ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି
ପୁରୀ,୫ା୯(ଅଜିତ୍ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ ଅଭିଯୁକ୍ତଙ୍କ ନିକଟରୁ ପୁଳା ପୁଳା ଟଙ୍କା ଜବତ କରିଛି। ଅଭିଯୁକ୍ତଦ୍ୱୟ ହେଲେ ତାଳବଣିଆ…
ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୯ (ସୁନିତ୍ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍ କିଷାନ ଯୋଜନାର ୫ମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ୪୧ ଲକ୍ଷ ୩୫ ହଜାର ୯୭୮…
ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ
ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ତଦନ୍ତ ଫାଇଲ ଗଲା କୁଆଡେ, ସ୍ବାମିଜୀଙ୍କ ହତ୍ୟାକାରୀ…
ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର
ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ନେବା ପାଇଁ କାଶ୍ମୀର ଯାତ୍ରା କରୁଛନ୍ତି। ଭାରତ ସରକାରଙ୍କ ପ୍ରତିରକ୍ଷା ମନ୍ତ୍ରଣାଳୟ…
ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର ପୋଲିସ
ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି କୁଳମଣି ସେଠୀଙ୍କ ସଂଯୋଜନାରେ ଆୟୋଜିତ ଏହି ସଚେତନତା କାର୍ଯ୍ୟକ୍ରମରେ ତହସିଲଦାର ବିନୋଦ କୁମାର…
ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ
ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମା ପଞ୍ଚାୟତର…
ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍
ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି। ତାଙ୍କ ନମ୍ବରୁ ଆସୁଥିବା ଟଙ୍କା କିମ୍ବା ସାହାଯ୍ୟ ମାଗୁଥିବା କୌଣସି ଅନୁରୋଧକୁ ଗ୍ରହଣ…
ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି
ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ ଅନୁମତି ମିଳିଛି। ଫଳରେ ଅଞ୍ଚଳର ଛାତ୍ରୀଛାତ୍ର ଘର ପାଖରେ ରହି ୟୁଜି ଓ…
ଗଛରେ ପିଟହେଲା ଯାତ୍ରୀବାହୀ ବସ୍, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର
ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଏକ ଗଛରେ ପିଟି ହେବାରୁ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ୩୦ରୁ…
ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି
ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ ବନ୍ୟପ୍ରାଣୀ ଡିଏଫ୍ଓ ଅଂଶୁପ୍ରଜ୍ଞା ଦାସ କହିଛନ୍ତି। ବିଶେଷକରି ସମ୍ବଲପୁର ଜିଲାର ଏହି ଅଭୟାରଣ୍ୟରେ…
ସାମୁଦ୍ରିକ ଜୁଆର ମାଡ଼ରେ ଧସିଲା ୧୦୦ ଫୁଟ ଲମ୍ବର ଘେରିବନ୍ଧ, ଗାଁ ପ୍ରତି ଘନେଇଲା ବିପଦ
ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ସାମୁଦ୍ରିକ ଝଡ଼ ଜୁଆର ମାଡ଼ିବା ଅଞ୍ଚଳକୁ ସୁରକ୍ଷା ବ୍ୟବସ୍ଥା ପାଇଁ କୋଟି କୋଟି ଟଙ୍କା ବ୍ୟୟରେ ସରକାରଙ୍କ ଜଳସେଚନ ବିଭାଗ ପକ୍ଷରୁ ବ୍ୟୟ ଅଟକଳ କରାଯାଇଛି। ହେଲେ ବିଭାଗୀୟ ଅଧିକାରୀ…
ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍
ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଖୁଆଡ଼ରୁ ବାହାରକୁ ଆସିବା ପରେ ଗିବନ୍ଟି ନନ୍ଦନକାନନ ପରିସରରେ ଥିବା ଏକ…

