ରାଜ୍ୟ

ଓଡ଼ିଶାରେ ଖୁବ୍‌ଶୀଘ୍ର ଆଇଟିଏମ୍‌ଏସ୍‌

ଭୁବନେଶ୍ୱର,୯ା୯(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ଅନ୍‌ଲାଇନ ମନ୍ଦିର ଦର୍ଶନ। ଏଥିପାଇଁ ରାଜ୍ୟ ସରକାର କର୍ନାଟକ ଓ ତାମିଲନାଡୁ ଭଳି ସମନ୍ବିତ ମନ୍ଦିର ପରିଚାଳନା ବ୍ୟବସ୍ଥା (ଆଇଟିଏମ୍‌ଏସ୍‌) ପ୍ରଚଳନ କରିବେ। ଏଥିପାଇଁ ଏକ ଓ୍ବେବ୍‌ପୋର୍ଟାଲ ଓ୍ବାନ-ଷ୍ଟପ୍‌-ସପ୍‌ ବିକାଶ କରାଯିବ। ଆଇଟିଏମ୍‌ଏସ୍‌ ଜରିଆରେ…

କିସ୍‌କୁ ବିଶ୍ୱର ଶ୍ରେଷ୍ଠ ସାକ୍ଷରତା ସମ୍ମାନ

ଭୁବନେଶ୍ୱର, ୯ା୯(ବ୍ୟୁରୋ):ଆନ୍ତର୍ଜାତିକ ସାକ୍ଷରତା ଦିବସ ପାଳନ ଅବସରରେ ଭୁବନେଶ୍ୱରସ୍ଥିତ କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ୍‌ ସୋସିଆଲ ସାଇନ୍ସ(କିସ୍‌)କୁ ମିଳିଛି ବିଶ୍ୱର ଶ୍ରେଷ୍ଠ ଶିକ୍ଷା ସମ୍ମାନ। ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ନିମନ୍ତେ ଜାତିସଂଘ ପକ୍ଷରୁ କିସ୍‌କୁ ସମ୍ମାନଜନକ ୟୁନେସ୍କୋ କିଙ୍ଗ୍‌ ସିଜଙ୍ଗ୍‌ ଇଣ୍ଟରନ୍ୟାଶନାଲ…

ବନ୍ଦ ହେଲା ହୀରାକୁଦର ସମସ୍ତ ଗେଟ୍‌

ସମ୍ବଲପୁର,୮ା୯(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ଗୋଟିଏ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ କରାଯାଉଥିବା ବେଳେ ଏହାକୁ ଗୁରୁବାର ଅପରାହ୍ନ ୩ଟାରେ ବନ୍ଦ କରି ଦିଆଯାଇଛି । ଏବେ ଡ୍ୟାମ୍‌ର ସମସ୍ତ ଗେଟ୍‌ ବନ୍ଦ ହୋଇଯାଇଛି। ଏହି ଜଳଭଣ୍ଡାରରେ ୬୩୦ ଫୁଟ ଜଳଧାରଣ…

ଭିଜିଲାନ୍ସ ଜାଲରେ ୨ କନିଷ୍ଠ କିରାଣି

ବ୍ରହ୍ମପୁର ଅଫିସ,୮।୯: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ୨ କନିଷ୍ଠ କିରାଣି। ସେମାନେ ହେଲେ ସୁଶୀଲ ପଟ୍ଟନାୟକ ଏବଂ ପ୍ରଦୀପ ମହାନ୍ତି। ଏରିଅର ପାଇଁ ଅବସରପ୍ରାପ୍ତ ପିଅନଙ୍କଠାରୁ ସେମାନେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଗଞ୍ଜାମ ଜିଲା ଶିକ୍ଷାଧିକାରୀ(ଡ଼ିଇଓ)ଙ୍କ…

ଏଣିକି ଲିଙ୍ଗରାଜଙ୍କ ପୂଜା, ପ୍ରସାଦ ପାଇଁ ହେବ ଅନଲାଇନ ବୁକିଂ

ଭୁବନେଶ୍ୱର,୮।୯(ବ୍ୟୁରୋ): ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିରରେ ଅନଲାଇନ୍‌ ସମନ୍ବିତି ମନ୍ଦିର ପରିଚାଳନା ବ୍ୟବସ୍ଥା ବା ଆଇଟିଏମଏସ ଲାଗୁ ହେବ । ଏପରି ହେଲେ ଭକ୍ତ ଦର୍ଶନ, ପୂଜା କିମ୍ବା ପ୍ରସାଦ ପାଇଁ ଅନ୍‌ଲାଇନରେ ବୁକିଂ କରିପାରିବେ। ଏ ନେଇ ଓଡ଼ିଆ ଭାଷା, ସାହିତ୍ୟ…

ସୃଷ୍ଟି ହେଲା ଲଘୁଚାପ: ୯ରୁ ପ୍ରବଳ ବର୍ଷା!

ଭୁବନେଶ୍ୱର, ୮।୯(ବ୍ୟୁରୋ): ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ…

ଦୁରାରୋଗ୍ୟ ବ୍ୟାଧି ସନ୍ଦେହକରି ମହିଳାଙ୍କୁ ଛାଡ଼ି ସ୍ବାମୀ, ପୁଅ ଫେରାର

ଅମରପାଲି,୮ା୯(ଡି.ଏନ.ଏ.): ଦୁରାରୋଗ୍ୟ ବ୍ୟାଧି ହୋଇଥିବା ସନ୍ଦେହ କରି ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସମେତ ପୁଅ ବୋହୁ ଗୁରୁତର ଅବସ୍ଥାରେ ଘରେ ଛାଡି ଫେରାର ହୋଇ ଯାଇଛନ୍ତି। ସେ ରହୁଥିବା ପଡାବାସୀ ମଧ୍ୟ ତାଙ୍କୁ ସାମାଜିକ ବାସନ୍ଦ କରିଛନ୍ତି । ଏହି…

କାଠଚୁଲି ଭରସାରେ ୮୨ ବିଦ୍ୟାଳୟ

ସୋନପୁର,୮।୯(ନି.ପ୍ର.): ଛାତ୍ରୀଛାତ୍ରଙ୍କୁ ପାଠପଢା ପ୍ରତି ଆକୃଷ୍ଟ କରିବା ସହିତ ସ୍କୁଲରେ ଉପସ୍ଥାପନ ବୃଦ୍ଧି ପାଇବା ଉଦ୍ଦେଶ୍ୟରେ ମଧ୍ୟାହ୍ନ ଭୋଜନର ବ୍ୟବସ୍ଥା ହୋଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସହଭାଗିତାରେ ଚାଲିଥିବା ଏହି ଯୋଜନାରେ ଛାତ୍ରୀଛାତ୍ରଙ୍କୁ ଗରମ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଉଛି। ତେବେ…

ନାସା ଯିବେ କଳାହାଣ୍ଡି ପୁଅ ହ୍ରିଙ୍କାର ମିଶ୍ର

ଭବାନୀପାଟଣା,୮।୯(ସ୍ବ.ପ୍ର.): ଓଡ଼ିଆ ପୁଅଙ୍କ ସଫଳତା। ନାସାରେ ରକେଟ ଲଞ୍ଚ କାର୍ଯ୍ୟକ୍ରମରେ କାମ କରିବାର ସୁଯୋଗ ପାଇବେ କଳାହାଣ୍ଡି ଜିଲା ଭବାନୀପାଟଣା ସହରର ଜଣେ ମେଧାବୀ ଛାତ୍ର ହ୍ରିଙ୍କାର ମିଶ୍ର। ତୁଳସୀ ଦୁଇପତ୍ରରୁ ବାସିବା ଭଳି ଛାତ୍ର ଜଣଙ୍କ ପ୍ରତିଭା ପିଲାଟି ବେଳୁ…

ଟ୍ରେନ୍‌ରେ ଦେବଦୂତ ସାଜିଲେ ଓଡ଼ିଆ ଡାକ୍ତର

ଭୁବନେଶ୍ୱର, ୮।୯(ବ୍ୟୁରୋ): ଟ୍ରେନ୍‌ରେ ଜଣେ ମହିଳା ଯାତ୍ରୀ ପ୍ରସବ ଯନ୍ତ୍ରଣାରେ ଛଟପଟ ହେଉଥିବାବେଳେ ଦେବଦୂତ ସାଜିଥିଲେ ଓଡ଼ିଆ ଡାକ୍ତର। ବିନା ସରଞ୍ଜାମରେ ତାଙ୍କର ସଫଳ ତଥା ନିରାପଦ ପ୍ରସବ କରାଇ ଏବେ ସେ ଚର୍ଚ୍ଚାରେ। ମହିଳାଙ୍କର ଏକ କନ୍ୟା ସନ୍ତାନ ହୋଇଥିବାବେଳେ…

ବଜ୍ରପାତରେ ୩ ଜଣଙ୍କ ଜୀବନ ଗଲା

ଲୋଇସିଂହା,୮ା୯(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଜଡ଼ାମୁଣ୍ଡାରେ ବଜ୍ରପାତ ଘଟି ଜଣେ ନାବାଳକଙ୍କ ସହ ୩ ଜଣଙ୍କ ଜୀବନ ଯାଇଛି। ମୃତକ ହେଲେ ପ୍ରଶାନ୍ତ ମୁଣ୍ଡା(୨୭), କାହ୍ନୁ ତାଣ୍ଡି(୨୦) ଓ ଚନ୍ଦନ ଝାଙ୍କର (୧୨)। ଗୁରୁତର ଅବସ୍ଥାରେ ସେମାନଙ୍କୁ ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ଏଥର ଆକର୍ଷଣ ସାଜିବ ଅକ୍ଷରଧାମ ମନ୍ଦିର

ଭୁବନେଶ୍ୱର,୮।୯(ବ୍ୟୁରୋ): ୩୦ବର୍ଷରେ ପହଞ୍ଚତ୍ଛି ରସୁଲଗଡ଼ ଦୁର୍ଗାପୂଜା। ୧୯୯୨ରେ ୧୦ରୁ ୧୫ ହଜାର ଟଙ୍କା ମଧ୍ୟରେ ଆରମ୍ଭ ହୋଇଥିବା ପୂଜା ୨୦୧୯ରେ ସର୍ବାଧିକ ୮୦ଲକ୍ଷ ଟଙ୍କାରେ ପହଞ୍ଚତ୍ଥିଲା। ତେବେ କୋଭିଡ୍‌ ପରିସ୍ଥିତି ପାଇଁ ଆର୍ଥିକ ସ୍ଥିତି ପ୍ରଭାବିତ ହୋଇଥିବାରୁ ଚଳିତ ବର୍ଷ ପୂଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?