ରାଜ୍ୟ

ରାଜ୍ୟର ପ୍ରଥମ ମ୍ୟୁନିସିପାଲିଟିକୁ ଅବହେଳା

କେନ୍ଦ୍ରାପଡ଼ା ଅଫିସ, ୩୧ା୮: ୧୮ ମେ ୧୮୮୫ ମସିହାରେ ଲର୍ଡ ରିପନ ସ୍ବାୟତ୍ତ ଶାସନ ପ୍ରସ୍ତାବ ଆଗତ କରିଥିଲେ। ତେବେ ଏହା ପୂର୍ବରୁ ଇଂରେଜ ସରକାର ୧୮୫୯ରେ କେନ୍ଦ୍ରାପଡ଼ା ଓ ଯାଜପୁରକୁ ଦୁଇଟି ସବ୍‌ଡିଭିଜନରେ ପରିଣତ କରିଥିଲେ। ଏହାର ଠିକ୍‌ ୧୦ବର୍ଷ…

ଖରସ୍ରୋତାକୁ ଚିରସ୍ରୋତା କରିବାକୁ ପ୍ରୟାସ

ରସୁଲପୁର,୩୧ା୮(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକର ଉତ୍ତର ସୀମାରେ ପ୍ରବାହିତ ମୂଳ ଖରସ୍ରୋତା ନଦୀକୁ ବଞ୍ଚାଇ ଚିରସ୍ରୋତା କରିବା ପାଇଁ ପୁନରୁଦ୍ଧାର ସମିତି ପକ୍ଷରୁ ପ୍ରୟାସ କରାଯାଉଛି। ଏ ନେଇ ସମିତି ପକ୍ଷରୁ ପ୍ରତ୍ୟେକ ମାସର ୩୦ ତାରିଖରେ ପଦଯାତ୍ରା କରାଯାଉଛି।…

ପରିବେଶ ପ୍ରଦୂଷଣକୁ ନେଇ ଅଞ୍ଚଳବାସୀଙ୍କ ଉଦ୍‌ବେଗ

କେନ୍ଦ୍ରାପଡ଼ା ଅଫିସ/ ମହାକାଳପଡ଼ା,୩୧ା୮(ଡି.ଏନ.ଏ.): ଓଡ଼ିଶା ଶିଳ୍ପ ଭିତ୍ତିଭୂମି ଉନ୍ନୟନ ନିଗମ (ଇଡ୍‌କୋ) ପକ୍ଷରୁ ଜଗତ୍‌ସିଂହପୁର ଜିଲା ପାରାଦୀପଠାରେ ପ୍ରସ୍ତାବିତ ପ୍ରେଟ୍ରୋଲିୟମ, ରସାୟନ ଓ ପେଟ୍ରୋକେମିକାଲସ୍‌ ଅଞ୍ଚଳର ନିବେଶସ୍ଥଳ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଶ୍ରୀବାୟାବାବା କଲେଜରେ ଜମି ବ୍ୟାଙ୍କ ପାଇଁ ଜନଶୁଣାଣି…

ଓପିଏସ୍‌ସି ସଦସ୍ୟ ଭାବେ ଶପଥ ନେଲେ ସରିତା ସୁପକାର

କଟକ ଅଫିସ, ୩୧ା୮: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର ନୂତନ ସଦସ୍ୟ ଭାବେ ଡ. ସରିତା ସୁପକାର ମଙ୍ଗଳବାର ଶପଥ ଗ୍ରହଣ କରିଛନ୍ତି। କଟକସ୍ଥିତ ଓପିଏସ୍‌ସି କାର୍ଯ୍ୟାଳୟରେ ଅନୁଷ୍ଠିତ ସମାରୋହରେ ସୁପକାରଙ୍କୁ ଓପିଏସ୍‌ସି ଅଧ୍ୟକ୍ଷ ଡ. ସତ୍ୟଜିତ୍‌ ମହାନ୍ତି ଶପଥ ପାଠ କରାଇଥିଲେ।…

ବେସରକାରୀ କଲେଜରେ ୨୭୪ ଅଧ୍ୟାପକ ନିଯୁକ୍ତ

ଭୁବନେଶ୍ୱର, ୩୧ା୮ (ବ୍ୟୁରୋ): ଉଚ୍ଚଶିକ୍ଷାର ବିକାଶ କରିବା ସହ ଏହାକୁ ଗତିଶୀଳ କରିବା ଦିଗରେ ଶିକ୍ଷକମାନଙ୍କର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଅଧ୍ୟାପକମାନେ ଛାତ୍ରୀଛାତ୍ରମାନଙ୍କୁ କେବଳ ପାଠ୍ୟକ୍ରମ(ସିଲାବସ୍‌)ରେ ସୀମିତ ନ ରଖି ସେମାନଙ୍କୁ ବର୍ତ୍ତମାନ ସମାଜରୁ ଶିକ୍ଷାଲାଭ କରିବା ସହ ବାସ୍ତବ ସାମାଜିକ-ରାଜନୈତିକ…

ସମସ୍ୟାକୁ ଅଣଦେଖା କରୁଛି ପୌର ପ୍ରଶାସନ

ଖୋର୍ଦ୍ଧା ଅଫିସ,୩୧ା୮: ବୁଧବାର ଖୋର୍ଦ୍ଧା ପୌର ପ୍ରଶାସନ ପାଳିବ ୬୩ତମ ସ୍ବାୟତ୍ତ ଶାସନ ଦିବସ। ଦୀପ ତଳ ଅନ୍ଧାର ଭଳି ରାଜଧାନୀ ଜିଲା ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ପରିମଳ, ବିପର୍ଯ୍ୟସ୍ତ ଡ୍ରେନେଜ ଓ ରାସ୍ତାକଡ଼ କ୍ୟାବିନ ସହରର ମୁଖ୍ୟ…

ବଢୁଛି ଚୋରି, ମାମଲା ରୁଜୁକରି ପୋଲିସ ଚୁପ୍‌

ଖୁଣ୍ଟୁଣୀ,୩୧ା୮(ଡି.ଏନ୍‌.ଏ.): ଖୁଣ୍ଟୁଣୀ ଥାନା ଅଞ୍ଚଳରେ କିଛି ମାସ ହେବ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ଏନେଇ ଅଭିଯୋଗକାରୀମାନେ ଥାନାରେ ଅଭିଯୋଗ କରିଛନ୍ତି। ହେଲେ ପୋଲିସ କେବଳ ମାମଲା ରୁଜୁ କରି ଚୁପ୍‌ ବସିଛି। ଅଭିଯୁକ୍ତମାନଙ୍କୁ ଗିରଫ କରିପାରି ନ ଥିବାବେଳେ…

ବ୍ରହ୍ମପୁର ପୌର ପରିଷଦରୁ ମହାନଗର ନିଗମ

ବ୍ରିଟିଶ ଶାସନରେ ଗଞ୍ଜାମ ଜିଲା ମାଡ୍ରାସ ପ୍ରେସିଡେନ୍‌ସି ଅଧିନ ଥିଲା। ୧୮୬୭ରେ ଗଠନ ହୋଇଥିଲା ବ୍ରହ୍ମପୁର ପୌର ପରିଷଦ। ୨୦୦୯ରେ ରାଜ୍ୟ ସରକାର ଏହି ପୌର ପରିଷଦକୁ ମ୍ୟୁନିସିପାଲ କର୍ପୋରେଶନ (ମହାନଗର ନିଗମ) ଘୋଷଣା କଲେ। ୨୦୧୭ ଅଗଷ୍ଟ ୩୧ ଅର୍ଥାତ୍‌…

ରାଜତନ୍ତ୍ରର ସ୍ମୃତି ବଖାଣୁଛି ବାରିପଦା ପୌର ପରିଷଦ

ମୟୂରଭଞ୍ଜ ଜିଲା ବାରିପଦା ପୌର ପରିଷଦ ୧୧୭ ବର୍ଷରେ ପଦାର୍ପଣ କରିଛି। ମୟୂରଭଞ୍ଜ ରାଜତନ୍ତ୍ରର ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ଶାସନକାଳ ସମୟରେ ବାରିପଦା ସହରର ୨ବର୍ଗ କି.ମି ଆୟତନକୁ ନେଇ ୧୯୦୫ ଜୁଲାଇ ୧ତାରିଖରେ ପୌରପରିଷଦ କାର୍ଯ୍ୟାରମ୍ଭ କରିଥିଲା। ମହାରାଜାଙ୍କ ଦ୍ୱାରା…

ସରଗରମ ଏତଲା ରାଜନୀତି

ଆନନ୍ଦପୁର,୩୧ା୮(ସ୍ବ.ପ୍ର.): ବିଜେଡି ଓ ଭାଜପା ମଧ୍ୟରେ ପରସ୍ପର ବିରୋଧୀ ଏତଲାକୁ ନେଇ କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନ ମଣ୍ଡଳୀ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଛି। ବିଜେଡି ବିଧାୟକଙ୍କ ବିରୋଧରେ ଭାଜପା ଜିଲା ପରିଷଦ ସଦସ୍ୟା ଗାଳିଗୁଲଜ ଓ ଦୁର୍ବ୍ୟବହାର ଅଭିଯୋଗ…

ରାଜଧାନୀରେ ଘଟିଚାଲିଛି ଅପରାଧ, ପୋଲିସ ଚୁପ୍‌: ଭାଜପା

ଭୁବନେଶ୍ୱର,୩୧ା୮(ବ୍ୟୁରୋ): ରାଜ୍ୟରେ ଆଇନ ତା’ ନିଜ ବାଟରେ ଯାଉ ନାହିଁ ବରଂ ଆଇନ ଆଗରେ ବାଟ ଓଗାଳି ଛିଡା ହୋଇ ରହିଛନ୍ତି ରାଜ୍ୟ ସରକାର। ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ହତ୍ୟା, ବଳାତ୍କାର, ଠକେଇ, ଡକାୟତି ଓ ମୋଟରଯାନ ଦୁର୍ଘଟଣା ବଢ଼ୁଥିଲେ…

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ସସ୍ମିତ

ଭୁବନେଶ୍ୱର,୩୧ା୮(ବ୍ୟୁରୋ):ବିଜେଡି ରାଜ୍ୟ ସଭା ସଦସ୍ୟ ସସ୍ମିତ ପାତ୍ର ଉପରାଷ୍ଟ୍ରପତି ତଥା ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ୍‌ ଧନକରଙ୍କୁ ଭେଟିଛନ୍ତି। ରାଜ୍ୟ ସଭାରେ ବିଜେଡିର ଆଭିମୁଖ୍ୟ ନେଇ ସେ ଉପରାଷ୍ଟ୍ରପତିଙ୍କୁ ଅବଗତ କରିଛନ୍ତି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?