ରାଜ୍ୟ

ସାଟେଲାଇଟ୍‌ ଧରିବ କଳାପଥର ଲୁଟ୍‌

ଯାଜପୁର ଅଫିସ,୨୬ା୮: ଓଡ଼ିଶା ଲଘୁ ଖଣିଜ ଦ୍ରବ୍ୟ ରିହାତି-୨୦୧୬ ଓ ରିହାତି (ସଂଶୋଧନ)-୨୦୧୭ ଓ ୨୦୧୮ ଆଇନ ଅନୁଯାୟୀ ଅନୁମୋଦନ ପରିମାଣଠାରୁ ଅଧିକ ଲୁଟ୍‌ ଉପରେ ଗତ ମାର୍ଚ୍ଚରେ ବିଧାନସଭାରେ ପ୍ରଶ୍ନ ହେବା ପରେ ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ…

ଜନଜାତି କଲ୍ୟାଣ, ମହିଳା ସଶକ୍ତୀକରଣ ପାଇଁ କିସ୍‌ ଓ ନଓ୍ବା ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୨୬।୮ (ବ୍ୟୁରୋ):କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍ସ (କିସ୍‌) ଏବଂ ନାଭି ଓ୍ବେଲ୍‌ଫେୟାର ଓ ଓ୍ବେଲ୍‌ନେସ୍‌ ଆସୋସିଏଶନ (ନଓ୍ବା) ମଧ୍ୟରେ ଗୁରୁବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। କିସ୍‌ ପକ୍ଷରୁ କିସ୍‌ ଓ କିଟ୍‌ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଓ…

ମହିଳା ଡାକ୍ତରଙ୍କୁ ଅଢ଼େଇ ବର୍ଷ ଜେଲଦଣ୍ଡ

ଭୁବନେଶ୍ୱର,(ବ୍ୟୁରୋ)୨୬ା୮:ଭୁବନେଶ୍ୱର ଜୟଦେବ ବିହାରସ୍ଥିତ ଏକ କ୍ଲିନିକ ବିରୋଧରେ ୨୦୧୯ରେ ହୋଇଥିବା ବେଆଇନ କନ୍ୟା ଭ୍ରୂଣ ହତ୍ୟା ମାମଲାରେ ଗୁରୁବାର ରାୟ ପ୍ରକାଶ ପାଇଛି। ଫେମିଲାଇଫ୍‌ ଫର୍ଟିଲିଟି ଫାଉଣ୍ଡେଶନ ପ୍ରାଇଭେଟ ଲିଃର ମାଲିକାଣୀ ତଥା ଡାକ୍ତର ନବନୀତା ପାଢୀଙ୍କୁ ଭୁବନେଶ୍ୱର ଜେଏମ୍‌ଏଫ୍‌ସି ଭାନୁ…

୨୩ ଦିବ୍ୟାଙ୍ଗ ବ୍ୟବସାୟୀଙ୍କୁ ମିଳିବ ଭେଣ୍ଡିଂ ଜୋନ୍‌

ଭୁବନେଶ୍ୱର, (ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର, ୨୬।୮ (ଡି.ଏନ୍‌.ଏ.):୩ଦିନର ଆନ୍ଦୋଳନ ପରେ ଶେଷରେ ଦିବ୍ୟାଙ୍ଗ ବ୍ୟବସାୟୀଙ୍କୁ ଥଇଥାନ ନେଇ ପ୍ରତିଶ୍ରୁତି ମିଳିଛି। ଆସନ୍ତା ୩ମାସ ମଧ୍ୟରେ ୨୩ଜଣ ଦିବ୍ୟାଙ୍ଗ ବ୍ୟବସାୟୀଙ୍କୁ ଭୁବନେଶ୍ୱରରେ ଭେଣ୍ଡିଂ ଜୋନ୍‌ ଯୋଗାଇ ଦିଆଯିବ। ସେ ପର୍ଯ୍ୟନ୍ତ ସେମାନେ ପୁରୁଣା…

ଲିଙ୍ଗରାଜ ମନ୍ଦିର ରୋଷଘରେ ପଶି ଭୋଗ ଖାଇଲେ ମାନସିକ ବିକୃତ

ପୁରୁଣା ଭୁବନେଶ୍ୱର,୨୬।୮(ଡି.ଏନ୍‌.ଏ.):ଶ୍ରୀଲିଙ୍ଗରାଜ ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି ବେଳେ ଗୁରୁବାର ଏକ ଅଘଟଣ ଘଟିଛି। ରାତି ପ୍ରାୟ ୮ଟା ସମୟରେ ଠାକୁରଙ୍କ ବଡ଼ସିଂହାର ବେଶ ଚାଲିଥିବା ବେଳେ ହଠାତ୍‌ ଜଣେ ମାନସିକ ବିକୃତ ଲୋକ ମନ୍ଦିର ଭିତରକୁ ପଶିଯାଇଥିଲେ। ଆଶ୍ଚର୍ଯ୍ୟର କଥା ସେବାୟତ…

ସପ୍ତପୁରୀ ଅମାବାସ୍ୟା: କୁମ୍ଭାର ସାହିରୁ ଆସିଲା ତାଡ଼

ପୁରୁଣା ଭୁବନେଶ୍ୱର,୨୬।୮(ଡି.ଏନ୍‌.ଏ.):ଆସନ୍ତା ଶନିବାର ସପ୍ତପୁରୀ ଅମାବାସ୍ୟା। ଏହି ଦିନ ମହାପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିରରେ ସପ୍ତପୁରୀ ପିଠା ଲାଗିହେବ। ଏହା ପ୍ରତ୍ୟେକ ଧୂପ ଏବଂ ବେଢା ଭିତରେ ଥିବା ସମସ୍ତ ଠାକୁରଙ୍କ ପାଖରେ ଭୋଗ କରାଯିବ। ଏଣୁ ଗୁରୁବାର ସନ୍ଧ୍ୟାରୁ ପରମ୍ପରା…

ହତ୍ୟାକରି ମହାନଦୀକୁ ଫିଙ୍ଗିଦେଇଥିଲେ

ଖୋର୍ଦ୍ଧା ଅଫିସ, ୨୬ା୮:ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପୁବୁସାହିର ଯୁବକ ବାସୁଦେବ ପ୍ରଧାନଙ୍କ ନିଖୋଜ ଘଟଣା ନୂଆମୋଡ଼ ନେଇଛି। ବାସୁଦେବଙ୍କୁ ଅଭିଯୁକ୍ତ କବାଡ଼ିଆ ମାଲିକ ରବୀନ୍ଦ୍ର ମୁଦୁଲି ହତ୍ୟା କରି ବୋଲେରୋରେ ମୃତଦେହ ନେଇ ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା କଣ୍ଟିଲୋ…

ରାତିରେ ଭୋଜି, ସକାଳେ ମିଳିଲା ମୃତଦେହ

ଭୁବନେଶ୍ୱର,୨୬ା୮(ବ୍ୟୁରୋ):ରାତିରେ ପଡୋଶୀଙ୍କ ଘରେ ହୋଇଥିଲା ଭୋଜି। ସ୍ବାମୀ, ସ୍ତ୍ରୀ ଓ ଛୋଟ ପୁଅ ଭୋଜି ଖାଇବା ସହ ସେହିଠାରେ ଶୋଇପଡିଥିଲେ। ଗୁରୁବାର ଭୋର୍‌ ସମୟରେ ଘରକୁ ଆସିଥିଲେ ସ୍ତ୍ରୀ। ଆଉ ତା’ପରେ ମିଳିଲା ତାଙ୍କର ଝୁଲନ୍ତା ମୃତଦେହ। ପୋଲିସ ପହଞ୍ଚତ୍ବାବେଳକୁ କବାଟ…

ଜାତୀୟ ଗଣମାଧ୍ୟମ ଦିଲ୍ଲୀ କୈନ୍ଦ୍ରିକ

ଭୁବନେଶ୍ୱର,୨୫।୮(ବ୍ୟୁରୋ)- ୨୦୧୪ ମସିହାରେ ଆଫଗାନ୍‌ରେ ରାଷ୍ଟ୍ରପତି ନିର୍ବାଚନ ବେଳେ ଖବର ସଂଗ୍ରହ କରି ଚର୍ଚ୍ଚାକୁ ଆସିଥିଲେ ମହିଳା ଖବରଦାତା ଆର୍ଫା ଖାନମ୍‌ ଶେର୍‌ୱାନି। ସେହି ସମୟରେ ପ୍ରତିକୂଳ ପରିସ୍ଥିତିକୁ ସାମ୍ନା କରି ସେଠାରୁ ରିପୋର୍ଟିଂ କରିବାରେ ଆର୍ଫା ହେଉଛନ୍ତି ଏକମାତ୍ର ଭାରତୀୟ…

ସୁଶୀଲ ପୋପଲି ନୂଆ ପିସିସିଏଫ୍‌

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ରାଜ୍ୟ ସରକାର ୧୯୮୭ ବ୍ୟାଚ୍‌ ଆଇଏଫ୍‌ଏସ୍‌ ଅଫିସର ସୁଶୀଲ କୁମାର ପୋପଲିଙ୍କୁ ପ୍ରଧାନ ମୁଖ୍ୟ ବନ୍ୟ ସଂରକ୍ଷକ(ପିସିିସିଏଫ୍‌)(ବନ୍ୟଜନ୍ତୁ) ଏବଂ ସିଡବ୍ଲ୍ୟୁଏଲ୍‌ଡବ୍ଲ୍ୟୁ ଭାବେ ନିଯୁକ୍ତି ଦେଇଛନ୍ତି। ଏ ନେଇ ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ପକ୍ଷରୁ ଗୁରୁବାର ବିଜ୍ଞପ୍ତି…

‘ସେପ୍ଟେମ୍ବର ୨୦ ସୁଦ୍ଧା କ୍ୟାମ୍ପସ କମିଟି ଗଠନ କର’

ଭୁବନେଶ୍ୱର,୨୬ା୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ବିଜୁ ଛାତ୍ର ଜନତା ଦଳର ନୂତନ କର୍ମକର୍ତ୍ତା ଚୟନ କରାଯାଇଛି ା ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଅଧ୍ୟକ୍ଷତାରେ ଗୁରୁବାର ବିଜୁ ଛାତ୍ର ଜନତା…

ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର

କଟକ ଅଫିସ,୨୬ା୮:କଟକ ଏସ୍‌ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ଚିକିତ୍ସା ପାଇଁ ଭେଷଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ୪ ଜଣିଆ ଡାକ୍ତରୀ ଟିମ୍‌ ଗଠନ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?