ଅଣାୟତ୍ତ ପନିପରିବା ଦର: ରାଜ୍ୟର ବିଭିନ୍ନ ଜିଲାରେ ଯୋଗାଣ ବିଭାଗର ଚଢ଼ାଉ
ଭୁବନେଶ୍ୱର,୧।୧୨: ରାଜ୍ୟରେ ଗତ କିଛିଦିନ ଧରି ପନିପରିବା ଦରବୃଦ୍ଧିକୁ ନିୟନ୍ତ୍ରଣ କରିବା ଉଦ୍ଦେଶ୍ୟରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ କଡ଼ାକଡ଼ି ଚଢ଼ାଉ କରାଯାଇଛି। ଦରବୃଦ୍ଧି ରୋକିବା ଏବଂ ଯୋଗାଣ ଶୃଙ୍ଖଳା ବଜାୟ ରଖିବା ଉପରେ…
ରାଜ୍ୟରେ ଅସୁରକ୍ଷିତ ମହିଳା ପୋଲିସ କର୍ମଚାରୀ, ୩ ବର୍ଷରେ ୧୮ଟି ମାମଲା ରୁଜୁ
ଭୁବନେଶ୍ୱର,୧।୧୨: ଓଡିଶାରେ ମହିଳାଙ୍କ ବିରୋଧରେ ବଢୁଥିବା ଅପରାଧ ମଧ୍ୟରେ ରାଜ୍ୟ ପୋଲିସ ପ୍ରତିଷ୍ଠାନରେ ମଧ୍ୟ ମହିଳା କର୍ମଚାରୀଙ୍କ ସୁରକ୍ଷା ପ୍ରସଙ୍ଗ ସାମ୍ନାକୁ ଆସିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି ଯେ ଗତ ତିନି ବର୍ଷ (୨୦୨୩ରୁ…
ମନରେଗା ଅତିରିକ୍ତ ସହାୟତା ଅବଧି ବଢ଼ାଇଲେ ଓଡିଶା ସରକାର: ଏହିବର୍ଷ ଯାଏଁ ଲାଗୁ ହେବ
ଭୁବନେଶ୍ୱର,୧।୧୨: ଗ୍ରାମାଞ୍ଚଳରେ ଜୀବିକା ସୁଦୃଢ଼ କରିବା ଏବଂ ଶ୍ରମିକମାନଙ୍କ ଆର୍ଥିକ ସ୍ଥିରତା ବୃଦ୍ଧି କରିବା ଲକ୍ଷ୍ୟରେ ଓଡିଶା ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ ନିଯୁକ୍ତି ଯୋଜନା ଅଧୀନରେ ପ୍ରଦାନ କରାଯାଉଥିବା ଅତିରିକ୍ତ ଆର୍ଥିକ ସହାୟତାକୁ ଆର୍ଥିକ ବର୍ଷ ୨୦୨୮-୨୯…
ବଦଳିଲା ରାଜ ଭବନ ନାଁ, ହେଲା ଲୋକ ଭବନ
ଭୁବନେଶ୍ୱର,୧।୧୨: ଓଡ଼ିଶାର ରାଜ ଭବନର ନାମ ପରିବର୍ତ୍ତନ କରାଯାଇଛି। ଏଣିକି ଭୁବନେଶ୍ୱର ଓ ପୁରୀସ୍ଥିତ ରାଜ ଭବନକୁ ‘ଲୋକ ଭବନ’ ଭାବରେ ନାମିତ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରାଳୟର ନିଷ୍ପତ୍ତି ଆଧାରରେ ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ଏବଂ ସୋମବାରଠାରୁ…
ଭଦ୍ରକ ରାଜନୀତି ସରଗରମ: ବିଜେଡିରୁ ଇସ୍ତଫା ଦେଲେ ବ୍ଲକ ଅଧ୍ୟକ୍ଷ
ଭଦ୍ରକ, ୧।୧୨(ସନାତନ ରାଉତ): ଭଦ୍ରକ ଜିଲାରେ ଇସ୍ତଫା ପର୍ବ ଚାଲିଥିଲା ବେଳେ ସୋମବାର ବିଜେଡି ସମର୍ଥିତ ବାସୁଦେବପୁର ବ୍ଲକ ଅଧ୍ୟକ୍ଷ ନଗେନ୍ଦ୍ର ପ୍ରସାଦ ବିଶ୍ୱାଳ ବିଜେଡିରୁ ଇସ୍ତଫା ଦେଇଛନ୍ତି । ଅନ୍ୟମାନଙ୍କ ପରି ନିଜର ବ୍ୟକ୍ତିଗତ କାରଣ ଦର୍ଶାଇ ତାଙ୍କର ଇସ୍ତଫା…
ବାରବାଟୀ ଷ୍ଟାଡିୟମରେ ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚ: ଆଜିଠାରୁ ଅନଲାଇନରେ ଟିକେଟ ବିକ୍ରି, ଜାଣନ୍ତୁ କେତେ ରହିଛି ଦାମ୍…
କଟକ,୧।୧୨: ଆସନ୍ତା ଡିସେମ୍ବର ୯ରେ ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ ପ୍ରଥମ ଟି-୨୦ ମ୍ୟାଚ । ଏହି ମ୍ୟାଚକୁ ନେଇ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ବାରବାଟୀର ପିଚ ଉଭୟ ରେଡ ଓ ବ୍ଲାକ…
ଶହେ ତମ ଜନ୍ମଦିନ ପୂର୍ବରୁ AIIMS-ଭୁବନେଶ୍ୱରକୁ ୩.୪ କୋଟି ଟଙ୍କା ଦାନ କଲେ ଡାକ୍ତର ଲକ୍ଷ୍ମୀ ବାଇ
ଭୁବନେଶ୍ୱର,୧।୧୨: ଆସନ୍ତା ଡିସେମ୍ବର ୫ ତାରିଖରେ ଶହେ ବର୍ଷରେ ପାଦ ଦେବା ପୂର୍ବରୁ ଓଡ଼ିଶାର ଜଣାଶୁଣା ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର କେ. ଲକ୍ଷ୍ମୀ ବାଇ ତାଙ୍କ ଜୀବନ ବ୍ୟାପୀ ସଞ୍ଚୟରୁ ୩.୪ କୋଟି ଟଙ୍କା AIIMS-ଭୁବନେଶ୍ୱରକୁ ଦାନ କରିଛନ୍ତି। ମହିଳାଙ୍କ…
KIIT ହଷ୍ଟେଲରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର ପ୍ରସଙ୍ଗ: ମୁହଁ ଖୋଲିଲେ ଭାଜପା ବିଧାୟକ
ଭୁବନେଶ୍ବର,୧।୧୨: KIIT ବିଶ୍ବବିଦ୍ୟାଳୟ ହଷ୍ଟେଲରୁ ସୋମବାର ଜଣେ ଛାତ୍ରଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହେବା ପ୍ରସଙ୍ଗରେ ଭାଜପା ବିଧାୟକ ସରୋଜ ପାଢ଼ୀ ମୁହଁ ଖୋଲିଛନ୍ତି। ବିଧାୟକ ପାଢ଼ୀ KIIT ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ କଡ଼ା ଟିପ୍ପଣୀ ଦେଇଛନ୍ତି। KIITର ମନମାନି ଚଳିବ…
୯ ଜେଲ୍ରୁ ୧୩ କଏଦୀ ଫେରାର
ଭୁବନେଶ୍ୱର,୧।୧୨: ଗତବର୍ଷ ଜୁଲାଇରୁ ଏଯାବତ୍ ୯ଟି ଜେଲ୍ରୁ ୧୩ କଏଦୀ ଫେରାର ହୋଇଛନ୍ତିି। ଫେରାର କଏଦୀଙ୍କ ମଧ୍ୟରୁ ୬ ଜଣଙ୍କୁ ଧରିପାରିଛି ପୋଲିସ। ବର୍ଷକରେ ୩୧ ଜଣ ବିଚାରାଧୀନ କଏଦୀଙ୍କ ଜେଲ୍ରେ ମୃତ୍ୟୁ ହୋଇଛି। ୮ ଜଣ ଆତ୍ମହତ୍ୟା କରିଛନ୍ତି, ୩୯…
ଜିଲାପାଳଙ୍କ ଆଗରେ ମହିଳାଙ୍କ ଆତ୍ମାହୁତି ଉଦ୍ୟମ: ପେଟ୍ରୋଲ ଢାଳିଲା ବେଳେ…
ବାଙ୍କୀ,୧।୧୨(ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ବାଙ୍କୀରେ ସୋମବାର ଜନ ଅଭିଯୋଗ ଶୁଣାଣି ଚାଲିଥିବା ବେଳେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଟକ ଜିଲାପାଳଙ୍କ ଉପସ୍ଥିତିରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କରିଛନ୍ତି। ମହିଳା ଜଣକ ଦେହରେ ପେଟ୍ରୋଲ ଢାଳିବା…
ଭିଜିଲାନ୍ସ ଜାଲରେ ୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ
ଭୁବନେଶ୍ୱର,୧।୧୨: ୨୭୦ ସରକାରୀ ଓ ଚୁକ୍ତିଭିତ୍ତିକ କର୍ମଚାରୀ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି। ଗତବର୍ଷ ଜୁନ ୧୨ରୁ ଚଳିତ ବର୍ଷ ଡିସେମ୍ବର ୨୧ ଯାଏଁ ୨୭୦ ଗିରଫ ହୋଇଛନ୍ତି। ୩୧ ସରକାରୀ ଅଧିକାରୀଙ୍କ ଉପରେ ଏକାଧିକ ଥର କାର୍ଯ୍ୟାନୁଷ୍ଠାନ ହୋଇଛି। ଭିଜିଲାନ୍ସ…
ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ: ଜାଲ ପାସ୍ପୋର୍ଟ କରି…
ଭୁବନେଶ୍ୱର,୧।୧୨: ରାଜ୍ୟରୁ ବିଦା ହେଲେଣି ୪୯ ବାଂଲାଦେଶୀ। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ। ନୂଆ ସରକାର ଆସିବା ପରେ ୫୧ ବାଂଲାଦେଶୀ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣଙ୍କୁ ବଂଲାଦେଶ ପଠାଗଲାଣି। ଖୋର୍ଦ୍ଧାରୁ ୨୪, କଟକରୁ ୧୫, ଗଞ୍ଜାମରୁ…
Archives


