ରାଜ୍ୟ

୨୦ରେ ଲଘୁଚାପ, ଆଜିଠୁ ପ୍ରବଳ ବର୍ଷିବ

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୦ ତାରିଖରେ ଲଘୁଚାପରେ ପରିଣତ ହେବ। ଏହା ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ରବିବାର ଢେଙ୍କାନାଳରେ ୨୨ମିମି…

କିଟ୍‌ର ୬ ଇଞ୍ଜିନିୟରିଂ ପାଠ୍ୟକ୍ରମକୁ ଆବେଟ୍‌ର ସ୍ବୀକୃତି

ଭୁବନେଶ୍ୱର, ୧୯।୯(ବ୍ୟୁରୋ):କିଟ୍‌ ବିଶ୍ୱବିଦ୍ୟାଳୟରେ ଇିଞ୍ଜିନିୟରିଂର ୬ଟି ପାଠ୍ୟକ୍ରମକୁ ଆମେରିକାର ପ୍ରତିଷ୍ଠିତ ଆକ୍ରିଡିଟେଶନ ବୋର୍ଡ ଫର୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ଟେକ୍ନୋଲୋଜି(ଆବେଟ୍‌)ର ସ୍ବୀକୃତି ମିଳିଛି। ଗୋଟିଏ ଅନୁଷ୍ଠାନର ୬ଟି ପାଠ୍ୟକ୍ରମକୁ ଆବେଟ୍‌ ମାନ୍ୟତା ମିଳିବା କ୍ଷେତ୍ରରେ କିଟ୍‌ ବିଶ୍ୱବିଦ୍ୟାଳୟ ହେଉଛି ଦେଶର ପ୍ରଥମ। ଆବେଟ୍‌…

ଲିଙ୍ଗ ନିରୂପଣ ସୂଚନାକାରୀଙ୍କୁ ମିଳିବ ୨୫ ହଜାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ):ରାଜ୍ୟରେ ଲିଙ୍ଗ ନିରୂପଣ ଓ କନ୍ୟାଭ୍ରୂଣ ହତ୍ୟା ରୋକିବା ଲାଗି ସରକାର ନୂଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଭଳି ବେଆଇନ କାର୍ଯ୍ୟରେ ଲିପ୍ତ ଥିବା କ୍ଲିନିକ ସମ୍ପର୍କରେ ସୂଚନା ଦେଲେ ସୂଚନାକାରୀଙ୍କୁ ପୁରସ୍କାର ଦେବାକୁ ଘୋଷଣା କରିଛନ୍ତି। ୩ଟି କିସ୍ତିରେ…

ନକଲି ଔଷଧ ବିକିଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୯।୯ (ବ୍ୟୁରୋ):ନକଲି ଔଷଧ ବିକ୍ରି କରୁଥିଲେ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ। ଏନେଇ ରବିବାର ଓଡ଼ିଶା ପୋଲିସ ଟୁଇଟ୍‌ ମାଧ୍ୟମରେ ଔଷଧ ବିକ୍ରେତାଙ୍କୁ ସତର୍କ କରାଇଛି। ଉକ୍ତ ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି ଯେ, ଔଷଧ ସଞ୍ଜୀବନୀ ସଦୃଶ। ଏହା ମଣିଷକୁ…

ବ୍ୟବସ୍ଥାରେ ଉନ୍ନତି ଆଣିବ ନୂତନ ଜଳନୀତି

ଭୁବନେଶ୍ବର,୧୯ା୯(ବ୍ୟୁରୋ):ରାଜ୍ୟରେ ନୂତନ ଜଳ ନୀତି ପ୍ରଣୟନ ସମ୍ପର୍କିତ ଆନ୍ତଃବିଭାଗୀୟ ବୈଠକ ରବିବାର ରାଜ୍ୟ ଜଳସମ୍ପଦ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜଳ ସମ୍ପଦ ମନ୍ତ୍ରୀ ଟୁକୁନି ସାହୁଙ୍କୁ ମୁଖ୍ୟଯନ୍ତ୍ରୀ ଆଗାମୀ ଦିନରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରସ୍ତାବିତ ନୂତନ…

ମାର୍ଚ୍ଚ ୨୦୨୩ ସୁଦ୍ଧା ଆଇଏସ୍‌ବିଟି କାମ ଶେଷ କର: ପାଣ୍ଡିଆନ

ଭୁବନେଶ୍ବର,୧୯ା୯(ବ୍ୟୁରୋ):ଭୁବନେଶ୍ୱର ସ୍ଥିତ ବରମୁଣ୍ଡା ଇଣ୍ଟର ଷ୍ଟେଟ୍‌ ବସ୍‌ ଟର୍ମିନାଲ ରାଜ୍ୟର ସବୁଠାରୁ ବ୍ୟସ୍ତ ବସ୍‌ ଟର୍ମିନାଲ। ପ୍ରତିଦିନ ଏଠାରୁ ରାଜ୍ୟର ବିଭିନ୍ନ ଅଞ୍ଚଳକୁ ଶହ ଶହ ବସ୍‌ ଚଳାଚଳ କରିଥାଏ। ଯାତ୍ରୀଙ୍କ ସୁବିଧା, ନିରାପତ୍ତା ତଥା ଆବଶ୍ୟକତାକୁ ଦୃଷ୍ଟିରେ ରଖି ୫-ଟି…

ପୋଖରୀ ହିଡ଼ ଖୋଳିବା ବେଳେ ଧସିଲା ମାଟି: ଚାଲିଗଲା ୨ ଚାଷୀଙ୍କ ଜୀବନ

ଟିଟିଲାଗଡ଼,୧୮ା୯(ଡି.ଏନ.ଏ): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଅଦାବାହାଲ ପଞ୍ଚାୟତ ଅଧୀନ ଡୁଙ୍ଗରିଗୁଡା ଗ୍ରାମରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଚାଷଜମିକୁ ପାଣି ମଡାଇବା ପାଇଁ ପୋଖରୀ ହିଡ଼ ଖୋଳିବା ବେଳେ ମାଟି ଧସିବାରୁ ତଳେ ଚାପି ହୋଇ ୨…

ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଚଳିତବର୍ଷର ଏକଲବ୍ୟ ପୁରସ୍କାର ଘୋଷଣା କରାଯାଇଛି। ସାଇକେଲ୍‌ ଚାଳିକା ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ସେହିପରି ଫୁଟବଲର ପ୍ୟାରୀ ଖାକା ଓ ହକି ଖେଳାଳି ଶିଳାନନ୍ଦ ଲାକ୍ରା ଉପବିଜେତା ହୋଇଛନ୍ତି। ସ୍ବସ୍ତି ଜାତୀୟ ପ୍ରତିଯୋଗିତାରେ ୨ଟି…

କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଶିଶୁ ମୃତ୍ୟୁ ନେଇ ବିବାଦ

କେନ୍ଦୁଝର,୧୮।୯(ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁକୁ ନେଇ ପୁଣି ବିବାଦ ଦେଖାଦେଇଛି। ଏଥିଯୋଗୁ ଉତ୍ତେଜନାମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ପହଞ୍ଚି ବୁଝାସୁଝା କରିଥିବା ଜଣାପଡ଼ିଛି। ତେବେ ରବିବାର ତିନି ଜଣ ଓ…

ଭୁବନେଶ୍ୱରରେ ଦିଗ୍‌ବିଜୟ, ଜୟରାମ

ଭୁବନେଶ୍ୱର୧୮।୯(ବ୍ୟୁରୋ): କଂଗ୍ରେସ ଏମ୍‌ପି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ ଏବଂ ଏମ୍‌ପି ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟରାମ ରମେଶ ଶନିବାର ସାରେ ଭୁବନେଶ୍ୱରରେ ପହଞ୍ଚଛନ୍ତି। ରବିବାର ପୂର୍ବାହ୍ନରେ କଂଗ୍ରେସ ଭବନରେ ପ୍ରଦେଶ କଂଗ୍ରେସ କମିଟି(ପିସିସି ) ସଭାପତି ଶରତ ପଟ୍ଟନାୟକଙ୍କ…

ଓବିସି ବର୍ଗକୁ ସାବତ ପୁଅ ଭାବୁଛନ୍ତି ରାଜ୍ୟ ସରକାର:ଭାଜପା

ଭୁବନେଶ୍ୱର୧୮।୯(ବ୍ୟୁରୋ): ଶିକ୍ଷା କ୍ଷେତ୍ରରେ ନାମଲେଖା ପାଇଁ ସଂରକ୍ଷଣ ଦେବାରେ ରାଜ୍ୟ ସରକାର ପକ୍ଷପାତିତା କରୁଛନ୍ତି। ରାଜ୍ୟର ସଂଖ୍ୟାଧିକ ଓବିସି ଏବଂ ଏସ୍‌ଇବିସିଙ୍କୁ କ୍ରମାଗତ ଭାବେ ରାଜ୍ୟ ସରକାର ସେମାନଙ୍କ ସାମ୍ବିଧାନିକ ଅଧିକାରରୁ ବଞ୍ଚିତ କରାଇଛନ୍ତି ା ଏପରି କି ରାଜ୍ୟ ସରକାର…

ବନ୍ୟପ୍ରାଣୀ ସୁରକ୍ଷା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠିତ

ଭୁବନେଶ୍ୱର, ୧୮।୯(ବ୍ୟୁରୋ): ରାଜ୍ୟରେ ହାତୀ ତଥା ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସରକାର ଜଏଣ୍ଟ ଟାସ୍କ ଫୋର୍ସ(ଜେଟିଏଫ୍‌) ଗଠନ କରିଛନ୍ତି। ଏଥିପାଇଁ ଶନିବାର ୫ଜଣ ବନ ଅଧିକାରୀଙ୍କୁ ବଦଳି କରାଯାଇ ଜେଟିଏଫ୍‌ରେ ନିଯୁକ୍ତ କରାଯାଇଛି। ସେମାନେ ହେଲେ ପିସିସିଏଫ୍‌ କାର୍ଯ୍ୟାଳୟର ଏସିଏଫ୍‌ ରାମପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?