ରାଜ୍ୟ

ବ୍ୟାପିପାରେ ଘାତକ ଲମ୍ପି ସ୍କିନ୍‌ ରୋଗ; ରାଜ୍ୟ ସରକାରଙ୍କ ପକ୍ଷରୁ ଖୋଲିଲା କଣ୍ଟ୍ରୋଲ ରୁମ୍‌

ଭୁବନେଶ୍ୱର,୧୭।୯(ବ୍ୟୁରୋ): ବିଭିନ୍ନ ରାଜ୍ୟରେ କାୟା ବିସ୍ତାର କରିଥିବା ଘାତକ ଲମ୍ପି ସ୍କିନ(ଚର୍ମ ବିଣ୍ଡି) ରୋଗ ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଶନିବାରଠାରୁ ପଡୋଶୀ ଦୁଇ ରାଜ୍ୟ ପଶ୍ଚିମବଙ୍ଗ ଏବଂ ଆନ୍ଧ୍ରପ୍ରଦେଶର ସୀମାକୁ ଲାଗିଥିବା ଗୋରୁ ହାଟ ବନ୍ଦ…

କରୋନା ଆମକୁ ଆଧୁନିକ କରିଛି: ସିଜେଆଇ…

ନୂଆଦିଲ୍ଲୀ, ୧୭।୯ : ପ୍ରଧାନ ବିଚାରପତି ୟୁ ୟୁ ଲଲିତ ଶନିବାର ଓଡିଶାର ୩୦ ଟି ଜିଲ୍ଲାରେ କାଗଜବିହୀନ କୋର୍ଟର ଉଦଘାଟନ କରିଛନ୍ତି। ଏହି ଅବସରରେ ତାଙ୍କ ସମ୍ବୋଧନରେ ସେ କହିଛନ୍ତି ଯେ କରୋନା ମହାମାରୀ ଆମକୁ ଅନେକ କିଛି ଶିକ୍ଷା…

କମ୍ପାନୀ ବସ୍‌-ହାଇଓ୍ବା ଧକ୍କା: ମୃତକଙ୍କ ସଂଖ୍ୟା ୮କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ,୧୭ା୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ ପାଓ୍ବାର ହାଉସ୍‌ ନିକଟରେ ଶୁକ୍ରବାର ସମ୍ବଲପୁର ଜିଲା ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ ନଂ ବସ୍‌କୁ ଏକ କୋଇଲା ବୋଝେଇ ହାଇଓ୍ବା ଧକ୍କା ଦେଇଥିଲା। ଏହି ବସ୍‌ରେ ୫୦ରୁ ଅଧିକ…

ବଜ୍ରକାପ୍ତା ବିକ୍ରି ବେଳେ ଉଦ୍ଧାର: ୮ ଗିରଫ

ମାଲକାନଗିରି,୧୭।୯(ଡି.ଏନ୍‌.ଏ): ମାଲକାନଗିରି ଜିଲା କାଲିମେଳା ବନାଞ୍ଚଳ ଅଧୀନ ପୋଟେରୁ ଅଞ୍ଚଳରୁ ବନବିଭାଗ ଶନିବାର ଏକ ବଜ୍ରକାପ୍ତା ଉଦ୍ଧାର କରିଛି। ଉକ୍ତ ଘଟଣାରେ ସମ୍ପୃକ୍ତ ୮ ଜଣ ଅଭିଯୁକ୍ତଙ୍କୁ ପୋଲିସ୍‌ ଗିରଫ କରିଛି। ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରିରୁ କାଲିମେଳାକୁ ସଂଯୋଗ କରୁଥିବା…

ଚାକିରି ଦେବା ନାଁରେ ଟଙ୍କା ଲୁଟ୍‌, ୪ ନକଲି ନାଭାଲ ଅଫିସରଙ୍କୁ ଧରିଲା ପୋଲିସ

ଗଜପତି,୧୭।୯(ଡି.ଏନ୍‌,ଏ.): ପାରଳାଖେମୁଣ୍ଡି ପୋଲିସ କବ୍‌ଜାରେ ନକଲି ନାଭାଲ ଅଫିସର ଟିମ୍‌ । ଚାକିରି ଦେବା ନାଁରେ ଲକ୍ଷାଧିକ ଟଙ୍କା ଠକି ନେଇଥିବା ଅଭିଯୋଗକୁ ଭିତ୍ତି କରି ପାରଳାଖେମୁଣ୍ଡି ପୋଲିସ ଶନିବାର ବିଶାଖାପାଟଣାରୁ ମୁଖ୍ୟ ଅଭିଯୁକ୍ତଙ୍କ ସହ ୪ଜଣଙ୍କୁ ଧରିବାରେ ସଫଳ ହୋଇଛି।…

ଭାଙ୍ଗିଲା ଲେଡି ଡନ୍‌ ରଞ୍ଜୁଙ୍କ ଘର

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଲେଡି ଡନ୍‌ ତଥା ଡ୍ରଗ୍ସ ବେପାରୀ ରଞ୍ଜୁଙ୍କ ଭୁବନେଶ୍ୱର ନାରାୟଣବସ୍ତିରେ ଥିବା ଘରକୁ ପୋଲିସ ଶନିବାର ଭାଙ୍ଗି ଦେଇଛି। ସୂଚନାଯୋଗ୍ୟ, ରଞ୍ଜୁ ଓ ତାଙ୍କ ସହଯୋଗୀ ମିଶି ସୁବ୍ରତ ରାଓ ଓରଫ ଚନ୍ଦୁଙ୍କୁ ହତ୍ୟା କରିଛନ୍ତି ବୋଲି ତାଙ୍କ ଭଉଣୀ…

୨୪ ଘଣ୍ଟାରେ ରାଜ୍ୟରୁ ୨୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୨୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬ ଜଣ ଚିହ୍ନଟ ହୋଇଥିବା ବେଳେ ୯୭ ଜଣ ଲୋକାଲ କେସ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍‌ ବୟସର ପିଲା ୩୪…

ପବିତ୍ର ବିଶ୍ୱକର୍ମା ପୂଜାରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଆଜି ହେଉଛ ପବିତ୍ର ବିଶ୍ୱକର୍ମା ପୂଜା। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍‌ ମାଧ୍ୟମରେ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ପବିତ୍ର ବିଶ୍ୱକର୍ମା ପୂଜା ଅବସରରେ ସଭିଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା।…

କମ୍ପାନୀ ବସ୍‌ -ହାଇଓ୍ବା ଧକ୍କା: ମୃତ୍ୟ ସଂଖ୍ୟା ୭କୁ ବୃଦ୍ଧି

ଝାରସୁଗୁଡ଼ା ଅଫିସ୍‌,୧୭।୯: ଝାରସୁଗୁଡ଼ା ଜିଲା ସଦର ଥାନା ବାଇପାସ୍‌ ପାଓ୍ବାର ହାଉସ୍‌ ନିଖିଳଢାବା ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲାର ଠେଲକୁଲିସ୍ଥିତ ଭୂଷଣ ଜେଏସ୍‌ଡବ୍ଲ୍ୟୁ କମ୍ପାନୀର ୧୫ନଂ. ବସ୍‌କୁ କୋଇଲା ବୋଝେଇ ହାଇଓ୍ବା ଧକ୍କା…

ମୋଦିଙ୍କ ଜନ୍ମଦିନରୁ ଅକ୍ଟୋବର ୨ ‘ସେବାପକ୍ଷ’ପାଳିବ ଭାଜପା

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ନିର୍ଦ୍ଦେଶ କ୍ରମେ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୨ ଗାନ୍ଧୀ ଜୟନ୍ତୀ ପର୍ଯ୍ୟନ୍ତ ୧୫ ଦିନ ଧରି ଭାଜପା ପକ୍ଷରୁ ‘ସେବାପକ୍ଷ’ ପାଳନ କରାଯିବ। ଏଥିପାଇଁ ସମଗ୍ର…

୨ ଦିନିଆ ଓଡ଼ିଶା ଗସ୍ତରେ ଦିଗ୍‌ବିଜୟ, ଜୟରାମ

ଭୁବନେଶ୍ୱର,୧୭।୯(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ପକ୍ଷରୁ ଆରମ୍ଭ କରାଯାଇଥିବା ଭାରତ ଯୋଡ଼ୋ କାର୍ଯ୍ୟକ୍ରମ ପ୍ରସ୍ତୁତିକୁ ତଦାରଖ କରିବା ସହ ରାଜ୍ୟରେ କଂଗ୍ରେସର ସ୍ଥିତି ପରଖିବାକୁ ବରିଷ୍ଠ କଂଗ୍ରେସ ନେତା ତଥା ମଧ୍ୟପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଦିଗ୍‌ବିଜୟ ସିଂ, ଏମ୍‌ପି ଜୟରାମ…

ବାଲୁକାକଳାରେ ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା

ପୁରୀ ଅଫିସ,୧୭।୯: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୨ତମ ଜନ୍ମଦିନ। ଏହି ଅବସରରେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ବିଶେଷ କରି ଏହି ବାଲୁକାକଳାରେ ୧୨୧୩ଟି ମାଟି ଚା କପ ବ୍ୟବହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?