ରାଜ୍ୟ

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ ନେବା ଘଟଣା ପରେ ଚର୍ଚ୍ଚା ଧମିବାରେ ନା ଧରୁନି। କଙ୍କାଳ ଖୋଳି ନେବା…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି ଗ୍ରାମରୁ ସାମ୍ନାକୁ ଆସିଛି । ଯୁବତୀଙ୍କୁ ଏକ ବିଷଧର ଚିତି ସାପ କାମୁଡିବାରୁ…

ମିକ୍ସଚର ମେସିନ୍ ଗାଡ଼ି ଓଲଟିବା ଘଟଣା, ଚାପି ହୋଇ ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗିରେ ମିକ୍ସଚର ଗାଡ଼ି ଓଲଟିବା ଘଟଣାରେ ଯୁବକଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ମଦନ ସିଂ । ତାଙ୍କ ଘର ଝାଡ଼ଖଣ୍ଡ ବୋଲି ଜଣାପଡିଛି । ପୋଲିସ ଶବକୁ…

ଶୋଇଥିବା ବେଳେ ମହିଳାଙ୍କୁ କାମୁଡିଦେଲା ସାପ, ତାପରେ….

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ) : ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକ ହେଲେ ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ସିନ୍ଦିରାପଲ୍ଲୀ ଗ୍ରାମର ସାବିତ୍ରୀ ପ୍ରଧାନ (୪୫) । ଖବର ଅନୁସାରେ, ସାବିତ୍ରୀ ନିଜ ଘରେ ଶୋଇଥିବା ସମୟରେ…

ବାଲେଶ୍ବର ବଢୁଛି ଜିଞ୍ଜର କାରବାର; ମାଡି ବସିଲା ଅବକାରୀ ପୋଲିସ, ୭ଅଭିଯୁକ୍ତ ଗିରଫ

ବାଲେଶ୍ୱର,୩ା୫( ବାଞ୍ଛାନିଧି ଦେ): ଜିଞ୍ଜର ଚାଲାଣ ବେଳେ ମାଡି ବସିଲା ଅବକାରୀ ପୋଲିସ । ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଭ୍ରାମ୍ୟମାଣ ଅବକାରୀ ନିରୀକ୍ଷକ ହରିହର ସିଂଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ବାଲେଶ୍ୱର -୨ ଅବକାରୀ ଥାନା…

ମାଟ୍ରିକ ଫଳାଫଳ: ସଫଳତାର ଶୀର୍ଷରେ ଘନଶ୍ୟାମ-ଏଞ୍ଜେଲିନା, ବିଭିନ୍ନ ମହଲରୁ ଶୁଭେଚ୍ଛା

ଥୁଆମୂଳ ରାମପୁର, ୩ା୫ (ଦୁର୍ଗା କୀର୍ତ୍ତି): ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇବା ପରେ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକର ଶିକ୍ଷା କ୍ଷେତ୍ରରେ ଏକ ନୂତନ ଉତ୍ସାହ ଦେଖିବାକୁ ମିଳିଛି। ବ୍ଲକର ବିଭିନ୍ନ ସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ନିଜର କଠିନ…

ଭୁବନେଶ୍ବରରେ ବଡ଼ ଦୁର୍ଘଟଣା, ଆମ ବସ୍ ଧକ୍କାରେ ଚାଲିଗଲା ବାଇକ୍ ଆରୋହୀଙ୍କ ଜୀବନ

ଭୁବନେଶ୍ବର,୩ା୫: ପୁଣି ଆମ ବସ୍ ନେଲା ଜୀବନ । ଆମ ବସ୍ ଧକ୍କାରେ ବାଇକ ଆରୋହୀଙ୍କର ମୃତ୍ୟୁ ହୋଇଛି । ସତସଙ୍ଗ ବିହାର-ବାଣୀବିହାର ମଝିରେ ଏହି ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ତେବେ ଦୁର୍ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି…

ଓଲଟିଲା ମିକ୍ସଚର ମେସିନ୍ ଗାଡ଼ି, ମାଟି ତଳେ ଚାପି ହୋଇ ରହିଛନ୍ତି ଡ୍ରାଇଭର

ଭଞ୍ଜନଗର,୩।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଦଶପଲ୍ଲା ମୁଖ୍ୟ ରାସ୍ତାର ତିଲିସିଙ୍ଗି ନିକଟରେ ଦୁର୍ଘଟଣା । ରାସ୍ତା କାମରେ ନିୟୋଜିତ ଏକ ମିକ୍ସଚର ମେସିନ୍ ଗାଡ଼ି ଓଲଟି ପଡିଛି । ଫଳରେ ଗାଡିରେ ଥିବା ମିସ୍ତ୍ରୀ ମାଟି ତଳେ ପୋତି ହୋଇଯାଇଛନ୍ତି।…

ସାମାନ୍ୟ ବର୍ଷାରେ ବେହାଲ ଛତ୍ରପୁର, କଲେଜ ପରିସରରେ ଅଣ୍ଟାଏ ପାଣି

ଛତ୍ରପୁର,୩ା୫(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ଛତ୍ରପୁରରେ ଆଜି ଘଡ଼ଘଡ଼ି ସହିତ ବର୍ଷା ହୋଇଛି । ତେବେ ହେଡ଼ କ୍ୱାଟରରେ ଥିବା ଜାତୀୟ ରାଜ ପଥରେ ସରବିସ ରୋଡ଼ରେ ଅଣ୍ଟାଏ ଉପରେ ପାଣି ଜମି ରହିଥିବାର ଦେଖିବାକୁ ମିଳିଛି । ଯିବା…

ମାଟ୍ରିକ ପରୀକ୍ଷାରେ ମାଲକାନଗିରିର ସଫଳତା:ଶୁଭଶ୍ରୀ ଜିଲା ଟପ୍ପର

ମାଲକାନଗିରି,୩ା୫(ଗୌରିଶଙ୍କର ପଣ୍ଡା/ଶିବଦତ୍ତ ସାହୁ): ଚଳିତବର୍ଷ ବାର୍ଷିକ ମାଧ୍ୟମିକ ପରୀକ୍ଷା ଫଳରେ ମାଲକାନଗିରି ଜିଲାର ପାସ ହାର ରାଜ୍ୟର ହାରାହାରି ପାସ ହାରଠାରୁ ଅଧିକ ରହିବା ସହ ସର୍ବାଧିକ ଏ ଗ୍ରେଡ ପାଇ ଶୀର୍ଷରେ ରହିଛି।ବାଲିମେଳାସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଛାତ୍ରୀ…

ମାଟ୍ରିକ ପରୀକ୍ଷାରେ ଦୃଷ୍ଟିବାଧିତ ଛାତ୍ରୀଛାତ୍ରଙ୍କ ସଫଳତା: ଛୁଟୁଛି ପ୍ରଶଂସାର ସୁଅ

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରଗଡ଼ ସିଦ୍ଧମଠଠାରେ ଥିବା ମନୋଜ ମଜ୍ଞରୀ ଶିଶୁ ଭବନ ଦ୍ୱାରା ପରିଚାଳିତ ଏବଂ ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ଅନୁଦାନପ୍ରାପ୍ତ ସ୍ବତନ୍ତ୍ର ବିଦ୍ୟାଳୟର ୫ ଜଣ ଦୃଷ୍ଟିବାଧିତ ଛାତ୍ରୀଛାତ୍ର ଚଳିତ ବର୍ଷ ସ୍ଥାନୀୟ…

ଚାଷୀଙ୍କୁ ଧାନ ଟଙ୍କା ନ ଦେବାରୁ ଗାଡ଼ି ଅଟକାଇଲେ ଚାଷୀ

ଆନନ୍ଦପୁର,୩ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ବଳଦୁଆଁ ଗ୍ରାମର ଚାଷୀଙ୍କଠାରୁ ଧାନ ନେଇ ପଳାଇଯାଇଥିଲା। ୩ ମାସ ପରେ ଗାଡ଼ିକୁ ପାଇ ଅଟକାଇଛନ୍ତ ଚାଷୀ। ସୂଚନାରୁ ଜଣାପଡ଼ଛି ବଳଦୁଆଁ ଗ୍ରାମର ମଧୁସୂଦନ ଜେନା, ସନାତନ ଦାସ, ଅଜୟ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?