ରାଜ୍ୟ

ମା’ପରି କିଏ ହେବ

ଜଣେ ମହିଳାଙ୍କ ପ୍ରେରଣା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସଫଳତା ଆଣି ଦେଇଥାଏ। ମାତ୍ର ଜଣେ ମାଆ ପାଇଁ ଏହି ପ୍ରେରଣା ନିଜ ପିଲାଙ୍କ କ୍ଷେତ୍ରରେ ବହୁଗୁଣିତ ହୋଇଥାଏ। ମାଆ ସବୁ ବେଳେ ସବୁ କ୍ଷେତ୍ରରେ ପିଲାଙ୍କ ସଫଳତା କାମନା କରିଥାଏ। ରବିବାର ବିଶ୍ୱ…

ବ୍ରଜରାଜନଗର ଉପନିର୍ବାଚନ: ରାଧାରାଣୀ ପଣ୍ଡାଙ୍କୁ ପ୍ରାର୍ଥୀ କଲା ଭାଜପା

ଝାରସୁଗୁଡା ଅଫିସ,୮।୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିବାବେଳେ ଆସନ୍ତା ୩୧ତାରିଖରେ ନିର୍ବାଚନ ହେବ। ଏହାକୁ ନେଇ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିଥିବା ବେଳେ ଭାଜପା ପକ୍ଷରୁ ପ୍ରାର୍ଥୀ କିଏ ହେବ ସେ ନେଇ ଚର୍ଚ୍ଚା ଜୋର ଧରିଥିଲା। ଭାଜପାରେ…

ପୁଣି ରିମାଣ୍ଡରେ ଗଲେ ପାୟଲ-ବିକାଶ

ଭୁବନେଶ୍ୱର,୮।୫(ବ୍ୟୁରୋ): ସିଭି ରମଣ ବିଶ୍ୱବିଦ୍ୟାଳୟର ୯୭ ଲକ୍ଷ ଟଙ୍କା ହଡପ ମାମଲାରେ ଗିରଫ ହୋଇଥିବା ଆକାଉଣ୍ଟାଣ୍ଟ ପାୟଲ ମହାପାତ୍ର ଏବଂ ପ୍ରେମିକ ବିକାଶ କୁମାର ପୁଣି ରିମାଣ୍ଡରେ ଯିବେ। ଏହି ପ୍ରେମୀ ଯୁଗଳଙ୍କୁ ତମାଣ୍ଡୋ ଥାନା ପୋଲିସ ଦ୍ବିତୀୟ ପର୍ଯ୍ୟାୟ ରିମାଣ୍ଡରେ…

ଦିଲ୍ଲୀ ଗସ୍ତରେ କଂଗ୍ରେସ ନେତା

ଭୁବନେଶ୍ବର,୮।୫(ବ୍ୟୁରୋ): ଦଳୀୟ ହାଇକମାଣ୍ଡଙ୍କ ଡାକରାରେ ଦିଲ୍ଲୀ ଗସ୍ତ କଲେ କଂଗ୍ରେସ ନେତା। ରବିବାର ଶରତ ପଟ୍ଟନାୟକ, ବିଧାୟକ ମହମ୍ମଦ ମୋକିମ, ସୁରେଶ ରାଉତରାୟ, ସନ୍ତୋଷ ସିଂହ ସାଲୁଜା, ରାଜନ ଏକ୍କା, ରମେଶ ଜେନା, ପୂର୍ବତନ ପିସିସି ସଭାପତି ଜୟଦେବ ଜେନା ଓ…

ସମସ୍ୟାରେ ରାମଦେଓ ସ୍ମାର୍ଟ ସ୍କୁଲ

ବଇଣ୍ଡା,୮।୫: ଗୁଣାତ୍ମକ ଶିକ୍ଷାରେ ଯେପରି ଭିତ୍ତିଭୂମି ବାଧକ ନ ହେବ ସେଥିପାଇଁ ଶିକ୍ଷାନୁଷ୍ଠାନକୁ ସ୍ମାର୍ଟ କରାଗଲା। ବିଦ୍ୟାଳୟ ପିଛା ବହୁ ଲକ୍ଷ ଟଙ୍କା ବ୍ୟୟ ହେଲା। କିନ୍ତୁ ଶିକ୍ଷକ ଅଭାବ ସମସ୍ୟା ଏବେ ସ୍ମାର୍ଟ ସ୍କୁଲ ଉଦ୍ଦେଶ୍ୟ ପୂରଣରେ ବାଧକ ସାଜିଛି। ଅନୁଗୋଳ…

ରାଜ୍ୟର ୪ ବନ୍ଦର ପାଇଁ ୧ ନଂ ବିପଦ ସଙ୍କେତ

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣପୂର୍ବ ବଙ୍ଗୋପସାଗରେ ସୃଷ୍ଟ ଅବପାତ ବାତ୍ୟା ‘ଅସାନି’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେବେ ୧୦ ତାରିଖ ସନ୍ଧ୍ୟାରୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ…

ଅତିରିକ୍ତ ତହସିଲଦାର, ରାଜସ୍ବ ନିରୀକ୍ଷକଙ୍କ ଗଛଡ଼ାଳ ଭାଙ୍ଗି ପିଟିଲେ ଆକ୍ରମଣକାରୀ

ଗଞ୍ଜାମ,୮।୫(ଡି.ଏନ୍‌.ଏ.): ବାଲି ଚୋରା ଚାଲାଣକୁ ରୋକିବାକୁ ଯାଇ ଲହୁଲୁହାଣ ହୋଇଛନ୍ତି ଅତିରିକ୍ତ ତହସିଲଦାରଙ୍କ ସମେତ ୩ ଆର୍‌ଆଇ। ଏଭଳି ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ତହସିଲ ଅଧୀନ କାଇଁଚପୁର ପଞ୍ଚାୟତ ମାଳିଜଗନ୍ନାଥପୁରରେ । ଆକ୍ରମଣକାରୀମାନେ ଗଛଡ଼ାଳ ଭାଙ୍ଗି ଉପସ୍ଥିତ ଅଫିସର…

ପର୍ଯ୍ୟଟନସ୍ଥଳୀର ବିକାଶ ନାହିଁ

କେନ୍ଦୁଝର, ୮।୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଅନେକ ପର୍ଯ୍ୟଟନ ସ୍ଥଳୀ ରହିଥିବାବେଳେ ପ୍ରଶାସନ ପକ୍ଷରୁ ସବୁବେଳେ ଅଣଦେଖା କରାଯାଉଛି। ଜିଲାର ପ୍ରାକୃତିକ ଦୃଶ୍ୟରାଜି ଦେଖିବାକୁ ଜିଲାକୁ ପ୍ରତ୍ୟେକ ବର୍ଷ ପର୍ଯ୍ୟଟକଙ୍କ ସୁଅ ଛୁଟୁଥିବା ବେଳେ ପର୍ଯ୍ୟଟନ କ୍ଷେତ୍ରର ବିକାଶ ନିମନ୍ତେ ସରକାର ଆଗ୍ରହ…

ରାତିରେ ମେଶିନ, ଦିନରେ ଟ୍ରାକ୍ଟର

ବାରିପଦା ଅଫିସ, ୮।୫: ମୟୂରଭଞ୍ଜ ଜିଲା ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ସଇରାତରୁ ବେଆଇନ ବାଲି ଉତ୍ତୋଳନକୁ ନେଇ ଗ୍ରୀନ ଟ୍ରିବ୍ୟୁନାଲର ଛାଟ ପଡିବା ପରେ ଜିଲା ପ୍ରଶାସନ ନିଦାବିଷ୍ଣୁ ସାଜିଛି। ଜିଲାର ସଦରମହକୁମା ବାରିପଦାସ୍ଥିତ ମଧୁବନ ସଇରାତ ଓ ବେତନଟୀ ତହସିଲ…

ସ୍ଥଳଭାଗ ମୁହାଁ ଅସାନି

ଭୁବନେଶ୍ୱର,୮।୫(ବ୍ୟୁରୋ): ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ବାତ୍ୟାର ରୂପ ନେଇଛି। ବାତ୍ୟା ଅସାନି ଘନୀଭୂତ ହୋଇ ସ୍ଥଳଭାଗ ମୁହାଁ ହେଉଛି। ୬ ଘଣ୍ଟା ଧରି ଘଣ୍ଟା ପ୍ରତି ୧୬ କିମି ବେଗରେ ଉତ୍ତର -ପଶ୍ଚିମ ଦିଗରେ ଗତି…

୧୦ ସନ୍ଧ୍ୟାରୁ ଏସବୁ ଜିଲାରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର,୮।୫(ବ୍ୟୁରୋ): ଗଭୀର ଅବପାତ ପରେ ବଙ୍ଗୋପସାଗରରେ ବାତ୍ୟା ‘ଅସାନି’ ସୃଷ୍ଟି ହୋଇଛି। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ୧୦ ତାରିଖ ସାରୁ ବର୍ଷା ହେବାର ସମ୍ଭାବନା ରହିଛି। ଏହା ୧୨…

ପୁଣି ଡରାଇଲା କରୋନା : ଆଜି ୭୧ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟରେ ରବିବାର ୭୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬୬ ଜଣ ପିଲା ଅଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୭ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୬୪ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri