ରାଜ୍ୟ

ନଭେମ୍ବର ୭ରୁ କଳିଙ୍ଗ ବାଲିଯାତ୍ରା

ପାରାଦୀପ,୧୬ା୯(ସ୍ବ.ପ୍ର.): ପାରାଦୀପର ବେଳାଭୂମି ବିଜୁ ମୈଦାନରେ ଚଳିତ ବର୍ଷ କଳିଙ୍ଗ ବାଲିଯାତ୍ରା ମହୋତ୍ସବ ନଭେମ୍ବର ୭ରୁ ୧୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସାତଦିନ ଧରି ଏହି ଉତ୍ସବ ପାଳନ କରାଯିବ। ଏ ନେଇ ଗୁରୁବାର ସାରେ ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ…

ପାନୀୟଜଳ, ଆଲୋକ ବ୍ୟବସ୍ଥା ନାହିଁ

ବୋଲଗଡ଼,୧୬ା୯(ଡି.ଏନ୍‌.ଏ.): ପୂର୍ବତଟ ରେଳପଥ ଅଧୀନ ବୋଲଗଡ଼ ରେଲଓ୍ବେ ଷ୍ଟେଶନରେ ପାନୀୟଜଳ ଏବଂ ଆଲୋକୀକରଣ ବ୍ୟବସ୍ଥା ନ ଥିବାରୁ ଯାତ୍ରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଯାହାକୁ ନେଇ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି। ଏହି ଷ୍ଟେଶନ ପୂର୍ବରୁ ବୋଲଗଡ଼…

ବାୟୋମାଇନିଂ ମେଶିନ ସ୍ଥାପନ ପାଇଁ ସ୍ଥାନ ଚିହ୍ନଟ

ଭୁବନେଶ୍ୱର, ୧୬।୯ (ବ୍ୟୁରୋ): ବହୁ ବୁଝାଶୁଝା ଓ ସରକାରଙ୍କ ହସ୍ତକ୍ଷେପ ପରେ ଦାରୁଠେଙ୍ଗବାସୀ ଭୁଆସୁଣୀରେ ଅଳିଆ ପକାଇବାକୁ ସୁଯୋଗ ଦେଇଥିବାରୁ ଏବେ କୌଣସି ଭୁଲ୍‌ କରିବାକୁ ଚାହୁଁନି ବିଏମ୍‌ସି। ତେଣୁ ଦାରୁଠେଙ୍ଗବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ରକ୍ଷା ପାଇଁ ପଦକ୍ଷେପକୁ ଗୁରୁତ୍ୱ ଦେଉଛି।…

ସିଲ୍‌ ସତ୍ତ୍ୱେ ଚାଲିଲା ହୋଟେଲ

ଭୁବନେଶ୍ୱର,୧୬।୯ (ବ୍ୟୁରୋ): ଅସ୍ବାସ୍ଥ୍ୟକର ପରିବେଶ ଓ ଖରାପ ମାନର ଖାଦ୍ୟା ପ୍ରଦାନ ଅଭିଯୋଗରେ ବିଏମ୍‌ସି ପକ୍ଷରୁ ଦୂରଦର୍ଶନ କେନ୍ଦ୍ର ନିକଟରେ ଥିବା କିଶୋର ଭାଇନା ପ୍ରସିଦ୍ଧ ମଟନ ହୋଟେଲ୍‌କୁ ସିଲ୍‌ କରାଯାଇଥିଲା। ବୁଧବାର ସିଲ୍‌ କରାଯାଇଥିଲେ ବି ଗୁରୁବାର ସକାଳୁ ସ୍ବାଭାବିକ…

୫୦୦୦କୋଟିର ପୁଞ୍ଜିନିବେଶ କରିବ ଟାଟା ପାଓ୍ବାର

ଭୁବନେଶ୍ୱର,୧୬।୯:ଓଡ଼ିଶାରେ ଉତ୍ତମ ବିଦ୍ୟୁତ୍‌ ସେବା ପ୍ରଦାନ କରିବା ଲକ୍ଷ୍ୟରେ ଓଡ଼ିଶା ସରକାର ଓ ଟାଟା ପାଓ୍ବାର ମଧ୍ୟରେ ଏକ ରାଜିନାମା ସ୍ବାକ୍ଷର ହୋଇଛି। ଉକ୍ତ ରାଜିନାମା ଅନୁଯାୟୀ ଟାଟା ପାଓ୍ବାର ଓଡ଼ିଶାର ଡିସ୍‌କମ୍‌ଗୁଡ଼ିକୁ ଅଧିଗ୍ରହଣ କରିବା ପରଠାରୁ ବିଭିନ୍ନ ପଦକ୍ଷେପ ଗ୍ରହଣ…

ପୂଜା ପାଇଁ ସିଆଲଦା-ପୁରୀ ସ୍ପେଶାଲ ଟ୍ରେନ ଚାଲିବ

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପାର୍ବଣ ଋତୁରେ ଯାତ୍ରୀମାନଙ୍କ ଭିଡକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ପକ୍ଷରୁ ସିଆଲଦା ଓ ପୁରୀ ମଧ୍ୟରେ ପୂଜା ସ୍ପେଶାଲ ଟ୍ରେନ ଚଲାଇବା ପାଇଁ ବ୍ୟବସ୍ଥା ହୋଇଛି। ସିଆଲଦା-ପୁରୀ ପୂଜା ସ୍ପେଶାଲ ଟ୍ରେନ ନମ୍ବର ୦୩୧୦୧ ଅକ୍ଟୋବର ୧ରୁ ୨୯…

ଓଏସ୍‌ସିପିସିଆର୍‌ ଅଫିସ୍‌ ଆଗରେ ବସିଲେ ମା’

ଭୁବନେଶ୍ୱର,୧୬।୯ (ବ୍ୟୁରେ):ବହୁ ଚର୍ଚ୍ଚିତ ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗ୍ରାମର ଲକ୍ଷ୍ମଣ ନାୟକ ଓ ମୋନାଲିସା ନାୟକଙ୍କ ୨ ବର୍ଷର ଶିଶୁକନ୍ୟା ଶୁଭଲକ୍ଷ୍ମୀ ନାୟକ ଓରଫ୍‌ ପିହୁ ନିଖୋଜ ହେବା ଘଟଣାକୁ ୨ ବର୍ଷ ପୂରିଛି। ଗାଁ ଦାଣ୍ଡରେ…

‘ଭିନ୍ନକ୍ଷମଙ୍କ ନିଯୁକ୍ତି ବୃଦ୍ଧି ପାଇଁ ଘରୋଇ ଉଦ୍ୟୋଗ ସହଯୋଗ ଲୋଡ଼ା’

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ଭିନ୍ନକ୍ଷମମାନଙ୍କ ପାଇଁ ନିଯୁକ୍ତି ଓ ଆୟକାରୀ ସୁଯୋଗଗୁଡ଼ିକର ବୃଦ୍ଧି ନିମନ୍ତେ ଘରୋଇ ଉଦ୍ୟୋଗର ସହଯୋଗ ଅତ୍ୟନ୍ତ ଲୋଡ଼ା ବୋଲି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ଅଶୋକଚନ୍ଦ୍ର ପଣ୍ଡା କହିଛନ୍ତି। ଏଥିସହିତ ଭିନ୍ନକ୍ଷମମାନଙ୍କ ଦକ୍ଷତା ବୃଦ୍ଧି ନିମନ୍ତେ ରାଜ୍ୟଗୁଡ଼ିକରେ…

ଥାନାରେ ପୋଲିସକୁ ମାଡ଼ ଘଟଣା: ଦୁଇ ମହିଳାଙ୍କ ସମେତ ୭ ଗିରଫ

ପାରଳାଖେମୁଣ୍ଡି/ଆର୍‌.ଉଦୟଗିରି,୧୬ା୯(ଡି.ଏନ.ଏ.): ଗଜପତି ଜିଲା ମୋହନା ବ୍ଲକ ଅଡ଼ବା ଥାନା ରେ ଭଙ୍ଗାରୁଜା ସହ ପୋଲିସକୁ ମାଡ଼ ମାରିବା ଘଟଣାରେ ଦୁଇ ମହିଳାଙ୍କ ସମେତ ୭ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି। ସେମାନେ ହେଲେ ଝରଣାପୁର ଗ୍ରାମର ପରୀ ଭୂୟାଁ (୪୫), ରେଙ୍ଗି…

ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ ନ ଲଗାଇଲେ ୫ରୁ ୧୦ ହଜାର ଜରିମାନା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ହାଇ ସିକ୍ୟୁରିଟି ରେଜିଷ୍ଟ୍ରେଶନ ପ୍ଲେଟ୍‌ (ଏଚ୍‌ଏସ୍‌ଆର୍‌ପି) ନ ଲଗାଇଥିଲେ ଜରିମାନା ଗଣିବାକୁ ହେବ । ଯେଉଁ ଯାନବାହନର ଶେଷ ନମ୍ବର ୧,୨,୩, ୪ ହୋଇଥିବ ଏବଂ ସେମାନେ ଯଦି ସେପ୍ଟେମ୍ବର ୩୦ ସୁଦ୍ଧା ଏଚ୍‌ଏସ୍‌ଆର୍‌ପି ଲଗାଇ ନ ଥିବେ ତେବେ…

ବଢୁଛି ଇ-ଯାନ ଚାହିଦା

ଭୁବନେଶ୍ୱର,୧୬ା୯(ବ୍ୟୁରୋ): ପେଟ୍ରୋଲ ଓ ଡିଜେଲ ଦର ହୁ ହୁ ହୋଇ ବଢୁଛି। ତୈଳ ଦର ବୃଦ୍ଧି ଯୋଗୁ ଲୋକମାନେ ଇ-ଯାନ କ୍ରୟ ପ୍ରତି ଆଗ୍ରହ ଦେଖାଉଛନ୍ତି। ସହରାଞ୍ଚଳ ପ୍ରଦୂଷଣ ହ୍ରାସ କରିବା ପାଇଁ ରାଜ୍ୟ ସରକାର ମଧ୍ୟ ଇ- ଯାନକୁ ପ୍ରୋତ୍ସାହନ…

ପଥଚାରୀଙ୍କ ପାଇଁ ରାଜ୍ୟ, ଜାତୀୟ ରାଜପଥରେ ହେବ ସ୍ବତନ୍ତ୍ର ଟ୍ରାକ୍‌

ଭୁବନେଶ୍ବର,୧୬ା୯(ବ୍ୟୁରୋ):ଜାତୀୟ ରାଜପଥ ଓ ରାଜ୍ୟ ରାଜପଥରେ ରହିବ ସ୍ବତନ୍ତ୍ର ଟ୍ରାକ୍‌, ଯେଉଁଥିରେ କେବଳ ପଥଚାରୀ ଚାଲିବେ। ଠିକ୍‌ ସେମିତି ସାଇକେଲ ଚାଳକଙ୍କ ପାଇଁ ମଧ୍ୟ ସ୍ବତନ୍ତ୍ର ଟ୍ରାକ୍‌ ରହିବ। ହେଲେ ସେହି ରାସ୍ତାରେ ଯାନବାହନ ଯାଇପାରିବ ନାହିଁ। ରାଜ୍ୟର ସବୁ ସଡ଼କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?