ରାଜ୍ୟ

‘ଝଲକ୍‌ ଦିଖ୍‌ଲା ଜା’ରେ ଦମ୍‌ ଦେଖାଇବେ ଧାବିକା ଦୂତି ଚାନ୍ଦ

ବମ୍ବେ: ଲୋକପ୍ରିୟ ରିଆଲିଟି ଶୋ’ ‘ଝଲକ୍‌ ଦିଖ୍‌ଲା ଜା-୧୦’ରେ ପ୍ରତିଯୋଗୀ ଭାବେ ନଜର ଆସିବେ ଓଡ଼ିଆ ଝିଅ ତଥା ଧାବିକା ଦୂତି ଚାନ୍ଦ। କୋରିଓଗ୍ରାଫର ରବିନାଙ୍କ ସହ ସେ ନୃତ୍ୟକଳାରେ ନିଜର ଦମ୍‌ ଦେଖାଇବେ। ପୂର୍ବରୁ ଧାବିକା ଭାବେ ଅନ୍ତର୍ଜାତୀୟସ୍ତରରେ ପ୍ରଶଂସିତ…

ଗୋଟିଏ ସ୍ଥାନରେ ଜଳିଲା ଜୁଇ

ଲୋଇସିଂହା,୯।୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ଅନ୍ତର୍ଗତ ଜଡାମୁଣ୍ଡା ସ୍କୁଲପଡାରେ ବୁଧବାର ସନ୍ଧ୍ୟାରେ ବଜ୍ରପାତରେ ଗ୍ରାମର ୩ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ ରାଜୁ ଝାଙ୍କରଙ୍କ ପୁଅ ଚନ୍ଦନ(୧୨), ପ୍ରଶାନ୍ତ ତାଣ୍ଡି(୨୭) ଓ କାହ୍ନା ମୁଣ୍ଡା(୨୦)। ଗୁରୁବାର ମୃତଦେହ…

ବ୍ରାଣ୍ଡ ନାଁରେ ନକଲି ଔଷଧ: ଚାଲିଛି ଚଢ଼ାଉ

ଭୁବନେଶ୍ୱର,୯।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ନାମୀଦାମୀ କମ୍ପାନି ନାରେ ନକଲି ଔଷଧ ବିକ୍ରି ହେଉଥିବା ଅଭିଯୋଗ । ଏହି ଅଭିଯୋଗ ପରେ ରାଜଧାନୀର ବିଭିନ୍ନ ମେଡିସିନ ଷ୍ଟୋରରେ ଡ୍ରଗ କଣ୍ଟ୍ରୋଲ ବିଭଗର ଚଢ଼ାଉ କରାଯାଇଛି । ରସୁଲଗଡ ସ୍ଥିତ ସ୍ବସ୍ତିକ ଡ୍ରଗ ହାଉସରେ…

ସଜେଇ ହେଉଛି ଉଦୟପୁର-ତାଳସାରୀ

ଭୋଗରାଇ,୯ା୯: ନୂଆ ରୂପରେ ସଜେଇ ହେଉଛି ବାଲେଶ୍ୱର ଜିଲାର ବେଳାଭୂମି ଉଦୟପୁର-ତାଳସାରୀ। ଦୀର୍ଘବର୍ଷ ଧରି ଦୃଷ୍ଟି ଆଢୁଆଳରେ ରହିଯାଇଥିବା ଏହି ବେଳାଭୂମିକୁ ଅଧିକ ସୁନ୍ଦର ଓ ଆକର୍ଷଣୀୟ କରିବାକୁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି। ଦୁବାଇ ଭଳି ସୌନ୍ଦର୍ଯ୍ୟକରଣ କରାଯିବା ସହ…

ମଶାଣି ସାଥୀ ସୁଶାନ୍ତ

ରୂପସା,୯ା୯: ପେସାରେ ଜଣେ ବାଇକ୍‌ ମେକାନିକ। ହେଲେ ସମସ୍ତେ ତାଙ୍କୁ ମଶାଣି ସାଥୀ ଭାବେ ଜାଣନ୍ତି। ଶବଦାହ ଲାଗି କେହି ତାଙ୍କୁ ଡାକନ୍ତୁ ବା ନ ଡାକନ୍ତୁ ସେ ସବୁକାମ ଛାଡ଼ି ମଶାଣିରେ ପହଞ୍ଚିଯାନ୍ତି। ସେହି ସମୟରେ ଯାହା କିଛି ଖର୍ଚ୍ଚ…

କର୍ନାଟକରେ କମାଲ କଲେ ସାଇପ୍ରକାଶ

ଭଦ୍ରକ ଅଫିସ,୯।୯: ବୟସ ମାତ୍ର ୮ ବର୍ଷ। ୩୦ରୁ ଊର୍ଦ୍ଧ୍ୱ ଯୋଗାସନରେ ମାହିର୍‌। ଆଖି ପିଛୁଳାକେ କରି ଦେଖାନ୍ତି କଷ୍ଟସାଧ୍ୟ ଯୋଗାସନ। ଯେଉଁ ଆସନ କରିବା ଯୋଗ ଗୁୁରୁମାନଙ୍କ ପକ୍ଷେ କଷ୍ଟସାଧ୍ୟ, ସେହି ଆସନ ଅତି ସହଜରେ ସେ କରିପାରନ୍ତି। ଯୋଗରେ…

୭୭ ବର୍ଷ ବୟସରେ ଆତ୍ମନିର୍ଭର

ବେତନଟୀ, ୯ା୯: ବୟସର ଅପରାହ୍ନରେ ପହଞ୍ଚି ଥିଲେ ବି ଜୀବନ ସହ ଜାରି ରଖିଛନ୍ତି ସଂଘର୍ଷ। ୭୭ ବର୍ଷ ବୟସରେ ସେ ଚଳଚଞ୍ଚଳ। ଘରକୁ ଘର ଯାଇ କ୍ଷୀର ବିକି ପେଟ ପାଇଁ ଯୋଗାଡ଼ କରୁଛନ୍ତି ଦାନା। ୩୦ବର୍ଷ ହେଲା ଏହି…

ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଗଣନା ଆରମ୍ଭ

ରାଜନଗର,୯ା୯(ଡି.ଏନ.ଏ.): ବିଶ୍ୱପ୍ରସିଦ୍ଧ ଭିତରକନିକା ଏବେ ଦେଶୀୟ ପକ୍ଷୀଙ୍କ କାକଳିରେ ଫାଟି ପଡୁଛି। ଦେଶରେ ମୌସୁମୀ ବାୟୁ ସକ୍ରିୟ ହେବା ପରଠାରୁ ଭିତରକନିକାରେ ଦେଶୀୟ ପକ୍ଷୀଙ୍କ ଭିଡ ଜମିଛି। ଭିତରକନିକାର ମଠଆଡିଆ, ଦୁର୍ଗାପ୍ରସାଦଡିଆ ଓ ଲକ୍ଷ୍ମୀପ୍ରସାଦଡିଆରେ ଦେଶୀୟ ପକ୍ଷୀ ଭିଡ ଜମାଇବା ସହ…

ରହସ୍ୟ ଘେରରେ ବ୍ଲାକ୍‌ରୋଜ ଜାହାଜ ବୁଡ଼ି ଘଟଣା

ପାରାଦୀପ,୯ା୯(ସ୍ବ.ପ୍ର.): ପାରାଦୀପ ବନ୍ଦର ପାଇଁ କଳଙ୍କିତ ଦାଗ ଛାଡି ଯାଇଥିବା ବ୍ଲାକ୍‌ରୋଜ ଜାହାଜ ବୁଡିବା ଘଟଣା ଶୁକ୍ରବାର ୧୪ ବର୍ଷରେ ପହଞ୍ଚିଛି। ସମୁଦ୍ରର ଯେଉଁ ସ୍ଥାନରେ ଜାହାଜ ବୁଡିଥିଲା ସେଠାରେ ଆଉ ଉପରିଭାଗ ଦେଖା ଯାଉନାହିଁ। ପାଣିରେ ଅଦୃଶ୍ୟ ହେବାଭଳି ଜାହାଜ…

ଡାମରପୁର ଘେରିବନ୍ଧ କାର୍ଯ୍ୟ ନିମ୍ନମାନର

ପଟ୍ଟାମୁଣ୍ଡାଇ,୯ା୯(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଜଳସମ୍ପଦ ବିଭାଗ ଅଧୀନରେ ଥିବା ୯ କିମି ବ୍ୟାପୀ ଡାମରପୁର ବନ୍ୟା ଘେରିବନ୍ଧ କାର୍ଯ୍ୟ ନିମ୍ନମାନର ହେଉଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ବନ୍ୟା ଦାଉରୁ ଡାମରପୁର, ବଳଭଦ୍ରପୁର ପଞ୍ଚାୟତକୁ ରକ୍ଷା କରିବାକୁ ୧୯୫୯ରେ ତକତ୍ାଳୀନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ…

ସକ୍ରିୟ ରହିଛି ଲଘୁଚାପ: ଜାରି ହେଲା ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୯।୯(ବ୍ୟୁରୋ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଆଗାମୀ ୩୬ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡିଶା ଉପକୁଳ ସମୁଦ୍ର ଏକ ସୁଦୃଶ ଲଘୁଚାପ କ୍ଷେତ୍ରରେ…

ଆଜି ରାଜ୍ୟରୁ ୨୫୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୫୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୯,୭୨୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୪୯ ଜଣ ଚିହ୍ନଟ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?