ରାଜ୍ୟ

ବିଦ୍ୟାଳୟ ପାଚେରି ନିର୍ମାଣରେ ଛାତ୍ରଙ୍କୁ ଲଗାଇଥିଲେ ଶିକ୍ଷକ, ଭିଡିଓ ହେଲା ଭାଇରାଲ

ମାଥିଲି/ମାଲକାନଗିରି, ୨୮ା୮(ଡି.ଏନ୍‌.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାର ଛାତ୍ରୀଛାତ୍ରଙ୍କ ଶିକ୍ଷାର ଉନ୍ନତି ସହ ବିଦ୍ୟାଳୟର ଭିତ୍ତିଭୂମି ସୁଦୃଢ଼ ପାଇଁ ବହୁ ଅର୍ଥ ଖର୍ଚ୍ଚ କରୁଛନ୍ତିି। ପିଲାମାନଙ୍କ ପାଇଁ ନୂତନ ବିଦ୍ୟାଳୟ ଗୃହ ନିର୍ମାଣଠାରୁ ଆରମ୍ଭକରି ବିଦ୍ୟାଳୟରେ ଶୁଦ୍ଧ ପାନୀୟ ଜଳ, ପାଠ୍ୟ…

ଆଜି ରାଜ୍ୟରୁ ୨୫୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୮ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୨୫୭ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୯୨୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୫୧ ଜଣ ଚିହ୍ନଟ ହୋଇଥିବା…

ସାଇକେଲ ମରାମତି କରି ପରିବାର ଚଳାଉଛନ୍ତି ମଙ୍ଗଳୁ

ଦଶମନ୍ତପୁର, ୨୮ା୮( ଡି.ଏନ.ଏ.): ଶାରୀରିକ ଭିନ୍ନକ୍ଷମ ହୋଇ ମଧ୍ୟ ସେ ହାର ମାନିଯାଇନାହାନ୍ତି। କୌଣସି ସରକାରୀ ସହାୟତା ନ ପାଇ ମଧ୍ୟ ନିଜ ଗୋଡ଼ରେ ନିଜେ ଠିଆହେବାକୁ ସକ୍ଷମ ହୋଇଛନ୍ତି। ସେ ହେଉଛନ୍ତି ଏ. ମାଲକାନଗିରି ପଞ୍ଚାୟତର ମଙ୍ଗଳୁ ପାଇକ (୪୦)।…

ରାଜଧାନୀରୁ ଯୁକ୍ତ ୨ ଛାତ୍ର ନିଖୋଜ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ରାଜଧାନୀରେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଦିିନକୁ ଦିନ ରାଗିଂ ଘଟଣା ବଢ଼ିବାରେ ଲାଗିଥିବାବେଳେ ଏବେ ଚନ୍ଦ୍ରଶେଖରପୁର ଥାନା ଅନ୍ତର୍ଗତ ପଟିଆର ଏକ ଘରୋଇ କଲେଜରେ ଯୁକ୍ତ ୨ରେ ପଢ଼ୁଥିବା ଜଣେ ଛାତ୍ର ନିଖୋଜ ହୋଇଛନ୍ତି। ନିଖୋଜ ଛାତ୍ରଜଣଙ୍କ ହେଲେ ବାଲେଶ୍ୱର ଜିଲାର ହୃଦୟେଶ…

ଅଟୋ-ଟ୍ରକ ମୁହାଁମୁହିଁ: ୫ ମୃତ୍ୟୁ, କେବଳ ଗୋଟିଏ ପରିବାରରୁ ୩ ଜଣ

କାମାକ୍ଷାନଗର,୨୮।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ପଥରଖମ୍ବ ଛକରେ ରବିବାର ଭୋର ସମୟରେ ଏକ ଦୁର୍ଘଟଣା ଘଟିଛି। ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଅଟୋ ଡ୍ରାଇଭରଙ୍କ ସମେତ ୫ ଜଣଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକଙ୍କ ଘର କାମାକ୍ଷାନଗର ଥାନା…

ବିରୋଧୀ ଦଳରେ ଛାତ୍ର ନେତା ସୃଷ୍ଟି ନ କରିବାକୁ ଷଡ଼ଯନ୍ତ୍ର

ଭୁବନେଶ୍ୱର,୨୮।୮(ବ୍ୟୁରୋ): ବିଭିନ୍ନ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ ନିର୍ବାଚିତ ପ୍ରତିନିଧିଙ୍କ ଭଳି ବିଜୁ ଜନତା ଦଳ ଏକ ମନୋନୀତ କ୍ୟାମ୍ପସ କମିଟି ଗଠନ କରୁଛି। ଏହାଦ୍ୱାରା ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକ କାହିଁକି କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକରେ…

ଅମାବାସ୍ୟା ନାରାୟଣଙ୍କ ସାଗରବିଜେ ନୀତି

ପୁରୀ ଅଫିସ,୨୮।୮: ଭାଦ୍ରବ ଅମାବାସ୍ୟା ବା ସପ୍ତପୁରୀ ଅମାବାସ୍ୟା ତିଥି ଅବସରରେ ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ ରୀତିନୀତି ଅନୁସାରେ ଅମାବାସ୍ୟା ନାରାୟଣଙ୍କ ସାଗର ବିଜେ ନୀତି ସମ୍ପନ୍ନ ହୋଇଛି। ଶନିବାର ମହାପ୍ରଭୁଙ୍କ ସକାଳଧୂପ ସମ୍ପନ୍ନ ହୋଇ ପାଣିପଡ଼ିବା ପରେ ଅମାବାସ୍ୟା ନାରାୟଣଙ୍କ…

ସିବିଆଇର ରିମାଣ୍ଡ ଆବେଦନ ଖାରଜ

ଭୁବନେଶ୍ୱର,୨୮।୮(ବ୍ୟୁରୋ): ପାରାଦୀପ ପୋର୍ଟ କନ୍‌ଭେୟର ବେଲ୍ଟ ଲାଞ୍ଚ କାରବାର ମାମଲାରେ ଗିରଫ ହୋଇଥିବା ଚର୍ଚ୍ଚିତ ମିଶ୍ରଙ୍କ ସମେତ ୬ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନକୁ ଶନିବାର ଭୁବନେଶ୍ୱର ସ୍ବତନ୍ତ୍ର ସିବିଆଇ କୋର୍ଟ ଖାରଜ କରିଛନ୍ତି। ଚର୍ଚ୍ଚିତ ଓ ଅନ୍ୟ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି…

ଚାପରେ ମହିଳା ଏସ୍‌ଆଇଙ୍କ ଆତ୍ମହତ୍ୟା

ଜି.ଉଦୟଗିରି,୨୮।୮(ଡି.ଏନ.ଏ.): କନ୍ଧମାଳ ଜିଲା ଜି.ଉଦୟଗିରି ଥାନାର ମହିଳା ଏସ୍‌ଆଇ ସ୍ବାଗତିକା ବେହେରା ଶନିବାର ସକାଳେ ଆତ୍ମହତ୍ୟା କରିଛନ୍ତି। ଥାନା ପରିସରରେ ଥିବା କ୍ୱାର୍ଟର୍ସରେ ଫ୍ୟାନରେ ଲୁଗା ବାନ୍ଧି ସେ ଝୁଲି ପଡ଼ିଥିଲେ। ଥାନା ଆଇଆଇସି ରେବତୀ ଶବର ମାନସିକ ନିର୍ଯାତନା ଦେଉଥିବାରୁ…

ମହାପ୍ରଭୁଙ୍କୁ ଲାଗି ହେଲା ସପ୍ତପୁରୀ ଭୋଗ

ପୁରୀ ଅଫିସ,୨୭।୮- ଭାଦ୍ରବ ମାସର ସପ୍ତପୁରୀ ଅମାବାସ୍ୟା ଅବସରରେ ଶନିବାର ଶ୍ରୀମନ୍ଦିର ବିଶେଷ ପୂଜାନୀତି ଅନୁଷ୍ଠିତ ହେବା ସହ ସପ୍ତପୁରୀ (ସାତପୁରୀ) ବିଶିଷ୍ଟ ପିଠା ପ୍ରସ୍ତୁତ କରାଯାଇ ମହାପ୍ରଭୁଙ୍କଠାରେ ଭୋଗଲାଗି କରାଯାଇଛି। ଏଥିସହ ଶ୍ରୀମନ୍ଦିରରେ ଚାଲିଥିବା ଶ୍ରୀକୃଷ୍ଣଙ୍କ ଲୀଳାରେ ବସ୍ତ୍ରହରଣ ନୀତି…

ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ

ଭୁବନେଶ୍ୱର,୨୭।୮(ବ୍ୟୁରୋ): ପରଲୋକରେ ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରାଧାନାଥ ଭଟ୍ଟ। ସେ ଦୀର୍ଘ ଏକ ମାସରୁ ଅଧିକ ସମୟ ଧରି ଅସୁସ୍ଥ ଥିଲେ। କଟକର ଏକ ଘରୋଇ ଡାକ୍ତରଖାନାରେ ତାଙ୍କ ଚିକିତ୍ସା ଚାଲିଥିବା ବେଳେ ଶନିବାର ଅପରାହ୍ନରେ ସେ ଶେଷ ନିଶ୍ୱାସ ତ୍ୟାଗ…

ଶାଶୁଘର ଆଗରେ ବୋହୂଙ୍କ ଧାରଣା

ଗଞ୍ଜାମ,୨୭।୮(ଡି.ଏନ୍‌.ଏ.): ଶାଶୁଘର ଆଗରେ ଧାରଣା ଦେଲେ ବୋହୂ। ଗଞ୍ଜାମ ଥାନା ଅନ୍ତର୍ଗତ ୱାର୍ଡ ନଂ ୩ ମଧ୍ୟଖଣ୍ଡ ସାହିରେ ଏଭଳି ଘଟଣା ଦେଖିବାକୁ ମିଳିଛି। ଏଠାରେ ରହୁଥିବା ନାରାୟଣ ପଣ୍ଡା ଓ ତାଙ୍କ ପରିବାରଲୋକେ ବୋହୂଙ୍କୁ ନିର୍ଯାତନା ଦେଇ ଆସୁଥିବା ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?