ରାଜ୍ୟ

୧୮ରୁ ବଢିବ ବର୍ଷା!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଆସନ୍ତା ୧୮ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୧୮ରୁ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର…

ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ ଘଟଣା: ୨ ସସ୍‌ପେଣ୍ଡ

କୋରାପୁଟ,୧୨।୯(ସ୍ବ.ପ୍ର.): ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ ଘଟଣାରେ ୨ ଜଣଙ୍କୁ ସସ୍‌ପେଣ୍ଡ କରାଯାଇଛି। ସେମାନେ ହେଲେ ସେକ୍ସନ ଇଞ୍ଜିନିୟର ଏବଂ ଗ୍ୟାଙ୍ଗ୍‌ମ୍ୟାନ୍‌। ଏ ନେଇ ଡିଆରଏମ୍‌ ଅନୁପ ଶତପଥୀ ସୂଚନା ଦେଇଛନ୍ତି। ସୂଚନାଯୋଗ୍ୟ, କୋରାପୁଟ ଜିଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ବିଶାଖାପାଟଣାରୁ…

ରାଜ୍ୟରୁ ସୁସ୍ଥ ହେଲେ ୨୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୨୦୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ୧୩,୧୯,୫୮୮ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…

ବୁଡ଼ିଲା ପୋଲ: ଆନ୍ଧ୍ର- ଓଡିଶା ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି,୧୨।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲାରେ ୪ ଦିନ ଧରି ବର୍ଷା ଲାଗି ରହିଛି। ଲଗାଣ ବର୍ଷାରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜିଲାର ସିଲେରୁ, ସାବେରୀ, ପୋଟେରୁ ଓ କାଙ୍କୁରୁକୋଣ୍ଡା ନଦୀରେ ଜଳସ୍ତର ବିପଦ ସଙ୍କେତ ଉପରେ ରହିଛି । ମୋଟୁ ସୀମାନ୍ତଠାରୁ ଦୁଇ…

ପାସେଞ୍ଜର ଟ୍ରେନ୍‌ ଲାଇନ୍‌ଚ୍ୟୁତ: ସମସ୍ତ ଯାତ୍ରୀ ସୁରକ୍ଷିତ

କୋରାପୁଟ,୧୨।୯(ସ୍ବ.ପ୍ର.): କୋରାପୁଟ ଜିଲା ଜୟପୁର ନିକଟ ଛତ୍ରିପୁଟ ପାଖରେ ବିଶାଖାପାଟଣାରୁ ଛତିଶଗଡର କିରୋଣ୍ଡଲ ଯାଉଥିବା ପାସେଞ୍ଜର ଟ୍ରେନ୍‌ର ୪ଟି ବଗି ସୋମବାର ଅପରାହ୍ନରେ ଲାଇନ୍‌ଚ୍ୟୁତ ହୋଇଛି। ସେଥିରୁ ଗୋଟିଏ ସ୍ଲିପର କ୍ଲାସ ବଗି ହୋଇଥିବା ବେଳେ ଆଉ ୩ଟି ଜେନେରାଲ ବଗି।…

ମଙ୍ଗଳବାର ମୁମ୍ବାଇ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାରଠୁ ମୁମ୍ବାଇ ଗସ୍ତରେ ଯିବେ। ଆସନ୍ତା ୧୪ରେ ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ଓଡ଼ିଶା ଇନଭେଷ୍ଟର୍ସ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କ ସମେତ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର,…

ରାଜଧାନୀରେ ଶୋଭାପାଇବ ୧୭୮ ମେଢ଼

ଭୁବନେଶ୍ୱର,୧୨।୯(ବ୍ୟୁରୋ): ୨ ବର୍ଷ ପରେ ଭକ୍ତଙ୍କ ଗହଣରେ ପୂଜା ପାଇବେ ମା’ଦୁର୍ଗା। କରୋନା କମୁଥିବାରୁ ଏଥର ରାଜଧାନୀରେ ଜାକଜମକରେ ଦୂର୍ଗା ପୂଜା ହେବ। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ରାଜଧାନୀରେ ୧୭୮ଟି ମେଢ଼ ଶୋଭାପାଇବ। ପୂର୍ବ ଭଳି ଭସାଣି ପାଇଁ ଅସ୍ଥାୟୀ…

ଦୁର୍ବଳ ହେଲା ଅବପାତ!

ଭୁବନେଶ୍ୱର,୧୨।୯(ବ୍ୟୁରୋ): ଦକ୍ଷିଣ-ପୂର୍ବ ମଧ୍ୟପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଅବପାତ ଦୁର୍ବଳ ହୋଇ ଏକ ସୁଦୃଶଃ-ଲଘୁଚାପ କ୍ଷେତ୍ର ଭାବେ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ…

ବିଷ ପିଇଥିଲେ ଆଇଟିଆଇ ଛାତ୍ର: ଏସ୍‌ସିବିରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

କଟକ ଅଫିସ,୧୨ା୯: ବିଷ ପିଇ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଥିବା ଆଇଟିଆଇ ଛାତ୍ର ଆଶୁତୋଷ ମଲ୍ଲିକଙ୍କ ମୃତ୍ୟୁ ଘଟିଛି। ଆଶୁତୋଷ ଭଦ୍ରକର ଏକ ଘରୋଇ ଆଇଟିଆଇ କଲେଜରେ ପ୍ରଥମ ବର୍ଷ ଇଲେକ୍ଟ୍ରି ବିଭାଗର ଛାତ୍ର ଥିଲେ। ଚିକିତ୍ସାଧୀନ ଅବସ୍ଥାରେ ରବିବାର…

ଓଲଟିଲା ତୀର୍ଥଯାତ୍ରୀ ବସ୍‌

ରୂପ୍‌ସା,୧୨ା୯(ଡି.ଏନ୍‌.ଏ.): ବାଲେଶ୍ୱର ୬୦ନଂ ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ଠାରେ ସୋମବାର ଭୋର୍‌ ସମୟରେ ଏକ ତୀର୍ଥଯାତ୍ରୀ ବସ୍‌ ଓଲଟି ପଡ଼ିଛି। ଫଳରେ ୬୫ରୁ ଊର୍ଦ୍ଧ୍ୱ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିବା ବେଳେ ୫ ଜଣ ଗୁରୁତର ହୋଇଥିବା…

କାର୍ଯ୍ୟକ୍ଷମ ହେଉନି ଆଦିବାସୀ ଛାତ୍ରୀନିବାସ

ଝାରସୁଗୁଡ଼ା ଅଫିସ,୧୨ା୯: ଝାରସୁଗୁଡା ଜିଲା କୋଲାବିରା ପଞ୍ଚାୟତ ସମିତି ଡିଗ୍ରୀ କଲେଜ ପରିସରରେ ଆଦିବାସୀ କଲ୍ୟାଣ ବିଭାଗ ତରଫରୁ ୮ ଲକ୍ଷ ଟଙ୍କା ବ୍ୟୟରେ ଛାତ୍ରୀନିବାସ ନିର୍ମାଣ ହୋଇଛି। ୨୦୦୧ ମେ ୩ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଝାରସୁଗୁଡା ବିଧାୟକ ହେମାନନ୍ଦ…

କମିଲା ସଂକ୍ରମଣ: ଆଜି ରାଜ୍ୟରୁ ୧୯୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୧୨ା୯(ବ୍ୟୁରୋ): ରାଜ୍ୟରୁ ସୋମବାର ୧୯୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୩୦,୪୩୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୧୫ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?