ରାଜ୍ୟ

ମହାନଦୀ ଉପରେ ପ୍ରସ୍ତୁତ ହେବ ବୃତ୍ତଚିତ୍ର

ଭୁବନେଶ୍ୱର,୨୨।୬(ବ୍ୟୁରୋ): ମହାନଦୀ ହେଉଛି ଦେଶର ଏକ ଅମୂଲ୍ୟ ସମ୍ପଦ। ଏହା ଦିନକୁ ଦିନ ନିଜର ଅସ୍ଥିତ୍ୱ ହରାଇବାରେ ଲାଗିଛି। ଜନସାଧାରଣଙ୍କ ପାଖରେ ମହାନଦୀର ସୁରକ୍ଷାକୁ ନେଇ ସଚେତନତାର ବାର୍ତ୍ତା ପହଞ୍ଚାଇବା ଉଦ୍ଦେଶ୍ୟରେ ପ୍ରିଲ୍ୟୁଡ୍‌ ପ୍ରଡକ୍ସନ ବ୍ୟାନରରେ ମହାନଦୀ ଉପରେ ଏକ ବୃତ୍ତଚିତ୍ର…

ଜେରା ହେବେ ଦୁଇ ପୁରୁଷ ବନ୍ଧୁ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ କୁହାଯାଉଥିବାବେଳେ ପରିବାର ଲୋକେ କିନ୍ତୁ ହତ୍ୟା ଅଭିଯୋଗକୁ ଦୋହରାଇଛନ୍ତି। ଏ ପରିସ୍ଥିତିରେ ତଦନ୍ତକୁ…

ବ୍ରାଉନ୍‌ସୁଗାର ବେପାରୀଙ୍କ ୧.୩୨ କୋଟିର ଘର ଜବତ

ଭୁବନେଶ୍ୱର,୨୨।୬ (ବ୍ୟୁରୋ): ରାଜଧାନୀ ଉପକଣ୍ଠ ୧୬ ନଂ. ଜାତୀୟ ରାଜପଥର ପାହାଳ କ୍ରସିଂ ନିକଟରୁ ୪ ମାସ ତଳେ ୧.୨୭କୋଟି ଟଙ୍କାର ବ୍ରାଉନ୍‌ସୁଗାର ଜବତ ମାମଲାରେ ଗିରଫ ହୋଇ ଜେଲରେ ଥିବା ଏସ୍‌.କେ. ଜାମ୍‌ସେଦଙ୍କ ସମ୍ପତ୍ତି କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌)…

ନିରାଶ କରୁଛି ମୌସୁମୀ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେଉ ନ ଥିବାରୁ ଟ୍ରପ୍‌ଲାଇନ୍‌ ଏବେ ସକ୍ରିୟ ନାହିଁ। ଏଥିଯୋଗୁ ରାଜ୍ୟରେ ଆଷାଢ଼ ମାସରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି। ୬ ଜିଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୪ଟି ଜିଲାରେ…

ମୟୂରଭଞ୍ଜରେ ଖୁସିର ଲହରି

ବାରିପଦା ଅଫିସ୍‌, ୨୨।୬: ଏନଡିଏ ପକ୍ଷରୁ ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଘୋଷଣା କରାଯିବା ପରେ ସମଗ୍ର ମୟୂରଭଞ୍ଜ ଜିଲାରେ ଖୁସିର ଲହରୀ ଖେଳିଯାଇଛି। ଜିଲାର ବିଭିନ୍ନ ରାଜନୈତିକ ନେତା, ବୁଦ୍ଧିଜୀବୀ, ସାଧାରଣ ଜନତା ତାଙ୍କ ପ୍ରାର୍ଥତ୍ତ୍ୱକୁ ସ୍ବାଗତ ଜଣାଇଛନ୍ତି।…

ଓଡ଼ିଶାବାସୀଙ୍କ ଲାଗି ଗୌରବର ମୁହୂର୍ତ୍ତ

ଭୁବନେଶ୍ୱର,୨୨।୬(ବ୍ୟୁରୋ): ଦେଶର ସର୍ବୋଚ୍ଚ ପଦବୀ ପାଇଁ ଏନ୍‌ଡିଏ ପକ୍ଷରୁ ରାଷ୍ଟ୍ରପତି ପ୍ରାର୍ଥତ୍ନୀ ହୋଇଥିବା ଦ୍ରୌପଦୀ ମୁର୍ମୁଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏନେଇ ତାଙ୍କ ସହ ଆଲୋଚନା କରିବା ବେଳେ ବହୁତ ଖୁସି ହୋଇଥିଲେ ବୋଲି…

ପୂର୍ବତନ ବାଚସ୍ପତିଙ୍କ ପରବର୍ତ୍ତୀ ରାଜନୀତି

ବ୍ରହ୍ମପୁର ଅଫିସ,୨୨ା୬: ଅତୀତରେ ଗଞ୍ଜାମ ଜିଲାରୁ ହୋଇଥିବା ପୂର୍ବତନ ବାଚସ୍ପତିମାନଙ୍କ ପରବର୍ତ୍ତୀ ରାଜନୀତି ଓଲଟପାଲଟ ହୋଇଯାଇଛି। ଏହି ଜିଲାର ଲାଲ ମୋହନ ପଟ୍ଟନାୟକ ୧୯୪୬ରୁ ୫୨ ପର୍ଯ୍ୟନ୍ତ ପ୍ରଥମ ବାଚସ୍ପତି ହୋଇଥିଲେ। ପରବର୍ତ୍ତୀ ପର୍ଯ୍ୟାୟରେ ସେ ରାଜନୈତିକ ଚିତ୍ରପଟ୍ଟରୁ ଅଦୃଶ୍ୟ ହେଲେ।…

ରାଜନୀତିରେ ଯୁବ ଚେହେରା ନୀତିକୁ ବଦ୍ରିଙ୍କ ସମର୍ଥନ

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜନୀତିରେ ଯୁବବର୍ଗଙ୍କୁ ସାମିଲ କରିବା ନୀତିକୁ ପୂର୍ବତନ ମନ୍ତ୍ରୀ ତଥା ଘଷିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ସମର୍ଥନ କରିଛନ୍ତି। ସେ କହିଛନ୍ତି ଯେ ଯୁବବର୍ଗଙ୍କୁ ମୁଖ୍ୟମନ୍ତ୍ରୀ ଅଗ୍ରାଧିକାର ଦେଉଛନ୍ତି। ୨୦୨୪ରେ ଯୁବକମାନଙ୍କୁ ବାଟ ଛାଡ଼ିବାକୁ ପଡ଼ିବ। ଆସନ୍ତା ନିର୍ବାଚନରେ…

ରାଷ୍ଟ୍ରପତି ଦୌଡ଼ରେ ପ୍ରଥମ ଆଦିବାସୀ ମହିଳା

ଭୁବନେଶ୍ୱର, ୨୨।୬ (ବ୍ୟୁରୋ): ଆଦିବାସୀ ନେତ୍ରୀ ତଥା ଝାଡ଼ଖଣ୍ଡର ପୂର୍ବତନ ରାଜ୍ୟପାଳ ଦ୍ରୌପଦୀ ମୁର୍ମୁଙ୍କୁ ଏନ୍‌ଡିଏ ପକ୍ଷରୁ ଆଗାମୀ ରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥୀ କରାଯାଇଛି। ଭାଜପା ନେତ୍ରୀ ଭାବେ ସୁନାମ ଅର୍ଜନ କରିଆସିଥିବା ଦ୍ରୌପଦୀ ୨୦୧୫ରୁ ୨୦୨୧ ପର୍ଯ୍ୟନ୍ତ ଝାଡ଼ଖଣ୍ଡର…

ଦ୍ୱିତୀୟ ପର୍ଯ୍ୟାୟରେ ଓଡ଼ିଶାକୁ ୫-ଜି ସେବା

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ରାଜ୍ୟରେ ଖୁବ୍‌ଶୀଘ୍ର ହାଇସ୍ପିଡ୍‌ ୫-ଜି ଇଣ୍ଟରନେଟ୍‌ ସେବା ମିଳିବ। ପ୍ରଥମ ପର୍ଯ୍ୟାୟରେ ଏହି ସୁବିଧା ପାଇବାରୁ ଓଡ଼ିଶା ବଞ୍ଚିତ ହେବ। ପରବର୍ତ୍ତୀ ପର୍ଯ୍ୟାୟରେ ଓଡିଶାକୁ ଏହି ସେବାରେ ସାମିଲ କରାଯିବ। ପ୍ରଥମ ପର୍ଯ୍ୟାୟରେ ଆସନ୍ତା ଅଗଷ୍ଟରୁ ସେପ୍ଟେମ୍ବର ମଧ୍ୟରେ ଦେଶର…

ରଶ୍ମିରେଖାଙ୍କ ଦୁଇ ପୁରୁଷ ବନ୍ଧୁଙ୍କୁ ହେବ ଜେରା

ଭୁବନେଶ୍ୱର,୨୧।୬(ବ୍ୟୁରୋ): ଅଭିନେତ୍ରୀ ରଶ୍ମିରେଖା ଓଝା ଓରଫ ସୋନି(୨୨)ଙ୍କ ରହସ୍ୟଜନକ ମୃତ୍ୟୁକୁ ୪ ଦିନ ବିତିଛି। ପ୍ରାଥମିକ ତଦନ୍ତରୁ ରଶ୍ମିରେଖା ଆତ୍ମହତ୍ୟା କରିଥିବା କମିଶନରେଟ ପୋଲିସ ପକ୍ଷରୁ କୁହାଯାଉଥିବାବେଳେ ପରିବାର ଲୋକେ କିନ୍ତୁ ହତ୍ୟା ଅଭିଯୋଗକୁ ଦୋହରାଇଛନ୍ତି। ଏପରିସ୍ଥିତିରେ ତଦନ୍ତକୁ ଆଗକୁ ବଢ଼ାଇବା…

ଅଗ୍ନିପଥ ଯୋଜନାକୁ ଓଡ଼ିଶାର ସମର୍ଥନ

ଭୁବନେଶ୍ୱର,୨୧ା୬(ବ୍ୟୁରୋ)-କେନ୍ଦ୍ର ସରକାର ଆଣିଥିବା ଅଗ୍ନିପଥ ଯୋଜନାକୁ ନେଇ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଥିବା ବେଳେ କଂଗ୍ରେସ ମଧ୍ୟ ଏହି ଯୋଜନାକୁ ପ୍ରତ୍ୟାହାର କରି ନେବାକୁ ଦାବି କରିଛି। ହେଲେ ରାଜ୍ୟ ସରକାର ଏହି ଯୋଜନାକୁ ସମର୍ଥନ କରିଛନ୍ତି। ରାଜ୍ୟ କ୍ରୀଡ଼ା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri