୫ଦିନ ପ୍ରବଳ ବର୍ଷା: ୩ ଦିନରେ ସାରା ରାଜ୍ୟକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ଓଡ଼ିଶାକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଏଥିପାଇଁ କେତେକ ସ୍ଥାନରେ ବର୍ଷା ଆରମ୍ଭ ହୋଇଥିବାବେଳେ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ପ୍ରାକ୍-ମୌସୁମୀ ବର୍ଷା ଲାଗି ରହିଛି। ଆସନ୍ତା ୨ରୁ ୩ଦିନ ମଧ୍ୟରେ ରାଜ୍ୟର ଅନ୍ୟ ସମସ୍ତ ଅଞ୍ଚଳକୁ ମୌସୁମୀ ଅଗ୍ରସର…
‘ଆର୍ସି’: କେଜିରୁ ପିଜି ପିଲା ପାଇବେ ସୁବିଧା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): କରୋନା ମହାମାରୀ ସମୟରେ ଶିକ୍ଷା କ୍ଷେତ୍ର ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ଯାଇଥିଲା। ଅନ୍ଲାଇନ୍ ପାଠପଢ଼ା ହେଉଥିଲେ ମଧ୍ୟ ସମସ୍ତେ ଏହାର ସୁଯୋଗ ପାଉ ନ ଥିଲେ କିମ୍ବା ଅନେକେ ଏହାର ସଦୁପଯୋଗ କରିପାରୁ ନ ଥିଲେ। ସେହିପରି ଉଚ୍ଚଶିକ୍ଷା ଓ…
ଦୋଷ ନ ଥାଇ ଜେଲଦଣ୍ଡ
ବଲାଙ୍ଗୀର ଅଫିସ,୨୦ା୬: ଭାଷା ବୁଝି ନ ପାରି ରାଜ୍ୟ ବାହାରର ଜଣେ ମାନସିକ ରୋଗୀଙ୍କୁ ବଲାଙ୍ଗୀର ପୋଲିସ ଏଟିଏମ୍ ଲୁଟେରା ଭାବେ ଅଭିଯୁକ୍ତ କରି ମାମଲା ରୁଜୁ କରିବାରୁ ସମ୍ପୃକ୍ତ ଯୁବକଙ୍କୁ ୬ ମାସ ଜେଲଦଣ୍ଡ ଭୋଗିବାକୁ ପଡିଛି। ଅନ୍ୟପକ୍ଷେ ପୁଅର…
ପୋଲିସକୁ ଚକ୍ମା ଦେଇ ନାବାଳକଙ୍କ ଫେରାର ଉଦ୍ୟମ
କେନ୍ଦୁଝର,୨୦ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋର୍ଟ ଥାନା ଅଞ୍ଚଳରେ ରଜ ପୋଷାକ ପାଇଁ ମା’ଙ୍କୁ ହତ୍ୟା କରିଥିବା ନାବାଳକ ପୁଅଙ୍କୁ ରବିବାର ରାଉରକେଲାସ୍ଥିତ ବାଳାଶ୍ରମକୁ ନିଆଯାଉଥିବା ବେଳେ ଲହୁଣୀପଡ଼ା ନିକଟରେ ସେ ଚମ୍ପଟ ମାରିଥିଲେ। କିଛି ସମୟରେ ପରେ ତାଙ୍କୁ ପୁଣି କାବୁ…
ଆଜିଠୁ ବ୍ଲକ, ନଗର କଂଗ୍ରେସ ପକ୍ଷରୁ ୨ ଦିନିଆ ବିକ୍ଷୋଭ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି(ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ପକ୍ଷରୁ କରାଯାଉଥିବା ଜେରାକୁ ନେଇ ଦେଶବ୍ୟାପୀ ବିରୋଧର ସ୍ବର ତେଜିବାରେ ଲାଗିଛି। ସୋମବାର ରାହୁଲ ପୁଣି ଇଡିରେ ଜେରାର ସମ୍ମୁଖୀନ ହେବେ। ରାହୁଲଙ୍କୁ ବାରମ୍ବାର ଇଡି ପକ୍ଷରୁ ଜେରା କରାଯିବା ଘଟଣାରେ…
ବିଧାୟକ କ୍ୱାର୍ଟର୍ସ ସ୍ଥାନାନ୍ତର ଯୋଜନା ନାହିଁ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟ ସରକାର ବିଧାୟକମାନଙ୍କ ଲାଗି ଅତ୍ୟାଧୁନିକ କ୍ୱାର୍ଟର୍ସ ନିର୍ମାଣ ନିମନ୍ତେ ପ୍ରାୟ ୮୭୦ ଗଛ କାଟିବା ଯୋଜନା କରିଥିବା ବେଳେ ବର୍ତ୍ତମାନ ସୁଦ୍ଧା ସେଥିରୁ ୩୫୦ ଗଛ କଟାଯାଇସାରିଛି। ଶହ ଶହ ବର୍ଷ ତଳର ବିରାଟକାୟ ଗଛ କାଟି କ୍ୱାର୍ଟର୍ସ…
ବିବାହ କରିବାକୁ ରାଜି: ବିଜୟ ଶଙ୍କର
ଜଗତ୍ସିଂହପୁର ଅଫିସ, ୨୦ା୬: ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ (୩୦) ଓ ତାଙ୍କ ପ୍ରେମିକା ତଥା ସ୍ଥାନୀୟ ଦେଉଳୀ ଗ୍ରାମେଶ୍ୱର ଗ୍ରାମର ସଂଗ୍ରାମ କିଶୋର ଦାଶଙ୍କ ଝିଅ ସୋମାଲିକା (୨୯)ଙ୍କ ବିବାହ ପ୍ରସଙ୍ଗ ଦିନକୁ ଦିନ ଜଟିଳ ରୂପ ନେଉଛି।…
ବର୍ଷକରେ ୧,୩୫୪ ଶିଶୁ, ୩୮ ମା’ମୃତ
ଯାଜପୁର ଅଫିସ,୨୦ା୬: କେବଳ ଯାଜପୁର ଜିଲା ସୁକିନ୍ଦା ବ୍ଲକର ନଗଡ଼ା ନୁହେଁ, ରାଜ୍ୟର ନବରଙ୍ଗପୁର ଜିଲାରେ ମଧ୍ୟ ପୁଷ୍ଟିହୀନତା କାରଣରୁ ମା’ ଓ ଶିଶୁ ମୃତ୍ୟୁସଂଖ୍ୟା ଉଦ୍ବେଗଜନକ ସ୍ଥିତିରେ ପହଞ୍ଚତ୍ଛି। ଗତ ବର୍ଷକ ମଧ୍ୟରେ ନବରଙ୍ଗପୁର ଜିଲାରେ ୧,୩୫୪ ଶିଶୁ ଓ…
ନବୀନଙ୍କ ରାଜନୈତିକ ତୀର୍ଥଯାତ୍ରା
ଭୁବନେଶ୍ୱର,୨୦।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଦେଶ ଗସ୍ତ ନେଇ ଏବେ ଚାରିଆଡ଼େ ଆଲୋଚନା। ସୋମବାର ସେ ନୂଆଦିଲ୍ଲୀରୁ ଇଟାଲି ଅଭିମୁଖେ ଯାତ୍ରାକରି ଭାଟିକାନ୍ ସିଟିରେ କ୍ୟାଥଲିକ୍ଙ୍କ ଧର୍ମଗୁରୁ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମ (ଡବ୍ଲ୍ୟୁଏଫ୍ପି)ର…
ମାଓବାଦୀଙ୍କ ବର୍ବରତା: ଭିନ୍ନକ୍ଷମ ଯୁବକଙ୍କୁ ହତ୍ୟା
ମାଲକାନଗିରି,୧୯ା୬ (ଡି.ଏନ୍.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କ ବର୍ବରତା ଦେଖିବାକୁ ମିଳିଛି। କଣ୍ଡାଗାଁ ଜିଲା ମର୍ଦାପାଲ ଥାନା ଅନ୍ତର୍ଗତ ଖଡ଼ଖଡ଼ି ଗ୍ରାମରେ ଜଣେ ଭିନ୍ନକ୍ଷମ ଯୁବକଙ୍କୁ ମାଓବାଦୀମାନେ ଶନିବାର ରାତିରେ ହତ୍ୟା କରିଛନ୍ତି। ତାଙ୍କ ନାମ ରାମୁ ବୋଲି ଜଣାପଡ଼ିଛି।…
ଖାଦ୍ୟ ଖାଉନି ଦନ୍ତା, ବିଗୁଡୁଛି ଅବସ୍ଥା
ସମ୍ବଲପୁର,୧୯।୬(ବ୍ୟୁରୋ): ସମ୍ବଲପୁର ବନଖଣ୍ଡ ପଡ଼ିଆବାହାଲ ରେଞ୍ଜ ଅଧୀନ ସାପଲହରା ଗ୍ରାମର ଏକ ପୋଖରୀରେ ୪ ଦିନ ହେଲା ଏକ ଆହତ ଦନ୍ତାହାତୀ ମୃତ୍ୟୁ ସହ ସଂଗ୍ରାମ କରୁଛି। ରବିବାର ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇପଡିଛି। ପୋଖରୀ ଭିତରୁ ବାହାରିବାକୁ ଆଉ ଚେଷ୍ଟା କରିପାରୁନାହିଁ…
ଡେଙ୍ଗୁ କବଳରେ ଲକ୍ଷ୍ମୀପୁର, ୩ ଦିନରେ ୧୫ ଚିହ୍ନଟ
କୋରାପୁଟ,୧୯ା୬(ସ୍ବ.ପ୍ର.): କୋରାପୁଟ ଜିଲା ଲକ୍ଷ୍ମୀପୁର ବ୍ଲକରେ ଏବେ ଡେଙ୍ଗୁ ଜ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଡାକ୍ତରଖାନାରେ ସବୁବେଳେ ରୋଗୀଙ୍କ ଭିଡ଼ ଜମୁଛି। କିଛିଦିନ ତଳେ କେତେକ ଲୋକ ଜ୍ୱରରେ ଆକ୍ରାନ୍ତ ଥିଲା ସମୟରେ ଜଣେ ଯୁବତୀ ଓ ଜଣେ ମହିଳାଙ୍କ…
Archives


