୟୁରୋପିଆନ୍‌ ମଡେଲ ଆକଳନ କରିଛି। ସେହିଭଳି ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ବିଭିନ୍ନ ମଡେଲ୍‌ ପକ୍ଷରୁ ସଙ୍କେତ ମିଳିଥିବାବେଳେ ଲଘୁଚାପର…

ଗାଁରେ ପଶି ମହିଳାଙ୍କ ଉପରେ ଆକ୍ରମଣ କଲା ଭାଲୁ, ଆଖି ତାଡି….

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଭାଲୁ ଆକ୍ରମଣରେ ଜଣେ ମହିଳା ଗୁରୁତର ହୋଇଛନ୍ତି । ଉଦଳା ବନାଞ୍ଚଳ କୁଶଳଦା ଗ୍ରାମରେ ଏହି ଅଭାବନୀୟ ଘଟଣା ଘଟିଛି । ଭାଲୁଟି ଗ୍ରାମ ଭିତରକୁ ଆସିଥିବା ବେଳେ ଦମୟନ୍ତୀ ବାରିକ ସେହି ସମୟରେ ଘରୁ ରାସ୍ତାକୁ…

ଏ-୧ ଗ୍ରେଡ୍‌ରେ ପାସ୍‌ କରିଥିବା ଛାତ୍ରଙ୍କୁ ଭେଟି ଆଶୀର୍ବାଦ ଦେଲେ ପ୍ରଧାନଶିକ୍ଷକ, କହିଲେ ଜଣେ ଦକ୍ଷ ଛାତ୍ର ଭାବେ…

କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜବାହରଉଚ୍ଚ ବିଦ୍ୟପୀଠ, ବାଲସି (କ)ର ଛାତ୍ର ଚଳିତ ଶିକ୍ଷାବର୍ଷର ବୋର୍ଡ ପରୀକ୍ଷାରେ ଏ-୧ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇ ଥିବାରୁ ଜବାହର ଉଚ୍ଚ ବିଦ୍ୟାପୀଠ (କ) ଛାତ୍ର ଆକାଶ ସାହୁଙ୍କୁ ପ୍ରଧାନଶିକ୍ଷକ ବୁଦ୍ଧଦେବ ପୋଢ଼…

ବଲାଙ୍ଗୀର ପାଟଣାଗଡ଼ ବ୍ଲକ୍ ଅଫିସରେ ଅଭାବନୀୟ ଘଟଣା, ଝାମ୍ପିନେଇ ଫାଇଲ୍ ଚିରିଦେଲେ ଚେୟାରମ୍ୟାନ୍

ବଲାଙ୍ଗୀର,୭।୫(ସୁନିଲ କୁମାର ମହାନ୍ତି): ବ୍ଲକ ଅଫିସ ଭିତରେ ଫାଇଲ ଚିରିଦେଲେ ଚେୟାରମ୍ୟାନ । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବୁଧବାର ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକ ଅଫିସରେ । ମୁଖ୍ୟକିରାଣୀଙ୍କ ଅଫିସ ରୁମ୍ ଟେବୁଲ ଉପରେ ଥିବା ରାସ୍ତା କାମର…

ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପରେ ଅନୁପ୍ରବେଶକାରୀଙ୍କ ଠିକଣା ପାଲଟୁଛି ମହାକାଳପଡ଼ା, ଜଳପଥରେ ଆସି…

କେନ୍ଦ୍ରାପଡ଼ା,୭ା୫ (ଜଗନ୍ନାଥ ଧଳ): ପଶ୍ଚିମବଙ୍ଗ ନିର୍ବାଚନ ଫଳ ପ୍ରକାଶ ପାଇଛି। ସେହି ରାଜ୍ୟରେ ଭାଜପା ସରକାର ଗଠନ କରିବାକୁ ଯାଉଛି। ଏହା ପୂର୍ବରୁ ସେଠାରେ ଅନୁପ୍ରବେଶ କରିଥିବା ବାଂଲାଦେଶୀଙ୍କ ଧାଡି ଏବେ କେନ୍ଦ୍ରାପଡା ଜିଲା ଆଡକୁ ମୁହଁ।ଇଛନ୍ତି। ଏବେ ମହାକାଳପଡା ଅଞ୍ଚଳରେ…

ସିସିଟିଭିରେ ରଙ୍ଗ ମାରି ଏଟିଏମ ଲୁଟିନେଲେ ଦୁର୍ବୃତ୍ତ, ସାଇରନ ବାଜିବା ଡରରେ ଭାଙ୍ଗିଦେଲେ…

ଉଦଳା,୭।୫(ସନ୍ତୋଷ କୁମାର ବାଚ୍ଛିନୀ): ଏଟିଏମ ଲୁଟିନେଲେ ଦୁର୍ବୃତ୍ତ । ଏକ ନୂଆ ଫଣ୍ଡାରେ ଲୁଟ୍ କରିଛନ୍ତି । ନିଜ ଚେହେରାକୁ ସିସିଟିଭିରୁ ବଞ୍ଚାଇବା ପାଇଁ ସିସିଟିଭିରେ ଲାଲ ରଙ୍ଗ ସ୍ପ୍ରେ ମାରି ଲୁଟେରାମାନେ ଲୁଟ୍ କରିଛନ୍ତି । ଏଭଳି ଘଟଣା ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?