ରାଜ୍ୟ

ଆସନ୍ତା ୨୨ରେ ରାଜ୍ୟ କ୍ୟାବିନେଟ୍‌

ଭୁବନେଶ୍ୱର,୨୦ା୯(ବ୍ୟୁରୋ): ଆସନ୍ତା ୨୨ ତାରିଖ ଅପରାହ୍ନ ୫ଟା ୩୦ ମିନିଟରେ ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ଲାଗିବ।…

୨୨ରୁ +୨ ପାଠପଢ଼ା

ଭୁବନେଶ୍ୱର, ୨୦।୯(ବ୍ୟୁରୋ): ଆସନ୍ତା ୨୨ ତାରିଖରୁ +୨ ଛାତ୍ରୀଛାତ୍ରଙ୍କ ପାଠପଢ଼ା ଆରମ୍ଭ ହେବ। ମଙ୍ଗଳବାର ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟରେ ବର୍ତ୍ତମାନ ସାଢ଼େ ୩ ଲକ୍ଷ ପିଲା…

ଆସନ୍ତା ୨୨ରୁ ଯୁକ୍ତ ୨ ପ୍ରଥମ ବର୍ଷ ପାଠପଢ଼ା

ଭୁବନେଶ୍ବର,୨୦।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ବର୍ଷ ପିଲାଙ୍କ ପାଠପଢ଼ା ସେପ୍ଟେମ୍ବର ୨୨ ତାରିଖରୁ ଆରମ୍ଭ ହେବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ମଙ୍ଗଳବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ବର୍ତ୍ତମାନ ସୁଦ୍ଧା ସାଢ଼େ ୩ ଲକ୍ଷ…

ନଡ୍ଡାଙ୍କ ପୂର୍ବରୁ ପୁଣି ଓଡ଼ିଶା ଆସିବେ ପ୍ରଭାରୀ ବଂଶଲ

ଭୁବନେଶ୍ବର,୨୦।୯(ବ୍ୟୁରୋ): ଆସନ୍ତା ୨୯ ଏବଂ ୩୦ରେ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ତେବେ ତାଙ୍କ ଗସ୍ତ ପୂର୍ବରୁ ଭାଜପା ପ୍ରଭାରୀ ସୁନୀଲ ବଂଶଲ ପୁଣି ଓଡ଼ିଶା ଆସିବେ। ସଙ୍ଗଠନ ମଜବୁତ ନେଇ ବରିଷ୍ଠ ନେତୃବୃନ୍ଦଙ୍କ…

କମ୍ପାନୀ ଗାଡ଼ି ଧକ୍କାରେ ସାଇକେଲ ଆରୋହୀ ମୃତ: ରାସ୍ତା ଅବରୋଧ, ଚାପା ଉତ୍ତେଜନା

ବରଗଡ଼ ଅଫିସ,୨୦।୯: ବରଗଡ଼ ସହର ଉପକଣ୍ଠ ହଲଦୀପାଲି ଛକ ନିକଟରେ ମଙ୍ଗଳବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ବେଦାନ୍ତ କମ୍ପାନୀର ଏକ ଗାଡି ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ, ବରଗଡ଼ ସଦର ଥାନା…

ସାଲିଆସାହିରେ କମିଶନରେଟ୍‌ ପୋଲିସର ଚଢାଉ

ଭୁବନେଶ୍ବର,୨୦।୯(ବ୍ୟୁରୋ):ଭୁବନେଶ୍ବର ସାଲିଆସାହିରେ ମଙ୍ଗଳବାର କମିଶନରେଟ୍‌ ପୋଲିସ ଚଢାଉ କରିଛି। ଏହି ଚଢାଉରେ ବିପୁଳ ପରିମାଣରେ ଦେଶୀ ମଦ ସହ ପ୍ରସ୍ତୁତ ସାମଗ୍ରୀ ପୋଲିସ ଜବତ କରିଛି । ଏଥିରେ ଡିସିପି ପ୍ରତୀକ ସିଂଙ୍କ ସମେତ ପୋଲିସର ସ୍ବତନ୍ତ୍ର ସ୍କ୍ବାଡ୍‌ ସାମିଲ ଥିଲେ।…

ଓଲଟିଲା ଟୁରିଷ୍ଟ ବସ୍‌: ୧୯ ଆହତ

ଯାଜପୁର ଅଫିସ,୨୦।୯: ଯାଜପୁର ଜିଲା ୧୬ ନମ୍ବର ଜାତୀୟ ରାଜପଥର ସାହାପୁର ନିକଟରେ ମଙ୍ଗଳବାର ସକାଳେ ଏକ ଟୁରିଷ୍ଟ ବସ୍‌ ଓଲଟି ପଡିଛି। ଏଥିରେ ୧୯ ଜଣ ଯାତ୍ରୀ ଆହତ ହୋଇଥିବାବେଳେ ୩ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ତେବେ ସମସ୍ତ…

ଆଜି ରାଜ୍ୟରେ ୧୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୦।୯(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯୭…

ପୋଲିସ ପାଇଁ ପାର୍ବଣ ଭିଡ଼ ଚ୍ୟାଲେଞ୍ଜ

ଭୁବନେଶ୍ୱର ୨୦।୯ (ବ୍ୟୁରୋ):ଦୁର୍ଗା ପୂଜା ପାଇଁ ରାଜଧାନୀ ଭୁବନେଶ୍ୱରରେ ପ୍ରସ୍ତୁତି ଜୋର୍‌ଦାର ଚାଲିଛି। ଧୁମ୍‌ଧାମ୍‌ରେ ପୂଜା କରିବାକୁ ଆୟୋଜକମାନେ ଲାଗି ପଡିଥିବାବେଳେ ପୂଜା ବୁଲିବାକୁ ସହରବାସୀ ଉତ୍ସାହର ସହ ଚାହିଁ ରହିଛନ୍ତି। ଦୁଇବର୍ଷ ପରେ ଏଥର ବିନା କଟକଣାରେ, ଭକ୍ତଙ୍କ ମେଳରେ…

ରାଜଧାନୀରେ ଡେଙ୍ଗୁ ସକ୍ରିୟ, ରୋଗୀ ସଂଖ୍ୟା ୨ହଜାର ଟପିଲା

ଭୁବନେଶ୍ୱର,୨୦।୯ (ବ୍ୟୁରୋ):ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଅଞ୍ଚଳରେ ଏବେ ଡେଙ୍ଗୁ ଭୂତାଣୁ ସକ୍ରିୟ ରହିଛି। ସହରର ସବୁ ଅଞ୍ଚଳକୁ ଡେଙ୍ଗୁ ବ୍ୟାପିଯାଇଥିବାବେଳେ ରୋଗୀଙ୍କ ସଂଖ୍ୟା ବଢ଼ି ଚାଲିଛି। ସାମାନ୍ୟ ଜ୍ୱର ହେଲେ ବି ସହରବାସୀଙ୍କ ମନରେ ଛନକା ପଶୁଛି। ରାଜ୍ୟରୁ ଚିହ୍ନଟ…

ଲଘୁଚାପ: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗ ଦେଇ ଓଡ଼ିଶା ଉପକୂଳକୁ ଆସିବା ସମ୍ଭାବନା ରହିଛି। ଏହାର…

ଶିକ୍ଷକ କଲ୍ୟାଣ ପାଇଁ ବଜ୍ର ଯୋଜନା

ଭୁବନେଶ୍ୱର,୨୦ା୯(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ସାରେ ସ୍ଥାନୀୟ ସାମନ୍ତ ବିହାରଠାରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେଇ ଶିକ୍ଷକ ପ୍ରଶିକ୍ଷଣ କେନ୍ଦ୍ର ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପ୍ରଶିକ୍ଷଣ କେନ୍ଦ୍ର ପାଇଁ ୨୫ କୋଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?