ରାଜ୍ୟ

ନଭେମ୍ବର ୮ରୁ କଟକ ବାଲିଯାତ୍ରା

ଭୁବନେଶ୍ୱର, ୧୦ା୯(ବ୍ୟୁରୋ): ଦୁଇବର୍ଷ ପରେ ଆସନ୍ତା ନଭେମ୍ବର ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ କଟକର ବିଶ୍ୱପ୍ରସିଦ୍ଧ ବାଲିଯାତ୍ରା। ଏହାକୁ ରାଜ୍ୟସ୍ତରୀୟ ଉତ୍ସବ ଭାବେ ପାଳନ ପାଇଁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଶୁକ୍ରବାର ଲୋକସେବା ଭବନଠାରେ…

ଉତ୍ତମ ସମାରିଟାନ ନାମ ସୁପାରିସ କରିବ ପୋଲିସ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣାଜନିତ ମୃତ୍ୟୁ ବଢ଼ିଚାଲିଛି। ଦୁର୍ଘଟଣାଗ୍ରସ୍ତଙ୍କୁ ଠିକ୍‌ ସମୟରେ ଡାକ୍ତରଖାନାରେ ପହଞ୍ଚାଇବାରେ ବିଳମ୍ବ ହେଉଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଉଛି। ଦୁର୍ଘଟଣାରେ ଆହତଙ୍କୁ ସହାୟତା କରିବା ଲାଗି ଆଗେଇ ଆସୁଥିବା ବ୍ୟକ୍ତିଙ୍କୁ ଆର୍ଥିକ ପ୍ରୋତ୍ସାହନ ଦେବା ସକାଶେ ରାଜ୍ୟ…

ଓଡ଼ିଶା ରାଜନୀତି ସରଗରମ

ଭୁବନେଶ୍ବର,୧୦ା୯(ବ୍ୟୁରୋ): ଦୀର୍ଘଦିନ ଧରି ଶାସକ ବିଜେଡି ଏବଂ ବିରୋଧୀ ଭାଜପା ମଧ୍ୟରେ ରାଜନୈତିକ ଆକ୍ଷେପ ଓ ପ୍ରତି ଆକ୍ଷେପ ସେତେଟା ଦେଖିବାକୁ ମିଳୁ ନ ଥିଲା। ହେଲେ କିଛିଦିନ ହେଲା ଉଭୟ ଦଳର ଆଚରଣରେ ପରିବର୍ତ୍ତନ ଆସିଥିବା ଦେଖିବାକୁ ମିଳିଛି। ମୁଖ୍ୟମନ୍ତ୍ରୀ…

ଟେଣ୍ଟ ହାଉସ ମାଲିକ କାନ ଧରି ଭୁଲ୍‌ ମାଗିଲେ

ରୂପ୍‌ସା,୧୦ା୯(ଡି.ଏନ୍‌.ଏ.): କୋଟି କୋଟି ଓଡ଼ିଆଙ୍କ ଆରାଧ୍ୟଦେବତା ଶ୍ରୀଜଗନ୍ନାଥଙ୍କ ପ୍ରତିମାଙ୍କୁ ଏକ ପିକ୍‌ଅପ ଭ୍ୟାନ ପଛପଟେ ବାନ୍ଧି ନିଆଯିବା ଭିଡିଓ ଭାଇରାଲ ହେବା ପରେ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ବାଲେଶ୍ୱର ଜିଲା ୬୦ ନଂ. ଜାତୀୟ ରାଜପଥର ସଦର…

ଜି. ରାଜେଶ ଖଣି ନିର୍ଦ୍ଦେଶକ

ଭୁବନେଶ୍ୱର୧୦,ା୯(ବ୍ୟୁରୋ): ରାଜ୍ୟ ସରକାର ଆଇଏଫଏସ ଅଫିସର ସ୍ତରରେ ଅଦଳବଦଳ କରିଛନ୍ତି। ଏ ନେଇ ଶୁକ୍ରବାର ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ସିସିଏଫ୍‌(ନୋଡାଲ) ଜି. ରାଜେଶଙ୍କୁ ଖଣି ନିର୍ଦ୍ଦେଶକ ଭାବେ…

ଯୁକ୍ତ୨ ନାମଲେଖା ପାଇଁ ଆଉ ଥରେ ସୁଯୋଗ

ଭୁବନେଶ୍ୱର, ୧୦।୯(ବ୍ୟୁରୋ): ରାଜ୍ୟର ଉଚ୍ଚ ମାଧ୍ୟମିକ ସ୍କୁଲଗୁଡ଼ିକରେ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଶନିବାର ଶେଷ ହେଉଛି। ଏପରି ସ୍ଥିତିରେ ପ୍ରଥମ ପର୍ଯ୍ୟାୟରୁ ବଞ୍ଚତ୍ତ ଛାତ୍ରୀଛାତ୍ରଙ୍କ ପାଇଁ ରାଜ୍ୟ ସରକାର ଆଉ ଥରେ ସୁଯୋଗ ଦେଇଛନ୍ତି। ଦଶମ ବା ହାଇସ୍କୁଲ ସାର୍ଟିଫିକେଟ୍‌…

ସୂର୍ଯ୍ୟମନ୍ଦିରରୁ ବାଲିକଢ଼ାକୁ ନେଇ ସଂଶୟ

ପୁରୀ ଅଫିସ,୧୦।୯: କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ବାଲି କଢ଼ାଗଲେ ମନ୍ଦିର ସୁରକ୍ଷିତ ରହିବ କି ନାହିଁ ସେ ନେଇ ଆଶଙ୍କା ଦେଖାଦେଇଛି। ବାଲି କଢାଯିବା ପ୍ରକ୍ରିୟା ଠିକ୍‌ ଅଛି କି ନାହିଁ, ଏହାଦ୍ୱାରା ମନ୍ଦିର ଉପରେ କ’ଣ ପ୍ରଭାବ ପଡ଼ିବ ଏବଂ…

ପ୍ରଫେସର ପ୍ରଭାତ କୁମାର ରାଉଳ ହେଲେ ଓୟୁଏଟିର ନୂତନ କୁଳପତି

ଭୁବନେଶ୍ୱର,୯।୯(ବ୍ୟୁରୋ): ଓଡ଼ିଶା କୃଷି ଏବଂ ପ୍ରଯୁକ୍ତିବିଦ୍ୟା(ଓୟୁଏଟି)ର ନୂତନ କୂଳପତି ଭାବେ ପ୍ରଫେସର ପ୍ରଭାତ କୁମାର ରାଉଳଙ୍କୁ ନିଯୁକ୍ତି ମିଳିଛି। ରାଜ୍ୟପାଳ ତଥା ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳାଧିପତି ପ୍ରଫେସର ଗଣେଶୀ ଲାଲ ତିନି ବର୍ଷ ପାଇଁ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି। ତେବେ ପ୍ରଫେସର…

ଓସିଏସ୍‌ ପରୀକ୍ଷାଫଳ ପ୍ରକାଶ: କୃତକାର୍ଯ୍ୟ ହେଲେ ୭୮୫ ପରୀକ୍ଷାର୍ଥୀ

କଟକ ଅଫିସ,୯ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌)-୨୦୨୦ର ଲିଖିତ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଏଥିରେ ୭୮୫ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରେ ୨୮୭ ଜଣ ମହିଳା ରହିଛନ୍ତି। ତେବେ ପରୀକ୍ଷାର୍ଥୀମାନେ ନିଜ ପରୀକ୍ଷା ଫଳ ଓପିଏସ୍‌ସି…

୫ ହଜାର ଲେଖାଏ ଜରିମାନା ଦେବେ ବର୍ଷା-ଅନୁଭବ

କଟକ ଅଫିସ,୯ା୯: କୋର୍ଟ କାର୍ଯ୍ୟରେ ଅଯଥା ବିଳମ୍ବ କରୁଥିବା କାରଣରୁ କେନ୍ଦ୍ରାପଡା ଏମ୍‌ପି ତଥା ଅଭିନେତା ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କୁ କଟକ ପରିବାର ଅଦାଲତ ୫ ହଜାର ଟଙ୍କା ଲେଖାଏ ଜରିମାନା ଦାଖଲ କରିବା ପାଇଁ ଶୁକ୍ରବାର…

ମାଲକାନଗିରିରେ ଅଜଣା ରୋଗ: ସପ୍ତାହକରେ ଗଲାଣି ୧୧ ଜୀବନ

ମାଲକାନଗିରି/ମାଥିଲି,୯ା୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅଧୀନ ଟେମୃପାଲି ପଞ୍ଚାୟତର ହଳଦୀକୁଣ୍ଡ ଗ୍ରାମରେ ଅଜଣା ରୋଗରେ ଗତ ସପ୍ତାହକ ମଧ୍ୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ମାଥିଲି ଉପଖଣ୍ଡ ଚିକିତ୍ସାଳୟରୁ ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ସମୟରେ…

କେନ୍ଦ୍ରମନ୍ତ୍ରୀଙ୍କ ଓଡ଼ିଶା ଗସ୍ତକୁ ନେଇ ଏପରି କହିଲେ ବିଜେଡି, କଂଗ୍ରେସ

ଭୁବନେଶ୍ୱର,୯।୯(ବ୍ୟୁରୋ): ୫ କେନ୍ଦ୍ରମନ୍ତ୍ରୀ ଆଜି ଓଡ଼ିଶା ଆସୁଛନ୍ତି । ଯାହାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି । ଏତେ ସଂଖ୍ୟାରେ କେନ୍ଦ୍ରମନ୍ତ୍ରୀ ଏକକାଳୀନ ଓଡ଼ିଶା ଆସିବାକୁ ନେଇ ପ୍ରତିକ୍ରିୟା ରଖଛନ୍ତି ଉଭୟ ବିଜେଡି ଓ କଂଗ୍ରେସ । ବିଜେଡି କହିଛି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?