ଦମ୍ପତିଙ୍କୁ ତାଲା ପକାଇ ଲୁଟିନେଲେ ସୁନା, ନଗଦ ୧୨ ଲକ୍ଷ ଟଙ୍କା
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜଧାନୀ ଉପକଣ୍ଠରେ ବଡ଼ ଧରଣର ଡକାୟତି ହୋଇଛି। ଦମ୍ପତିଙ୍କୁ ତାଲା ପକାଇ ଅଧାକିଲୋ ସୁନା, ୧୨ ଲକ୍ଷ ଟଙ୍କା ଲୁଟିଥିବା ନେଇ ଅଭିଯୋଗ ହୋଇଛି। ଚନ୍ଦକା ଥାନା ହରିପୁର ଗାଁର ଘର ମାଲିକ ତଥା ଅବସରପ୍ରାପ୍ତ କିରାଣି ସତ୍ୟନାରାୟଣ ମିଶ୍ର…
ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି
ପଟ୍ଟାମୁଣ୍ଡାଇ,୨୭ା୬(ସ୍ବ.ପ୍ର.): ପ୍ରାୟ ୨ କୋଟି ଟଙ୍କା ବ୍ୟୟ ଅଟ୍ଟକଳରେ ପଟ୍ଟାମୁଣ୍ଡାଇ କଲେଜ ପରିସରରେ ନିର୍ମାଣ ହୋଇଥିବା ୧୦୦ ଶଯ୍ୟା ବିଶିଷ୍ଟ ଓବିସି ହଷ୍ଟେଲ ଫାଟକରେ ତାଲା ଝୁଲୁଛି।ନବନିର୍ମିତ ୩ ମହଲା ବିଶିଷ୍ଟ ଏହି ଓବିସି ହଷ୍ଟେଲରେ ଲଗାଯାଇଥିବା ଲକ୍ଷାଧିକ ଟଙ୍କାର ଆକ୍ୱାଗାର୍ଡ…
ବିନା ସୁରକ୍ଷାରେ ୬୩ ଘାଟରେ ନୌକା ଚାଳନା
କେନ୍ଦ୍ରାପଡ଼ା ଅଫିସ,୨୭ା୬: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ତାଳଚୁଆ ଥାନା ଅଞ୍ଚଳର ଏକ ମାଛଧରା ଟ୍ରଲର ଗତ ୧୬ ତାରିଖରେ ବୁଡ଼ିଗଲା। ଏଥିରେ ୧୨ ଜଣ ଉଦ୍ଧାର ହୋଇଥିଲେ ମଧ୍ୟ ଜଣେ ଅଦ୍ୟାବଧି ନିଖୋଜ ଅଛନ୍ତି। ୨୦୨୦ ଜୁନ୍ ୧୯ରେ ମହାକାଳପଡ଼ା…
୨୮ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୨୭।୬(ବ୍ୟୁରୋ): ରାଜ୍ୟରେ ମୌସୁମୀ ପ୍ରବେଶ କରିବା ପରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ତେବେ ମଙ୍ଗଳବାରଠାରୁ ପ୍ରବଳ ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ମଙ୍ଗଳବାର ଝାରସୁଗୁଡ଼ା, ସୁନ୍ଦରଗଡ଼,…
ରାଜ୍ୟରେ ବଢ଼ିଚାଲିଛି କରୋନା, ଆଜି ୬୯ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୬୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୯,୩୨୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୪୨ ଜଣ ଚିହ୍ନଟ ହୋଇଥିବା…
ମାନସିକସ୍ଥିତି ହରାଇ ଶିକୁଳିରେ ବିତୁଛି ଜୀବନ
କୁଜଙ୍ଗ,୨୭ା୬(ଡି.ଏନ୍.ଏ.): ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମାନସିକ ସ୍ଥିତି ହରାଇବା ପରେ ବାରମ୍ବାର ଆତ୍ମହତ୍ୟା ଉଦ୍ୟମ କରିବାରୁ ଓ ଘର ଛାଡି ପଳାଇବାକୁ ଉଦ୍ୟମ କରିବାକୁ ଜଣେ ଯୁବକଙ୍କୁ ମା’ ବାପା ଶିକୁଳିରେ ବାଧ୍ୟିବାକୁ ବାଧ୍ୟ ହୋଇଛନ୍ତି। ଅର୍ଥ ଅଭାବକରୁ ତାଙ୍କ ଚିକିତ୍ସା…
ରାସ୍ତା କାର୍ଯ୍ୟ ନିମ୍ନମାନର ଅଭିଯୋଗ
ବରୀ,୨୭ା୬(ଡି.ଏନ.ଏ.): ଭୌଗୋଳିକ ଦୃଷ୍ଟିକୋଣରୁ ବରୀ ବ୍ଲକ୍କୁ ଦୁଇ ଭାଗ କରିଛି ବ୍ରାହ୍ମଣୀ ନଦୀ। ଏହି ନଦୀର ବାମପାର୍ଶ୍ୱରେ ୧୬ଟି ପଞ୍ଚାୟତ ସହିତ ବରୀ ରାମଚନ୍ଦ୍ରପୁର ଥାନା, ତହସିଲ, ବ୍ଲକ୍, ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ଦମକଳ କେନ୍ଦ୍ର ଓ କଲେଜ ରହିଛି। ଫଳରେ ବିଭିନ୍ନ…
ଜିଲାପାଳଙ୍କ ନାଁରେ ଜାଲ୍ ଆକାଉଣ୍ଟ
କଟକ ଅଫିସ,୨୭ା୬: ସାଇବର ଠକଙ୍କ ଉତ୍ପାତ ଦିନକୁ ଦିନ ବଢିବାରେ ଲାଗିଛି। ସାଧାରଣ ବ୍ୟକ୍ତିଙ୍କଠାରୁ ଆରମ୍ଭ କରି ଉଚ୍ଚପଦସ୍ଥ ଅଧିକାରୀଙ୍କୁ ସେମାନେ ଛାଡୁନାହାନ୍ତି। ବିଶେଷକରି ସୋସିଆଲ ମିଡିଆରେ ଉଚ୍ଚପଦସ୍ଥ ଅଧିକାରୀଙ୍କ ନାଁରେ ଆକାଉଣ୍ଟ ଖୋଲି ଲୋକଙ୍କଠାରୁ ଟଙ୍କା ଆଦାୟ ଓ ତଥ୍ୟ…
ବସ୍ ଧର୍ମଘଟ ନେଇ ଆଜି ଘୋଷଣା
ଭୁବନେଶ୍ୱର,୨୭ା୬(ବ୍ୟୁରୋ): ୧୦ ଦଫା ଦାବି ନେଇ ଆସନ୍ତା ୧ରୁ ଘରୋଇ ବସ୍ ମାଲିକ ସଂଘ ଧର୍ମଘଟ ଡାକରା ଦେଇଛନ୍ତି। ତେବେ ସେହିଦିନ ରଥଯାତ୍ରା ଥିବାରୁ ଧର୍ମଘଟ ହେଲେ ପରିସ୍ଥିତି ବିଗିଡ଼ିବାର ଆଶଙ୍କା ରହିଛି। ତେଣୁ ଘରୋଇ ବସ୍ ମାଲିକ ସଂଘ ସହ…
ଥାନାଧିକାରୀ, ଡିସିଓଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ସୁପାରିସ
କଟକ ସଦର,୨୭ା୬(ଡି.ଏନ୍.ଏ.): ପୋଲିସଠାରୁ ନ୍ୟାୟ ନ ପାଇ କଟକ ଜିଲା କିଶନନଗର ଥାନା ପରିସରରେ ଗତ ଗୁରୁବାର ସ୍ଥାନୀୟ ସାଇକୋରୁଆ ଗ୍ରାମର ଗୁଣନିଧି ବିଶୋୟୀ ଦେହରେ କିରୋସିନ ଢାଳି ନିଅଁା ଲଗାଇ ଦେଇଥିଲେ। ସଙ୍କଟାପନ୍ନ ଅବସ୍ଥାରେ କଟକ ଅଶ୍ୱିନୀ ହସ୍ପିଟାଲରେ ଭର୍ତ୍ତି…
୪ ରାଜ୍ୟ ମଧ୍ୟରେ ଓଡ଼ିଆ ଛାତ୍ର ଟପ୍ପର
ବିଞ୍ଝାରପୁର,୨୭ା୬(ଡି.ଏନ୍.ଏ.): ସାଧାରଣ ଆଇନ ପ୍ରବେଶିକା ପରୀକ୍ଷା (ସିଏଲ୍ଏଟି) ୨୦୨୨ରେ ଓଡ଼ିଆ ଛାତ୍ର ଅନମୋଲ ସାଇ ଓଡ଼ିଶାର ଟେକ ରଖିଛନ୍ତି। ସେ ଓଡ଼ିଶା, ଛତିଶଗଡ଼, ଝାଡ଼ଖଣ୍ଡ ଓ ବିହାର ଆଦି ୪ ରାଜ୍ୟରେ ଟପ୍ପର ହୋଇଥିବାବେଳେ ଜାତୀୟ ସ୍ତରରେ ୩୯ ର଼୍ୟାଙ୍କରେ ରହିଛନ୍ତି।…
‘ମୂଳ ପୀଠକୁ ଅଗ୍ରାଧିକାର ଦିଆଯାଉ’
ପୁରୀ ଅଫିସ,୨୭ା୬: ସମ୍ପ୍ରତି ରଥର ଉଚ୍ଚତାକୁ ନେଇ ପ୍ରତିଯୋଗିତା ଚାଲିଛି। ଗିନିଜ୍ ବୁକ୍ ଅଫ୍ ରେକଡର୍ସରେ କେନ୍ଦୁଝରର ରଥକୁ ସର୍ବୋଚ୍ଚ ମାନ୍ୟତା ମିଳିଛି। ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ପୁରୀ ଘୋଷଯାତ୍ରା ପାଇଁ ନିର୍ମାଣ ହେଉଥିବା ରଥଠାରୁ ଉଚ୍ଚ ରଥ ନିର୍ମାଣ କରାଯିବା ଉଚିତ…
Archives


