ରାଜ୍ୟ

କୋଟିଏ ଟଙ୍କାର ବ୍ରାଉନସୁଗାର ଜବତ: ୪ ଗିରଫ

ଖୋର୍ଦ୍ଧା ଅଫିସ,୨୬ା୬: ଖୋର୍ଦ୍ଧାରେ ବ୍ରାଉନସୁଗାର କାରବାର ବଢ଼ିବାରେ ଲାଗିଛି। ବାରମ୍ବାର ଚଢ଼ାଉ ସତ୍ତ୍ବେ କୌଣସି ଫରକ ପଡୁନି। କୋଲକାତା, ବାଲେଶ୍ବର, ଜଳେଶ୍ୱର ପ୍ରଭୃତି ଅଞ୍ଚଳରୁ ବିଭିନ୍ନ ଗଳାବାଟ ଦେଇ ଏଠାରେ ପହଞ୍ଚୁଛି। ଏଠାରୁ ପଡ଼ୋଶୀ ଜିଲା ସମେତ ଗ୍ରାମାଞ୍ଚଳକୁ ପଠାଯାଉଛି। ଗୁଇନ୍ଦା…

ପୁଡୁଚେରୀରେ ମହକିଲା କୋରାପୁଟ ବ୍ରାଉନ ଭ୍ୟାଲି କଫି

କୋରାପୁଟ,୨୬।୬(ସ୍ବ.ପ୍ର.): କୋରାପୁଟ କଫିର ଚାହିଦା ସାରା ବିଶ୍ୱରେ ଦିନକୁ ଦିନ ବୃଦ୍ଧିପାଉଛି ା ଏହାକୁ ପ୍ରମାଣିତ କରିିଛି ଅର୍ନ୍ତଜାତୀୟ ସଂସ୍ଥା ଆମାଜାନ। ଆମାଜାନ କିଛି ମାସ ତଳେ ଏହାର ମାର୍କେଟିଂ ଦାୟିତ୍ୱ ନେଇଥିଲା। ଏବେ ପୁଣି ଭାରତର ପଡୁଚେରି ଆରୋଭିଲରେ ଥିବା ‘କଫି…

ଖୁବ୍‌ଶୀଘ୍ର ବଦଳିବେ ବିରୋଧୀ ଦଳ ନେତା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଖୁବଶୀଘ୍ର ବଦଳିବେ ବିରୋଧୀ ଦଳ ନେତା। ବିଧାନସଭା ଅଧିବେଶନ ପୂର୍ବରୁ ବିରୋଧୀ ଦଳ ନେତା ବଦଳିପାରନ୍ତି। ଏନେଇ ଭାଜପା ବିଧାୟକମାନେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସହ ରାଜ୍ୟ ସଭାପତିଙ୍କୁ ପ୍ରସ୍ତାବ ଦେଇଥିବା ନେଇ ବିଧାୟକ କୁସୁମ ଟେଟେ ସୂଚନା…

ଆଜିଠୁ ଜେଇଇ ମେନ୍‌ ପରୀକ୍ଷା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଆଜି ଜେଇଇ ମେନ୍‌-ପରୀକ୍ଷା। ଓଡ଼ିଶାର ୨୪ଟି ସହରରେ ଏହି ପରୀକ୍ଷା ହେଉଛି। ୩୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ୨୦୨୨ ଶିକ୍ଷାବର୍ଷରେ ଇଞ୍ଜିନିୟରିଂ ପାଠ୍ୟକ୍ରମରେ ନାମଲେଖା ଲାଗି ଜେଇଇ ମେନ ପରୀକ୍ଷା ଚାଲିଛି । ଆସନ୍ତା ୨୯ ତାରିଖ…

୨୭ରୁ ଡିପ୍ଲୋମା ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟର ବିଭିନ୍ନ ପଲିଟେକ୍‌ନିକ୍‌ ଏବଂ ଡିପ୍ଲୋମା କଲେଜରେ ୨୦୨୨-୨୩ ଶିକ୍ଷାବର୍ଷରେ ଡିପ୍ଲୋମା କୋର୍ସରେ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଛାତ୍ରୀଛାତ୍ରମାନେ ଆସନ୍ତା ୨୭ ତାରିଖରୁ ଜୁଲାଇ ୨୩ ପର୍ଯ୍ୟନ୍ତ ଷ୍ଟୁଡେଣ୍ଟ ଏକାଡେମିକ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ)ରେ ଆବେଦନ…

ଅନବସର ଦର୍ଶନ ଲାଗି ଅଲାରନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼

ବ୍ରହ୍ମଗିରି,୨୬।୬(ଡି.ଏନ୍‌.ଏ.): ଆଜି ଦ୍ୱାଦଶ ଦିନରେ ପହଞ୍ଚିଛି ମହାପ୍ରଭୁ ଶ୍ରୀ ଅଲାରନାଥଙ୍କ ଅନବସର ଦର୍ଶନ। ଅଲାରନାଥଙ୍କ ଅନବସର ଦର୍ଶନକୁ ଆଉ ମାତ୍ର ୨ ଦିନ ଥିବା ବେଳେ ଭକ୍ତଙ୍କ ଭିଡ ଦେଖିବାକୁ ମିଳିଛି। ରବିବାର ଛୁଟିଦିନ ଥିବା ହେତୁ ଚତୁର୍ଭୁଜ ନାରାୟଣ ରୂପରେ…

ପୁଣି ରାଜ୍ୟରେ ୬୮ କରୋନା ପଜିଟିଭ୍‌ ଚିହ୍ନଟ, ଆଗରେ ଖୋର୍ଦ୍ଧା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ରବିବାର ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨ ଜଣ ପିଲା ଅଛନ୍ତି। ଚିହ୍ନଟ କରୋନା ଆକ୍ରାନ୍ତ ମଧ୍ୟରୁ ୪୦ ଜଣ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା…

ଗଜପତିଙ୍କୁ ଜଣାଇଲେ ଦଇତାପତି

ପୁରୀ ଅଫିସ,୨୬।୬:  ଆଷାଢ ମାସ କୃଷ୍ଣପକ୍ଷ ଦ୍ୱାଦଶୀ ଶନିବାର ଅବସରରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ଜ୍ୱରରେ ପଡ଼ିଥିବା ମହାପ୍ରଭୁ ସୁସ୍ଥ ହୋଇଛନ୍ତି। ଏହି ଖବର ଶ୍ରୀନଅରରେ ଆଦ୍ୟ ସେବକ ଗଜପତି ମହାରାଜଙ୍କୁ ସୂଚନା ଦେବା ସହିତ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ପ୍ରସାଦ…

ରାଇମୋହନଙ୍କ ଘରେ ପୋଲିସର ତଦନ୍ତ

ଭୁବନେଶ୍ୱର,୨୬।୬(ବ୍ୟୁରୋ):  ଓଲିଉଡ୍‌ର ଚର୍ଚ୍ଚିତ ଖଳନାୟକ ତଥା ଲୋକପ୍ରିୟ ଅଭିନେତା ରାଇମୋହନ ପରିଡ଼ାଙ୍କ ମୃତଦେହ ଶୁକ୍ରବାର ଘରର ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ପୋଲିସ ଜବତ କରିଥିଲା। ପାରିପାର୍ଶ୍ୱିକ ସ୍ଥିତି ଓ ପ୍ରାଥମିକ ତଦନ୍ତରୁ ଏହା ଏକ ଆତ୍ମହତ୍ୟା ବୋଲି ଡିସିପି ପ୍ରତୀକ ସିଂ…

କୋର୍ଟ ପରିସରରୁ ଦୋଷୀ ସାବ୍ୟସ୍ତ ନିଶାବେପାରୀ ଚମ୍ପଟ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ନିଶା କାରବାର ମାମଲାରେ ଦଣ୍ଡିତ ହେବାପରେ ଜଣେ ଅଭିଯୁକ୍ତ ଭୁବନେଶ୍ୱର କୋର୍ଟ ପରିସରରୁ ଫେରାର ହୋଇଯାଇଛନ୍ତି। ଶନିବାର ଅପରାହ୍ନରେ ଏହି ଘଟଣା ଘଟିଛି। ସେ ହେଲେ ନିଶା ବେପାରୀ ବିଜୟ ମାଣିଆ। ଭୁବନେଶ୍ୱର ଅତିରିକ୍ତ ଜିଲା ଦୌରା ଜଜ୍‌ (ତୃତୀୟ)…

ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁବାଇ ଗସ୍ତ

ଭୁବନେଶ୍ୱର,୨୬।୬(ବ୍ୟୁରୋ):  ରୋମ୍‌ ଗସ୍ତ କାର୍ଯ୍ୟକ୍ରମ ଶେଷକରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଦୁବାଇରେ ପହଞ୍ଚତ୍ବେ। ୨୯ ତାରିଖରେ ମଧ୍ୟ-ପ୍ରାଚ୍ୟର ପୁଞ୍ଜିପତିମାନଙ୍କ ସହ ରାଜ୍ୟରେ ପୁଞ୍ଜି ନିବେଶ ନେଇ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଆଲୋଚନା କରିବେ। ମୁଖ୍ୟମନ୍ତ୍ରୀଙ୍କ ସହ ରାଜ୍ୟରେ ପୁଞ୍ଜି ନିବେଶ…

ଘଟଣାସ୍ଥଳରେ କେନ୍ଦ୍ରୀୟ ଟିମ୍‌ର ତଦନ୍ତ

ଭୁବନେଶ୍ୱର,୨୬।୬(ବ୍ୟୁରୋ): ଆଠଗଡ଼ ବନଖଣ୍ଡ ବଡ଼ମ୍ବା ରେଞ୍ଜରୁ ମାଟିତଳୁ ମିଳିଥିବା ୩ ହାତୀ କଙ୍କାଳ ଘଟଣାର ତଦନ୍ତ ପାଇଁ ଓଡ଼ିଶା ଆସିଛି ଓ୍ବାଇଲ୍ଡଲାଇଫ୍‌ କ୍ରାଇମ୍‌ ସେଣ୍ଟ୍ରାଲ ବ୍ୟୁରୋ(ଡବ୍ଲ୍ୟୁସିସିବି) ଟିମ୍‌। ଏଥିରେ ଡବ୍ଲ୍ୟୁସିସିବିର ଇନ୍ସପେକ୍ଟର କୌଶିକ ମଣ୍ଡଳ ଓ କନ୍‌ଷ୍ଟେବଳ ରାଜୀବ ଦୀକ୍ଷିତ ଶନିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri