ଆରମ୍ଭ ହେଲା କୋଣାର୍କ ଉତ୍ସବ
କୋଣାର୍କ,୨ା୧୨(ଜ୍ୟୋତିରାଜ ମହାନ୍ତି): କୋଣାର୍କ ସ୍ଥିତ ସୂର୍ଯ୍ୟ ମନ୍ଦିର ପାଦଦେଶରେ ମୁକ୍ତାକାଶ ରଙ୍ଗମଞ୍ଚ ପରିସରରେ ଆରମ୍ଭ ହୋଇଛି ୩୬ତମ କୋଣାର୍କ ଉତ୍ସବ। ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ, ସଙ୍ଗୀତ ନାଟକ ଏକାଡେମୀ ଓ ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଆନୁକୂଲ୍ୟରେ ଆୟୋଜିତ ଏହି…
ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ
ଭୁବନେଶ୍ୱର,୨।୧୨: ବିଧାନସଭା ଶୂନ୍ୟକାଳରେ ଶାସକ- ବିରୋଧୀ ମୁହାଁମୁହିଁ ହୋଇଥିବା ଦେଖିବାକୁ ମିଳିଛି। ବିରୋଧୀ ଦଳ ବିଧାୟକଙ୍କୁ କହିବାକୁ ସୁଯୋଗ ଦିଆଯାଉ ନଥିବା ଅଭିଯୋଗ ହୋଇଛି। ବାଚସ୍ପତି ପାତରଅନ୍ତର କରି ଭାଜପା ବିଧାୟକଙ୍କୁ ଅଧିକ ସମୟ ଦେଉଥିବା ଅଭିଯୋଗ ହେଉଛି। ଏହି ଅଭିଯୋଗ…
ପୂର୍ବ ସରକାରଙ୍କୁ ଟାର୍ଗେଟ: ନଳ ଥିଲା ଜଳ ନଥିଲା…
ଭୁବନେଶ୍ୱର,୨।୧୨: ବିଧାନସଭାରେ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ। ମେଗା ପାନୀୟ ଜଳ ପ୍ରୋଜେକ୍ଟ ଦୁର୍ନୀତି ନେଇ ବିଜେଡିକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି,ପୂର୍ବ ସରକାରରେ ନଳ ଥିଲା ଜଳ ନଥିଲା, ଏବେ ନଳ ଆଉ…
ମନ୍ତ୍ରୀ ବଡ଼ ସୂଚନା: ଭଙ୍ଗା ହେବ ବିପଦସଙ୍କୁଳ କୋଠା
ଭୁବନେଶ୍ୱର,୨।୧୨: ଚାଲିଛି ଶିତ ଅଧିବେଶନ। ମଙ୍ଗଳବାର ବିଧାନସଭା ଗୃହରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏକ ବଡ଼ ସୂଚନା ଦେଇଛନ୍ତି। ସମସ୍ତ ବିପଦସଙ୍କୁଳ କୋଠାଗୁଡ଼ିକୁ ଶୀଘ୍ର ଭଙ୍ଗା ଯିବ ବୋଲି ମନ୍ତ୍ରୀ କହିଛନ୍ତି। ବିପଦସଙ୍କୁଳ କୋଠା…
ଛାତ୍ରଙ୍କୁ ଧକ୍କାଦେଲା ହାଇଓ୍ବା: ଗୋଟିଏ ନୁହେଁ ଚାଚିଚାରିଟି ହାଇଓ୍ବା ଜାଳିଲେ ଗ୍ରାମବାସୀ, ଦୃଶ୍ୟ ଉତ୍ତୋଳନ କରୁଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ…..
ଧର୍ମଶାଳା,୨।୧୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଜେନାପୁର ଥାନା କୁରିକଣା ନିକଟରେ ଭୟଙ୍କର ଦୁର୍ଘଟଣା ଘଟିଛି। ହାଇୱା ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ ଘଟିଛି। ଏ ନେଇ ଘଟଣାସ୍ଥଳରେ ପ୍ରବଳ ଉତ୍ତେଜନା ଦେଖା ଦେଇଛି। ସ୍ଥାନୀୟ ଗ୍ରାମବାସୀ ଏକାଠି ହୋଇ ୪ଟି …
ପ୍ରଦୀପ ଅମାତଙ୍କ ନାଁରେ ସଂଘାତିକ ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି କଲେ…
ଭୁବନେଶ୍ୱର,୨।୧୨: ପୂର୍ବତନ ମନ୍ତ୍ରୀ ପ୍ରଦୀପ ଅମାତଙ୍କ ବିରୋଧରେ ଭିଜିଲାନ୍ସ ତଦନ୍ତ ଦାବି ହୋଇଛି। ଗୃହରେ କବିସୂର୍ଯ୍ୟନଗର ଭାଜପା ବିଧାୟକ ପ୍ରତାପ ନାୟକ ଦାବି କରିଛନ୍ତି। ମେଗା ପାନୀୟ ଜଳ ପ୍ରକଳ୍ପ ଦୁର୍ନୀତିରେ ପ୍ରଦୀପଙ୍କ ସମ୍ପୃକ୍ତି ଥିବା ପ୍ରତାପ ଅଭିଯୋଗ କରିଛନ୍ତି। ବିଧାନସଭାରେ…
ଅଧା ରହିଗଲା ଜଗା ଦର୍ଶନ: ରାସ୍ତାରେ ଘଟିଲା…
ଭୁବନେଶ୍ୱର,୨।୧୨: ଅଧା ରହିଗଲା ଜଗା ଦର୍ଶନ। ୨ ବାଇକ୍ ଆରୋହୀ ଡିଭାଇଡରରେ ପିଟି ହୋଇ ମୃତ୍ୟୁବରଣ କରିଛନ୍ତି। ଭୁବନେଶ୍ୱର ବଡ଼ଗଡ଼ ଥାନା ବିଜେବିନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଡିଭାଇଡରରେ ପିଟି ହୋଇ ଉଭୟଙ୍କ ମୃତ୍ୟୁ ଘଟିଛି। ମୃତକ ନୟାଗଡ଼ର, ବିଜେଇଏମ ସ୍କୁଲ…
ଆସୁଛି ବରଗଡ଼ ଧନୁଯାତ୍ରା: ଆରମ୍ଭ ହେଲା କଳାକାରଙ୍କ ପୂର୍ବାଭ୍ୟାସ
ବରଗଡ଼,୨।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ଆସନ୍ତା ୨୪ତାରିଖରୁ ଆରମ୍ଭ ହେବ। ଏହି ମହୋତ୍ସବ ୨୦୨୬ ମସିହା ଜାନୁଆରୀ ମାସ ୩ ତାରିଖ ପର୍ଯ୍ୟନ୍ତ ଦୀର୍ଘ ୧୧ଦିନ ଧରି ଚାଲିବ। ଏଥିପାଇଁ ଆଜିଠାରୁ ବରଗଡ଼ ଗାନ୍ଧିଛକ ନିକଟ କଲ୍ୟାଣ ମଣ୍ଡପରେ ଧନୁଯାତ୍ରା…
ଘୂର୍ଣ୍ଣିଝଡ଼ ‘ଡିଟ୍ଓ୍ବା’ ପ୍ରଭାବ: ଏସବୁ ଜିଲାରେ ବର୍ଷା….
ଭୁବନେଶ୍ୱର, ୨।୧୨ (ବନ୍ଦନା ସେଠୀ)- ଘୂର୍ଣ୍ଣିଝଡ଼ ‘ଡିଟ୍ଓ୍ବା’ ପ୍ରଭାବରେ ରାଜ୍ୟରେ ବର୍ତ୍ତମାନ ଶୀତ ପ୍ରକୋପ ସାମାନ୍ୟ କମିଛି। ଅଧିକାଂଶ ସ୍ଥାନରେ ରାତି ତାପମାତ୍ରା କ୍ରମଶଃ ବୃଦ୍ଧି ପାଇଛି। ଦକ୍ଷିଣ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ…
ମୋ ପୁଅ ପ୍ରଥମଥର ପ୍ରେମରେ ପଡ଼ିଥିଲା, କିନ୍ତୁ ସେ ଝିଅ…ମୁହଁ ଖୋଲିଲେ KIIT ମୃତ ଛାତ୍ରଙ୍କ ମା’
ଭୁବନେଶ୍ୱର,୨।୧୨: କିଟ୍ ବିଶ୍ୱବିଦ୍ୟାଳୟରେ ପୁଣି ଜଣେ ଛାତ୍ର ଆତ୍ମହତ୍ୟା କରିଛନ୍ତି। କ୍ୟାମ୍ପସ-୧୦ କେପି ୭ ଏବି ହଷ୍ଟେଲ ରୁମ୍ରୁ ଛାତ୍ରଙ୍କ ମୃତଦେହ ଜବତ କରାଯାଇଛି। ମୃତ ଛାତ୍ର ହେଲେ ଛତିଶଗଡ଼ ରାୟପୁରର ରାହୁଲ ଯାଦବ। ସେ କିଟ୍ରେ କମ୍ପ୍ୟୁଟର ସାଇନ୍ସ ପ୍ରଥମ…
ଛୁଟିଦିନରେ କାମ କରୁଛନ୍ତି ମୁଖ୍ୟମନ୍ତ୍ରୀ; ଅଟକାଉଛନ୍ତି ଅମଲା
ଭୁବନେଶ୍ୱର,୨।୧୨ (ରବିନାରାୟଣ ଜେନା):ଓଡ଼ିଶାକୁ ଦେଶର ସର୍ବଶ୍ରେଷ୍ଠ ରାଜ୍ୟରେ ପରିଗଣିତ କରିବା ପାଇଁ ରାଜ୍ୟ ସରକାର ଦିନରାତି ଏକ କରି ଦେଉଛନ୍ତି। ଏପରି କି ମୁଖ୍ୟମନ୍ତ୍ରୀ ଛୁଟିଦିନଗଡ଼ିକରେ ମଧ୍ୟ ଲୋକସେବା ଭବନରେ ବସି କାର୍ଯ୍ୟ କରୁଥିବା ଦେଖାଯାଉଛି। ଏହି ପରିପ୍ରେକ୍ଷୀରେ ରାଜ୍ୟର ବିକାଶ…
ଆଜିଠାରୁ ରାଜ୍ୟରେ ଧାନ ସଂଗ୍ରହ
ଭୁବନେଶ୍ୱର,୨ା୧୨(ସୁଚିସ୍ମିତା ସାହୁ): ରାଜ୍ୟରେ ମଙ୍ଗଳବାରଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଲୋକସେବା ଭବନସ୍ଥିତ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟରେ ରାଜ୍ୟ ଏବଂ ଜିଲା ରାଇସ ମିଲର୍ସ ଆସୋସିଏଶନର ଏକ ବୈଠକରେ ଧାନ ସଂଗ୍ରହ…
Archives


