ରାଜ୍ୟ

ହାଇକୋର୍ଟ ଗଲେ ପ୍ରକୃତି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଓଲିଉଡ୍‌ ଅଭିନେତ୍ରୀ ପ୍ରକୃତି ମିଶ୍ର। ଅଭିନେତା ବାବୁଶାନଙ୍କ ସ୍ତ୍ରୀ ତୃପ୍ତି ଶତପଥୀ ଏବଂ ଶ୍ୱଶୂରଙ୍କ ନାଁରେ କରିଥିବା ଏତଲା ଉପରେ କାର୍ଯ୍ୟନୁଷ୍ଠାନ ହେଉନଥିବାରୁ ସେ ହାଇକୋର୍ଟ ଯାଇଥିବା ଜଣାପଡିଛି। ତେବେ ଏହି ଏତଲାରେ ପୋଲିସ କୌଣସି…

୪ ଜିଲାରେ ପ୍ରବଳ ବର୍ଷିବ: ଅରେଞ୍ଜ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୪ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଜିଲାଗୁଡିକ ହେଲା ଭଦ୍ରକ, ବାଲେଶ୍ୱର, କେନ୍ଦୁଝର ଏବଂ ମୟୁରଭଞ୍ଜ। ଏହି ଜିଲାଗୁଡିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ…

ମୃତ୍ୟୁର ଅଧଘଣ୍ଟା ପୂର୍ବରୁ ଶ୍ୱେତା କରିଥିଲେ ୧୫ ଥର କଲ୍‌

ଭୁବନେଶ୍ବର ୨୩।୮: ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଆତ୍ମହତ୍ୟା ଘଟଣାରେ ଆଉ ଏକ ଖବର ସାମ୍ନାକୁ ଆସିଛି। ପୋଲିସ ହାତରେ ସିଡିଆର୍‌ ରିପୋର୍ଟ ଲାଗିଥିବା ବେଳେ ଶ୍ୱେତା ମୃତ୍ୟୁ ପୂର୍ବରୁ ୧୫ ଥର କଲ କରିଥିବା ଜଣାପଡ଼ିଛି । ତେବେ ଶେଷ କଲ…

ନ୍ୟାୟ ପାଇଁ ରାଜ୍ୟ ସରକାରଙ୍କୁ ନିବେଦନ କଲେ ଶ୍ୱେତାଙ୍କ ମା’

ଭୁବନେଶ୍ୱର,୨୩।୮(ବ୍ୟୁରୋ): ସଫ୍ଟୱେୟାର ଇଞ୍ଜିନିୟର ଶ୍ୱେତା ଉତ୍କଳକୁମାରୀ(୨୬)ଙ୍କ ମୃତଦେହ ମିଳିବା ଘଟଣା ରହସ୍ୟ ସୃଷ୍ଟି କରିଛି। ଦିନକୁ ଦିନ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ତେବେ ଶ୍ୱେତାଙ୍କ ମୃତ୍ୟୁ ମାମଲାରେ ପ୍ରାଥମିକ ତଦନ୍ତରୁ ଏହା ଆତ୍ମହତ୍ୟା ବୋଲି ପୋଲିସ ସନ୍ଦେହ କରୁଥିବା…

ଲାଞ୍ଚ ନେଇ ଧରାପଡ଼ିଲେ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଢେଙ୍କାନାଳ ଅଫିସ,୨୩।୮: ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିନେଇଛି। ସେ ଆବଶ୍ୟକ…

‘ବନ୍ୟା ସ୍ଥିତି ସ୍ବାଭାବିକ ହେଉଛି’

ଭୁବନେଶ୍ୱର,୨୩।୮(ବ୍ୟୁରୋ): ବନ୍ୟା ସ୍ଥିତିକୁ ନେଇ ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ବିଜୟ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ବନ୍ୟା ସ୍ଥିତି ସ୍ବାଭାବିକ ଅବସ୍ଥାକୁ ଫେରୁଛି। ମହାନଦୀ ସମେତ ଅନ୍ୟ ନଦୀର ସ୍ଥିତିରେ ସୁଧାର ଆସିଛି। ଅନ୍ୟ କୌଣସି ନଦୀରେ ଘାଇ…

୬ ପାସେଞ୍ଜର ଟ୍ରେନ୍‌ ବାତିଲ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ଭୁବନେଶ୍ୱର ଷ୍ଟେଶନ ପାଖରେ ଏକ ମାଲବାହୀ ଟ୍ରେନ୍‌ ଲାଇନ୍‌ଚ୍ୟୁତ ହେବା ପରେ ଟ୍ରେନ୍‌ ଚଳାଚଳ ପ୍ରଭାବିତ ହୋଇଛି। ଫଳରେ ଉଭୟ ପଟର ୬ଟି ଟ୍ରେନ୍‌ ବାତିଲ କରିଛି ପୂର୍ବତଟ ରେଳ ବିଭାଗ। ଭୁବନେଶ୍ୱର-ହାଓଡ଼ା, ଭୁବନେଶ୍ୱର-ବଲାଙ୍ଗିର, ପୁରୀ-ପାରାଦୀପ, ପୁରୀ-ବଡ଼ବିଲ, ତାଳଚେର-ପୁରୀ ଓ…

କାନ୍ଥ ପଡ଼ି ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ବାରିପଦା ଅଫିସ,୨୩।୮: କାନ୍ଥ ପଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩ ବର୍ଷର ଶିଶୁ ପୁତ୍ର ଏବଂ ମା’। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଳକ ଅଧୀନ ଉଦଳା ଥାନା…

ପ୍ରବଳ ବର୍ଷିବ: ୮ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୩।୮(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୮ ଜିଲାରେ ପ୍ରବଳ ବର୍ଷା ସାଙ୍ଗକୁ ୨୦ ଜିଲାରେ ବିଜୁଳି ଘଡଘଡି ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୟେଲୋ ଓ୍ବାର୍ନିଂ ଜାରି କରିଛି । ପାଣିପାଗ ବିଭାଗ…

କରୋନାରେ ଚାଲିଗଲା ଜଣଙ୍କ ଜୀବନ

ଭୁବନେଶ୍ୱର,୨୩।୮(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣରେ ଗତ ୨୪ ଘଣ୍ଟାରେ ଜଣଙ୍କ ମୃତ୍ୟୁ ଘଟିଛି। ଏନେଇ ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଯୋଗେ ସୂଚନା ଦିଆଯାଇଛି। ମୃତକ ଜଣଙ୍କ ୨୧ ବର୍ଷୀୟା ଯୁବତୀ। ସେ ନବରଙ୍ଗପୁର ଜିଲାର ବୋଲି ଜଣାପଡିଛି।]…

ବିଏମ୍‌ସି ନୂଆ ବିଲ୍ଡିଂ, ଓ-ହବ୍‌ ପରିଦର୍ଶନ କଲେ ୫-ଟି ସଚିବ

ଭୁବନେଶ୍ୱର, ୨୩।୮(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫-ଟି ସଚିବ ଭି.କେ. ପାଣ୍ଡିଆନ୍‌ ସୋମବାର ସତ୍ୟନଗରଠାରେ ନିର୍ମାଣାଧୀନ ବିଏମ୍‌ସିର ନୂଆ ବିଲ୍ଡିଂ ଏବଂ ଓ-ହବ୍‌ ପରିଦର୍ଶନ କରିଛନ୍ତି। ସେ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିବା ସହିତ ଯଥାଶୀଘ୍ର ଏହି ଦୁଇ ବିଲ୍ଡିଂର ନିର୍ମାଣ…

ଆର୍‌ଆର୍‌ବି ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୩।୮(ଡି.ଏନ୍‌.ଏ.):ରେଳପଥ ନିଯୁକ୍ତି ବୋର୍ଡ (ଆରଆରବି) ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। ୦୮୦୪୬/୦୮୦୪୫ ହାତିଆ-କଟକ-ହାତିଆ ୨୨ ଏବଂ ୨୪ ଅଗଷ୍ଟ ଅପରାହ୍ନ ୪ଟା ୫୦ରେ ହାତିଆରୁ ଛାଡିବ। ୨୩ ଓ ୨୫ ଅଗଷ୍ଟ ରାତି ୯ଟା ୪୦ମି.ରେ କଟକଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?