ରାଜ୍ୟ

ତହସିଲଦାର ସମେତ ୩୦ କର୍ମଚାରୀଙ୍କ ଦରମା ବନ୍ଦ

ରାୟଗଡ଼ା ଅଫିସ,୨ା୯: କର୍ତ୍ତବ୍ୟରେ ଅବହେଳା ବିରୋଧରେ ରାୟଗଡ଼ା ଜିଲାପାଳ ସ୍ବଧାଦେବ ସିଂ ଶୁକ୍ରବାର ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। କାଶୀପୁର ତହସିଲଦାରଙ୍କ ସମେତ ତହସିଲ କାର୍ଯ୍ୟାଳୟର ୩୦ କର୍ମଚାରୀଙ୍କ ମାସକର ଦରମା ବନ୍ଦ କରିଛନ୍ତି। ସୂଚନାଯୋଗ୍ୟ, ଜିଲାର ବିଭିନ୍ନ ତହସିଲ କାର୍ଯ୍ୟାଳୟରେ ଅନେକ…

୫ରୁ ବର୍ଷିବ

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ମୌସୁମୀ ଚାଲିଯିବା ସହ ତାତି ବଢ଼ିବାରୁ ଅସହ୍ୟ ଗୁଳୁଗୁଳି ଅନୁଭବ ହେଉଛି। ତେବେ ପୁଣି ମୌସୁମୀ ବାୟୁ ସକ୍ରିୟ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି। ଆଗକୁ ୨ଟି ଲଘୁଚାପ ହେବାକୁ…

ଆସୁଛି ଆଉ ୨ଟି ଲଘୁଚାପ

ଭୁବନେଶ୍ୱର,୨।୯(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨ଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସ଼ମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ପାଣିପାଗ ବିଜ୍ଞାନୀଙ୍କ ସୂଚନାନୁଯାୟୀ, ପ୍ରଥମ ଲଘୁଚାପଟି ଆସନ୍ତା ୮…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୨।୯(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଲା କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ହେଲେ ଭୁବନେଶ୍ୱରର ୮୧ ବର୍ଷିୟ ବ୍ୟକ୍ତି। ସେ ଡାଇବେଟିସ, ଉଚ୍ଚ ରକ୍ତଚାପ ରୋଗରେ…

ଆସିଲା ବ୍ୟବଚ୍ଛେଦ ରିପୋର୍ଟ, ଶ୍ୱାସରୁଦ୍ଧ ଯୋଗୁ ହୋଇଛି ମୃତ୍ୟୁ

ଭୁବନେଶ୍ୱର,୨।୯(ବ୍ୟୁରୋ): ଭୁବନେଶ୍ୱର ଖାରବେଳନଗର ଥାନା ଅନ୍ତର୍ଗତ ଶାସ୍ତ୍ରୀନଗରର ଶୁଭଶ୍ରୀ ମହାପାତ୍ରଙ୍କ ବ୍ୟବଚ୍ଛେଦ ରିପୋର୍ଟ ଆସିଛି। ଶ୍ୱାସରୁଦ୍ଧ ଯୋଗୁ ମୃତ୍ୟୁ ହୋଇଥିବା ନେଇ ବ୍ୟବଚ୍ଛେଦ ରିପୋର୍ଟରେ ଉଲ୍ଲେଖ କରାଯାଇଛି। ତେବେ ଏହି ଘଟଣାକୁ ୩ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଖୋଳତାଡ କରୁଛି।…

ଗଛରେ ପୋଷ୍ଟର ଲଗାଇଲେ ମାଓବାଦୀ, ଦେଲେ ଏମିତି ଚେତାବନୀ

କୋଟଗଡ଼,୨ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ର ଜାମଝୋରରେ ମାଓବାଦୀମାନେ ଶୁକ୍ରବାର ଏକ ଗଛରେ ପୋଷ୍ଟର ଲଗାଇଥିବା ଦେଖିବାକୁ ମିଳିଛି। ଏମ୍‌ପି ପ୍ରତିନିଧି ମନୋଜ କୁମାର ସାବତ, କୋଟଗଡ଼ ବ୍ଲକର ପୂର୍ବତନ ବିଡିଓ କୈଳାସ ଚନ୍ଦ୍ର ମୁର୍ମୁ ଏବଂ ବର୍ତ୍ତମାନର ବ୍ଲକ କ୍ୟାଶିୟର ଛବି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମନାକୁ ଆସିଛି। ଗୁରୁବାର ସନ୍ଧ୍ୟାରେ ଜୁନାଗଡ଼ ସହରରେ ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯିବା…

ଯୁବବର୍ଗଙ୍କ ପ୍ରେରଣା ଶୁଭାଶିଷ

ମୋରଡ଼ା,୨ା୯(ଡି.ଏନ.ଏ.): ପେସାରେ ଇଞ୍ଜିିନିୟର। ତଥାପି ସଫଳ ଚାଷୀ ଭାବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଦୃଢ଼ ଇଚ୍ଛାଶକ୍ତି ବଳରେ ଓଡ଼ିଶାର ସବୁଠୁ ବଡ଼ ଡ୍ରାଗନ ଫ୍ରୁଟ ଫାର୍ମ କରିଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଜୁଆଳିଭଙ୍ଗା ପଞ୍ଚାୟତ ଅନ୍ତର୍ଗତ ମାଈଗାଁର ଶୁଭାଶିଷ…

ଆଜି ରାଜ୍ୟରୁ ୨୨୬ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨ା୯(ବ୍ୟୁରୋ): ରାଜ୍ୟରୁ ଶୁକ୍ରବାର ୨୨୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୮,୦୭୦ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୨ ଜଣ ଚିହ୍ନଟ ହୋଇଥିବା…

ଗାଇଡ୍‌ଲାଇନ ଉଲ୍ଲଂଘନ, ଲକ୍ଷେ ଟଙ୍କା ଫାଇନ

କେନ୍ଦ୍ରାପଡ଼ା ଅଫିସ,୨ା୯: କେନ୍ଦ୍ରାପଡ଼ା ଅର୍ବାନ କୋ ଅପରେଟିଭ ବ୍ୟାଙ୍କ ଏନ୍‌ପିଏ (ନନ୍‌ ଫର୍ମିଂ ଆସେଟ୍‌ସ) ଓ ଅଧିକ କର୍ମଚାରୀ ନିଯୁକ୍ତିକୁ ନେଇ ଚର୍ଚ୍ଚାରେ ଅଛି। ଏହି ସମୟରେ ଗାଇଡଲାଇନ ଉଲ୍ଲଂଘନ କରିଥିବାରୁ ୧ ଲକ୍ଷ ଟଙ୍କା ଆର୍‌ବିଆଇ (ରିଜର୍ଭ ବ୍ୟାଙ୍କ ଅଫ୍‌…

ସାଇବର ଠକଙ୍କ ଟାର୍ଗେଟରେ ଓଡ଼ିଶା ମହିଳା

ଭୁବନେଶ୍ୱର,୨।୯(ବ୍ୟୁରୋ): ଦେଶରେ ମହିଳା ବିରୋଧୀ, ନିର୍ଯାତନା, ବଳାତ୍କାର ଆଦି ଅପରାଧ ମାମଲା ବଢ଼ୁଥିବା ବେଳେ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମଧ୍ୟ ଚିନ୍ତାଜନକ ସ୍ଥିତିରେ ରହିଛି। ୨୦୨୧ରେ ଦେଶବ୍ୟାପୀ ସାଇବର ଅଶ୍ଳୀଳତା ଓ ମର୍ଫିଂ ମାମଲା ମୋଟ ୨,୫୯୭ ରୁଜୁ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨।୯ (ବ୍ୟୁରୋ): ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର କରିବା ଅଭିଯୋଗରେ ଇନ୍‌ଫୋସିଟି ଥାନା ପୋଲିସ ଜଣଙ୍କୁ ଗିରଫ କରି ଗୁରୁବାର କୋର୍ଟ ଚାଲାଣ କରିଛି। ସେ ହେଲେ ବନଫୁଲ ବସ୍ତିର ସନ୍ତୁ ଓରଫ୍‌ ସନ୍ତୋଷ ନାୟକ(୨୩)। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?