ବିି.ଏଡ୍. ପ୍ରବେଶିକା ପରୀକ୍ଷା ପାଇଁ ୨୩ରୁ ଆବେଦନ
ଭୁବନେଶ୍ୱର,୨୨ା୩(ସୁଚିସ୍ମିତା ସାହୁ): ୨ବର୍ଷିଆ ବି.ଏଡ୍, ବିଏଚ୍.ଏଡ୍. ଓ ଏମ୍.ଏଡ୍. ପାଠ୍ୟକ୍ରମରେ ନାମ ଲେଖାଇବା ପାଇଁ ପ୍ରବେଶିକା ପରୀକ୍ଷା ଲାଗି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିପାଇଁ ସୋମବାରଠାରୁ ଏପ୍ରିଲ ୬ ମଧ୍ୟରେ ଆଶାୟୀ ଛାତ୍ରୀଛାତ୍ର ଆବେଦନ କରିପାରିବେ। ଆବେଦନ…
ସୁନାଖଳା ପାହାଡ଼ରେ ବାଘ ଆତଙ୍କ, ଲୋକେ ଭୟଭୀତ
ପାତ୍ରପୁର୨୧।୩(ଉମାଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳ ଅଧୀନ ଲଙ୍କା-ସୁନାଖଳା ପାହାଡ଼ ନିକଟରେ ଶନିବାର ସନ୍ଧ୍ୟାରେ ଏକ କଲରାପତିରିଆ ବାଘ ବସିଥିବା ସ୍ଥାନୀୟ ଲୋକେ ଦେଖିଥିବା ଚର୍ଚ୍ଚା ହେଉଛି। ଏନେଇ ଲଙ୍କା ଗ୍ରାମବାସୀ ବନବିଭାଗକୁ ଖବର ଦେବା ପରେ ବନବିଭାଗର ଏକ…
ବିଜେଡି ଛାଡ଼ିଲେ ବସ୍ତା ବ୍ଲକ ସଭାପତି ଅନିଲ ମହାନ୍ତି, କହିଲେ ଏହି ବଡ଼ କାରଣ…
ବାଲେଶ୍ୱର, ୨୧।୩(ବାଞ୍ଛାନିଧି ଦେ): ବିଜେଡି ଛାଡ଼ିଲେ ବାଲେଶ୍ୱର ଜିଲା ବସ୍ତା ବ୍ଲକ ସଭାପତି ଅନିଲ କୁମାର ମହାନ୍ତି l ସେ ଶନିବାର ଦଳର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି l ଏନେଇ ସେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ତାଙ୍କ…
ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଆତ୍ମହତ୍ୟାର ରୂପ ଦେଇଥିଲେ ସ୍ବାମୀ, ଅଦାଲତ ଶୁଣାଇଲେ ଏମିତି ରାୟ
ଥୁଆମୂଳ ରାମପୁର,୨୧ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଓ ଦୌରା ଜଜ୍ ଅଦାଲତ ଏକ ସମ୍ବେଦନଶୀଳ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି। ଯୌତୁକ ପାଇଁ ସ୍ତ୍ରୀଙ୍କୁ ତଣ୍ଟିଚିପି ହତ୍ୟା କରିବା ପରେ ଏହାକୁ ଆତ୍ମହତ୍ୟାର ରୂପ…
ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ଛାତରୁ ଡେଇଁ ପଡ଼ିଲେ ସ୍ତ୍ରୀ, ଆଉ ତା’ପରେ…
କଣ୍ଟାବାଞ୍ଜି,୨୧।୩: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ଥାନା କପିଳାଭଟା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ବାମୀଙ୍କ ମୃତ୍ୟୁ ଖବର ଶୁଣି ସ୍ତ୍ରୀ ଛାତରୁ ଡେଇଁ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ ଖଡିଆଳ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହି…
ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍ କରି ଜଙ୍ଗଲରେ ବିସ୍ଫୋରକ ଖଞ୍ଜିଥିଲେ ମାଓବାଦୀ, ବଡ଼ ଅଘଟଣ ଘଟିବା ପୂର୍ବରୁ…
ବାଲିଗୁଡ଼ା,୨୧ା୩(ସଞ୍ଜୟ କୁମାର ପାଣିଗ୍ରାହୀ): ସମଗ୍ର କନ୍ଧମାଳ ଜିଲାରେ କୋମ୍ବିଂ ଅପରେଶନକୁ ଜୋରଦାର କରାଯାଉଥିବା ବେଳେ ଏକ ବଡ଼ଧରଣର ଅଘଟଣରୁ ବର୍ତ୍ତିଯାଇଛନ୍ତି ସୁରକ୍ଷାକର୍ମୀ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରି ଜଙ୍ଗଲରେ ଆଇଡି ବିସ୍ପୋରକ ଖଞ୍ଜିଥିଲେ ମାଓବାଦୀ l ଏଭଳି ଏକ ଘଟଣା କନ୍ଧମାଳ ଜିଲା…
ସାକ୍ଷୀଗୋପାଳଙ୍କୁ ଦର୍ଶନ କରି ଟଳି ପଡ଼ିଲେ ବୃଦ୍ଧା
ସାକ୍ଷୀଗୋପାଳ,୨୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଶନିବାର ସନ୍ଧ୍ୟାରେ ଶ୍ରୀ ସାକ୍ଷୀଗୋପାଳଙ୍କୁ ଦର୍ଶନ କରିବା ପରେ ଜଣେ ବୃଦ୍ଧା ତୀର୍ଥଯାତ୍ରୀ ହଠାତ୍ ଟଳି ପଡ଼ିଥିଲେ। ତାଙ୍କ ସହିତ ରହିଥିବା ସହଯାତ୍ରୀମାନେ ମୁମୂର୍ଷୁ ଅବସ୍ଥାରେ ସାକ୍ଷୀଗୋପାଳ ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ମାତ୍ର…
କାମାକ୍ଷାନଗର କଲେଜ ଛାତ୍ରୀଙ୍କୁ ବଳାତ୍କାର ପରେ ହତ୍ୟା ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କୁ ଧରିଲା ପୋଲିସ, ଓଗାଳିଲେ ସବୁ ସତ
କାମାକ୍ଷାନଗର,୨୧ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ବହୁ ଚର୍ଚ୍ଚିତ କଲେଜ ଛାତ୍ରୀ ବଳାତ୍କାର ଓ ହତ୍ୟା ଘଟିବାର ତିନିଦିନ ପରେ ମୁଖ୍ୟ ଅଭିଯୁକ୍ତଙ୍କୁ ପୋଲିସ ଧରିବାରେ ସକ୍ଷମ ହୋଇଛି। ଘଟଣାର ମୁଖ୍ୟ ଅଭିଯୁକ୍ତ କାମାକ୍ଷାନଗର ଥାନା ସାଆନ୍ତାରାପୁର ଗ୍ରାମର ଗଙ୍ଗାଧର…
ଗୁଜରାଟର କମ୍ପାନୀରେ କାମ କରୁଥିଲେ ଯୋଗେନ୍ଦ୍ର, ଡ୍ୟୁଟିରୁ ଫେରିବାବେଳେ ଘଟିଲା…
ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମର ଯୋଗେନ୍ଦ୍ର ପ୍ରଧାନ(୫୫)ଙ୍କ ଗୁଜରାଟର ପାଟଣା ସହରରେ ମୃତ୍ୟୁ ଘଟିଛି। ଶନିବାର ମଧ୍ୟାହ୍ନରେ ତାଙ୍କ ମୃତଦେହ ସ୍ବତନ୍ତ୍ର ଆମ୍ବୁଲାନ୍ସରେ ବାସଭବନରେ ପହଞ୍ଚିବା ପରେ ଶୋକାକୁଳ ପରିବେଶ ମଧ୍ୟରେ ଗ୍ରାମ ଶ୍ମଶାନରେ…
ବିଜେଡିର ୬ ବିଧାୟକ ଦଳରୁ ନିଲମ୍ବିତ
ଭୁବନେଶ୍ୱର,୨୧ା୩: ରାଜ୍ୟ ସଭା ନିର୍ବାଚନରେ କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବକିଶୋର ମଲ୍ଲିକ,…
ପ୍ରତାପ ଜେନାଙ୍କ ଘର ଉପରେ ଆକ୍ରମଣ ନେଇ ତାତିଲା ବିଜେଡି: ସାମ୍ବାଦିକ ସମ୍ମିଳନୀରେ ବର୍ଷିଲେ…
ଭୁବନେଶ୍ୱର,୨୧।୩(ସୁନିତ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ବରିଷ୍ଠ ଉପସଭାପତି ପ୍ରତାପ ଜେନାଙ୍କ ଅନୁପସ୍ଥିତିରେ ତାଙ୍କ ବାସଭବନରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀଙ୍କ ନାଁ ନେଇ କିଛି ମଦ୍ୟପ ଓ ପ୍ରଥଭ୍ରଷ୍ଟ ଯୁବକ ଆତଙ୍କରାଜ ଖେଳାଇଥିଲେ। ଯାହାଦ୍ୱାରା…
ରାମାୟଣ ମଞ୍ଚସ୍ଥ ପାଇଁ ଚାଲିଥିଲା ପ୍ରସ୍ତୁତି: ଘଟିଲା ବଡ଼ ଅଘଟଣ, ଲାଇଟ୍ ଲଗାଉଥିବାବେଳେ ଯୁବକଙ୍କୁ…
ଦିଗପହଣ୍ଡି,୨୧ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା ଗ୍ରାମ ଢେପସାହିରେ ଥିବା ମା ’ ମଙ୍ଗଳା ମନ୍ଦିର ପ୍ରତିଷ୍ଠାର ବାର୍ଷିକୋତ୍ସବ ପାଇଁ ଗଜପତି ଜିଲା ଚାନ୍ଦିପୁଟ ଏବଂ ଗଞ୍ଜାମ ଜିଲା କେ. ଖରିଡ଼ା ଗ୍ରାମର ପୌରାଣିକ ରାମାୟଣ ଥିଏଟର…
Archives


