ରାଜ୍ୟ

ଜାତୀୟ ପତାକାରେ ମାଂସ ଗୁଡ଼ାଇ ରଖିଲେ ଦୋକାନୀ: ବନ୍ଧବାହାଲରେ ଉତ୍ତେଜନା

ଝାରସୁଗୁଡ଼ା ଅଫିସ,୨୫ା୮: ଜଣେ ମାଂସ ଦୋକାନୀ ଜାତୀୟ ପତାକାକୁ ଅସମ୍ମାନ କରିବା ନେଇ ଝାରସୁଗୁଡ଼ା ଜିଲା ବନ୍ଧବାହାଲ ଶିଳ୍ପାଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏନେଇ ସ୍ଥାନୀୟ ଲୋକେ ଗୁରୁବାର ସମ୍ପୃକ୍ତ ମାଂସ ଦୋକାନ ମାଲିକଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଦୋକାନ ବଜାର…

ଡିଭାଇଡରରେ ପିଟିହେଲା ବାଇକ୍‌, ୨ ଜଣଙ୍କ ଜୀବନ ଗଲା

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ବାୟା ରେଷ୍ଟୁରାଣ୍ଟ ସମ୍ମୁଖରେ ୧୬ ନଂ ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛ। ଏହି ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଯାଇଛି। ମୃତକ ଦ୍ୱୟ ହେଲେ ବ୍ରହ୍ମପୁର ବ୍ରହ୍ମାନଗରର ସୁମନ ଦାସ…

ଦିନେ କମିଲେ ଦିନେ ବଢୁଛି: ଆଜି ରାଜ୍ୟରୁ ୩୫୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୨୫ା୮(ବ୍ୟୁରୋ): ରାଜ୍ୟରୁ ଗୁରୁବାର ୩୫୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩,୨୬,୧୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୦୮ ଜଣ ଚିହ୍ନଟ ହୋଇଥିବା…

ଯୁବ ଓ ବାଲ୍‌ ସାହିତ୍ୟ ପୁରସ୍କାର ପାଇବେ ଦିଲ୍ଲୀପ, ନରେନ୍ଦ୍ର

ଭୁବନେଶ୍ୱର,୨୫।୮(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ଓ ବାଲ୍‌ ପୁରସ୍କାର-୨୦୨୨ ବୁଧବାର ଘୋଷଣା କରାଯାଇଛି। ଶିଶୁ ସାହିତି୍ୟକ ତଥା ବିଜେବି କଲେଜର ପୂର୍ବତନ ଅଧ୍ୟକ୍ଷ ନରେନ୍ଦ୍ର ଦାସ କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍‌ ସାହିତ୍ୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ଓଡ଼ିଆ…

ମିଛ କହି କିଡ୍‌ନୀ ବିକିଦେଲେ ସ୍ବାମୀ

ମାଲକାନଗିରି,୨୫ା୮(ଡି.ଏନ୍‌.ଏ./ସ୍ବ.ପ୍ର.): ମାଲକାନଗିରି ଜିଲାର ଜଣେ ମହିଳାଙ୍କ କିଡ୍‌ନୀକୁ ତାଙ୍କ ସ୍ବାମୀ ଛଳନା କରି ବିକ୍ରି କରିଦେଇଥିବା ଆଦର୍ଶ ଥାନାରେ ଅଭିଯୋଗ ହୋଇଛି। ପୀଡ଼ିତା ଜଣକ ହେଲେ ମାଲକାନଗିରି ସଦର ବ୍ଲକ କତାମେଟା ଗ୍ରାମର ରଞ୍ଜିତା କୁଣ୍ଡୁ। ସେ ବୁଧବାର ଗଣମାଧ୍ୟମକୁ କହିଛନ୍ତି,…

ବିଦ୍ୟୁତ୍ ଆଘାତରେ ଦୁଇ ହାତୀ ମୃତ

କେନ୍ଦୁଝର,୨୫।୮, ( ସ୍ୱ.ପ୍ର.): କେନ୍ଦୁଝର ଜୁଡ଼ିଆ ଘାଟି ନିକଟସ୍ଥ ଓୟୁଏଟି କ୍ୟାମ୍ପସ ଭିତରେ ବିଦ୍ୟୁତ୍ ଆଘାତରେ ପ୍ରାୟ ତିରିଶ ବର୍ଷ ବୟସ୍କ ଦୁଇ ହାତୀଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ହାତୀ ଦ୍ବୟ ମାଈ ହାତୀ ବୋଲି ଜଣାପଡ଼ିଛି। ବନ ବିଭାଗ…

ମୃତ୍ୟୁ ପ୍ରମାଣପତ୍ର ଦେବାକୁ କିରାଣି ନେଉଥିଲେ ଲାଞ୍ଚ, ଧରିଲା ଭିଜିଲାନ୍ସ

ଭବାନୀପାଟଣା,୨୪ା୮(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ସିଏଚ୍‌ସି କନିଷ୍ଠ କିରାଣି। କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର କନିଷ୍ଠ କିରାଣି ଏମ୍‌ ଦିବ୍ୟଜ୍ୟୋତି ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଏକ ମୃତ୍ୟୁ ପ୍ରମାଣପତ୍ର ଦେବା ପାଇଁ ଜଣେ ବିପିଏଲ କାର୍ଡଧାରୀଙ୍କ ଠାରୁ ୯…

ଭିଜିଲାନ୍ସ ଜାଲରେ ଲୋଇସିଂହା ଆଇଆଇସି

ବଲାଙ୍ଗୀର ଅଫିସ,୨୪ା୮: ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲା ଲୋଇସିଂହା ଆଇଆଇସି ସଂଗ୍ରାମ ପଟ୍ଟନାୟକ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଆଇଆଇସିଙ୍କୁ କାବୁ କରିଛି ବରଗଡ଼ ଭିଜିଲାନ୍ସ ଟିମ୍‌। ବରଗଡ଼ ଜିଲା ଗାଇସିଲେଟ ଥାନା କେନ୍ଦୁମୁଣ୍ଡି ଗାଁର ଜଣେ ଲାଇସେନ୍ସପ୍ରାପ୍ତ…

ଡିସେମ୍ବର ୨୭ରୁ ବିଶ୍ୱପ୍ରସିଦ୍ଧ ଧନୁଯାତ୍ରା

ବରଗଡ଼ ଅଫିସ,୨୪ା୮: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ଡିସେମ୍ବର ୨୭ରୁ ଆରମ୍ଭ ହେବ। ଏହି ଯାତ୍ରା ଦୀର୍ଘ ୧୧ ଦିନ ବ୍ୟାପୀ ୨୦୨୩ ଜାନୁୟାରୀ ୬ ପର୍ଯ୍ୟନ୍ତ ଚାଲିବ। କରୋନା କଟକଣା ଯୋଗୁ ଦୀର୍ଘ ୨ ବର୍ଷ…

ଯୁକ୍ତ ୩ ନାମଲେଖା ଅବଧି ବଢ଼ିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ରାଜ୍ୟରେ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଯୁକ୍ତ ୩ ନାମଲେଖା ଅବଧି ବଢ଼ାଇ ଦିଆଯାଇଛି। ଅନ୍‌ଲାଇନ ସିଏଫ୍‌ ଆବେଦନ ଶେଷ ତାରିଖ ଅଗଷ୍ଟ ୨୫ରୁ ସେପ୍ଟେମ୍ବର ୧କୁ ବୃଦ୍ଧି କରାଯାଇଛି। ପ୍ରଥମ ପର୍ଯ୍ୟାୟ ନାମଲେଖା ୭ରୁ ୧୧ ପର୍ଯ୍ୟନ୍ତ ଚାଲିବ।…

ସେପ୍ଟେମ୍ବର ୩ରୁ ସ୍ପେଶାଲ ଓଜେଇଇ, ୪ ଶିଫ୍ଟରେ ପରୀକ୍ଷା ଦେବେ ପିଲା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ସେପ୍ଟେମ୍ବର ୩ରୁ ସ୍ପେଶାଲ ଓ ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଅନୁଷ୍ଠିତ ହେବ। ସେପ୍ଟେମ୍ବର ୩, ୪ ଓ ୭ରେ ଏହି ପରୀକ୍ଷା କରାଯିବ। କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ ୪ଟି ଶିଫ୍ଟରେ ପରୀକ୍ଷା କରାଯିବ। ପରୀକ୍ଷା ସୂଚୀ…

୨୭ରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନ ଛୁଟି ଘୋଷଣା

ଭୁବନେଶ୍ୱର,୨୪ା୮(ବ୍ୟୁରୋ): ଚଳିତମାସ ୨୭ ତାରିଖରେ ଖୋର୍ଦ୍ଧା ଜିଲାର ୧୩୯ ଶିକ୍ଷାନୁଷ୍ଠାନକୁ ସ୍ବତନ୍ତ୍ର ଛୁଟି ଘୋଷଣା କରାଯାଇଛି। ଚଳିତ ବର୍ଷ ହେବାକୁ ଥିବା ଏଏସ୍‌ଓ ପରୀକ୍ଷା କେନ୍ଦ୍ର ପାଇଁ ଜିଲା ପ୍ରଶାସନ ପକ୍ଷରୁ ଏହି ସ୍ବତନ୍ତ୍ର ଛୁଟି ଘୋଷଣା ହୋଇଛି। ଏଏସ୍‌ଓ ପରୀକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?