ରାଜ୍ୟ

ପୂର୍ବ ଶତ୍ରୁତାରୁ ହତ୍ୟା ଉଦ୍ୟମ: ଜେଲ୍‌ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୩ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବି.ତୁରୁବୁଡ଼ି ଗ୍ରାମରେ ଗତ ନଭେମ୍ବର ୧୩ ତାରିଖ ସନ୍ଧ୍ୟାରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗ୍ରାମର ଟୁନା ଚୌଧୁରୀଙ୍କୁ ଖଣ୍ଡାରେ ହାଣି ହତ୍ୟା ଉଦ୍ୟମ କରାଯାଇଥିଲା। ଏନେଇ ଦିଗପହଣ୍ଡି ଥାନାରେ ଏତଲା…

ଯୁକ୍ତ ୨ ପରୀକ୍ଷା ପାଇଁ ତାରିଖ ଘୋଷଣା: ଏହି ଦିନଠୁ ଆରମ୍ଭ…

ଭୁବନେଶ୍ୱର,୩।୧୨: ଯୁକ୍ତ ଦୁଇ ପରୀକ୍ଷା ପାଇଁ ଘୋଷଣା ହେଲା ତାରିଖ। ବୁଧବାର ପରୀକ୍ଷା ତାରିଖ ଘୋଷଣା କରିଛନ୍ତି CHSE ଅଧ୍ୟକ୍ଷ । ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଫେବ୍ରୁଆରୀ ୧୮ରୁ ମାର୍ଚ୍ଚ ୨୧ ଯାଏ ପରୀକ୍ଷା ଚାଲିବ।…

ବାରବାଟୀରେ ୫ରୁ ଅଫଲାଇନ ଟିକେଟ: ପୂର୍ବ ରାତିରୁ ଧାଡ଼ିରେ ନ ରହି ସକାଳୁ ଧାଡ଼ିରେ ରହିବାକୁ ଦିଆଯିବ ଅନୁମତି

ଭୁବନେଶ୍ୱର,୩।୧୨: ବାରବାଟୀ ଟି ଟ୍ବେଣ୍ଟି ପାଇଁ ଅଫଲାଇନ ଟିକେଟ ବିକ୍ରି ପୂର୍ବରୁ ଡିସିପି ସମୀକ୍ଷା କରି କହିଛନ୍ତି, କାଉଣ୍ଟର ଟିକେଟ ବିକ୍ରି ପାଇଁ ଲୁହା ବାରିକେଡ କରାଯିବ। କ୍ରିକେଟ ଏକାଡେମୀ ପଟୁ ପ୍ରବେଶ, ପ୍ରସ୍ଥାନ ଗେଟ୍‌ ଅଲଗା ରହିବ। ୫ ତାରିଖ…

ଖସୁଛି ପାରଦ, ବଢୁଛି ଶୀତ କଳାହାଣ୍ଡିରେ ଘନ କୁହୁଡି

ଭବାନୀପାଟଣା,୩ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ପାରଦ ଖସୁଥିବାବେଳେ ଶୀତର ପ୍ରକୋପ ବଢୁଛି। ସୁଲୁସୁଲିଆ ପବନ ସାଙ୍ଗକୁ ଘନ କୁହୁଡିର ଆସ୍ତରଣ ଘୋଡ଼େଇ ହୋଇଛି। ବଦଳି ଯାଇଛି କଳାହାଣ୍ଡିର ରୂପ। ଚାରିଆଡେ ଘନ କୁହୁଡି। ମଙ୍ଗଳବାର ସକାଳୁ ସହରରେ ଘନ କୁହୁଡିର ଚିତ୍ର…

ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ରାଜକୋଷରୁ ମୋଟା ଅଙ୍କ ନେଇଛନ୍ତି ମାଧୁରୀ, ରହିବା ଖାଇବା…

ଭୁବନେଶ୍ୱର,୩।୧୨: ଓଡ଼ିଶା ହସ୍ତତନ୍ତ ବ୍ରାଣ୍ଡ ଆମ୍ବାସଡର ହେବାକୁ ବଲିଉଡ ଅଭିନେତ୍ରୀ ମାଧୁରୀ ମୋଟା ଅର୍ଥ ନେଇଛନ୍ତି। ରାଜ୍ୟ ରାଜକୋଷରୁ ୧ କୋଟି ୬୦ ଲକ୍ଷ ଟଙ୍କା ନେଇଛନ୍ତି ମାଧୁରୀ। ବିମାନ ସହ ରହିବା ଓ ଖାଇବା ଖର୍ଚ୍ଚ ଅଲଗା ନେଇଛନ୍ତି। ବିଧାୟକ…

ରାଜ୍ୟରେ କେତୋଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ, ଜାଣନ୍ତୁ କ’ଣ କହିଲେ ମନ୍ତ୍ରୀ

ଭୁବନେଶ୍ୱର,୩।୧୨: ରାଜ୍ୟରେ ୩୫ଟି ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ଅଛି। କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମଙ୍କ ପ୍ରଶ୍ନରେ ଉତ୍ତର ରଖିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ୩୩ଟି ବେସରକାରୀ ଓ ୨ଟି ସରକାରୀ ଶୀତଳ ଭଣ୍ଡାର କାର୍ଯ୍ୟକ୍ଷମ ରହିଛି। ବିଗତ ୧୦…

ଏମିତି ବି ଆସେ ମୃତ୍ୟୁ : କୁକୁର ଛୁଆ ମୁହଁରୁ ଢାଳ କାଢ଼ି ବଞ୍ଚାଇଥିଲେ, ହେଲେ ଏବେ…

ଦାରିଙ୍ଗବାଡି,୩।୧୨ (ଅରୁଣ ସାହୁ): ମୃତ୍ୟୁ ଏମିତି ବି ଆସେ। ଟିକିଏ ଅସାବଧାନତା ଜଣଙ୍କ ଜୀବନ ନେଇଗଲା।  ଏଭଳି ଦୁଃଖଦ ଖବର ଆସିଛିି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସରାମୁଳି ପଞ୍ଚାୟତ ପାକାଲମାହା ଗ୍ରାମର ଫାଉସ୍ଥିନା ବଳିୟାର ସିଂ(୪୬)ଙ୍କ କ୍ଷେତ୍ରରେ। ସେ ମଙ୍ଗଳବାର…

ଦ୍ୱୈତନଗରୀରେ ସୁରକ୍ଷା ବଢ଼ିଲା: ଷ୍ଟାଡିୟମ ଭିତରକୁ ପାଣି ବୋତଲ, କଏନ, କଲମ ମନା

ଭୁବନେଶ୍ୱର,୩ା୧୨(ତ୍ରିନାଥ ମହାନ୍ତି):ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତ ଏବଂ ସାଉଥ୍‌ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଅନୁଷ୍ଠିତ ହେବ। ଏଥିପାଇଁ କମିଶନରେଟ୍‌ ପୋଲିସ ପକ୍ଷରୁ ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ମଙ୍ଗଳବାର କମିଶନରେଟ…

ନକଲି ଔଷଧ, ଚିନ୍ତାରେ ସରକାର: ୪ ବର୍ଷରେ ଚିହ୍ନଟ ହେଲାଣି ୧୬୮ ପ୍ରକାର ବିଷାକ୍ତ ଔଷଧ

ଭୁବନେଶ୍ୱର,୩ା୧୨(ରବିନାରାୟଣ ଜେନା):ରାଜ୍ୟବାସୀ ହାତ ପାଆନ୍ତାରେ ଯେଭଳି ସ୍ବାସ୍ଥ୍ୟସେବା ପାଇବେ ତାକୁ ନେଇ କେନ୍ଦ୍ରଠାରୁ ଆରମ୍ଭ କରି ରାଜ୍ୟ ସରକାରଙ୍କ ପର୍ଯ୍ୟନ୍ତ ବହୁବିଧ ସ୍ବାସ୍ଥ୍ୟଭିତ୍ତିକ ଯୋଜନା କାର୍ଯ୍ୟକାରୀ କରାଯାଇଛି। ଏପରି କି ଯୋଜନାକୁ ଅତି ସରଳ କରିବାପାଇଁ କେତେକ ଯୋଜନା ପରିବର୍ତ୍ତନ ମଧ୍ୟ…

୫,୦୦୦ରୁ ଅଧିକ ଗ୍ରାମକୁ ଏପର୍ଯ୍ୟନ୍ତ ନାହିଁ ସବୁଦିନିଆ ରାସ୍ତା: ମନ୍ତ୍ରୀ

ଭୁବନେଶ୍ୱର,୨।୧୨: ରାଜ୍ୟର ୫,୦୦୦ରୁ ଅଧିକ ରାଜସ୍ୱ ଏବଂ ଦୁର୍ଗମ ଗ୍ରାମରେ ଏପର୍ଯ୍ୟନ୍ତ ସବୁଦିନିଆ ରାସ୍ତା ସଂଯୋଗ ନାହିଁ। ମଙ୍ଗଳବାର ପଞ୍ଚାୟତି ରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବି ନାୟକ ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନର…

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ, ଲଘୁ ଖଣିଜରୁ ସଂଗୃହୀତ ପାଣ୍ଠି ସେହି ଜିଲାରେ ଖର୍ଚ୍ଚ କରାଯିବ

ଭୁବନେଶ୍ୱର,୨।୧୨: ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନ ଠାରେ ଜିଲା ଖଣିଜ ପ୍ରତିଷ୍ଠାନ ମାନଙ୍କ ସମ୍ବନ୍ଧରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି। ଆଲୋଚନାରୁ ଜଣାପଡିଛିଯେ, ଚଳିତ ବର୍ଷ ଅକ୍ଟୋବର ମାସ ଶେଷ ସୁଦ୍ଧା ରାଜ୍ୟର ୧୧ ଟି…

ଶ୍ରୀମନ୍ଦିରକୁ ନେଇ ବିବାଦୀୟ ମନ୍ତବ୍ୟ; କ୍ଷମା ପ୍ରାର୍ଥନା କଲେ ଶୁଭଙ୍କର ମିଶ୍ର

ଭୁବନେଶ୍ୱର,୨।୧୨: ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରକୁ ନେଇ ଅବିବାହିତ ପ୍ରେମୀ ଯୁଗଳଙ୍କ ଉପରେ ଦେଇଥିବା ବିବାଦୀୟ ମନ୍ତବ୍ୟ ପରେ ଖବରଦାତା ତଥା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର୍ ଶୁଭଙ୍କର ମିଶ୍ର ମଙ୍ଗଳବାର ଶ୍ରୀଜଗନ୍ନାଥଙ୍କ ଭକ୍ତଙ୍କ ନିକଟରେ କ୍ଷମା ପ୍ରାର୍ଥନା କରିଛନ୍ତି। ତେବେ, ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri