ରାଜ୍ୟ

ଲାଞ୍ଚ ନେଇ ଧରାପଡ଼ିଲେ ବିଇଓ

କେନ୍ଦୁଝର,୩୦।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗାଁ ବିଇଓ ଅଭୟ କୁମାର ବେହେରା ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିନେଇଛି। ତଦନ୍ତରୁ ଜଣାପଡ଼ିଛି, କାଶୀସାହି ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ କମଳାକାନ୍ତ ପଣ୍ଡାଙ୍କ ବକେୟା ପାଉଣା…

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ହେଲେ କନ୍ଧମାଳ ଜିଲାର ୬୯ ବର୍ଷିୟ ବ୍ୟକ୍ତି। ସେ ଉଚ୍ଚ ରକ୍ତଚାପ…

ନୂଆଁଖାଇରେ ରାଜ୍ୟ ସରକାରଙ୍କ ଭେଟି, ଚାଷୀଙ୍କୁ ମିଳିବ କାଳିଆ ଟଙ୍କା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ଚାଷୀଙ୍କ ପାଇଁ ଖୁସି ଖବର। ନୂଆଁଖାଇ ଅବସରରେ ଚାଷୀଙ୍କୁ ମିଳିବ କାଳିଆ ଟଙ୍କା। ପ୍ରତ୍ୟେକ ଚାଷୀଙ୍କୁ ୨ ହଜାର ଟଙ୍କା ଲେଖାଏ ମିଳିବ। ଏହି ଯୋଜନାରେ ରାଜ୍ୟର ୪୧ ଲକ୍ଷ ଚାଷୀ ଉପକୃତ ହେବେ। ତେବେ ଏହି ବାବଦରେ ୮୬୯…

ହାତୀ ମୃତ୍ୟୁ ମାମଲା: ଫରେଷ୍ଟର,ଗାର୍ଡ ନିଲମ୍ବିତ

କେନ୍ଦୁଝର,୩୦।୮ (ସ୍ବ.ପ୍ର.) ସ୍ଥାନୀୟ ଓୟୁଏଟି କ୍ୟାମ୍ପସରେ ଦୁଇ ମାଈହାତୀ ବିଦ୍ୟୁତ୍‌ ଆଘାତରେ ମୃତ୍ୟୁ ଘଟିବା ଘଟଣାରେ ବନ ବିଭାଗ ଫରେଷ୍ଟର ପ୍ରଦୀପ ବାରିକ ଏବଂ ଗାର୍ଡ ମିତ୍ରଭାନୁ ନାଏକଙ୍କୁ ଚାକିରିରୁ ନିଲମ୍ବିତ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ଆର୍‌ସିସିଏଫ୍‌ ତାଙ୍କୁ ନିଲମ୍ବନ…

ଦୁର୍ବଳ ମୌସୁମୀ ପ୍ରଭାବରେ ଦିନରେ ବୃଦ୍ଧି ପାଉଛି ତାପମାତ୍ରା

ଭୁବନେଶ୍ୱର,୩୦।୮(ବ୍ୟୁରୋ): ମୌସୁମୀ ନିମ୍ନ ଚାପରେଖା ତାର ସାଧାରଣ ଅବସ୍ଥାନଠାରୁ ଉତ୍ତରରେ ଆଗାମୀ ୫ଦିନ ଯାଏ ଅବସ୍ଥାନ କରିବାର ସମ୍ଭାବନା ଥିବାରୁ ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିବ। ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଦୁର୍ବଳ…

ଆଜି ରାଜ୍ୟରେ ୨୩୨ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୩୦।୮(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬…

ମୃତ ଶିଶୁକୁ ବ୍ୟାଗରେ ନେଉଥିଲେ ବାପା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଶେଷକୃତ୍ୟ ପାଇଁ ଶିଶୁକନ୍ୟାର ମୃତଦେହକୁ ବ୍ୟାଗରେ ନେଉଥିଲେ ବାପା। ହେଲେ ଅଧାବାଟରେ ଛିଣ୍ଡିଗଲା ବ୍ୟାଗ। ମୃତଦେହଟି ତଳକୁ ଖସି ପଡିବା ଦେଖି ଲୋକଙ୍କ ସନ୍ଦେହ ହେଲା। ତାଙ୍କୁ ଅଟକାଇ ନିସ୍ତୁକ ମାଡ଼ ମାରିଥିଲେ। ମୃତ ଝିଅକୁ ସଂସ୍କାର ପାଇଁ ନେଉଥିବା କହିଥିଲେ…

ଅପରାଜିତା ପବ୍ଲିସିଟି ରାଜନୀତି ନ କରନ୍ତୁ: ମେୟର

ଭୁବନେଶ୍ୱର,୩୦।୮(ବ୍ୟୁରୋ)”ଭୁବନେଶ୍ୱରରେ ଡମ୍ପିଂୟାର୍ଡ ସମସ୍ୟା ଭିତରେ ବିଏମ୍‌ସି ଛନ୍ଦି ହୋଇପଡ଼ିଛି। ଏଥିପାଇଁ ବିଏମ୍‌ସିକୁ ବହୁ ସମାଲୋଚନାର ଶିକାର ହେବାକୁ ପଡୁଛି। ରବିବାର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଡମ୍ପିଂୟାର୍ଡର ସମାଧାନ ପାଇଁ ମେୟର ସୁଲୋଚନା ଦାସଙ୍କୁ ଚିଠି ଲେଖିଛନ୍ତି। ତେବେ ଏହାର ପ୍ରତିକ୍ରିୟା ରଖିଛନ୍ତି…

ଡମ୍ପିଂୟାର୍ଡ ବିବାଦର ସମାଧାନ ଆଶା ମଉଳିଲା

ଭୁବନେଶ୍ୱର, ୩୦।୮ (ବ୍ୟୁରୋ):ଭୁଆସୁଣୀ ଡମ୍ପିଂୟାର୍ଡ ବିବାଦ ଥମିବାର ନାଁ ଧରୁନି। ଯେତେ ଉଦ୍ୟମ କଲେ ବି ସମାଧାନ କରିବାରେ ବିଏମ୍‌ସି ସଫଳ ହୋଇପାରୁନି। ସୋମବାର ସମାଧାନର କୌଣସି ନିଷ୍କର୍ଷ ବାହାରିବ ବୋଲି କୁହାଯାଉଥିଲା। ସହରରୁ ଅଳିଆ ଉଠିବା ସହିତ ସମସ୍ତ ପ୍ରକ୍ରିୟା…

୧୬ ଦେଶର ରାଷ୍ଟ୍ରଦୂତଙ୍କ ସହ ହେବ ଆଲୋଚନା

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ଚଳିତ ବର୍ଷ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ୱରରେ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ ଅନୁଷ୍ଠିତ ହେବ। ଏହାକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କନ୍‌କ୍ଲେଭରେ ମେଟାଲ,…

ରାଜ୍ୟ ବାହାରକୁ ଗଡ଼ିବ ଅଧିକ ଓଏସ୍‌ଆର୍‌ଟିସି ବସ୍‌

ଭୁବନେଶ୍ୱର,୩୦ା୮(ବ୍ୟୁରୋ):ବାହାର ରାଜ୍ୟକୁ ଓଡିଶା ପରିବହନ ନିଗମ(ଓଏସଆର୍‌ଟିସି) ଗଡିବ। ଏଥିପାଇଁ କେତେ ରାଜ୍ୟ ଅନୁମତି ଦେଇଛନ୍ତି। ଆସନ୍ତା ୧୫ ଦିନ ମଧ୍ୟରେ ରିପୋର୍ଟ ଦେବା ପାଇଁ ପରିବହନ ମନ୍ତ୍ରୀ ଟୁକୁନି ସାହୁ ଓଏସ୍‌ଆରଟିସି ସିଏମ୍‌ଡିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ଖାରବେଳ ଭବନସ୍ଥିତ ବାଣିଜ୍ୟ…

୪ବର୍ଷ ହେବ ମିଳୁନି ରାଜ୍ୟ ଶିକ୍ଷକ ପୁରସ୍କାର

ଭୁବନେଶ୍ୱର, ୩୦।୮(ବ୍ୟୁରୋ):ପୁରସ୍କାର ପାଇଁ ମନୋନୀତ କରି ଡାକିଲେ, କିନ୍ତୁ ଦେଲେ ନାହିଁ। ଇତିମଧ୍ୟରେ ୪ ବର୍ଷ ବିତିଯାଇଛି। ପୁରସ୍କାର ପାଇବାକୁ ଚାହିଁ ବସିଥିବା ୫୭ ଶିକ୍ଷକଙ୍କ ମଧ୍ୟରୁ ୧୧ଜଣ ଅବସର ନେଇସାରିଥିବାବେଳେ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇସାରିଛି। ଗଣଶିକ୍ଷା ବିଭାଗର ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?