ରାଜ୍ୟ

ବାପ, ପୁଅଙ୍କୁ ଏସିଡ୍‌ ମାଡ଼

ଫୁଲବାଣୀ,୨୮ା୧୨(ରାକେଶ କୁମାର ରାଉତ): ଫୁଲବାଣୀ ସହରରେ ବାପ, ପୁଅଙ୍କୁ ଏସଡ୍‌ ମାଡ଼ ହୋଇଛି। ବାପ, ପୁଅ ଗୁରୁତର ଥିବାବେଳେ ଜଣେ ସାଙ୍ଗ ଆହତ ହୋଇଛନ୍ତି। ସମସ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସ୍ଥାନୀୟ ଲୋକେ ଆକ୍ରମଣକାରୀଙ୍କୁ ଧରି ନିସ୍ତୁକ...

ନୃସିଂହନାଥଙ୍କୁ ନିମନ୍ତ୍ରଣ କଲେ ସେବାୟତ

ପଦ୍ମପୁର,୨୮।୧୨(ପ୍ରଦୀପ୍ତ ଦାଶ): ପୁରୀ ଶ୍ରୀଜଗନ୍ନାଥଙ୍କ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦ୍‌ଘାଟନୀ ଉତ୍ସବ ଆସନ୍ତା ଜାନୁୟାରୀ ୧୭ ତାରିଖରେ ଅନୁଷ୍ଠିତ ହେବ। ଏଥିପାଇଁ ପୁରୀରୁ ବଡ଼ଠାକୁରଙ୍କ ସେବାୟତମାନେ ଆସି ପ୍ରଭୁ ନୃସିଂହନାଥଙ୍କୁ ନିମନ୍ତ୍ରଣ କରିଛନ୍ତି। ନୂଆପଡ଼ାରୁ ନୃସିଂହନାଥଙ୍କ ମନ୍ଦିର ଅଭିମୁଖେ ଆସିଥିବା...

ପାତାଳି ନଦୀରେ ଡଙ୍ଗା ବୁଡ଼ି ୨ ନାବାଳିକାଙ୍କ ସମେତ ୫ ନିଖୋଜ

କୋରାପୁଟ,୨୮।୧୨(ଅମିତାଭ ବେହେରା): କୋରାପୁଟ ଜିଲା ପାତାଳି ନଦୀରେ ଗୁରୁବାର ଅଘଟଣ ଘଟିଛି। ଏକ ଡଙ୍ଗା ବୁଡ଼ି ୫ଜଣ ନିଖୋଜ ହୋଇଯାଇଛନ୍ତି। ସେମାନେ ହେଲେ ନନ୍ଦପୁର ବ୍ଲକ କୁଲାରସିଂ ପଞ୍ଚାୟତ ତାନ୍‌ସିଂ ଗ୍ରାମର ୩ ମହିଳା ଏବଂ ଦୁଇ ନାବାଳିକା ବୋଲି...

ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୧୨: ରାଜ୍ୟରେ ପୁଣି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଲାଣି। ଗୁରୁବାର ରାଜ୍ୟରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ରାଜ୍ୟରେ ଏହି ଆକ୍ରାନ୍ତଙ୍କ ସଂଖ୍ୟା ୮ରେ ପହଞ୍ଚିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୬୯୦...

ତେଲ ଫ୍ୟାକ୍ଟ୍ରିରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଖୋର୍ଦ୍ଧା,୨୮ା୧୨(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲା ବାଘମାରୀ ଥାନା ଅନ୍ତର୍ଗତ ସାରୁଅ ଶିଳ୍ପାଞ୍ଚଳରେ ଥିବା ଏକ ତେଲ ଫ୍ୟାକ୍ଟ୍ରିରେ ଗୁରୁବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ୟୁନିଭର୍ସାଲ ଇନ୍‌ଫ୍ରା ଆଣ୍ଡ୍‌ ଏଗ୍ରି ଅଏଲ ପ୍ରାଇଭେଟ୍‌ ଲିମିଟେଡ୍‌ ନାମକ ଅଏଲ ଫ୍ୟାକ୍ଟ୍ରିର ଗୋଦାମ ଘରେ...

ଟ୍ରକ୍‌ରେ ପିଟିହେଲା ପିକ୍‌ନିକ୍‌ ବସ୍‌, ୭ ଗୁରୁତର

ବଲାଙ୍ଗୀର,୨୮ା୧୨:ବଲାଙ୍ଗୀର-ସୋନପୁର ରାସ୍ତାର ଖମ୍ବଶିରିପାଲି ଛକରେ ଗୁରୁବାର ସକାଳୁ ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌ ପଛରେ ପିକ୍‌ନିକ୍‌ ବସ୍‌ଟି ପିଟି ହେବାରୁ ୭ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ସୂଚନାଯୋଗ୍ୟ, ସୋନପୁର ସହରର...

ପିକ୍‌ନିକ୍‌ ବସ୍‌ ଦୁର୍ଘଟଣାଗ୍ରସ୍ତ: ୧୦ ଛାତ୍ର ଆହତ

କେନ୍ଦୁଝର,୨୮ା୧୨: କଲେଜ ଛାତ୍ରଙ୍କୁ ନେଇ ପିକ୍‌ନିକ୍‌ ସାରି ଫେରୁଥିବା ବେଳେ ଏକ ବସ୍‌ ଗୁରୁବାର ଭୋର୍‌ରୁ କେନ୍ଦୁଝର ଜିଲା ଆନନ୍ଦପୁର ୨୦ ନଂ ଜାତୀୟ ରାଜପଥର ଧକୋଠା ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୧୦ ଜଣ ଛାତ୍ର ଗୁରୁତର ହୋଇଛନ୍ତି।...

ରାଜଧାନୀରେ ଦୁର୍ଦ୍ଦାନ୍ତ ଅପରାଧୀ ରଘୁଙ୍କୁ ଏନକାଉଣ୍ଟର, ବାମ ଗୋଡ଼ରେ ବାଜିଛି ଗୁଳି

ଭୁବନେଶ୍ୱର,୨୮।୧୨: ରାଜଧାନୀରେ ଫୁଟିଲା ଗୁଳି। ନୂଆବର୍ଷ ପୂର୍ବରୁ ଦୁର୍ଦ୍ଦାନ୍ତ ଅପରାଧୀ ରଘୁ ବିଶ୍ୱାଳଙ୍କୁ ଏନକାଉଣ୍ଟର କରିଛି ଭୁବନେଶ୍ୱର କମିଶନରେଟ୍‌ ପୋଲିସ। ତାଙ୍କ ବାମ ଗୋଡ଼ରେ ଗୁଳି ବାଜିଛି। ରଘୁଙ୍କ ନାମରେ ୧୫ ଥାନାରେ ଅନେକ ଡକାୟତି ସହ ରାହାଜାନୀ ମାମଲା...

ଧିମେଇଛି ସାଇବର ମିତ୍ର ଯୋଜନା

କଟକ,୨୮ା୧୨ (କାର୍ତ୍ତିକ ସାହୁ)ଦିନକୁ ଦିନ ସାଇବର ଅପରାଧ ବୃଦ୍ଧି ପାଇବାରେ ଲାଗିଛି। ସାଇବର ଅପରାଧିମାନେ ନାନା କାଇଦାରେ ଲୋକଙ୍କୁ ଫସାଇ ଲକ୍ଷାଧିକ ଟଙ୍କା ଠକି ନେବାରେ ସକ୍ଷମ ହେଇଛନ୍ତି। ସ୍ବଳ୍ପ ପରିମାଣର ଠକେଇକୁ ପଚାରୁଛି କିଏ। ତେବେ ସାଇବର ଠକେଇ...

ସ୍ନିଗ୍ଧା ମାଲବ୍ୟ ପିନ୍ଧିଲେ କିଟ୍‌ ନହ୍ନିପରୀ ମୁକୁଟ

ଭୁବନେଶ୍ୱର,୨୮।୧୨(ଶର୍ମିଷ୍ଠା ପାଣିଗ୍ରାହୀ)ଉତ୍ତରପ୍ରଦେଶର ସ୍ନିଗ୍ଧା ମାଲବ୍ୟ କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆ-୨୦୨୩ ଟାଇଟଲ ହାସଲ କରିଛନ୍ତି। କିଟ୍‌ ଫିଲ୍ମ ଆଣ୍ଡ୍‌ ଫେଶନ ପକ୍ଷରୁ ଆୟୋଜିତ ‘କିଟ୍‌ ନହ୍ନିପରୀ ଲିଟିଲ୍‌ ମିସ୍‌ ଇଣ୍ଡିଆ-୨୦୨୩’ର ଫାଇନାଲ ତଥା ମେଗା ରାଉଣ୍ଡ ବୁଧବାର ଶେଷ...

ପରିଚୟ ହଜାଇଛି ବୃନ୍ଦାବନ ପ୍ୟାଲେସ

ପାରଳାଖେମୁଣ୍ଡି, ୨୮ା୧୨ (ଗିରିଧାରୀ ପରିଛା)ଗଜପତି ଜିଲାରେ ରାଜବଂଶର କୀର୍ତ୍ତି ବହନ କରୁଥିବା ବୃନ୍ଦାବନ ପ୍ୟାଲେସ ବା ବସନ୍ତ ନିବାସ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ। ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ରହିଛି ମହାରାଜା ଗୌରଚନ୍ଦ୍ର ଗଜପତି ଓ ତାଙ୍କ ପୁତ୍ର କୃଷ୍ଣଚନ୍ଦ୍ର...

ଆଜି ଭାଜପାର ୬ ଘଣ୍ଟିଆ ରାୟଗଡ଼ା ବନ୍ଦ ଡାକରା

ରାୟଗଡ଼ା,୨୮।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ଚନ୍ଦ୍ରପୁରରେ ଅର୍ଦ୍ଧଦଗ୍ଧ ଅବସ୍ଥାରେ ମିଳିଥିବା ଯୁବତୀଙ୍କ ମୃତଦେହ ଘଟଣାକୁ ନେଇ ପୋଲିସ ପ୍ରଶାସନ ଓ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି ଭାଜପା ଜିଲା ମହିଳା ମୋର୍ଚ୍ଚା । ଏ ନେଇ ଏକ ଖବରଦାତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri