ରାଜ୍ୟ

ଓଏଏସ୍‌ ସ୍ତରରେ ଅଦଳବଦଳ: ଜାଣନ୍ତୁ କିଏ କେଉଁଠାକୁ ଗଲେ

ଭୁବନେଶ୍ୱର,୫।୫(ସୁନିତ୍‌ ମିଶ୍ର):ଓଏଏସ୍‌ ଅଫିସରସ୍ତରରେ ସୋମବାର ଏକ ଛୋଟ ଧରଣର ଅଦଳବଦଳ ହୋଇଛି। ଓଏଏସ୍‌ ଅଫିସର ପ୍ରଶାନ୍ତ କୁମାର ନାୟକଙ୍କୁ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି। ଓଏଏସ୍‌ ଅଫିସର ସବ୍ୟସାଚୀ ପଣ୍ଡା ଝାରସୁଗୁଡ଼ା ଉପଜିଲାପାଳ…

ଓଡ଼ିଶା ବିଚାରପତିଙ୍କ ନକାରାତ୍ମକ ସର୍ତ୍ତକୁ ସୁପ୍ରିମ୍‌ କୋର୍ଟଙ୍କ ଭର୍ତ୍ସନା

କଟକ, ୫।୫(କାର୍ତ୍ତିକ ସାହୁ): ରାୟଗଡ଼ା ଜିଲା କାଶୀପୁର ଥାନା ଭଙ୍ଗାରୁଜା ଘଟଣାରେ ଗିରଫ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରିବା ନିମନ୍ତେ ଓଡ଼ିଶା ହାଇକୋର୍ଟ ୨୦୨୫ ମେ ୯ତାରିଖରେ ଦେଇଥିବା ଆଦେଶକୁ ସୋମବାର ସୁପ୍ରିମକୋର୍ଟ ଭର୍ତ୍ସନା କରିଛନ୍ତି । ଏକ ନିର୍ଦ୍ଦିଷ୍ଟ ଜାତିର…

ଆନ୍ଧ୍ର ହାଟରେ ଗଛ ଉପୁଡ଼ି ଓଡ଼ିଶାର ଦୁଇ ମହିଳା ମୃତ: ୨ ଗୁରୁତର

ନନ୍ଦପୁର/ପାଡୁଆ,୪।୫(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସୀମାକୁ ଲାଗି ରହିଥିବା ଆନ୍ଧ୍ର ପେଦାବାଇଲି ସୋମବାର ହାଟରେ କାଳବୈଶାଖୀ ତାଣ୍ଡବ ରଚିଛି। ଅପରାହ୍ନରେ ହାଟରେ ଗହଳି ଲାଗିଥିବା ବେଳେ ହଠାତ୍‌ କାଳବୈଶାଖୀ ପବନ ବର୍ଷାରେ ହାଟ ମଝିରେ ଥିବା…

ଜିତୁ ମୁଣ୍ଡାଙ୍କ ପାଇଁ ବଦଳିଲା ଗାଁର ଭାଗ୍ୟ, ମରାମତି ହେଲା….

କେନ୍ଦୁଝର,୪।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): ଟଙ୍କା ଉଠାଇବା ପାଇଁ ଜିତୁ ମୁଣ୍ଡା ନିଜ ବଡ଼ ଭଉଣୀଙ୍କ କଙ୍କାଳ କାନ୍ଧରେ ବୋହି ବ୍ୟାଙ୍କକୁ ନେବା ଘଟଣା ସାରା ଦେଶରେ ଚର୍ଚ୍ଚାର ବିଷୟ ହୋଇଛି। ଘଟଣା ଜିତୁ ମୁଣ୍ଡାଙ୍କ ଭାଗ୍ୟକୁ ବଦଳାଇବା ସହିତ ତାଙ୍କ…

କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ହାତୀ ହାବୁଡ଼ରେ ପଡିଗଲେ ମହିଳା, ଦଳିଦେଲା ଦନ୍ତା

ମାଧପୁର,୪।୫(ମନୋଜ କୁମାର ପ୍ରଧାନ): ଆଠମଲ୍ଲିକ ଥାନା ଅନ୍ତର୍ଗତ ମାଧପୁର ପଂଚାୟତ ଅଧୀନ ମାଧପୁର ଗ୍ରାମର ଜଣେ ମହିଳା ହାତୀ ଆକ୍ରମଣରେ ପ୍ରାଣ ହରାଇଛନ୍ତି । ମୃତ ମହିଳା ହେଲେ ଜ୍ୟୋସ୍ନାରାଣୀ ବିଶ୍ଵାଳ (୩୦), ସ୍ବାମୀ ବିଜୟ ବିଶ୍ଵାଳ । ସୂଚନା ଅନୁସାରେ…

ଅନୁଦାନ ସତ୍ତ୍ୱେ ସୁଦୃଢ଼ ହେଉନି ନଦୀବନ୍ଧ, ଲୋକଙ୍କୁ ଘାରୁଛି କୁମ୍ଭୀର ଭୟ

କେନ୍ଦ୍ରାପଡ଼ା,୪ା୫(ଜଗନ୍ନାଥ ଧଳ): ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ଯୋଜନା ପ୍ରଣୟନ ସହ ଅନୁଦାନ ଯୋଗାଉଛନ୍ତି। ମାତ୍ର ଏହି ଅନୁଦାନ କେନ୍ଦ୍ରାପଡ଼ା ଜିଲାରେ ପ୍ରଭାବ ପକାଉନାହିଁ। ପ୍ରତିବର୍ଷ ଜିଲାର ୫୫ ପଞ୍ଚାୟତରେ ବନ୍ୟା ଜଳ ପଶୁଛି। ରାଜକନିକା,…

ସୁର ରାଉତରାୟଙ୍କ ପରିବାରରେ ଖୁସିର ଲହରୀ, ବାପା ହେଲେ ମନ୍ମଥ

ଭୁବନେଶ୍ବର,୪।୫: ବାପା ହେଲେ ମନ୍ମଥ ରାଉତରାୟ । ବିଜେଡି ନେତା ତଥା ପୂର୍ବତନ ପାଇଲଟ ମନ୍ମଥ ରାଉତରାୟଙ୍କ ଘରକୁ ଖୁସି ଆସିଛି । ରୋଜାଲିନ ପଟ୍ଟନାୟକ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି । କଂଗ୍ରେସର ବରିଷ୍ଠ ନେତା ସୁରେଶ କୁମାର…

ଖାତାକୁ ଗଲା ସୁଭଦ୍ରା ଟଙ୍କା: ଏବେ କରନ୍ତୁ ଚେକ୍‌…

ଭୁବନେଶ୍ୱର,୪।୫: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ୩ୟ କିସ୍ତିରୁ ବଞ୍ଚିତ ୧ ଲକ୍ଷ ୨୩ ହଜାର ୮୪୯ ହିତାଧିକାରୀଙ୍କୁ ମିଳିଲା ଟଙ୍କା। ୬୧ କୋଟିରୁ ଊର୍ଦ୍ଧ୍ବ ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି। ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପଠାଇଲେ…

ବାଲଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ମାରି ଜନଶୁଣାଣି କରାଇ ଦେଲେନି ଲୋକେ, ଫେରି ଆସିଲେ ଅଧିକାରୀ

ନନ୍ଦପୁର/ପାଡୁଆ,୪।୫( ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): ପୂର୍ବରୁ ଅନୁଷ୍ଠିତ ପଞ୍ଚାୟତ ସ୍ତରୀୟ ଜନ ଶୁଣାଣିରେ ପଞ୍ଜୀକୃତ ପଞ୍ଚାୟତବାସୀଙ୍କ ସମସ୍ୟା ଓ ଅଭିଯୋଗର ସମାଧାନ ଏଯାବତ୍ ହୋଇପାରି ନାହିଁ । ସରପଞ୍ଚଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବକୁ ବ୍ଲକ ଓ ଜିଲା ପ୍ରଶାସନ…

କୋଳି ତୋଳିବାକୁ ଜଙ୍ଗଲକୁ ଯାଇଥିଲେ ଯୁବତୀ, ୩ ଭାଲୁଙ୍କ ହାବୁଡ଼ରେ ପଡ଼ିଗଲେ, ଆଉ ତା’ପରେ…

ପାଟଣା,୪ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ସଡ଼ଙ୍ଗ ବାହାଳି ଗ୍ରାମରେ ସୋମବାର ସକାଳୁ ଭାଲୁ ଆକ୍ରମଣରେ ଜଣେ ଯୁବତୀ ଗୁରୁତର ହୋଇଛନ୍ତି । ଗୁରୁତର ଜଣକ ହେଉଛନ୍ତି ଶ୍ରୀଦେବୀ ମୁଣ୍ଡା। ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଭାଲୁ…

ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କଲେ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ଅଧିକାରୀଙ୍କ ସହ ଆଲୋଚନା କରି…

ଧାମନଗର,୪ା୫(ସନ୍ତୋଷ କୁମାର ମହାପାତ୍ର): ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଧାମନଗର ଅଞ୍ଚଳର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିବା ସହ ଅନ୍ୟ ପ୍ରସ୍ତାବିତ କାର୍ଯ୍ୟ ବିଷୟରେ ଉପସ୍ଥିତ ଅଧିକାରୀମାନଙ୍କ ସହ ସୋମବାର ସକାଳ ସମୟରେ ସମୀକ୍ଷା କରିଛନ୍ତି। ଏଥିସହ ନିର୍ମାଣାଧୀନ ପ୍ରକଳ୍ପକୁ…

୩ଦିନ ବର୍ଷା-ପବନ-କୁଆପଥର ମାଡ଼, ଆଜି ୧୩ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର,୪ା୫(ବନ୍ଦନା ସେଠୀ): ରାଜ୍ୟରେ କାଳବୈଶାଖୀ ପ୍ରଭାବ ଜାରି ରହିଛି । କିଛିଦିନ ହେବ ବର୍ଷା ହେଉଥିବାବେଳେ ରବିବାର ମେଘୁଆ ପାଗ ଯୋଗୁ ତାତିରୁ ଆଶ୍ୱସ୍ତି ମିଳିଛି। ତେବେ ଆଗାମୀ ୩ଦିନ ଯାଏ ପ୍ରବଳ ବର୍ଷା ଓ ପବନର ସମ୍ଭାବନା ଥିବାରୁ ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?