ରାଜ୍ୟ

୨୩ ବର୍ଷ ପରେ ହାଇକୋର୍ଟଙ୍କ ରାୟ: ସରକାରୀ ଖାତାକୁ ଫେରିବ ୫ଶହ ଏକର ଜମି

ପୁରୀ ଅଫିସ,୧୦।୬: ସରକାରଙ୍କ ମାଲିିିିିକାନାକୁ ଫେରିବ ପୁରୀ ସିପସରୁ ବାଲି ଅଞ୍ଚଳରେ ଥିବା ୫ଶହ ଏକରରୁ ଅଧିକ ଜମି। ରାଜ୍ୟ ସରକାରଙ୍କ ସପକ୍ଷରେ ଏହି ରାୟ ଶୁଣାଇଛନ୍ତି ହାଇକୋର୍ଟ। ଦୀର୍ଘ ୨୩ ବର୍ଷ ଧରି ରାଧାକାନ୍ତ ମଠ ପକ୍ଷରୁ ଚାଲିଥିବା ମାମଲାର…

ବଜ୍ରପାତ ନେଲା ୨ ଜୀବନ

ପାଟଣା/ଢେଙ୍କିକୋଟ,୯।୬(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲାରେ ଗୁରୁବାର ସନ୍ଧ୍ୟାରେ ବଜ୍ରପାତ ଘଟି ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି। ମୃତକମାନେ ହେଲେ ଘସିପୁରା ଥାନା ରାଇଘାଟି ଗ୍ରାମର ବଳରାମ ପିଙ୍ଗୁଆ (୭୫) ଓ ଘଟଗାଁ ବ୍ଲକ ରୁଟିଶିଳା ଗ୍ରାମର ମଙ୍ଗୁଳି ମୁଣ୍ଡା।…

ବ୍ୟବସାୟୀଙ୍କ ଘରୁ ଡକାୟତି: ଜବତ ହେଲା ଚୋରି ୩୧ ଲକ୍ଷ ଟଙ୍କା

ଭବାନୀପାଟଣା/ଧର୍ମଗଡ଼,୯।୬(ଡି.ଏନ.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ଗତ ୩୦ ତାରିଖ ରାତିରେ ହୋଇଥିବା ଡକାୟତି ଘଟଣାରେ କଳାହାଣ୍ଡି ପୋଲିସ ୪ଜଣଙ୍କୁ ଗିରଫ କରିଛି। ସେମାନେ ଟିଟିଲାଗଡ଼ ଅଞ୍ଚଳର ବାସୁ ପୁଟେଲ, ନେପାଳ ଆଡ଼ଜୁଆଡ଼, ଯୁଗେନ ପଟେଲ ଓ କୈଳାସ ହାତୀ। ପୋଲିସ…

ତାପମାତ୍ରାରେ ରେକର୍ଡ କଲା ବଲାଙ୍ଗୀର

ଭୁବନେଶ୍ୱର,୯।୬(ବ୍ୟୁରୋ): ଜଳୁଛି ଓଡ଼ିଶା। ଅସହ୍ୟ ତାତିରେ କଲବଲ ହେଉଛନ୍ତି ରାଜ୍ୟବାସୀ। ଆଜି ବଲାଙ୍ଗୀର ୪୫. ୩ ଡିଗ୍ରୀ ତାପମାତ୍ରା ରେକର୍ଡ କରି ଉତ୍ତପ୍ତ ସହର ପାଲଟିଛି। ସେହିପରି ଟିଟିଲାଗଡ଼ ତାପମାତ୍ରା ୪୫. ୨ ଡିଗ୍ରୀ ରେକର୍ଡ କରାଯାଇଛି । ବରଗଡ଼ରେ ତାପମାତ୍ରା…

ଜୁନ୍‌ ୧୩ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ବର,୯।୬(ବ୍ୟୁରୋ): ଆସନ୍ତା ଜୁନ୍‌ ୧୩ରେ ଅନୁଷ୍ଠିତ ହେବ ବାଚସ୍ପତି ନିର୍ବାଚନ। ସେନେଇ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ ହେବ ବୋଲି ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦବୀରୁ ଇସ୍ତଫା ଦେବା ପରେ ପଦ ଖାଲି ପଡ଼ିଥିଲା।…

ଲାଞ୍ଚ ନେଇ ଧରାପଡିଲେ ବିଇଓ

ଝାରବନ୍ଧ,୯।୬(ଡି.ଏନ୍‌.ଏ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ବିଇଓ। ଶିକ୍ଷକମାନଙ୍କ ବକେୟା ଦରମା ବିଲ୍‌ କରାଇଦେବାକୁ କହି ଲାଞ୍ଚ ନେଉଥିବା ବେଳେ ବରଗଡ଼ ଜିଲା ଝାରବନ୍ଧ ବ୍ଲକର ଶିକ୍ଷା ଅଧିକାରୀ ରଞ୍ଜିତ ଭୋଇଙ୍କୁ ଧରିଛି ଭିଜିଲାନ୍ସ। ସୂଚନାନୁସାରେ, ଗତମାସ ୨୫ ତାରିଖ…

ମହିଳାଙ୍କ ଆକାଉଣ୍ଟରୁ ୪୦ ହଜାରରୁ ଅଧିକ ଟଙ୍କା ଗାଏବ

ସୋରଡ଼ା,୯ା୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅମୃତୁଳୁ ପଞ୍ଚାୟତ ବାଲିଘାଇ ଗ୍ରାମର ଗରିବ ଦିନମଜୁରିଆ ତଥା ଗାଁକୁ ଗାଁ ବୁଲି ମାଛ ବିକି ପେଟ ପୋଷୁଥିବା ପ୍ରତିମା ବେହେରାଙ୍କ ସୋରଡ଼ା ଶାଖା ଏସ୍‌ବିଆଇ ଆକାଉଣ୍ଟ ନଂ. (୩୦୩୩୧୧୯୫୪୯୯)ରୁ ୪୦୦୦୦ରୁ ଅଧିକ ଟଙ୍କା…

ରାଜଧାନୀରେ ପ୍ରଥମ ଡେଙ୍ଗୁ ମୃତ୍ୟୁ

ଭୁବନେଶ୍ୱର,୯।୬(ବ୍ୟୁରୋ): ରାଜଧାନୀରେ ଚଳିତ ବର୍ଷର ପ୍ରଥମ ଡେଙ୍ଗୁ ମୃତ୍ୟୁ ଅଭିଯୋଗ । ମୃତକ ଜଣେ ଅବସରପ୍ରାପ୍ତ ପୋଲିସ ଅଧିକାରୀ ହୋଇଥିବା ସୂଚନା ମିଳିଛି। ଡେଙ୍ଗୁରେ ଆକ୍ରାନ୍ତ ହୋଇ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ହୋଇଥିବା…

ନରସିଂହପୁରରେ ଦନ୍ତାକୁ ଗୁଳିମାଡ଼ ଘଟଣା: ହାଇକୋର୍ଟରେ ମାମଲା ରୁଜୁ

କଟକ ଅଫିସ,୯।୬: ନରସିଂହପୁରରେ ହାତୀକୁ ଗୁଳିମାଡ଼ ଘଟଣାକୁ ନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଛି । ଆଇନରେ ଶିକାରୀଙ୍କୁ କଠୋର ଦଣ୍ଡ ଦେବାର ବ୍ୟବସ୍ଥା ନ ଥିବାରୁ ଦିନକୁ ଦିନ ହାତୀ ଶିକାର ବଢି ଚାଲିଛି । ତେଣୁ ହାତୀଙ୍କ ସୁରକ୍ଷା…

ନନ୍ଦିନୀ ଶତପଥୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ବତ ସାଧିକା ନନ୍ଦିନୀ ଶତପଥୀଙ୍କ ୯୧ତମ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସାରସ୍ୱତ ସାଧିକା ନନ୍ଦିନୀ ଶତପଥୀଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି। ଓଡ଼ିଆ ସାହିତ୍ୟ ଜଗତରେ…

ବିମାନବନ୍ଦର ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କଲେ ଡିସିପି

ଭୁବନେଶ୍ୱର,୯।୬(ବ୍ୟୁରୋ): କଟକ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ୍‌ ଖେଳାଯିବ। ଶୁକ୍ରବାର ଭୁବନେଶ୍ବରରେ ଖେଳାଳି ପହଞ୍ଚିବେ। ତେବେ ଖେଳାଳି ଆସିବା ପୂର୍ବରୁ ବିମାନବନ୍ଦରର ସୁରକ୍ଷା ବ୍ୟବସ୍ଥାର କଡାକଡି ଯାଞ୍ଚ କରିଛନ୍ତି କମିଶନରେଟ ପୋଲିସ। ଭୁବନେଶ୍ୱର ଡିସିପି…

ପୁଣି ବଢ଼ିଲାଣି କରୋନା, ଘରୋଇ ହଷ୍ଟେଲର ୧୩ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ

କଟକ ଅଫିସ,୯ା୬: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଲାଣି। ଗୁରୁବାର କଟକ ବମ୍ଫକୁଦର ଏକ ଆବାସିକ ଛାତ୍ରାବାସରୁ ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ପୁଣି କରୋନା ଚିନ୍ତା ଘାରିଛି। ହଷ୍ଟେଲର ମୋଟ୍‌ ୫୭…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri